Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ...

  • ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, ...

  • ଥଲାପତି ବିଜୟ ଶପଥ ନେଇ ଆଶଙ୍କା, ୧୧୮ ...

  • ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି ...

  • ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା

  • ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ ...

  • କେମିତି ଦୂର କରିବେ ଟେନ୍‌ସନ୍‌

  • ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ...

  • ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ...

  • ଆକ୍ରମଣ କଲେ ଇରାନକୁ ପୃଥିବୀରୁ ...

Home ›› ››ଗ୍ୟାସ ସିଲିଣ୍ଡର ବିସ୍ଫୋରଣ: ୭ ମୃତ

ଗ୍ୟାସ ସିଲିଣ୍ଡର ବିସ୍ଫୋରଣ: ୭ ମୃତ

2025-04-01 06:01:46
14857
Share:
Facebook
Twitter
E-Mail
WhatsApp
Telegram
ଗ୍ୟାସ ସିଲିଣ୍ଡର ବିସ୍ଫୋରଣ: ୭ ମୃତ

କଲକାତା:  ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ପଥର ପ୍ରତିମା ଗାଁରେ ଗ୍ୟାସ ସିଲିଣ୍ଡର ବିସ୍ଫୋରଣରେ ୭ ମୃତ୍ୟୁ ହୋଇଛି। ବିସ୍ଫୋରଣରେ ଗୋଟିଏ ପରିବାରର ୭ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୪ଜଣ ଶିଶୁ ଓ ୩ଜଣ ମହିଳା ଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ପହଞ୍ଚି ପୁଲିସର ତଦନ୍ତ ଆରମ୍ଭ।  ଦକ୍ଷିଣ ୨୪ ପରଗନା ଜିଲାରେ ଘରେ ଦୁଇଟି ଗ୍ୟାସ ସିଲିଣ୍ଡର ଥିଲା ଏବଂ ଭିତରେ ଗଚ୍ଛିତ ଫୋଟକା ଓ ବାଣ ଜଳିଯିବା ପରେ ନିଆଁ ବ୍ୟାପିଯାଇଥିଲା ବୋଲି ଫୁଲିସ ସନ୍ଦେହ କରୁଛି।

ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲାର ପଥର ପ୍ରତିମା ଗାଁରେ ସୋମବାର ରାତିରେ ଏକ ଘରେ ଗ୍ୟାସ ସିଲିଣ୍ଡର ବିସ୍ଫୋରଣରେ ଚାରି ଶିଶୁ ଏବଂ ଦୁଇ ମହିଳାଙ୍କ ସମେତ ସାତ ଜଣଙ୍କର ମୃତ୍ୟୁ ହୋଇଛି। ସମସ୍ତ ମୃତଦେହ ଉଦ୍ଧାର କରାଯାଇଛି। ଏଥିରେ ଆହତ ମହିଳାଙ୍କୁ ଘରୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ବୋଲି ସୁନ୍ଦରବନ ପୁଲିସ ଜିଲା ଏସପି କୋଟେଶ୍ୱର ରାଓ କହିଛନ୍ତି।
ପୁଲିସ ସନ୍ଦେହ କରୁଛି ଯେ ଘରେ ଦୁଇଟି ଗ୍ୟାସ ସିଲିଣ୍ଡର ଥିଲା ଏବଂ ଭିତରେ ଗଚ୍ଛିତ ବାଣ ଜଳିଯିବା ପରେ ନିଆଁ ବ୍ୟାପିଥିଲା, ସେ କହିଛନ୍ତି।

Powered by Froala Editor

Tags Blast

Related articles Odisha News Lens 4.1

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା
    ବିଶେଷ

    ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    13739
    May 07, 2026
  •  ଆକ୍ରମଣ କଲେ ଇରାନକୁ ପୃଥିବୀରୁ ନିଶ୍ଚିହ୍ନ କରିଦିଆଯିବ: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଆକ୍ରମଣ କଲେ ଇରାନକୁ ପୃଥିବୀରୁ ନିଶ୍ଚିହ୍ନ କରିଦିଆଯିବ: ଟ୍ରମ୍ପ

    14181
    May 05, 2026
  • ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ କଂଗ୍ରେସ ବିଧାୟକ
    ଦେଶ-ଦେଶାନ୍ତର

    ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ କଂଗ୍ରେସ ବିଧାୟକ

    15242
    May 06, 2026
  • ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ବ୍ରାଉନସୁଗାର, ୩ ଗିରଫ
    ଦେଶ-ଦେଶାନ୍ତର

    ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ବ୍ରାଉନସୁଗାର, ୩ ଗିରଫ

    15594
    May 05, 2026
  • ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା
    ଦେଶ-ଦେଶାନ୍ତର

    ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା

    13628
    May 06, 2026
  • ଥଲାପତି ବିଜୟ ଶପଥ ନେଇ ଆଶଙ୍କା, ୧୧୮ ବିଧାୟକଙ୍କ ତାଲିକା ଧରି ଆସିବାକୁ କହିଲେ ...
    ଦେଶ-ଦେଶାନ୍ତର

    ଥଲାପତି ବିଜୟ ଶପଥ ନେଇ ଆଶଙ୍କା, ୧୧୮ ବିଧାୟକଙ୍କ ତାଲିକା ଧରି ଆସିବାକୁ କହିଲେ ...

    15055
    May 07, 2026
  • ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ

    13799
    May 05, 2026
  • ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, କହିଲେ ଆମେ ଭଲ ବନ୍ଧୁ
    ମନୋରଞ୍ଜନ

    ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, କହିଲେ ଆମେ ଭଲ ବନ୍ଧୁ

    15405
    May 07, 2026
  • ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା

    13946
    May 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, କହିଲେ ଆମେ ଭଲ ବନ୍ଧୁ

    15405
    May 07, 2026
  • ଦେଶ-ଦେଶାନ୍ତର

    ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ବ୍ରାଉନସୁଗାର, ୩ ଗିରଫ

    15594
    May 05, 2026
  • ବିଶେଷ

    କେମିତି ଦୂର କରିବେ ଟେନ୍‌ସନ୍‌

    14920
    May 05, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17458
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17508
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17865
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16339
    Apr 03, 2021

ବିଶେଷ

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    13739
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    14920
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15091
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13882
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    14104
    May 01, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15379
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15113
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15612
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13928
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଥଲାପତି ବିଜୟ ଶପଥ ନେଇ ଆଶଙ୍କା, ୧୧୮ ବିଧାୟକଙ୍କ ତାଲିକା ଧରି ଆସିବାକୁ କହିଲେ ରାଜ୍ୟପାଳ

    15055
    May 07, 2026
  • ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ବ୍ରାଉନସୁଗାର, ୩ ଗିରଫ

    15594
    May 05, 2026
  • ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା

    13946
    May 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In