Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 25, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବଢିବ ଟ୍ରେନ ଭଡା, ଜୁଲାଇ ୧ରୁ ସଂଶୋଧିତ ଦର ...

  • ପ୍ରଶାନ୍ତ ମହାସାଗରରେ ବୁଡ଼ିଗଲା ମାଲବାହୀ ...

  • ଏକତରଫା ପ୍ରେମର ପ୍ରତିଶୋଧ : ବିବାହିତ ...

  • ଭୂତ ପ୍ରେତକୁ ଆମନ୍ତ୍ରଣ କରିପାରେ ...

  • ଆଇନାରେ ପ୍ରଥମେ ନିଜ ମୁହଁ ନିଜେ ଦେଖୁ ...

  • ବେଟି ବଚାଓ କହୁଥିବା ଦଳର ...

  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ ...

  • ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ ...

  • ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ

ରାଜ୍ୟ
Home ›› ରାଜ୍ୟ ››ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକମାନଙ୍କ ପେନସନ୍‌ ବୃଦ୍ଧି ନେଇ ବିଜେଡିର ଦାବି

ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକମାନଙ୍କ ପେନସନ୍‌ ବୃଦ୍ଧି ନେଇ ବିଜେଡିର ଦାବି

2025-03-28 10:14:45
14151
Share:
Facebook
Twitter
E-Mail
WhatsApp
Telegram
ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକମାନଙ୍କ ପେନସନ୍‌ ବୃଦ୍ଧି ନେଇ ବିଜେଡିର ଦାବି

ଭୁବନେଶ୍ବର: ଆଜି ବିଧାନସଭାର ଶୁନ୍ୟକାଳରେ ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକ ମାନଙ୍କ ପେନସନ୍‌ ବୃଦ୍ଧି ନେଇ ଦାବି ଉଠାଇଛି ବିଜେଡି। ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଏହି ପ୍ରସଙ୍ଗ ଉଠାଇ କହିଛନ୍ତି, “ବର୍ତ୍ତମାନ ବଜାର ଦର ବଢ଼ିଛି । ଅନେକ ପୂର୍ବତନ ବିଧାୟକ ପେନସନ ବଢ଼ାଇବା ପାଇଁ ଲବିକୁ ଆସିଛନ୍ତି । ମେଡ଼ିସିନ ଖର୍ଚ୍ଚ ହେଉ କି ବଜାର ଦର ଯାହା ଅଛି ତାହା ପେନସନ୍‌କୁ ଦେଖିଲେ ପର୍ଯ୍ୟାପ୍ତ ହେଉନି। ଏଥିପାଇଁ ଭାସ୍କର ମଢେଇଙ୍କ ଅଧ୍ୟକ୍ଷତାରେ ଗୋଟେ କମିଟି ଗଠନ ହୋଇଥିଲା। କମିଟିର ବୈଠକରେ ନିଷ୍ପତ୍ତି ନିଆଯାଇ ରିପୋର୍ଟ ଦିଆଯାଇଛି । ସେହି ରିପୋର୍ଟକୁ କାର୍ଯ୍ୟକାରୀ କରିବାକୁ ସରକାରଙ୍କୁ ନିର୍ଦ୍ଦେଶ ଦିଅନ୍ତୁ ।“ ବିଧାୟକ ଦରମା ବି ବଢିବା ଆବଶ୍ୟକ ଅଛି । ୨୦୧୭ରେ ଶେଷ ଥର ପାଇଁ ଦରମା ବଢ଼ିଥିଲା ୨୦୨୫ ହେଲାଣି ତାକୁ ବଢ଼ାଇବା ଦରକାର ଅଛି ବୋଲି କହିଲେ ପ୍ରମିଳା ମଲ୍ଲିକ ।

ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକଙ୍କ ପେନସନ୍‌ ବୃଦ୍ଧି ଦାବିକୁ ଦୋହରାଇଛନ୍ତି ବିଜେପି ବିଧାୟକ ପୂର୍ଣ୍ଣ ସେଠୀ। ‌ସେ କହିଛନ୍ତି, “ମୁଁ ପୂର୍ବତନ ବିଧାୟକ ଭାବେ ଭୁକ୍ତଭୋଗୀ। କେତେ ଅସୁବିଧା ହେଉଛି ମୁଁ ନିଜେ ଅନୁଭବ କରିଛି । ସରକାରୀ କର୍ମଚାରୀଙ୍କ ପାଇଁ ବେତନ କମିଶନ ଅଛି କିନ୍ତୁ ବିଧାୟକଙ୍କ ପାଇଁ କେହି ନାହିଁ । କେବଳ ଆମର ମଢେଇ କମିଟି ସାହା ଭରସା । କୌଣସି ଗାଁକୁ ବିଧାୟକଟେ ଗଲେ ୧୦ରୁ ୩୦ ହଜାର ନଦଲେ ହେଉନି । ତେଣୁ ମୁଁ ଦାବି କରୁଛି ବାଚସ୍ପତି ଭାସ୍କର ମଢେଇଙ୍କ କମିଟିର ସୁପାରିଶକୁ ଗ୍ରହଣ କରି ସରକାରଙ୍କୁ ଜୁନ୍ ମାସରୁ ପିଛିଲା ଭାବେ ଲାଗୁ କରିବା ପାଇଁ ନିର୍ଦ୍ଦେଶ ଦିଅନ୍ତୁ ।“

