Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ...

  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ...

  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ...

  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ ...

  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ...

  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ...

  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ...

  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ...

  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ...

  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ ...

Home ›› ››ମୋଦିଙ୍କ ୪୩ ଜଣିଆ ନୂଆ ଟିମ୍ : ଜାଣନ୍ତୁ କାହାକୁ ମିଳିଛି କେଉଁ ଦାୟିତ୍ୱ...

ମୋଦିଙ୍କ ୪୩ ଜଣିଆ ନୂଆ ଟିମ୍ : ଜାଣନ୍ତୁ କାହାକୁ ମିଳିଛି କେଉଁ ଦାୟିତ୍ୱ...

2021-07-08 07:06:26
14485
Share:
Facebook
Twitter
E-Mail
WhatsApp
Telegram
ମୋଦିଙ୍କ ୪୩ ଜଣିଆ ନୂଆ ଟିମ୍ : ଜାଣନ୍ତୁ କାହାକୁ ମିଳିଛି କେଉଁ ଦାୟିତ୍ୱ...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୪୩ ଜଣିଆ ନୂଆ ଟିମ୍ ଗଠନ କରିଛନ୍ତି। ମୋଦୀଙ୍କ ଟିମରେ ସାମିଲ ହୋଇଛନ୍ତି ଓଡ଼ିଶାର ଦୁଇ ସାଂସଦ ଅଶ୍ଵିନୀ ବୈଷ୍ଣବ ଓ ବିଶ୍ଵେଶ୍ଵର ଟୁଡୁ। ଅଶ୍ୱୀନ ବୈଷ୍ଣବଙ୍କୁ ରେଳ ଓ ଆଇଟି ମନ୍ତ୍ରାଳୟ ଦାୟିତ୍ୱ ମିଳିଛି। ଅନ୍ୟପଟେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରାଳୟ ଦାୟିତ୍ୱ ଦିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଖରେ ଥିବା ପରମାଣୁ ଶକ୍ତି, ମହାକାଶ ବିଭାଗ ସମସ୍ତ ଗୁରୁତ୍ୱପୂର୍ଣ୍ଣ ପଲିସି ଏବଂ ଅନ୍ୟ ସମସ୍ତ ପୋର୍ଟଫୋଲିଓ ଯାହା ବଣ୍ଟାଯାଇ ନାହିଁ।

ନୂଆ କ୍ୟାବିନେଟ୍‌ରେ ନାରୀ ଶକ୍ତି ଏବଂ ଯୁବ ଶକ୍ତି ସମେତ ବିଭିନ୍ନ ବର୍ଗଙ୍କୁ ପ୍ରାଧାନ୍ୟ ମିଳିଛି । ସାମାଜିକ ଏବଂ ଆର୍ଥିକ ଭାବେ ପଛୁଆ ସମ୍ପ୍ରଦାୟର ଅଧିକ ପ୍ରତିନିଧିତ୍ବ ରହିଛି। ଏଥିସହ ପ୍ରଶାସନିକ ଏବଂ ବ୍ୟବସ୍ଥାପିକା କ୍ଷେତ୍ରରେ ଅଭିଜ୍ଞତା ଥିବା ବ୍ୟକ୍ତିତ୍ବ ବି ସାମିଲ ହୋଇଛନ୍ତି । ସେହିପରି ଆସନ୍ତାବର୍ଷ ଉତ୍ତରପ୍ରଦେଶ ନିର୍ବାଚନ ଥିବାରୁ ଏହାକୁ ଦୃଷ୍ଟିରେ ରଖି ନୂ୍ଆ କ୍ୟାବିନେଟ୍‌ରେ ଉତ୍ତରପ୍ରଦେଶରୁ ୭ ଜଣ ସ୍ଥାନ ପାଇଛନ୍ତି। 

