Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, February 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ...

  • ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ...

  • ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ...

  • ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ...

  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ...

  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ...

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ...

Home ›› ›› ଅଙ୍ଗୁରର ଖାସ୍‌ ଗୁଣ ବିଷୟରେ ଜାଣନ୍ତୁ.....

ଅଙ୍ଗୁରର ଖାସ୍‌ ଗୁଣ ବିଷୟରେ ଜାଣନ୍ତୁ.....

2025-04-05 04:49:39
16653
Share:
Facebook
Twitter
E-Mail
WhatsApp
Telegram
 ଅଙ୍ଗୁରର ଖାସ୍‌ ଗୁଣ ବିଷୟରେ ଜାଣନ୍ତୁ.....

ଆପଣ ନିଜ ରୋଗ ପ୍ରତିରୋଧକ ଶକ୍ତିକୁ ନେଇ ଚିନ୍ତିତ କି ? ଯଦି ହଁ, ତେବେ ଏହାକୁ କେତେକାଂଶରେ ଦୃଢ଼ କରିବା ପାଇଁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ଅଙ୍ଗୁର ସାମିଲ କରନ୍ତୁ ନା! ୟୁନିଭର୍ସିଟି ଅଫ ଲଣ୍ଡନର ପୁଷ୍ଟିବିଜ୍ଞାନୀଙ୍କ ଦ୍ୱାରା ହୋଇଥିବା ଏକ ସର୍ଭେରୁ ଜଣାପଡିଛି ଯେ ପ୍ରତିଦିନ କିଛି ପରିମାଣରେ ଅଙ୍ଗୁର ଖାଇବା ଦ୍ୱାରା ସଂପୃକ୍ତ ବ୍ୟକ୍ତିଙ୍କର ରୋଗ ପ୍ରତିରୋଧକ ଶକ୍ତି କେତେକାଂଶରେ ସନ୍ତୁଳିତ ରହିଥାଏ। ଅଙ୍ଗୁରରେ ମଧ୍ୟ ଆଣ୍ଟି ଅକ୍ସିଡାଣ୍ଟ ଗୁଣ ଭରି ରହିଛି। ସବୁଠାରୁ ଖାସ୍‌ କଥା ହେଲା, ଏଥିରେ ମଧ୍ୟ କ୍ୟାନ୍‌ସର ସହ ଲଢ଼ିବାର ଗୁଣ ରହିଛି। ଅଙ୍ଗୁରରେ ପୋଟାସିୟମ୍‌ ମାତ୍ରା ମଧ୍ୟ ଅଛି। ଏହା ମଧ୍ୟ ଶରୀରରେ ବ୍ଲଡ୍‌ ପ୍ରେସର୍‌ରକୁ ସନ୍ତୁଳିତ ରଖେ। ଏଥିରେ ଫାଇବର୍‌ ମଧ୍ୟ ରହିଛି ଯାହା କୋଲେଷ୍ଟରଲ୍‌ର ମାତ୍ରାକୁ ନିୟନ୍ତ୍ରଣରେ ରଖିବାରେ ସାହାଯ୍ୟ କରେ। ଆଲ୍‌ଜିମର୍ସ ଭଳି ମସ୍ତିଷ୍କଜନିତ ସମସ୍ୟାରୁ ଏହା କିଛି ମାତ୍ରାରେ ଉପଶମ ଦେଇଥାଏ। ଏହାକୁ ନିୟମିତ ଖାଇଲେ ମସ୍ତିଷ୍କର କାର୍ଯ୍ୟଧାରା ମଧ୍ୟ ସକ୍ରୟ ରହେ। ଉକ୍ତ ୟୁନିଭର୍ସିଟି ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ଏହା ମଧ୍ୟ ମାନସିକ ଶାନ୍ତି ପ୍ରଦାନ କରିଥାଏ। ଏଥିରେ ଭିଟାମିନ୍‌ କେ, କ୍ୟାଲ୍‌ସିୟମ୍‌, ପୋଟାସିୟମ୍‌ ଓ ମ୍ୟାଗ୍ନେସିୟମ୍‌ ରହିଛି। ନିୟମିତ ଅଙ୍ଗୁର ଖାଇବା ଦ୍ୱାରା ଏହା ଅସ୍ଥି ଓ ମଜ୍ଜାକୁ ଶକ୍ତ ରଖିଥାଏ। ଏହାକୁ ଖାଇବା ଦ୍ୱାରା ବାତ ଓ ଆଣ୍ଠୁଗଣ୍ଠି ସମସ୍ୟାରୁ କିଛି ମାତ୍ରାରେ ଉପଶମ ମିଳିଥାଏ। କେତେକ ବ୍ୟକ୍ତିଙ୍କୁ ରାତିରେ ଠିକ୍‌ ଭାବେ ନିଦ ହୋଇ ନଥାଏ। ସେଥିପାଇଁ ପ୍ରତିଦିନ କିଛି କିଛି ଅଙ୍ଗୁର ଖାଇବା ନିହାତି ଦରକାର।

Powered by Froala Editor

Tags Grapes

Related articles Odisha News Lens 4.1

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍
    ବିଶେଷ

    ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15473
    Feb 23, 2026
  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ

    15026
    Feb 23, 2026
  •  ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି
    ଦେଶ-ଦେଶାନ୍ତର

    ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି

    13495
    Feb 24, 2026
  • ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ଜାରି, ୭୪ ଲକ୍ଷରୁ ଅଧିକ ଭୋଟର ପଡିଛନ୍ତି ବାଦ
    ଦେଶ-ଦେଶାନ୍ତର

    ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ଜାରି, ୭୪ ଲକ୍ଷରୁ ଅଧିକ ଭୋଟର ପଡିଛନ୍ତି ବାଦ

    13528
    Feb 24, 2026
  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍
    ଦେଶ-ଦେଶାନ୍ତର

    ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15354
    Feb 24, 2026
  • ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ମୂର୍ତ୍ତି ସ୍ଥାପନ
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ମୂର୍ତ୍ତି ସ୍ଥାପନ

    15097
    Feb 24, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ
    ବାଣିଜ୍ୟ

    ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15219
    Feb 23, 2026
  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ

    14736
    Feb 23, 2026
  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ
    ଦେଶ-ଦେଶାନ୍ତର

    ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ

    14401
    Feb 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ

    14401
    Feb 24, 2026
  • ବିଶେଷ

    ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15473
    Feb 23, 2026
  • ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ମୂର୍ତ୍ତି ସ୍ଥାପନ

    15097
    Feb 24, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17351
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17420
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17763
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16238
    Apr 03, 2021

ବିଶେଷ

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15473
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16103
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14502
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15270
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15986
    Feb 17, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15114
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14966
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14478
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16088
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି

    13495
    Feb 24, 2026
  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ

    15026
    Feb 23, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15473
    Feb 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In