Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, March 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡି ...

  • କୋଭିଡ୍ ଭ୍ୟାକସିନ୍‌ର ପାର୍ଶ୍ୱ ...

  • LPG ସିଲିଣ୍ଡର ସଙ୍କଟ, ଦେଶବ୍ୟାପୀ ଏସମା ଲାଗୁ

  • ଯୁଦ୍ଧ ଯୋଗୁଁ ପାକିସ୍ତାନରେ ସ୍କୁଲ ଦୁଇ ...

  • 'ଦୁର୍ନୀତିଗ୍ରସ୍ତ ନ୍ୟାୟପାଳିକା' ଚାପ୍ଟର ...

  • ୩ ଗୁଣା ବଢ଼ିଲା ଇଣ୍ଡକ୍ସନ କୁକର ବିକ୍ରି

  • ଦେଶରେ ରୋଷେଇ ଗ୍ୟାସର ଅଭାବ: ୧୦ ପ୍ରତିଶତ ...

  • ଟେଲିଫୋନରେ କଥା ହେଲେ ଡୋନାଲ୍ଡ ଟ୍ରମ୍ପ ଓ ...

  • ଗ୍ୟାସ୍ ମୂଲ୍ୟ ବୃଦ୍ଧି: ବୈକୁଣ୍ଠ ଧାମ ...

  • ପୃଥ୍ୱୀ ଶ’-ଆକୃତିଙ୍କ ନିର୍ବନ୍ଧ ଫଟୋ ...

Home ›› ››ମିଆଁମାର ଓ ଥାଇଲାଣ୍ଡରେ ଭୂକମ୍ପ: ୨୫କୁ ବୃଦ୍ଧି ପାଇଲା ମୃତ୍ୟୁ ସଂଖା

ମିଆଁମାର ଓ ଥାଇଲାଣ୍ଡରେ ଭୂକମ୍ପ: ୨୫କୁ ବୃଦ୍ଧି ପାଇଲା ମୃତ୍ୟୁ ସଂଖା

2025-03-28 11:05:35
15645
Share:
Facebook
Twitter
E-Mail
WhatsApp
Telegram
ମିଆଁମାର ଓ ଥାଇଲାଣ୍ଡରେ ଭୂକମ୍ପ: ୨୫କୁ ବୃଦ୍ଧି ପାଇଲା ମୃତ୍ୟୁ ସଂଖା

ନୂଆଦିଲ୍ଲୀ: ମିଆଁମାରରେ ଶୁକ୍ରବାର ଦୁଇ ଦୁଇ ଶକ୍ତିଶାଳୀ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ଏହି ଝଟ୍‌କା ଏତେ ଶକ୍ତିଶାଳୀ ଥିଲା ଯେ, ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍ଗ୍‌କକ୍‌ ମଧ୍ୟ ଥରି ଉଠିଛି। ପ୍ରଥମ ଝଟ୍‌କା ଦିନ ୧୧ଟା ୫୦ରେ ଅନୁଭୂତ ହୋଇଥିଲା ଏବଂ ରିକ୍ଟର ସ୍କେଲରେ ଏହା ତୀବ୍ରତା ୭.୨ ରେକର୍ଡ଼ କରାଯାଇଛି। ଏହାପରେ ଦ୍ଵିତୀୟ ଥର ପାଇଁ ଦିନ ୧୨ଟାରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଥିଲା, ଯାହାର ତୀବ୍ରତା ୭.୦ ରେକର୍ଡ଼ ହୋଇଛି। ଭୂମିକମ୍ପରେ ବର୍ତ୍ତମାନସୁଦ୍ଧା ୨୫ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ତେବେ ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇବାର ଆଶଙ୍କା ରହିଛି।