ନୂଆ କ୍ୟାବିନେଟ୍‌ରେ ଓବିସି ସମ୍ପ୍ରଦାୟରୁ ରେକର୍ଡ ୨୭ ଜଣ ମନ୍ତ୍ରୀ ଅଛନ୍ତି । ଏମାନଙ୍କ ମଧ୍ୟରୁ ୫ ଜଣଙ୍କୁ କ୍ୟାବିନେଟ୍‌ ପାହ୍ୟା ମିଳିଛି । ତାମିଲନାଡ଼ୁ, ରାଜସ୍ଥାନ, କର୍ଣ୍ଣାଟକ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ପଶ୍ଚିମବଙ୍ଗ ଆଦି ରାଜ୍ୟମାନଙ୍କରୁ ଏସ୍‌ସି ସମ୍ପ୍ରଦାୟର ୧୨ ମନ୍ତ୍ରୀ ଅଛନ୍ତି। ଅରୁଣାଚଳ ପ୍ରଦେଶ, ଝାଡ଼ଖଣ୍ଡ, ଛତିଶଗଡ଼, ଓଡ଼ିଶା, ଆସାମ, ମଧ୍ୟପ୍ରଦେଶ ଆଦି ରାଜ୍ୟମାନଙ୍କରୁ ଏସ୍‌ଟି ସମ୍ପ୍ରଦାୟର ୮ ଜଣ ମନ୍ତ୍ରୀ ରହିଛନ୍ତି। ୨ ଜଣ ଏସ୍‌ସି ଏବଂ ଏସ୍‌ଟି ମନ୍ତ୍ରୀଙ୍କୁ କ୍ୟାବିନେଟ୍‌ ପାହ୍ୟା ମିଳିଛି। ସେହିପରି ନୂଆ କ୍ୟାବିନେଟ୍‌ରେ ସଂଖ୍ୟାଲଘୁ ସମ୍ପ୍ରଦାୟରୁ ୩ ଜଣ ମନ୍ତ୍ରୀ ରହିଛନ୍ତି ।  

ନୂଆ ମହିଳା ମନ୍ତ୍ରୀଙ୍କୁ ମିଶାଇ ମୋଦୀଙ୍କ ନୂଆ କ୍ୟାବିନେଟ୍‌ରେ ଏବେ ମୋଟ୍‌ ୧୧ ଜଣ ମହିଳା ଅଛନ୍ତି । କ୍ୟାବିନେଟ୍‌ରେ ୧୩ ଜଣ ଆଇନଜୀବୀ, ୬ ଜଣ ଡାକ୍ତର, ୫ ଜଣ ଇଂଜିନିୟର, ୭ ଜଣ ପ୍ରଶାସନିକ ସେବା ଅଧିକାରୀ, ୭ ପିଏଚ୍‌ଡି ଏବଂ ୩ ଜଣ ଏମ୍‌ବିଏ ଡିଗ୍ରିଧାରୀ ସାମିଲ ହୋଇଛନ୍ତି । ୪ ଉତ୍ତରପୂର୍ବ ରାଜ୍ୟ ଆସାମ, ଅରୁଣାଚଳ ପ୍ରଦେଶ, ମଣିପୁର ଏବଂ ତ୍ରିପୁରାରୁ ୫ ଜଣ ମନ୍ତ୍ରୀ ହୋଇଛନ୍ତି ।

କ୍ୟାବିନେଟ୍‌ରେ କାହାକୁ କେଉଁ ଦାୟିତ୍ୱ?

ରାଜନାଥ ସିଂ - ପ୍ରତିରକ୍ଷା

ଅମିତ ଶାହା - ଗୃହ ଏବଂ ସହଯୋଗ

ନୀତିନ ଜୟରାମ ଗଡ଼କରୀ - ସଡ଼କ ପରିବହନ, ଜାତୀୟ ରାଜପଥ

ନିର୍ମଳା ସୀତାରମଣ - ଅର୍ଥ, କର୍ପୋରେଟ ବ୍ୟାପାର

ଧର୍ମେନ୍ଦ୍ର ପ୍ରଧାନ - ଶିକ୍ଷା ଓ ଦକ୍ଷତା ବିକାଶ

ନରେନ୍ଦ୍ର ସିଂ ତୋମାର - କୃଷି ଓ କୃଷକ କଲ୍ୟାଣ

ସୁବ୍ରମଣ୍ୟମ ଜୟଶଙ୍କର - ବିଦେଶ ବ୍ୟାପାର

ଅର୍ଜୁନ ପଣ୍ଡା - ଆଦିବାସୀ ବ୍ୟାପାର

ସ୍ମୃତି ଇରାନୀ - ମହିଳା ଓ ଶିଶୁ ବିକାଶ

ପୀୟୂଷ ଗୋଏଲ - ବାଣିଜ୍ୟ ଏବଂ ଶିଳ୍ପ, ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ, ବୟନ

ପ୍ରହ୍ଲାଦ ଯୋଶୀ - ସଂସଦୀୟ ବ୍ୟାପାର,କୋଇଲା ଏବଂ ଖଣି

ନାରାୟଣ ରାଣେ - ଅଣୁ, କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ

ସର୍ବାନନ୍ଦ ସୋନୋଓ୍ବାଲ - ବନ୍ଦର, ଜାହାଜ ଚଳାଚଳ, ଜଳମାର୍ଗ, ଆୟୁଷ

ମୁଖତାର ଅବ୍ବାସ ନକଭି - ସଂଖ୍ୟାଲଘୁ ବ୍ୟାପାର

ବୀରେନ୍ଦ୍ର କୁମାର - ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ

ଗିରିରାଜ ସିଂହ - ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ

ଜ୍ୟୋତିରାଦିତ୍ୟ ସିନ୍ଧିଆ - ବେସାମରିକ ବିମାନ ଚଳାଚଳ

ରାମଚନ୍ଦ୍ର ପ୍ରସାଦ ସିଂ - ଇସ୍ପାତ

ଅଶ୍ଵିନୀ ବୈଷ୍ଣବ - ରେଳ, ଯୋଗଯୋଗ, ସୂଚନା ପ୍ରଯୁକ୍ତି ଏବଂ ଇଲୋକଟ୍ରୋନିକ୍ସ

ପଶୁପତି କୁମାର ପାରସ - ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ

ଗଜେନ୍ଦ୍ର ସିଂ ଶେଖାଓ୍ବତ୍ - ଜଳଶକ୍ତି

କିରେନ ରିଜିଜୁ - ଆଇନ ଓ ନ୍ୟାୟ

ରାଜ କୁମାର ସିଂ - ଶକ୍ତି ଏବଂ ଅକ୍ଷୟ ଶକ୍ତି

ହରଦୀପ ସିଂ ପୁରୀ - ପେଟ୍ରୋଲିୟମ, ପ୍ରାକୃତିକ ଗ୍ୟାସ, ଗୃହନିର୍ମାଣ ଓ ସହରାଞ୍ଚଳ ବ୍ୟାପାର

ମନସୁଖ ମାଣ୍ଡଭିୟା - ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ସାର ଓ ରସାୟନ

ଭୂପେନ୍ଦ୍ର ଯାଦବ - ପରିବେଶ, ଜଙ୍ଗଲ, ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ ନିଯୁକ୍ତି

ମହେନ୍ଦ୍ର ନାଥ ପାଣ୍ଡେ - ଭାରୀ ଶିଳ୍ପ

ପୁରୁାଷୋତ୍ତମ ରୂପାଲା ମତ୍ସ୍ୟ, ପଶୁପାଳନ ଓ ଦୁଗ୍ଧ ଉତ୍ପାଦନ

ଜି କିଶନ ରେଡ୍ଡୀ - ସଂସ୍କୃତି, ପର୍ଯ୍ୟଟନ, ଉତ୍ତର-ପୂର୍ବାଞ୍ଚଳ ବିକାଶ

ଅନୁରାଗ ସିଂ ଠାକୁର - ସୂଚନା ଓ ପ୍ରସାରଣ, କ୍ରୀଡ଼ା ଓ ଯୁବ ବ୍ୟାପାର

ରାଷ୍ଟ୍ରମନ୍ତ୍ରୀ ଭାବେ କାହାକୁ ମିଳିଛି କେଉଁ ଦାୟିତ୍ୱ :

