Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ...

  • ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ...

  • ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ

  • ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ...

  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ...

  • ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ...

  • ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ...

  • ଏହି ରୋଗୀ ଖାଆନ୍ତୁନି ତରଭୁଜ

  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ...

  • ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ...

Home ›› ››ନାଗାବଳୀ ଏକ୍ସପ୍ରେସ୍‌ ଲାଇନଚ୍ୟୁତ, ଯାତ୍ରୀ ସୁରକ୍ଷିତ

ନାଗାବଳୀ ଏକ୍ସପ୍ରେସ୍‌ ଲାଇନଚ୍ୟୁତ, ଯାତ୍ରୀ ସୁରକ୍ଷିତ

2025-04-02 19:58:24
16214
Share:
Facebook
Twitter
E-Mail
WhatsApp
Telegram
ନାଗାବଳୀ ଏକ୍ସପ୍ରେସ୍‌ ଲାଇନଚ୍ୟୁତ, ଯାତ୍ରୀ ସୁରକ୍ଷିତ

ନାନ୍ଦେଡ-ସମ୍ବଲପୁର ନାଗାବଳୀ ଏକ୍ସପ୍ରେସ୍‌ ଲାଇନଚ୍ୟୁତ ହୋଇଥିବା ଜଣାପଡିଛି । ଟ୍ରେନର ପଛପଟେ ଥିବା ଦୁଇଟି କୋଚ୍ ଲାଇନଚ୍ୟୁତ ହୋଇଥିଲା । ଏକ୍ସପ୍ରେସଟି ବିଜୟନଗରମ୍ ଷ୍ଟେସନ ଛାଡିବା ପରେ ପରେ ହିଁ ଦୁର୍ଘଟଣାର ଶିକାର ହୋଇଥିଲା । ଲାଇନଚ୍ୟୁତ ପରେ ପରେ ଘଟଣାସ୍ଥଳରେ ରେଲୱେ ଅଧିକାରୀମାନେ ପହଞ୍ଚି ତୁରନ୍ତ ଟ୍ରାକକୁ ସଜାଡିବା ପରେ ଟ୍ରେନ ପୁଣିଥରେ ଯାତ୍ରା ଆରମ୍ଭ କରିଥିଲା । ଯଦିଓ ଟ୍ରେନ ବିଳମ୍ବ ଯାତ୍ରା କରିଥିଲା ମାତ୍ରା ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ରହିଛି ।

ଖବର ଅନୁସାରେ, ନାଗାବଳୀ ଏକ୍ସପ୍ରେସର ଶେଷରେ ଥିବା ଜେନେରାଲ୍ ବଗି ଲାଇନଚ୍ୟୁତ ହୋଇଛି ।  ବିଜୟନଗରମ ଷ୍ଟେସନ ପାଖରେ ୧୧ଟା ୪୦ ମିନିଟ୍‌ରେ ଲାଇନଚ୍ୟୁତ ହୋଇଥିବା ବେଳେ ବିଶେଷ କ୍ଷତିଗ୍ରସ୍ତ ହୋଇନାହିଁ । ଲାଇନଚ୍ୟୁତ ଶେଷ ବଗିକୁ ବାଦ୍ ଦେଇ ୧୨ଟା ୪୭ରେ ଗନ୍ତବ୍ୟ ସ୍ଥଳକୁ ଗଲା ଟ୍ରେନ । ତେବେ ଏକ ବଡ଼ ଦୁର୍ଘଟଣା ଟଳିଯାଇଥିବା କହିଲେ ମଧ୍ୟ ଅତ୍ୟୁକ୍ତି ହେବ ନାହିଁଁ ।

ତେବେ କେଉଁ ପରିସ୍ଥିତିରେ ଲାଇନଚ୍ୟୁତ ହେଲା ତାହା ବର୍ତ୍ତମାନ ସୁଦ୍ଧା ଜଣାପଡି ନାହିଁ । ତଦନ୍ତ ଜାରି ରହିଛି ।

ଗତ ମାର୍ଚ୍ଚ ୩୦ ତାରିଖରେ କଟକ ନିର୍ଗୁଣ୍ଡି ନିକଟରେ କାମାକ୍ଷା ଏକ୍ସପ୍ରେସ୍ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଟ୍ରେନର ୧୧ଟି ବଗି ଲାଇନଚ୍ୟୁତ ହୋଇଥିଲା । ଯେଉଁଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୮ ଜଣ ଆହତ ହୋଇଥିଲେ । ଆଉ ପୁଣି ଏକ ଏକ୍ସପ୍ରେସ ଦୁର୍ଘଟଣା ହେବା ପରେ ଯାତ୍ରୀଙ୍କ ଭୟ ବଢିଯାଇଛି ।


Powered by Froala Editor

Tags nagabali

Related articles Odisha News Lens 4.1

  • ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ଆକ୍ରମଣ କଲା ଇରାନ, ୪ଆହତ
    ଦେଶ-ଦେଶାନ୍ତର

    ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ଆକ୍ରମଣ କଲା ଇରାନ, ୪ଆହତ

    14949
    Mar 11, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ
    ବିଶେଷ

    ଏହି ରୋଗୀ ଖାଆନ୍ତୁନି ତରଭୁଜ

    13936
    Mar 11, 2026
  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ
    ଦେଶ-ଦେଶାନ୍ତର

    ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ

    14452
    Mar 11, 2026
  • ପେଇଂ ଗେଷ୍ଟଙ୍କୁ  ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି

    15156
    Mar 12, 2026
  • ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ

    14065
    Mar 12, 2026
  • ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ବାୟୁସେନାର ହେଲିକପ୍ଟର ମୁତୟନ
    ଦେଶ-ଦେଶାନ୍ତର

    ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ବାୟୁସେନାର ହେଲିକପ୍ଟର ମୁତୟନ

    14558
    Mar 12, 2026
  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ
    ଦେଶ-ଦେଶାନ୍ତର

    ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ

    13825
    Mar 12, 2026
  •  ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ
    ଦେଶ-ଦେଶାନ୍ତର

    ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ

    15435
    Mar 12, 2026
  • ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ପୁଲିସର ଦ୍ୱାରସ୍ଥ
    ମନୋରଞ୍ଜନ

    ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ପୁଲିସର ଦ୍ୱାରସ୍ଥ

    13753
    Mar 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ବାୟୁସେନାର ହେଲିକପ୍ଟର ମୁତୟନ

    14558
    Mar 12, 2026
  • ଦେଶ-ଦେଶାନ୍ତର

    ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ

    14065
    Mar 12, 2026
  • ଦେଶ-ଦେଶାନ୍ତର

    ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ

    13825
    Mar 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17365
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17429
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17776
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16249
    Apr 03, 2021

ବିଶେଷ

  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    13936
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15023
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14777
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    15222
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15377
    Mar 03, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15674
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15133
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14984
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14497
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ଯୁଦ୍ଧର ପ୍ରଭାବ

    14537
    Mar 12, 2026
  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ

    13825
    Mar 12, 2026
  • ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ

    15435
    Mar 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In