Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 19, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ନକ୍ସଲବାଦକୁ ସମ୍ପୂର୍ଣ୍ଣ ଭାବେ ଉଚ୍ଛେଦ କରିବାକୁ ଭାରତ ସଂକଳ୍ପବଦ୍ଧ: ଅମିତ ଶାହ

୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ନକ୍ସଲବାଦକୁ ସମ୍ପୂର୍ଣ୍ଣ ଭାବେ ଉଚ୍ଛେଦ କରିବାକୁ ଭାରତ ସଂକଳ୍ପବଦ୍ଧ: ଅମିତ ଶାହ

2025-04-02 05:12:48
14859
Share:
Facebook
Twitter
E-Mail
WhatsApp
Telegram
୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ନକ୍ସଲବାଦକୁ ସମ୍ପୂର୍ଣ୍ଣ ଭାବେ ଉଚ୍ଛେଦ କରିବାକୁ ଭାରତ ସଂକଳ୍ପବଦ୍ଧ: ଅମିତ ଶାହ

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହ ସାମାଜିକ ଗଣମାଧ୍ୟମ ଏକ୍ସ  ପୋଷ୍ଟରେ କହିଛନ୍ତି ଯେ ମୋଦୀ ସରକାର ନକ୍ସଲବାଦ ପ୍ରତି କଠୋର ଆଭିମୁଖ୍ୟ ସହିତ ଏକ ସଶକ୍ତ, ସୁରକ୍ଷିତ ଏବଂ ସମୃଦ୍ଧ ଭାରତ ନିର୍ମାଣ କରୁଛନ୍ତି। ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ନକ୍ସଲବାଦକୁ ସମ୍ପୂର୍ଣ୍ଣ ଭାବେ ଉଚ୍ଛେଦ କରିବାକୁ ଭାରତ ସଂକଳ୍ପବଦ୍ଧ। ଦେଶରେ ନକ୍ସଲ ପ୍ରଭାବିତ ଜିଲା ସଂଖ୍ୟା ୩୮ ଥିଲା। ଏମାନଙ୍କ ମଧ୍ୟରୁ ସର୍ବାଧିକ ପ୍ରଭାବିତ ଜିଲା ସଂଖ୍ୟା ୧୨ରୁ ୬କୁ ହ୍ରାସ ପାଇଛି, ସମ୍ବେଦନଶୀଳ ଜିଲା ସଂଖ୍ୟା ମଧ୍ୟ ୯ରୁ ୬କୁ ହ୍ରାସ ପାଇଛି ଏବଂ ଅନ୍ୟାନ୍ୟ ମାଓ ହିଂସା ପ୍ରଭାବିତ ଜିଲା ସଂଖ୍ୟା ମଧ୍ୟ ୧୭ରୁ ୬କୁ ହ୍ରାସ ପାଇଛି ବୋଲି ଶ୍ରୀ ଶାହ ପ୍ରକାଶ କରିଛନ୍ତି।

ସମୁଦାୟ ନକ୍ସଲ ପ୍ରଭାବିତ ଜିଲାଗୁଡ଼ିକ ମଧ୍ୟରୁ ସବୁଠୁ ଅଧିକ ପ୍ରଭାବିତ ଜିଲା ସଂଖ୍ୟା ୧୨ରୁ ୬କୁ ହ୍ରାସ ପାଇଛି, ଯେଉଁଥିରେ ଛତିଶଗଡ଼ର ୪ଟି ଜିଲା (ବିଜାପୁର, କାଙ୍କେର, ନାରାୟଣପୁର ଏବଂ ସୁକମା), ଝାଡ଼ଖଣ୍ଡର ୧ଟି (ପଶ୍ଚିମ ସିଂହଭୂମ) ଏବଂ ମହାରାଷ୍ଟ୍ର (ଗଡ଼ଚିରୋଲି)ର ଗୋଟିଏ ଜିଲା ଅନ୍ତର୍ଭୁକ୍ତ।

ସେହିପରି ସମୁଦାୟ ୩୮ଟି ପ୍ରଭାବିତ ଜିଲା ମଧ୍ୟରୁ ଗୁରୁତର ଭାବେ ପ୍ରଭାବିତ ଜିଲାବ୍ୟତୀତ ଅତିରିକ୍ତ ସମ୍ବଳ ଯୋଗାଇ ଦେବାକୁ ପଡ଼ୁଥିବା ଜିଲା ସଂଖ୍ୟା ୯ରୁ ୬କୁ ହ୍ରାସ ପାଇଛି। ଏହି ୬ଟି ଜିଲା ହେଲା ଆନ୍ଧ୍ରପ୍ରଦେଶ (ଅଲୁରି ସୀତାରାମ ରାଜୁ), ମଧ୍ୟପ୍ରଦେଶ (ବାଲାଘାଟ), ଓଡ଼ିଶା (କଳାହାଣ୍ଡି, କନ୍ଧମାଳ ଓ ମାଲକାନଗିରି) ଏବଂ ତେଲେଙ୍ଗାନା (ଭଦ୍ରାଦ୍ରି-କୋଠାଗୁଡେମ)।