ଭୂମିକମ୍ପ କାରଣରୁ ମିଆଁମାରର ମାଣ୍ଡଲେରେ ଇରାଓ୍ବଡି ନଦୀ ଉପରେ ଥିବା ଲୋକପ୍ରିୟ ଆଭା ବ୍ରିଜ୍ ଭୁଶୁଡ଼ି ପଡ଼ିଛି। ଭୂକମ୍ପରେ ଅନେକ ଅଟ୍ଟାଳିକା ମଧ୍ୟ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ଏହି ଭୂକମ୍ପ ଏତେ ଶକ୍ତିଶାଳୀ ଥିଲା ଯେ, ପ୍ରାୟ ୯୦୦ କିଲୋମିଟର ଦୂରରେ ଥିବା ବ୍ୟାଙ୍ଗ୍‌କକ୍‌ରେ ମଧ୍ୟ ଏହାର କମ୍ପନ ଅନୁଭୂତ ହୋଇଛି। ବ୍ୟାଙ୍ଗ୍‌କକ୍‌ ୭.୭ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଥିବା ସୂଚନା ମିଳିଛି। କୁହାଯାଉଛି ଯେ, ଚୀନ୍ ଏବଂ ତାଇୱାନର କେତେକ ଅଞ୍ଚଳରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଛି। ବ୍ୟାଙ୍ଗ୍‌କକ୍‌ ପୁଲିସର କହିବାନୁସାରେ, ଆଜି ଥାଇ ରାଜଧାନୀରେ ଅନୁଭୂତ ହୋଇଥିବା ୭.୭ ତୀବ୍ରତାର ଭୂମିକମ୍ପରେ ଏକାଧିକ ଉଚ୍ଚ ଅଟ୍ଟାଳିକା ଭୁଶୁଡି ପଡ଼ିଛି।

Powered by Froala Editor

Tags earthquake

Related articles Odisha News Lens 4.1

  • ୩ ଗୁଣା ବଢ଼ିଲା ଇଣ୍ଡକ୍ସନ କୁକର ବିକ୍ରି
    ଦେଶ-ଦେଶାନ୍ତର

    ୩ ଗୁଣା ବଢ଼ିଲା ଇଣ୍ଡକ୍ସନ କୁକର ବିକ୍ରି

    14324
    Mar 11, 2026
  • ଯୁଦ୍ଧ ଯୋଗୁଁ ପାକିସ୍ତାନରେ ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ
    ଦେଶ-ଦେଶାନ୍ତର