ସେପଟେ ପୂର୍ଣ୍ଣ ସେଠୀଙ୍କ ପ୍ରସ୍ତାବକୁ ସମର୍ଥନ ଜଣାଇଛନ୍ତି ବିଜେପି ବିଧାୟକ ପଦ୍ମଲୋଚନ ପଣ୍ଡା । ସେ କହିଛନ୍ତି, “ପୂର୍ବତନ ବିଧାୟକଙ୍କ ଅବସ୍ଥା ଦେଖିଲେ ଖରାପ ଲାଗୁଛି  ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକଙ୍କ ପେନସନ୍‌ କ୍ଷେତ୍ରରେ ଆମ ରାଜ୍ୟ ୨୭ ନମ୍ବରରେ ରହିଛି। ତେଣୁ ତୁରନ୍ତ ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକଙ୍କ ପେନସନ୍ ବୃଦ୍ଧି କରାଯାଉ। 

ଦରମା ବୃଦ୍ଧି ନେଇ କମିଟି ଅଧ୍ୟକ୍ଷ ଭାସ୍କର ମଢ଼େଇ ଉଦବେଗ ପ୍ରକାଶ କରିଛନ୍ତି । ସେ କହିଛନ୍ତି, “ପୂର୍ବତନ ବିଧାୟକଙ୍କ ଅବସ୍ଥା ଅତି ଶୋଚନୀୟ । ଚଳିବାକୁ ଭାରି କଷ୍ଟ ହେଉଛି । କିଛି ପୂର୍ବତନ ବିଧାୟକଙ୍କ ଘର ଖଣ୍ଡେ ନାହିଁ । ୧୨ ମାସର ୧୩ ପର୍ବରେ ବିଧାୟକ ସାମିଲ ହେଉଛନ୍ତି। ବିଧାୟକଙ୍କୁ ସବୁ ଦେବାକୁ ପଡୁଛି । ଗୋଟିଏ କାର୍ଯ୍ୟକ୍ରମରେ ସାମିଲ ହେବାକୁ ହେଲେ ୨୦ ହଜାର ଖର୍ଚ୍ଚ ହେଉଛି। ବିଧାୟକଙ୍କ ଅବସ୍ଥା ଶୋଚନୀୟ। ଆମ ରାଜ୍ୟରେ ବିଧାୟକଙ୍କ ଦରମା ଓ ଭତ୍ତା ଅନ୍ୟ ରାଜ୍ୟଠାରୁ କମ୍ । କମିଟି ରିପୋର୍ଟକୁ କାର୍ଯ୍ୟକାରୀ କରାଯାଉ । 

ସେପଟେ ପୂର୍ଣ୍ଣ ସେଠୀଙ୍କ ପ୍ରସ୍ତାବକୁ ସମର୍ଥନ ଜଣାଇଛନ୍ତି ବିଜେପି ବିଧାୟକ ପଦ୍ମଲୋଚନ ପଣ୍ଡା । ସେ କହିଛନ୍ତି, “ପୂର୍ବତନ ବିଧାୟକଙ୍କ ଅବସ୍ଥା ଦେଖିଲେ ଖରାପ ଲାଗୁଛି  ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକଙ୍କ ପେନସନ୍‌ କ୍ଷେତ୍ରରେ ଆମ ରାଜ୍ୟ ୨୭ ନମ୍ବରରେ ରହିଛି। ତେଣୁ ତୁରନ୍ତ ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକଙ୍କ ପେନସନ୍ ବୃଦ୍ଧି କରାଯାଉ। 

Powered by Froala Editor

Tags Assembly

Related articles Odisha News Lens 4.1

  • ବଢିବ ଟ୍ରେନ ଭଡା, ଜୁଲାଇ ୧ରୁ ସଂଶୋଧିତ ଦର ଲାଗୁ ହେବ
    ଦେଶ-ଦେଶାନ୍ତର

    ବଢିବ ଟ୍ରେନ ଭଡା, ଜୁଲାଇ ୧ରୁ ସଂଶୋଧିତ ଦର ଲାଗୁ ହେବ

    14064
    Jun 24, 2025
  • ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ କେନ୍ଦ୍ର ଅଭିମୁଖେ ଯାତ୍ରା କରିବେ ଶୁଭାଂଶୁ ...
    ଦେଶ-ଦେଶାନ୍ତର

    ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ କେନ୍ଦ୍ର ଅଭିମୁଖେ ଯାତ୍ରା କରିବେ ଶୁଭାଂଶୁ ...

