Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ...

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ...

  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ...

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ...

  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ...

  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ...

  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ ...

Home ›› ››ଏପ୍ରିଲ ୧ରୁ ଛାତ୍ରଛାତ୍ରୀଙ୍କୁ ଦିଆଯିବ ପୁଷ୍ଟିକର ଲଡ଼ୁ

ଏପ୍ରିଲ ୧ରୁ ଛାତ୍ରଛାତ୍ରୀଙ୍କୁ ଦିଆଯିବ ପୁଷ୍ଟିକର ଲଡ଼ୁ

2025-03-27 06:19:47
15516
Share:
Facebook
Twitter
E-Mail
WhatsApp
Telegram
ଏପ୍ରିଲ ୧ରୁ ଛାତ୍ରଛାତ୍ରୀଙ୍କୁ ଦିଆଯିବ ପୁଷ୍ଟିକର ଲଡ଼ୁ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ପୋଷଣ ଯୋଜନା ଅଧୀନରେ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ପୁଷ୍ଟିକର ଲଡ଼ୁ ଦିଆଯିବ। ଆସନ୍ତା ଏପ୍ରିଲ ୧ରୁ ସପ୍ତାହକୁ ୩ଟି ଲେଖାଏଁ ଲଡ଼ୁ ପ୍ରଦାନ କରାଯିବ। ପ୍ରତି ସୋମବାର, ମଙ୍ଗଳବାର ଏବଂ ଗୁରୁବାର ପ୍ରଥମରୁ ଦଶମ ପର୍ଯ୍ୟନ୍ତ ପଢ଼ୁଥିବା ଛାତ୍ରଛାତ୍ରୀଙ୍କୁ ଏହା ମିଳିବ। ସେହିପରି ମଧ୍ୟାହ୍ନ ଭୋଜନରେ ସପ୍ତାହକୁ ୩ଟି ଅଣ୍ଡା ଦିଆଯିବ। ଏବେ ଦୁଇଟି ଅଣ୍ଡା ଦିଆଯାଉଥିବାବେଳେ ୧ ତାରିଖରୁ ପ୍ରତି ଶୁକ୍ରବାର ଅତିରିକ୍ତ ଗୋଟିଏ ଅଣ୍ଡା ଯୋଗାଇ ଦେବାକୁ ନିଷ୍ପତ୍ତି ହୋଇଛି। ଏନେଇ ପ୍ରଧାନମନ୍ତ୍ରୀ ପୋଷଣ ରାଜ୍ୟ ନୋଡାଲ ଅଧିକାରୀ ଗିରୀଶ ଚନ୍ଦ୍ର ସିଂହ ସମସ୍ତ ଜିଲାପାଳଙ୍କୁ ଭିନ୍ନ ଭିନ୍ନ ଚିଠି ଲେଖି ଏହା ଅବଗତ କରାଇଛନ୍ତି। ସୂଚନା ଅନୁଯାୟୀ, ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ଦିଆଯିବାକୁ ଥିବା ଲଡ଼ୁ ପାଚିକା ତଥା ସହାୟିକାମାନେ ପ୍ରସ୍ତୁତ କରିବେ। ପ୍ରଧାନମନ୍ତ୍ରୀ ପୋଷଣ ଅଧୀନରେ ଅନ୍ତର୍ଭୁକ୍ତ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ପଢ଼ୁଥିବା ପ୍ରଥମରୁ ଦଶମ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ଏହି ଲଡ଼ୁ ମିଳିବ। ଗୋଟିଏ ଲଡ଼ୁ ପାଇଁ ୩ ଟଙ୍କା ୫୦ ପଇସା ଖର୍ଚ୍ଚ ହେବ। ଲଡ଼ୁ ପିଛା ସାମଗ୍ରୀ ପାଇଁ ୩ଟା ୨୪ ପଇସା ଓ ପ୍ରସ୍ତୁତି ଖର୍ଚ୍ଚ ୨୬ ପଇସା ଧାର୍ଯ୍ୟ ହୋଇଛି। ମାଣ୍ଡିଆ ଚୁନା, ଗୁଡ଼, ଚିନାବାଦାମ, ଘିଅ, ରାଶି, ଗୁଜରାତି ଓ ଅଳେଇଚ ଏହି ଲଡ଼ୁ ପ୍ରସ୍ତୁତ ପାଇଁ ଆବଶ୍ୟକ। ଛାତ୍ରଛାତ୍ରୀଙ୍କୁ ମର୍ଣ୍ଣିଂ ଆସେମ୍ଲି ସମୟରେ ପୁଷ୍ଟିକର ଲଡ଼ୁ ପ୍ରଦାନ କରାଯିବା ଚିତ୍ର ଜିଲାପାଳଙ୍କ ସାମାଜିକ ଗଣମାଧ୍ୟମ ହ୍ୟାଣ୍ଡେଲରେ ସେୟାର କରିବାକୁ କୁହାଯାଇଛି। ଲଡ଼ୁ ପାଇଁ ଆବଶ୍ୟକ ସାମଗ୍ରୀ ସ୍ଥାନୀୟ ବଜାରରୁ ସାପ୍ତାହିକ/୧୫ ଦିନିଆ ଭିତ୍ତିରେ ପ୍ରଧାନ ଶିକ୍ଷକ କିଣି ଆଣିବେ। ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀ ପୋଷଣ ମଧ୍ୟାହ୍ନ ଭୋଜନ ଯୋଜନାରେ ପ୍ରଥମରୁ ଦଶମ ଛାତ୍ରଛାତ୍ରୀଙ୍କୁ ଏପ୍ରିଲ ୧ରୁ ସପ୍ତାହକୁ ମିଳିବ ୩ଟି ଅଣ୍ଡା। ବର୍ତ୍ତମାନ ବୁଧବାର ଓ ଶନିବାର ଦୁଇଟି ଅଣ୍ଡା ଦିଆଯାଉଥିବାବେଳେ ଶୁକ୍ରବାର ଗୋଟିଏ ଅତିରିକ୍ତ ଅଣ୍ଡା ମିଳିବ। ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ଏହା ଯୋଗାଇ ଦିଆଯିବ।

Powered by Froala Editor

Tags Ragi laddu

Related articles Odisha News Lens 4.1

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି
    ବିଶେଷ

    ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14711
    Mar 03, 2026
  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି
    ଦେଶ-ଦେଶାନ୍ତର

    ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି

    14854
    Mar 02, 2026
  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ
    ଦେଶ-ଦେଶାନ୍ତର

    ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ

    14321
    Mar 03, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15081
    Mar 04, 2026
  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା
    ଦେଶ-ଦେଶାନ୍ତର

    ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14432
    Mar 02, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ
    ବିଶେଷ

    ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13921
    Mar 02, 2026
  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ
    ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15414
    Mar 04, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14162
    Mar 04, 2026
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ
    ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    15095
    Mar 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14711
    Mar 03, 2026
  • ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14684
    Mar 03, 2026
  • ଦେଶ-ଦେଶାନ୍ତର

    ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ

    14321
    Mar 03, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17359
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17426
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17772
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16245
    Apr 03, 2021

ବିଶେଷ

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14711
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13921
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15019
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14640
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14440
    Feb 26, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15124
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14975
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14488
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16107
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି

    14854
    Mar 02, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15081
    Mar 04, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14711
    Mar 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In