Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, April 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅସ୍ଥି ମଜଭୁତ କରେ ଖଜୁରି

  • ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ ...

  • ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ...

  • ଷଷ୍ଠ ଥର ପାଇଁ ରାଜ୍ୟସଭା ଉପାଧ୍ୟକ୍ଷ ...

  • ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ...

  • ୨୦୨୭ ରେ ରିଲିଜ ହେବ ‘ନାଗଜିଲା’

  • ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର

  • ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର

  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ...

  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ...

Home ›› ››ନବରାତ୍ରୀ ମହୋତ୍ସବ: ନଦିନ ପର୍ଯ୍ୟନ୍ତ ଆମିଷ ଖାଦ୍ୟ ବିକ୍ରି ଉପରେ ନିଷେଧ ଜାରି

ନବରାତ୍ରୀ ମହୋତ୍ସବ: ନଦିନ ପର୍ଯ୍ୟନ୍ତ ଆମିଷ ଖାଦ୍ୟ ବିକ୍ରି ଉପରେ ନିଷେଧ ଜାରି

2025-03-31 12:27:04
15817
Share:
Facebook
Twitter
E-Mail
WhatsApp
Telegram
ନବରାତ୍ରୀ ମହୋତ୍ସବ: ନଦିନ ପର୍ଯ୍ୟନ୍ତ ଆମିଷ ଖାଦ୍ୟ ବିକ୍ରି ଉପରେ ନିଷେଧ ଜାରି

ଭୋପାଳ: ମଧ୍ୟପ୍ରଦେଶର ମୈହାର ସହରରେ ନଅ ଦିନିଆ ନବରାତ୍ରି ମହୋତ୍ସବ  ପାଳନ ଅବସରରେ ସମସ୍ତ ଆମିଷ ଖାଦ୍ୟ ବିକ୍ରୟ ଉପରେ ନିଷେଧ ଜାରି କରାଯାଇଛି ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ମୈହାର ହେଉଛି ହିନ୍ଦୁମାନଙ୍କ ପାଇଁ ଏକ ଶକ୍ତିପୀଠ। ଏଠାରେ ପବିତ୍ର ମା’ ଶାରଦା ମନ୍ଦିର ରହିଛି। ବାର୍ଷିକ ନଅ ଦିନିଆ ‘ମା ଶାରଦେ ଚୈତ୍ର ନବରାତ୍ରୀ ମେଳା’ ସମୟରେ ହଜାର ହଜାର ଭକ୍ତ ଏହି ସହରକୁ ପରିଦର୍ଶନ କରନ୍ତି। ନବରାତ୍ରି ଉତ୍ସବ ରବିବାରରୁ ଆରମ୍ଭ ହୋଇଛି ଏବଂ ଏହା ୯ ଦିନ ପର୍ଯ୍ୟନ୍ତ ଚାଲିବ। ତେଣୁ ମୈହାର ସହରରେ ନଦିନ ପର୍ଯ୍ୟନ୍ତ ଆମିଷ ଖାଦ୍ୟ ବିକ୍ରି ଉପରେ ନିଷେଧ ଜାରି କରାଯାଇଛି ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରକାଶ କରାଯାଇଛି।
ଏହା ବ୍ୟତୀତ, ଚୈତି ଚାନ୍ଦ (ମାର୍ଚ୍ଚ ୩୦), ରାମ ନବମୀ (ଏପ୍ରିଲ ୬), ମହାବୀର ଜୟନ୍ତୀ (ଏପ୍ରିଲ ୧୦) ଏବଂ ବୁଦ୍ଧ ପୂର୍ଣ୍ଣିମା (ମେ ୧୨) ପର୍ବରେ ଭୋପାଳ ଏବଂ ଇନ୍ଦୋରରେ ମାଂସ ଦୋକାନଗୁଡ଼ିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମୈହାର ଜିଲା ପ୍ରଶାସନର ବରିଷ୍ଠ ଅଧିକାରୀ କହିଛନ୍ତି।
ଦୁଇ ସହରରେ ଆମିଷ ନିଷେଧ ଲାଗୁ କରିବା ପାଇଁ ନିର୍ଦେଶ ଜାରି କରାଯାଇଛି। ଯଦି ଦୋକାନଗୁଡ଼ିକ ନିର୍ଦ୍ଦେଶକୁ ଉଲ୍ଲଙ୍ଘନ କରନ୍ତି ତେବେ ସେମାନଙ୍କର ଲାଇସେନ୍ସ ବାତିଲ କରାଯିବ ବୋଲି ଭୋପାଳ ଏବଂ ଇନ୍ଦୋର ସହରର  ପୌର କର୍ତ୍ତୃପକ୍ଷ ଚେତାବନୀ ଦେଇଛନ୍ତି।
ମଧ୍ୟ ପ୍ରଦେଶ ସରକାରଙ୍କ ପୂର୍ତ୍ତ ବିଭାଗ ମନ୍ତ୍ରୀ ରାକେଶ ସିଂହଙ୍କ ସମେତ ଅନେକ ବିଜେପି ସାଂସଦ ନବରାତ୍ରି ସମୟରେ ରାଜ୍ୟର ମାଂସ ଦୋକାନଗୁଡ଼ିକୁ ବନ୍ଦ ରଖିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେବାକୁ ଦାବି କରିଥିଲେ। ସରକାର ପୂର୍ବରୁ ଘୋଷଣା କରିସାରିଛନ୍ତି ଯେ ଏପ୍ରିଲ ୧ ତାରିଖରୁ ରାଜ୍ୟର ମୈହାର ସମେତ ୧୭ଟି ପବିତ୍ର ସହରରେ ମଦ ଦୋକାନ ସ୍ଥାୟୀ ଭାବରେ ବନ୍ଦ କରାଯିବ।

