Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ...

  • ୨୩୮ ଜଣ ଭାରତୀୟ କଏଦୀ ଅଛନ୍ତି ବାଂଲାଦେଶ ...

  • ଆମେରିକାରେ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ...

  • ଛାତ୍ର ଆତ୍ମହତ୍ୟା ରୋକିବ ...

  • ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ...

  • ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ...

  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ...

  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମମତାଙ୍କ ଉପରେ ୫ ଲକ୍ଷ ଜରିମାନା, କାହିଁକି ଜାଣନ୍ତୁ ?

ମମତାଙ୍କ ଉପରେ ୫ ଲକ୍ଷ ଜରିମାନା, କାହିଁକି ଜାଣନ୍ତୁ ?

2021-07-08 08:01:47
14712
Share:
Facebook
Twitter
E-Mail
WhatsApp
Telegram
ମମତାଙ୍କ ଉପରେ ୫ ଲକ୍ଷ ଜରିମାନା, କାହିଁକି ଜାଣନ୍ତୁ ?

କଲକାତା : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ବୁଧବାର କଲକାତା ଉଚ୍ଚନ୍ୟାୟାଳୟ ୫ ଲକ୍ଷ ଟଙ୍କା ଜରିମାନା ଧାର୍ଯ୍ୟ କରିଛନ୍ତି । ଉଚ୍ଚ ନ୍ୟାୟାଳୟ ବିଚାରପତି କୌଶିକ ଚନ୍ଦାଙ୍କୁ ହଟାଇବା ଲାଗି ମମତା ଆବେଦନ କରିଥିଲେ । ବିଜେପି ନେତା ଶୁଭେନ୍ଦୁ ଅଧିକାରୀଙ୍କ ନିର୍ବାଚନ ବିଜୟକୁ ବିରୋଧ କରି ମମତା ରୁଜୁ କରିଥିବା ମାମଲାକୁ ବିଚାରପତି କୌଶିକ ଶୁଣାଣି କରୁଥିବା ବେଳେ ତାଙ୍କ ହଟାଇବା ଲାଗି ଆବେଦନ କରିଥିଲେ । ବିଚାରପତି କୌଶିକ ବିଜେପି ନେତାଙ୍କ ସହ ମିଳାମିଶା କରୁଥିବା ଅଭିଯୋଗ କରି ମମତା ଏପରି ଆବେଦନ କରିଥିଲେ । ମମତାଙ୍କ ଏପରି ଆବେଦନକୁ ନେଇ ବିଚାରପତି କୌଶିକ ତାଙ୍କ ଉପରେ ୫ ଲକ୍ଷ ଟଙ୍କା ଜରିମାନା ଧାର୍ଯ୍ୟ କରିବା ସହିତ ମାମଲାର ଶୁଣାଣିରୁ ଓହରି ଯାଇଛନ୍ତି । ଶୁଣାଣି ବେଳେ ବିଚାରପତି କୌଶିକ କହିଥିଲେ ଯେ ଜଣେ ବ୍ୟକ୍ତି କୌଣସି ରାଜନୈତିକ ଦଳ ପାଇଁ ମାମଲା ଲଢ଼ିବା ସ୍ୱାଭାବିକ କଥା । ତେବେ ସେ ଯେତେବେଳେ ଏକ ମାମଲାର ଶୁଣାଣି କରନ୍ତି ସେତେବେଳେ ସେ ନିରପେକ୍ଷତା ଅବଲମ୍ବନ କରିଥାନ୍ତି । ଏ କ୍ଷେତ୍ରରେ ଆର୍ଥିକ ଫାଇନା ଉଠି ନଥାଏ ।

Powered by Froala Editor

Tags Mamata banarjee

Related articles Odisha News Lens 4.1

  • ୨୩୮ ଜଣ ଭାରତୀୟ କଏଦୀ ଅଛନ୍ତି ବାଂଲାଦେଶ ଜେଲରେ
    ଦେଶ-ଦେଶାନ୍ତର

    ୨୩୮ ଜଣ ଭାରତୀୟ କଏଦୀ ଅଛନ୍ତି ବାଂଲାଦେଶ ଜେଲରେ

    13819
    Oct 24, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା
    ବାଣିଜ୍ୟ

    ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    14841
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...
    ବାଣିଜ୍ୟ

    ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...