ନକ୍ସଲବାଦ ବିରୋଧରେ ଲଗାତାର କାର୍ଯ୍ୟାନୁଷ୍ଠାନ ଯୋଗୁଁ ମାଓ ହିଂସା ପ୍ରଭାବିତ ଜିଲ୍ଲା ସଂଖ୍ୟା ମଧ୍ୟ ୧୭ରୁ ୬କୁ ହ୍ରାସ ପାଇଛି। ଏଥିରେ ଛତିଶଗଡ଼ (ଦାନ୍ତେଓ୍ଵାଡ଼ା, ଗରିଆବନ୍ଦ ଓ ମୋହଲା-ମାନପୁର-ଆମ୍ବାଗଡ଼ ଚୌକି), ଝାଡ଼ଖଣ୍ଡ (ଲାତେହାର), ଓଡ଼ିଶା (ନୂଆପଡ଼ା) ଏବଂ ତେଲେଙ୍ଗାନା (ମୁଲୁଗୁ) ଜିଲ୍ଲା ଅନ୍ତର୍ଭୁକ୍ତ।

ସର୍ବସାଧାରଣ ଭିତ୍ତିଭୂମିରେ ଥିବା ଅଭାବକୁ ପୂରଣ କରିବା ପାଇଁ ଭାରତ ସରକାର ସ୍ୱତନ୍ତ୍ର କେନ୍ଦ୍ରୀୟ ସହାୟତା (ଏସସିଏ) ନାମକ ଏକ ସ୍ୱତନ୍ତ୍ର ଯୋଜନା ଅଧୀନରେ ସର୍ବାଧିକ ପ୍ରଭାବିତ ଜିଲ୍ଲା ଏବଂ ସମ୍ବେଦନଶୀଳ ଜିଲ୍ଲାଗୁଡିକୁ ଯଥାକ୍ରମେ ୩୦ କୋଟି ଟଙ୍କା ଏବଂ ୧୦ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରନ୍ତି। ଏତଦ୍ ବ୍ୟତୀତ ଆବଶ୍ୟକତା ଅନୁଯାୟୀ ଏହି ଜିଲ୍ଲାଗୁଡ଼ିକ ପାଇଁ ସ୍ୱତନ୍ତ୍ର ପ୍ରକଳ୍ପ ମଧ୍ୟ ଯୋଗାଇ ଦିଆଯାଉଛି।

ବିଗତ ଏକ ବର୍ଷ ମଧ୍ୟରେ ବାମପନ୍ଥୀ ଉଗ୍ରବାଦ ସ୍ଥିତିରେ ଦ୍ରୁତ ଉନ୍ନତି ମୁଖ୍ୟତଃ ନକ୍ସଲ ପ୍ରଭାବିତ ଅଞ୍ଚଳରେ ନୂତନ ସୁରକ୍ଷା ଶିବିର ପ୍ରତିଷ୍ଠା ଏବଂ ସରକାରଙ୍କ ରାସ୍ତା ସମ୍ପ୍ରସାରଣ, ପରିବହନ ସୁବିଧା, ପାଣି, ବିଜୁଳି ଏବଂ ଅନ୍ୟାନ୍ୟ ଉନ୍ନୟନମୂଳକ ଯୋଜନା ତଥା ଗ୍ରାମବାସୀଙ୍କ ପାଖରେ ପହଂଚିବା ଭଳି ବିକାଶମୂଳକ କାର୍ଯ୍ୟ ଯୋଗୁଁ ସମ୍ଭବ ହୋଇପାରିଛି।

Powered by Froala Editor

Tags Amit saha

Related articles Odisha News Lens 4.1

  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା
    ବିଶେଷ

    ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15029
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ...
    ବାଣିଜ୍ୟ

    ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ...