    ଯୁଦ୍ଧ ଯୋଗୁଁ ପାକିସ୍ତାନରେ ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ

    13349
    Mar 11, 2026
  • କୋଭିଡ୍ ଭ୍ୟାକସିନ୍‌ର ପାର୍ଶ୍ୱ ପ୍ରତିକ୍ରିୟା ପାଇଁ କ୍ଷତିପୂରଣ ନୀତି ପ୍ରସ୍ତୁତ ହେବ
    ଦେଶ-ଦେଶାନ୍ତର

    କୋଭିଡ୍ ଭ୍ୟାକସିନ୍‌ର ପାର୍ଶ୍ୱ ପ୍ରତିକ୍ରିୟା ପାଇଁ କ୍ଷତିପୂରଣ ନୀତି ପ୍ରସ୍ତୁତ ହେବ

    14750
    Mar 11, 2026
  • ଗ୍ୟାସ୍ ମୂଲ୍ୟ ବୃଦ୍ଧି: ବୈକୁଣ୍ଠ ଧାମ ଶ୍ମଶାନରେ ଗ୍ୟାସ ଚୁଲି ବନ୍ଦ
    ଦେଶ-ଦେଶାନ୍ତର

    ଗ୍ୟାସ୍ ମୂଲ୍ୟ ବୃଦ୍ଧି: ବୈକୁଣ୍ଠ ଧାମ ଶ୍ମଶାନରେ ଗ୍ୟାସ ଚୁଲି ବନ୍ଦ

    14736
    Mar 10, 2026
  • ଟେଲିଫୋନରେ କଥା ହେଲେ ଡୋନାଲ୍ଡ ଟ୍ରମ୍ପ ଓ ଭ୍ଲାଦିମିର ପୁଟିନ
    ଦେଶ-ଦେଶାନ୍ତର

    ଟେଲିଫୋନରେ କଥା ହେଲେ ଡୋନାଲ୍ଡ ଟ୍ରମ୍ପ ଓ ଭ୍ଲାଦିମିର ପୁଟିନ

    15294
    Mar 10, 2026
  • ପୃଥ୍ୱୀ ଶ’-ଆକୃତିଙ୍କ ନିର୍ବନ୍ଧ ଫଟୋ ସେୟାର
    ମନୋରଞ୍ଜନ

    ପୃଥ୍ୱୀ ଶ’-ଆକୃତିଙ୍କ ନିର୍ବନ୍ଧ ଫଟୋ ସେୟାର

    13729
    Mar 10, 2026
  • ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡି ଛାଡ଼ିଲେ ରବୀନ୍ଦ୍ର ଜେନା
    ରାଜନୀତି

    ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡି ଛାଡ଼ିଲେ ରବୀନ୍ଦ୍ର ଜେନା

    14027
    Mar 11, 2026
  • ଦେଶରେ ରୋଷେଇ ଗ୍ୟାସର ଅଭାବ: ୧୦ ପ୍ରତିଶତ ହୋଟେଲ ଏବଂ ରେଷ୍ଟୁରାଣ୍ଟ ବନ୍ଦ
    ଦେଶ-ଦେଶାନ୍ତର

    ଦେଶରେ ରୋଷେଇ ଗ୍ୟାସର ଅଭାବ: ୧୦ ପ୍ରତିଶତ ହୋଟେଲ ଏବଂ ରେଷ୍ଟୁରାଣ୍ଟ ବନ୍ଦ

    13461
    Mar 10, 2026
  • 'ଦୁର୍ନୀତିଗ୍ରସ୍ତ ନ୍ୟାୟପାଳିକା' ଚାପ୍ଟର ପାଇଁ ଭୁଲ ମାଗିଲା NCERT
    ଦେଶ-ଦେଶାନ୍ତର

    'ଦୁର୍ନୀତିଗ୍ରସ୍ତ ନ୍ୟାୟପାଳିକା' ଚାପ୍ଟର ପାଇଁ ଭୁଲ ମାଗିଲା NCERT

    15033
    Mar 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    LPG ସିଲିଣ୍ଡର ସଙ୍କଟ, ଦେଶବ୍ୟାପୀ ଏସମା ଲାଗୁ

    13574
    Mar 11, 2026
  • ଦେଶ-ଦେଶାନ୍ତର

    'ଦୁର୍ନୀତିଗ୍ରସ୍ତ ନ୍ୟାୟପାଳିକା' ଚାପ୍ଟର ପାଇଁ ଭୁଲ ମାଗିଲା NCERT

    15033
    Mar 11, 2026
  • ଦେଶ-ଦେଶାନ୍ତର

    ଯୁଦ୍ଧ ଯୋଗୁଁ ପାକିସ୍ତାନରେ ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ

    13349
    Mar 11, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17364
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16248
    Apr 03, 2021

ବିଶେଷ

  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    14990
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14746
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    15192
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15346
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14547
    Mar 02, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15671
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15130
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14981
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14495
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦେଶରେ ରୋଷେଇ ଗ୍ୟାସର ଅଭାବ: ୧୦ ପ୍ରତିଶତ ହୋଟେଲ ଏବଂ ରେଷ୍ଟୁରାଣ୍ଟ ବନ୍ଦ

    13461
    Mar 10, 2026
  • 'ଦୁର୍ନୀତିଗ୍ରସ୍ତ ନ୍ୟାୟପାଳିକା' ଚାପ୍ଟର ପାଇଁ ଭୁଲ ମାଗିଲା NCERT

    15033
    Mar 11, 2026
  • ୩ ଗୁଣା ବଢ଼ିଲା ଇଣ୍ଡକ୍ସନ କୁକର ବିକ୍ରି

    14324
    Mar 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In