ଶ୍ରୀପଦ ୟେସୋ ନାଏକ- ପରିବହନ, ଜାହାଜ ଚଳାଚଳ ଓ ପର୍ଯ୍ୟଟନ ମନ୍ତ୍ରାଳୟ

ଫୋଗନ ସିଂହ କୁଲାଷ୍ଟେ- ଗ୍ରାମ୍ୟ ଉନ୍ନୟନ, ଇସ୍ପାତ ମନ୍ତ୍ରଣାଳୟ

ପ୍ରହ୍ଲାଦ ସିଂ ପଟେଲ- ଜଳ ଶକ୍ତି, ଖାଦ୍ୟ ପ୍ରକ୍ରିୟାକରଣ ମନ୍ତ୍ରାଳୟ

ଅଶ୍ୱିନୀ କୁମାର ଚୌବେ- ଖାଉଟି ଉପଭୋକ୍ତା, ସାଧାରଣ ବଣ୍ଟନ, ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରାଳୟ

ଅର୍ଜୁନ ରାମ ମେଘୱାଲ- ସଂସଦୀୟ ବ୍ୟାପାର

ଭି.କେ ସିଂହ- ସଡକ ପରିବହନ ଏବଂ ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ

କୃଷ୍ଣ ପାଲ-ଶକ୍ତି, ଭାରୀ ଉଦ୍ୟୋଗ ମନ୍ତ୍ରାଳୟ

ଦାନଭେ ରୋସାହେବ ଦାଦାରାଓ- ରେଳ ଓ କୋଇଲା

ରାମଦାସ ଅଠାଓ୍ୱାଲେ- ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରାଳୟ

ସ୍ୱାଧୀନ ରାଷ୍ଟ୍ରମନ୍ତ୍ରୀ ଭାବେ କାହାକୁ ମିଳିଛି କେଉଁ ଦାୟିତ୍ୱ :

ଡକ୍ଟର ଜିତେନ୍ଦ୍ର ସିଂ- ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା, ଭୂ ବିଜ୍ଞାନ, ପ୍ରଧାନମନ୍ତ୍ରୀଙ୍କ ଅଫିସ, ଜନସାଧାରଣଙ୍କ ଅଭିଯୋଗ ଏବଂ ପେନସନ, ପରମାଣୁ ଶକ୍ତି, ମହାକାଶ ମନ୍ତ୍ରାଳୟ

ଇନ୍ଦରଜିତ ସିଂ- ରାଜ୍ୟ ମନ୍ତ୍ରୀ ପରିସଂଖ୍ୟାନ, ଯୋଜନା, କର୍ପୋରେଟ, ବ୍ୟାପାର ମନ୍ତ୍ରଣାଳୟ


Powered by Froala Editor

Tags modi new team

Related articles Odisha News Lens 4.1

  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା
    ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15256
    Jul 08, 2026
  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...

    15136
    Jul 07, 2026
  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13500
    Jul 08, 2026
  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା
    ଦେଶ-ଦେଶାନ୍ତର

    କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14459
    Jul 08, 2026
  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...
    ଦେଶ-ଦେଶାନ୍ତର

    ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...

    14132
    Jul 08, 2026
  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14478
    Jul 08, 2026
  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି
    ଦେଶ-ଦେଶାନ୍ତର

    ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15566
    Jul 08, 2026
  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ

    14592
    Jul 07, 2026
  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ
    ଦେଶ-ଦେଶାନ୍ତର

    ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13662
    Jul 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13500
    Jul 08, 2026
  • ଦେଶ-ଦେଶାନ୍ତର

    ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ

    13827
    Jul 07, 2026
  • ଦେଶ-ଦେଶାନ୍ତର

    ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ଆଦିପୂର୍ଣ୍ଣ’ ପଦକ

    15136
    Jul 07, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17582
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17636
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18035
    Sep 06, 2023

ବିଶେଷ

  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15241
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15568
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15374
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15239
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14663
    Jun 30, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15838
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15708
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13814
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14926
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14459
    Jul 08, 2026
  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ

    14592
    Jul 07, 2026
  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15566
    Jul 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In