    14179
    Jun 24, 2025
  • ଭୂତ ପ୍ରେତକୁ ଆମନ୍ତ୍ରଣ କରିପାରେ ‘ପାଣିରେ ହଳଦୀ’ ଟ୍ରେଣ୍ଡ
    ଦେଶ-ଦେଶାନ୍ତର

    ଭୂତ ପ୍ରେତକୁ ଆମନ୍ତ୍ରଣ କରିପାରେ ‘ପାଣିରେ ହଳଦୀ’ ଟ୍ରେଣ୍ଡ

    14241
    Jun 24, 2025
  • ପ୍ରଶାନ୍ତ ମହାସାଗରରେ ବୁଡ଼ିଗଲା ମାଲବାହୀ ଜାହାଜ
    ଦେଶ-ଦେଶାନ୍ତର

    ପ୍ରଶାନ୍ତ ମହାସାଗରରେ ବୁଡ଼ିଗଲା ମାଲବାହୀ ଜାହାଜ

    13768
    Jun 24, 2025
  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ
    ବିଶେଷ

    ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

    14965
    Jun 24, 2025
  • ବେଟି ବଚାଓ କହୁଥିବା ଦଳର ମୁଖ୍ୟମନ୍ତ୍ରୀଙ୍କ ପାଖରେ ସମୟ ନାହିଁ; ସାକ୍ଷାତ କଲେନାହିଁ
    ରାଜନୀତି

    ବେଟି ବଚାଓ କହୁଥିବା ଦଳର ମୁଖ୍ୟମନ୍ତ୍ରୀଙ୍କ ପାଖରେ ସମୟ ନାହିଁ; ସାକ୍ଷାତ କଲେନାହିଁ

    13671
    Jun 24, 2025
  • ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ
    ଦେଶ-ଦେଶାନ୍ତର

    ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ

    13609
    Jun 24, 2025
  • ଏକତରଫା ପ୍ରେମର ପ୍ରତିଶୋଧ : ବିବାହିତ ପ୍ରେମିକ ନାଁରେ ମେଲ୍ ଆଇଡି ଖୋଲି ବୋମା ଧମକ ଦେଲେ ...
    ଦେଶ-ଦେଶାନ୍ତର

    ଏକତରଫା ପ୍ରେମର ପ୍ରତିଶୋଧ : ବିବାହିତ ପ୍ରେମିକ ନାଁରେ ମେଲ୍ ଆଇଡି ଖୋଲି ବୋମା ଧମକ ଦେଲେ ...

    14315
    Jun 24, 2025
  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?
    ବିଶେଷ

    ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?

    13985
    Jun 24, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ରାଜନୀତି

    ବେଟି ବଚାଓ କହୁଥିବା ଦଳର ମୁଖ୍ୟମନ୍ତ୍ରୀଙ୍କ ପାଖରେ ସମୟ ନାହିଁ; ସାକ୍ଷାତ କଲେନାହିଁ

    13671
    Jun 24, 2025
  • ଦେଶ-ଦେଶାନ୍ତର

    ପ୍ରଶାନ୍ତ ମହାସାଗରରେ ବୁଡ଼ିଗଲା ମାଲବାହୀ ଜାହାଜ

    13768
    Jun 24, 2025
  • ଦେଶ-ଦେଶାନ୍ତର

    ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ କେନ୍ଦ୍ର ଅଭିମୁଖେ ଯାତ୍ରା କରିବେ ଶୁଭାଂଶୁ ଶୁକ୍ଳା

    14179
    Jun 24, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16707
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17014
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15508
    Apr 03, 2021

ବିଶେଷ

  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

    14965
    Jun 24, 2025
  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?

    13985
    Jun 24, 2025
  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15882
    Jun 23, 2025
  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    15207
    Jun 23, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    16030
    Jun 22, 2025

ବାଣିଜ୍ୟ

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

ଭୁବନେଶ୍ୱର : ଓଡିଶାରେ ପାରମ୍ପରିକତା କେବଳ ସଂରକ୍ଷିତ ହୋଇନଥାଏ, ସେହିଟି ଲୋକଙ୍କ ଦୈନନ୍ଦିନ ଜୀବନ, ପାର୍ବଣ, ଓ ଅଭିବ୍ୟକ୍ତିର ଅଂଶ ଅଟୁଟ ଭାବରେ ରହିଛି। ଘୁମୁରା ନୃତ୍ୟର ଗାମ୍ଭୀର୍ୟପୂର୍ଣ୍ଣ ପଦକ୍ଷେପରୁ ଆରମ୍ଭ କରି ...

  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14999
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14821
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14823
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13794
    Jun 17, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ

    13609
    Jun 24, 2025
  • ଭୂତ ପ୍ରେତକୁ ଆମନ୍ତ୍ରଣ କରିପାରେ ‘ପାଣିରେ ହଳଦୀ’ ଟ୍ରେଣ୍ଡ

    14241
    Jun 24, 2025
  • ବେଟି ବଚାଓ କହୁଥିବା ଦଳର ମୁଖ୍ୟମନ୍ତ୍ରୀଙ୍କ ପାଖରେ ସମୟ ନାହିଁ; ସାକ୍ଷାତ କଲେନାହିଁ

    13671
    Jun 24, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In