    14553
    Oct 23, 2026
  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ...
    ଦେଶ-ଦେଶାନ୍ତର

    ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ...

    13835
    Oct 23, 2026
  • ଛାତ୍ର ଆତ୍ମହତ୍ୟା ରୋକିବ ଆଣ୍ଟି-ସୁଇସାଇଡ୍ ଫ୍ୟାନ୍
    ଦେଶ-ଦେଶାନ୍ତର

    ଛାତ୍ର ଆତ୍ମହତ୍ୟା ରୋକିବ ଆଣ୍ଟି-ସୁଇସାଇଡ୍ ଫ୍ୟାନ୍

    14694
    Oct 24, 2026
  • ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି
    ଦେଶ-ଦେଶାନ୍ତର

    ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି

    14239
    Oct 24, 2026
  •  ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ
    ବିଶେଷ

    ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15277
    Oct 23, 2026
  • ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ନେଲେ ଅମିତାଭ, ପ୍ରଶଂସକଙ୍କୁ କହିଲେ ଏହା...
    ଦେଶ-ଦେଶାନ୍ତର

    ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ନେଲେ ଅମିତାଭ, ପ୍ରଶଂସକଙ୍କୁ କହିଲେ ଏହା...

    14297
    Oct 24, 2026
  • ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ
    ମନୋରଞ୍ଜନ

    ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

    14223
    Oct 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

    14223
    Oct 24, 2026
  • ବିଶେଷ

    ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15277
    Oct 23, 2026
  • ଦେଶ-ଦେଶାନ୍ତର

    ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ନେଲେ ଅମିତାଭ, ପ୍ରଶଂସକଙ୍କୁ କହିଲେ ଏହା...

    14297
    Oct 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17212
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17910
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17853
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18277
    Sep 06, 2023

ବିଶେଷ

  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15277
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15619
    Oct 23, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    15055
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15520
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14855
    Oct 06, 2026

ବାଣିଜ୍ୟ

ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

ଭାରତୀୟ ସେୟାର ବଜାର ଇତିହାସରେ ପ୍ରଥମ ଥର ପାଇଁ ଜିଓ ଆଇପିଓ ପାଇଁ ଆବେଦନ ସଂଖ୍ୟା ୧ କୋଟି ଅତିକ୍ରମ କରିଛି। ଜିଓ ପ୍ଲାଟଫର୍ମ୍ସର ୩୦,୨୧୩ କୋଟି ଟଙ୍କାର ଆଇପିଓ ଶୁକ୍ରବାର ତୃତୀୟ ତଥା ଶେଷ ଦିନରେ ଏହି ରେକର୍ଡ ସୃଷ୍ଟି କରିଛି। ନିବେଶକଙ୍କ ଅଭୂତପୂର୍ବ ଉତ୍ସାହ ମଧ୍ୟରେ ଆଇପିଓ ମୋଟ ୬.୮୯ ଗୁଣ ସବସ୍କ୍ରାଇବ୍ ହୋଇସାରିଛି। ...

  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14553
    Oct 23, 2026
  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    15174
    Oct 22, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14420
    Oct 21, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14612
    Oct 16, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ନେଲେ ଅମିତାଭ, ପ୍ରଶଂସକଙ୍କୁ କହିଲେ ଏହା...

    14297
    Oct 24, 2026
  • ୨୩୮ ଜଣ ଭାରତୀୟ କଏଦୀ ଅଛନ୍ତି ବାଂଲାଦେଶ ଜେଲରେ

    13819
    Oct 24, 2026
  • ଛାତ୍ର ଆତ୍ମହତ୍ୟା ରୋକିବ ଆଣ୍ଟି-ସୁଇସାଇଡ୍ ଫ୍ୟାନ୍

    14694
    Oct 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In