Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 05, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଆମେରିକାରେ ପ୍ରବେଶ କରିପାରିବେନି ୧୨ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବୃଦ୍ଧାଙ୍କୁ ଚୁଟି ଘୋଷାଡ଼ି ମାରିଲା ବୋହୂ

ବୃଦ୍ଧାଙ୍କୁ ଚୁଟି ଘୋଷାଡ଼ି ମାରିଲା ବୋହୂ

2025-04-05 20:21:39
14047
Share:
Facebook
Twitter
E-Mail
WhatsApp
Telegram
ବୃଦ୍ଧାଙ୍କୁ ଚୁଟି ଘୋଷାଡ଼ି ମାରିଲା ବୋହୂ

ଶ୍ୱଶୂର ଘର ନିର୍ଯାତନାରେ ଅତିଷ୍ଠ ହୋଇ ଜ୍ୱାଇଁ ପୁଲିସର ଦ୍ୱାରସ୍ଥ ହୋଇଛି । ଜ୍ୱାଇଁର ଅଭିଯୋଗ ଯେ,  ପତ୍ନୀ ତାଙ୍କ ବୃଦ୍ଧା ମା’ଙ୍କୁ ବୃଦ୍ଧାଶ୍ରମ ପଠାଇବାକୁ ଜିଦ୍ ଧରିଥିଲେ । କିନ୍ତୁ ସେ ରାଜି ନହେବାରୁ ପତ୍ନୀ ଶ୍ୱଶୂର ଓ ଶଳା ସହିତ ମିଶି ତାଙ୍କୁ ମାରପିଟ କରିଛନ୍ତି । ବୃଦ୍ଧା ମା’ଙ୍କୁ ଚୁଟି ଘୋଷାଡି ମାରିଛନ୍ତି । ଏଭଳି ଅଭାବନୀୟ ଘଟଣା ମଧ୍ୟପ୍ରଦେଶ ଭୋପାଳରେ ଘଟିଛି । ଯାହାର ଭିଡିଓ ମଧ୍ୟ ଭାଇରାଲ ହୋଇଛି ।

ଏପ୍ରିଲ ୧ରେ ଏହି ଘଟଣା ଘଟିଥିବା ବେଳେ ପୀଡ଼ିତ ବିଶାଳ ବତ୍ରା ପୁଲିସରେ ଅଭିଯୋଗ କରିଛନ୍ତି। ତାଙ୍କ ଅଭିଯୋଗ ମୁତାବକ, "ମୋ ମା’ ସାରଳା ବତ୍ରାଙ୍କୁ ବୃଦ୍ଧାଶ୍ରମରେ ଛାଡିବା ପାଇଁ ମୋ ପତ୍ନୀ ମୋତେ ବାଧ୍ୟ କରୁଥିଲେ। ହେଲେ ମୁଁ ରାଜି ନଥିଲି। ଏହାକୁ ନେଇ ଆମର ଝଗଡ଼ା ହୋଇଥିଲା। ଏଥିରେ ରାଗିଯାଇ ଏପ୍ରିଲ ୧ରେ ସେ ଶଶୁର ଓ ଶଳାଙ୍କୁ ଡାକିଥିଲେ। ଶଶୁର ଓ ଶଳା ଆସି ମୋତେ ମାଡ଼ ମାରିବା ଆରମ୍ଭ କରିଥିଲେ। ମୋ ମା’ ସମାଧାନ କରିବାକୁ ଚେଷ୍ଟା କରୁଥିବା ବେଳେ ତାଙ୍କୁ ତଳେ ଘୋଷାଡି ମାଡ଼ ମାରିଥିଲା ମୋ ପତ୍ନୀ। ମୋ ଶଳା ମୋତେ ଓ ମୋ ମା’ଙ୍କୁ ହତ୍ୟା କରିବାକୁ ଧମକ ଦେଇଛି। ସେମାନେ ଆମ ଘରେ ତାଲା ପକାଇ ଆମକୁ ଘରୁ ବାହାର କରି ଦେଇଛନ୍ତି।"

Powered by Froala Editor

Tags bhopal

Related articles Odisha News Lens 4.1

  • ଦେଶରେ ୪୩୦୨ କରୋନା ସଂକ୍ରମିତ ଚିହ୍ନଟ
    ଦେଶ-ଦେଶାନ୍ତର

    ଦେଶରେ ୪୩୦୨ କରୋନା ସଂକ୍ରମିତ ଚିହ୍ନଟ

    14900
    Jun 05, 2025
  • ICUରେ ଦୀପିକା, କର୍କଟ ଅସ୍ତ୍ରୋପଚାର ଶେଷ
    ମନୋରଞ୍ଜନ

    ICUରେ ଦୀପିକା, କର୍କଟ ଅସ୍ତ୍ରୋପଚାର ଶେଷ

    14970
    Jun 04, 2025
  • RCBର ବିଜୟ ରାଲିରେ ଦଳାଚକଟା, ୧୧ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    RCBର ବିଜୟ ରାଲିରେ ଦଳାଚକଟା, ୧୧ ଜଣଙ୍କ ମୃତ୍ୟୁ

