Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, July 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ...

  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ...

  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ...

  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ ...

  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ...

  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ...

  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ...

  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ...

  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ...

  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ ...

Home ›› ››ଚନ୍ଦକା ଅଭୟାରଣ୍ୟରେ ଦନ୍ତାର ମୃତ୍ୟୁ

ଚନ୍ଦକା ଅଭୟାରଣ୍ୟରେ ଦନ୍ତାର ମୃତ୍ୟୁ

2025-03-27 06:14:42
14425
Share:
Facebook
Twitter
E-Mail
WhatsApp
Telegram
ଚନ୍ଦକା ଅଭୟାରଣ୍ୟରେ ଦନ୍ତାର ମୃତ୍ୟୁ

ବାଙ୍କୀ : ଡମପଡ଼ା ଚନ୍ଦକା ଅଭୟାରଣ୍ୟ ଅନ୍ତର୍ଗତ ତାଳବସ୍ତ ଫରେଷ୍ଟ ସେକ୍‌‌ସନ୍‌‌ ଅଧୀନ ଅଭୟାରଣ୍ୟ ନିକଟସ୍ଥ ତାଳବସ୍ତ ପଞ୍ଚାୟତ ମୁଣ୍ଡା ସାହି ନିକଟ କାଜୁ ବଣରେ ଆହତ ଅବସ୍ଥାରେ ଏକ ଦନ୍ତାହାତୀ ସକାଳେ ଚଲା ବୁଲା କରୁଥିବା ଦେଖି ବନ ବିଭାଗ କର୍ମଚାରୀ ଦେଖି ତା’ର ଚିକିତ୍ସା ପାଇଁ ପଦକ୍ଷେପ ନେଇଥିଲେ। ରେଞ୍ଜର ନିରଞ୍ଜନ ମହାପାତ୍ରଙ୍କ ସୂଚନାକ୍ରମେ ନନ୍ଦନକାନନସ୍ଥିତ ପ୍ରାଣୀ ଚିକିତ୍ସାଳୟକୁ ଖବର ଦିଆଯିବା ପରେ ବନ ସେଠାକାର ଚିକିତ୍ସକ ଦଳ ପହଞ୍ଚି ହାତୀର ଚିକିତ୍ସା ଆରମ୍ଭ କରିଥିଲେ। ତେବେ ହାତୀଟିର ଚିକିତ୍ସାଧୀନ ଅବସ୍ଥାରେ ଅପରାହ୍ନ ୪ଟାରେ ମୃତ୍ୟୁ ହୋଇଥିବା ଖବର ମିଳିଛି। ଖବର ପାଇ ଡିଏଫଓ ଶରତ କୁମାର ବେହେରା, ଏସିଏଫ୍‌‌ ସଂଗ୍ରାମ ମହାନ୍ତି, ଆରସିସିଏଫ୍‌‌ ଏମ୍‌‌.ଯୋଗଦାନନ୍ଦ ପ୍ରମୁଖ ପହଞ୍ଚି ହାତୀର ମୃତ୍ୟୁ ସମ୍ପର୍କରେ ଅନୁଧ୍ୟାନ କରିଥିଲେ। ଗୁରୁବାର ସକାଳେ ଶବ ବ୍ୟବଚ୍ଛେଦ କରାଯିବ ବୋଲି ସୂଚନା ମିଳିଛି। ରିପୋର୍ଟ ଆସିଲେ ହାତୀର ମୃତ୍ୟୁର କାରଣ ଜଣାପଡ଼ିବ। ଏ ସମ୍ପର୍କରେ ଡମପଡ଼ା ରେଞ୍ଜର ନିରଞ୍ଜନ ମହାପାତ୍ର କହିଛନ୍ତି ୧୯ ତାରିଖରେ ତାଳବସ୍ତ ସେକ୍‌‌ସନ୍‌‌ ଅନ୍ତର୍ଗତ ବୋଲଗାଡ଼ ଜଳାଶୟ ନିକଟରେ ୨ ଦନ୍ତାହାତୀ ମଧ୍ୟରେ ଲଢେଇ ହୋଇ ଏହି ହାତୀଟି ଆହତ ହୋଇଥିଲା। ବନବିଭାଗ ପକ୍ଷରୁ ହାତୀକୁ ଚିକିତ୍ସାସେବା ଯୋଗାଇ ଦିଆଯାଇଥିଲା। ହାତୀଟି ସ୍ୱାଭାବିକ ଭାବରେ ବଣରେ ବୁଲୁଥିଲା ବେଳେ ବୁଧବାର ତା’ର ମୃତ୍ୟୁ ହୋଇଛି।

Powered by Froala Editor

Tags elephant dead

Related articles Odisha News Lens 4.1

  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା
    ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15129
    Jul 08, 2026
  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ
    ଦେଶ-ଦେଶାନ୍ତର

    ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ

    13710
    Jul 07, 2026
  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14360
    Jul 08, 2026
  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...
    ଦେଶ-ଦେଶାନ୍ତର

    ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...

    14013
    Jul 08, 2026
  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ

    14474
    Jul 07, 2026
  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ
    ଦେଶ-ଦେଶାନ୍ତର

    ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13547
    Jul 07, 2026
  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13376
    Jul 08, 2026
  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା
    ଦେଶ-ଦେଶାନ୍ତର

    କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14340
    Jul 08, 2026
  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି
    ଦେଶ-ଦେଶାନ୍ତର

    ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15448
    Jul 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ

    14474
    Jul 07, 2026
  • ଦେଶ-ଦେଶାନ୍ତର

    ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ଆଦିପୂର୍ଣ୍ଣ’ ପଦକ

    15019
    Jul 07, 2026
  • ଦେଶ-ଦେଶାନ୍ତର

    କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14340
    Jul 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16969
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17580
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17634
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18033
    Sep 06, 2023

ବିଶେଷ

  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15126
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15550
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15360
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15225
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14649
    Jun 30, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15835
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15704
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13811
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14922
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14340
    Jul 08, 2026
  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ

    13710
    Jul 07, 2026
  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13376
    Jul 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In