    14331
    Jun 19, 2025
  • କେଦାରନାଥ ଧାମରେ ଭୂସ୍ଖଳନ: ଦୁଇ ମୃତ, ୩ ଆହତ
    ଦେଶ-ଦେଶାନ୍ତର

    କେଦାରନାଥ ଧାମରେ ଭୂସ୍ଖଳନ: ଦୁଇ ମୃତ, ୩ ଆହତ

    13423
    Jun 18, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ...
    ବାଣିଜ୍ୟ

    ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ...

    14320
    Jun 19, 2025
  • ମାତ୍ର ୩୦୦୦ରେ ବାର୍ଷିକ Fastag ରିଚାର୍ଜ
    ଦେଶ-ଦେଶାନ୍ତର

    ମାତ୍ର ୩୦୦୦ରେ ବାର୍ଷିକ Fastag ରିଚାର୍ଜ

    15055
    Jun 18, 2025
  • ଦିନେ ମାଳି ବିକୁଥିଲେ, ଆଜି କୋଟିଏ ଟଙ୍କାର କାର୍‌ରେ ବୁଲୁଛନ୍ତି
    ମନୋରଞ୍ଜନ

    ଦିନେ ମାଳି ବିକୁଥିଲେ, ଆଜି କୋଟିଏ ଟଙ୍କାର କାର୍‌ରେ ବୁଲୁଛନ୍ତି

    14462
    Jun 18, 2025
  • ଲକ୍ ହୋଇଗଲା ବିମାନ ଗେଟ୍, ୪୦ ମିନିଟ୍ ଫସିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଲକ୍ ହୋଇଗଲା ବିମାନ ଗେଟ୍, ୪୦ ମିନିଟ୍ ଫସିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

    14652
    Jun 18, 2025
  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?
    ବିଶେଷ

    ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14141
    Jun 19, 2025
  • ନିଜ ନାମରୁ 'ଆହୁଜା' ହଟାଇଲେ ସୁନିତା
    ମନୋରଞ୍ଜନ

    ନିଜ ନାମରୁ 'ଆହୁଜା' ହଟାଇଲେ ସୁନିତା

    15558
    Jun 18, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଲକ୍ ହୋଇଗଲା ବିମାନ ଗେଟ୍, ୪୦ ମିନିଟ୍ ଫସିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

    14652
    Jun 18, 2025
  • ବିଶେଷ

    ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15029
    Jun 19, 2025
  • ମନୋରଞ୍ଜନ

    ଦିନେ ମାଳି ବିକୁଥିଲେ, ଆଜି କୋଟିଏ ଟଙ୍କାର କାର୍‌ରେ ବୁଲୁଛନ୍ତି

    14462
    Jun 18, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16677
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16982
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15499
    Apr 03, 2021

ବିଶେଷ

  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14141
    Jun 19, 2025
  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15029
    Jun 19, 2025
  • ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

    14397
    Jun 18, 2025
  • ଶୋଇବା ପୂର୍ବରୁ ଖାଆନ୍ତୁ ମାତ୍ର ୨ ଗୁଜୁରାତି, ମିଳିବ ଚମତ୍କାର ଲାଭ

    14120
    Jun 18, 2025
  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14616
    Jun 17, 2025

ବାଣିଜ୍ୟ

ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

ନୂଆଦିଲ୍ଲୀ: ବର୍ଦ୍ଧିତ ଜୀବନଶୈଳୀ ଜନିତ ରୋଗ ଏବଂ ସ୍ୱାସ୍ଥ୍ୟ ସଚେତନତା ବୃଦ୍ଧି ସହିତ ଭାରତ ସକାରାତ୍ମକ ସ୍ୱାସ୍ଥ୍ୟସେବା ପ୍ରତି ଏକ ସ୍ପଷ୍ଟ ସ୍ଥାନାନ୍ତରଣ ଲକ୍ଷ୍ୟ କରୁଛି । ଗ୍ରାହକଙ୍କର ପରିବର୍ତିତ ଆବଶ୍ୟକତା ସହିତ ...

  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14331
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13731
    Jun 17, 2025
  • ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    15383
    Jun 14, 2025
  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    14487
    May 30, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭିଡରେ ନିଜକୁ ପୁଣି ଥରେ ଖୋଜି ପାଇବାକୁ ଚାହେଁ...

    15363
    Jun 18, 2025
  • ଦିନେ ମାଳି ବିକୁଥିଲେ, ଆଜି କୋଟିଏ ଟଙ୍କାର କାର୍‌ରେ ବୁଲୁଛନ୍ତି

    14462
    Jun 18, 2025
  • ନିଜ ନାମରୁ 'ଆହୁଜା' ହଟାଇଲେ ସୁନିତା

    15558
    Jun 18, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In