    13790
    Jun 04, 2025
  • ଜୁଲାଇ ୨୧ରୁ ମୌସୁମୀ ଅଧିବେଶନ ଆରମ୍ଭ
    ଦେଶ-ଦେଶାନ୍ତର

    ଜୁଲାଇ ୨୧ରୁ ମୌସୁମୀ ଅଧିବେଶନ ଆରମ୍ଭ

    13938
    Jun 04, 2025
  • ଟ୍ରମ୍ପଙ୍କ ଆଗତ ଟିକସ ବିଲ୍‌କୁ ମସ୍କଙ୍କ ତୀବ୍ର ସମାଲୋଚନା
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଆଗତ ଟିକସ ବିଲ୍‌କୁ ମସ୍କଙ୍କ ତୀବ୍ର ସମାଲୋଚନା

    13296
    Jun 05, 2025
  • ୨୦୨୭ ମାର୍ଚ୍ଚ ୧ରୁ ହୋଇପାରେ ଜନଗଣନା
    ଦେଶ-ଦେଶାନ୍ତର

    ୨୦୨୭ ମାର୍ଚ୍ଚ ୧ରୁ ହୋଇପାରେ ଜନଗଣନା

    15557
    Jun 04, 2025
  •  ଆମେରିକାରେ ପ୍ରବେଶ କରିପାରିବେନି ୧୨ ଦେଶର ନାଗରିକ
    ଦେଶ-ଦେଶାନ୍ତର

    ଆମେରିକାରେ ପ୍ରବେଶ କରିପାରିବେନି ୧୨ ଦେଶର ନାଗରିକ

    15404
    Jun 05, 2025
  • ୫୦୦ ଟଙ୍କିଆ ନୋଟ୍ ବନ୍ଦ ନେଇ ଆସିଲା ଅପଡେଟ୍
    ଦେଶ-ଦେଶାନ୍ତର

    ୫୦୦ ଟଙ୍କିଆ ନୋଟ୍ ବନ୍ଦ ନେଇ ଆସିଲା ଅପଡେଟ୍

    14140
    Jun 04, 2025
  • ଜ୍ୟୋତିଙ୍କ ପରେ ଆଉ ଜଣେ ୟୁଟ୍ୟୁବର ଗିରଫ
    ଦେଶ-ଦେଶାନ୍ତର

    ଜ୍ୟୋତିଙ୍କ ପରେ ଆଉ ଜଣେ ୟୁଟ୍ୟୁବର ଗିରଫ

    14297
    Jun 04, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜୁଲାଇ ୨୧ରୁ ମୌସୁମୀ ଅଧିବେଶନ ଆରମ୍ଭ

    13938
    Jun 04, 2025
  • ଦେଶ-ଦେଶାନ୍ତର

    ଜ୍ୟୋତିଙ୍କ ପରେ ଆଉ ଜଣେ ୟୁଟ୍ୟୁବର ଗିରଫ

    14297
    Jun 04, 2025
  • ଦେଶ-ଦେଶାନ୍ତର

    ୫୦୦ ଟଙ୍କିଆ ନୋଟ୍ ବନ୍ଦ ନେଇ ଆସିଲା ଅପଡେଟ୍

    14140
    Jun 04, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16645
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16939
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15472
    Apr 03, 2021

ବିଶେଷ

  • ଅଧା କପ୍‌ ବିଟ୍‌ ରସର କରାମତି

    13819
    Jun 04, 2025
  • ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଜାଣନ୍ତୁ ଉପାୟ....

    13655
    Jun 04, 2025
  • କୋଲେଷ୍ଟରଲ କମାଏ ଅଁଳାରସ

    13694
    Jun 03, 2025
  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    15296
    Jun 03, 2025
  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    15293
    Jun 02, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15690
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16308
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14016
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14812
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟ୍ରମ୍ପଙ୍କ ଆଗତ ଟିକସ ବିଲ୍‌କୁ ମସ୍କଙ୍କ ତୀବ୍ର ସମାଲୋଚନା

    13296
    Jun 05, 2025
  • RCBର ବିଜୟ ରାଲିରେ ଦଳାଚକଟା, ୧୧ ଜଣଙ୍କ ମୃତ୍ୟୁ

    13790
    Jun 04, 2025
  • ଜୁଲାଇ ୨୧ରୁ ମୌସୁମୀ ଅଧିବେଶନ ଆରମ୍ଭ

    13938
    Jun 04, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In