Powered by Froala Editor

Tags Navratri

Related articles Odisha News Lens 4.1

  • ଷଷ୍ଠ ଥର ପାଇଁ ରାଜ୍ୟସଭା ଉପାଧ୍ୟକ୍ଷ ମଣ୍ଡଳୀ ସଦସ୍ୟ ଭାବେ ମନୋନୀତ ହେଲେ ଡ. ସସ୍ମିତ ...
    ଦେଶ-ଦେଶାନ୍ତର

    ଷଷ୍ଠ ଥର ପାଇଁ ରାଜ୍ୟସଭା ଉପାଧ୍ୟକ୍ଷ ମଣ୍ଡଳୀ ସଦସ୍ୟ ଭାବେ ମନୋନୀତ ହେଲେ ଡ. ସସ୍ମିତ ...

    15001
    Apr 16, 2026
  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା
    ଦେଶ-ଦେଶାନ୍ତର

    ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା

    15308
    Apr 15, 2026
  • ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର
    ମନୋରଞ୍ଜନ

    ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର

    14560
    Apr 16, 2026
  • ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ କ୍ଷମା କରିବେ ନାହିଁ: ମୋଦୀ
    ଦେଶ-ଦେଶାନ୍ତର

    ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ କ୍ଷମା କରିବେ ନାହିଁ: ମୋଦୀ

    13611
    Apr 16, 2026
  •  ଅସ୍ଥି ମଜଭୁତ କରେ ଖଜୁରି
    ବିଶେଷ

    ଅସ୍ଥି ମଜଭୁତ କରେ ଖଜୁରି

    15425
    Apr 16, 2026
  • ୨୦୨୭ ରେ ରିଲିଜ ହେବ ‘ନାଗଜିଲା’
    ମନୋରଞ୍ଜନ

    ୨୦୨୭ ରେ ରିଲିଜ ହେବ ‘ନାଗଜିଲା’

    14658
    Apr 16, 2026
  • ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ଗୁରୁତ୍ୱପୂର୍ଣ୍ଣ ବିଲ
    ଦେଶ-ଦେଶାନ୍ତର

    ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ଗୁରୁତ୍ୱପୂର୍ଣ୍ଣ ବିଲ

    14742
    Apr 16, 2026
  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ
    ଦେଶ-ଦେଶାନ୍ତର

    ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

    13865
    Apr 15, 2026
  • ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ବିବାହ କରି ଫସିଲେ, ମହିଳା ନେଇଗଲେ ୪୦ ଲକ୍ଷ
    ଅପରାଧ

    ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ବିବାହ କରି ଫସିଲେ, ମହିଳା ନେଇଗଲେ ୪୦ ଲକ୍ଷ

    13712
    Apr 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଅସ୍ଥି ମଜଭୁତ କରେ ଖଜୁରି

    15425
    Apr 16, 2026
  • ଦେଶ-ଦେଶାନ୍ତର

    ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ଗୁରୁତ୍ୱପୂର୍ଣ୍ଣ ବିଲ

    14742
    Apr 16, 2026
  • ଦେଶ-ଦେଶାନ୍ତର

    ଷଷ୍ଠ ଥର ପାଇଁ ରାଜ୍ୟସଭା ଉପାଧ୍ୟକ୍ଷ ମଣ୍ଡଳୀ ସଦସ୍ୟ ଭାବେ ମନୋନୀତ ହେଲେ ଡ. ସସ୍ମିତ ପାତ୍ର

    15001
    Apr 16, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17421
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17475
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17832
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16303
    Apr 03, 2021

ବିଶେଷ

  • ଅସ୍ଥି ମଜଭୁତ କରେ ଖଜୁରି

    15425
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15524
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16089
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14706
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15683
    Apr 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15336
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15069
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15569
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13866
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୨୦୨୭ ରେ ରିଲିଜ ହେବ ‘ନାଗଜିଲା’

    14658
    Apr 16, 2026
  • ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର

    13915
    Apr 16, 2026
  • ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ଗୁରୁତ୍ୱପୂର୍ଣ୍ଣ ବିଲ

    14742
    Apr 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In