Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପଶ୍ଚିମବଙ୍ଗରେ ବିଜେପି ସରକାରଙ୍କ ପ୍ରଥମ ...

  • ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ...

  • ​ଆଇପିଏଲ୍‌ ମୁକୁଟ ବଜାୟ ରଖିଲା ରୋୟାଲ ...

  • ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ...

  • ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ...

  • ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ...

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ...

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ...

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

ରାଜ୍ୟ
Home ›› ରାଜ୍ୟ ››ବ୍ୟବସାୟୀଙ୍କୁ ପିଟିପିଟି ହତ୍ୟା ଘଟଣା, ୩ ଗିରଫ

ବ୍ୟବସାୟୀଙ୍କୁ ପିଟିପିଟି ହତ୍ୟା ଘଟଣା, ୩ ଗିରଫ

2025-04-13 06:22:33
13733
Share:
Facebook
Twitter
E-Mail
WhatsApp
Telegram
ବ୍ୟବସାୟୀଙ୍କୁ ପିଟିପିଟି ହତ୍ୟା ଘଟଣା, ୩ ଗିରଫ

ଭୁବନେଶ୍ବର : ଜମିଜମା କାରବାର୍‌ରେ କମିସନରେଟ ପୁଲିସର ସମ୍ପୃକ୍ତି ରାଜଧାନୀବାସୀଙ୍କୁ ଅସୁରକ୍ଷିତ କରିଛି। ଏୟାରଫିଲ୍ଡ ଥାନା ଅଞ୍ଚଳରେ ଶୁକ୍ରବାର ବ୍ୟବସାୟୀ ସସ୍ମିତ କୁମାର ବିଶ୍ବାଳ ଓରଫ ଚିନୁ ହତ୍ୟାକାଣ୍ଡ ଘଟଣାରେ ଜଣେ ଗୃହରକ୍ଷୀ ଧରାପଡ଼ିବା ସହରୀ ପୁଲିସର ଛବିକୁ ପଦାରେ ପକାଇଛି। ସମ୍ପୃକ୍ତ ଗୃହରକ୍ଷୀ ସମେତ ୩ ହତ୍ୟାକରୀଙ୍କୁ ଶନିବାର ପୁଲିସ ଗିରଫ କରିଛି। ସେମାନେ ହେଲେ ଖଣ୍ଡଗିରି ଥାନା ଅଧୀନ ଡୁମୁଡୁମା ଫେଜ୍‌-୪ ଅଞ୍ଚଳରେ ରହୁଥିବା ଗୃହରକ୍ଷୀ ସୁକାନ୍ତ ବେହେରା, ଏୟାରଫିଲ୍ଡ ଥାନା ଅଧୀନ ପ୍ରଧାନସାହି ଗାଁର ମ‌େ‌ନାଜ ବେହେରା ଓରଫ ସିଲୁ ଓ ଗୁଲୁ ମହାନ୍ତି। ସୁକାନ୍ତ ପିସିଆର୍‌ରେ ଭରତପୁର ଥାନା ଅଧୀନରେ କାମ କରୁଥିଲା। ଜମିଜମା ବିବାଦକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ସାମ୍ବାଦିକ ସମ୍ମିଳନୀରେ ଭୁବନେଶ୍ବର ପୁଲିସ ଉପାୟୁକ୍ତ ଜଗମୋହନ ମୀନା କହିଛନ୍ତି। ଏହି ଘଟଣାରେ ଅନ୍ୟ ଅଭିଯୁକ୍ତମାନେ ଫେରାର ରହିଛନ୍ତି। ମୃତ ଚିନୁଙ୍କ ଭାଇ ଦେବବ୍ରତ ମହାନ୍ତି ୭ ଜଣଙ୍କ ନାମରେ ଅଭିଯୋଗ କରିଛନ୍ତି। ଫେରାର ଥିବା ଅଭିଯୁକ୍ତଙ୍କୁ ଧରିବା ଲାଗି ସ୍ବତନ୍ତ୍ର ଦଳ ତଦନ୍ତ ଜାରି ରଖିଛି। ହତ୍ୟାକାଣ୍ଡ ସ୍ଥଳରେ ସାଇଣ୍ଟିଫିକ୍‌ ଦଳ ଜରିଆରେ ନମୁନା ସଂଗ୍ରହ କରାଯାଇଛି। ଖୁବଶୀଘ୍ର ଫେରାର ଅଭିଯୁକ୍ତଙ୍କୁ ଗିରଫ କରାଯିବ। ଉପରୋକ୍ତ ୩ ଅଭିଯୁକ୍ତଙ୍କୁ ଜେରା କରାଯାଉଛି। ଅଭିଯୁକ୍ତଙ୍କ ବିରୋଧରେ ବଳିଷ୍ଠ ପ୍ରମାଣ ହାତେଇବା ଲାଗି ପୁଲିସ ତଦନ୍ତ ପ୍ରକ୍ରିୟାକୁ ଜୋରଦାର୍‌ କରିଛି ବୋଲି ଉପାୟୁକ୍ତ ଶ୍ରୀ ମୀନା କହିଛନ୍ତି। ପୁଲିସ ସୂଚନା ଅନୁଯାୟୀ ମୃତ ଚିନୁଙ୍କର ୟୁନିଟ-୬ ଅଞ୍ଚଳରେ ଏକ ଔଷଧ ଦୋକାନ ରହିଛି। ଏୟାରଫିଲ୍ଡ ଥାନା ଅଧୀନ ପ୍ରଧାନସାହି ସମେତ ନିକଟ ଅଞ୍ଚଳ ଜାମୁକୋଳି ଓ କଣ୍ଟିଲୋ ମୌଜାରେ ଚିନୁ ଜମି କିଣିଥିଲେ। ଉକ୍ତ ଜମିକୁ ନେଇ କିଛି ଦିନ ହେବ ସ୍ଥାନୀୟ କିଛି ଯୁବକଙ୍କ ସହିତ ତାଙ୍କର ବିବାଦ ଲାଗି ରହିଥିଲା। ସ୍ଥାନୀୟ ଲୋକ ତାଙ୍କୁ ଧମକ ଚମକଦେବା ନେଇ ଚିନୁ ପୂର୍ବରୁ ଥାନାରେ ଅଭିଯୋଗ କରିଥିଲେ। ଗତ କିଛି ଦିନ ହେବ ପ୍ରଧାନସାହିରେ ଥିବା ଏକ ଜମିକୁ ନେଇ ଚିନୁଙ୍କ ସହ ସ୍ଥାନୀୟ ଯୁବକଙ୍କ ଗଣ୍ଡଗୋଳ ହୋଇଥିଲା। ଉକ୍ତ ଜମିରେ ଚିନୁ ପାଚେରି ନିର୍ମାଣ କରୁଥିଲେ। ନିର୍ମାଣ ସ୍ଥଳରୁ ପଥର କେହି ଚୋରି କରି ନେଇଥିଲା। ଏହାକୁ ନେଇ ଚିନୁ ୨୦୨୪ ଡିସେମ୍ବରରେ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୁଲିସ ଘଟଣାର ତଦନ୍ତ କରିବା ପରେ ସ୍ଥାନୀୟ ଜଣେ ଯୁବକ ତାଙ୍କ ପଥର ନେଇଥିବା ମାନିଥିଲା। ଚୋରି ପଥରକୁ ସମ୍ପୃକ୍ତ ଯୁବକ ଶୁକ୍ରବାର ଅପରାହ୍ଣ ପ୍ରାୟ ୨ଟାରେ ପୁଲିସ ଉପସ୍ଥିତିରେ ଫେରାଇ ଥିଲା। ଏହି ସମୟରେ ଚିନୁ ମୋଟରସାଇକଲରେ ଜମି ନିକଟକୁ ଯାଇଥିଲେ। ପୁଲିସ ଉପସ୍ଥିତିରେ ହତ୍ୟାକାରୀମାନେ ଚିନୁଙ୍କୁ ଘେରି ଯାଇଥିଲେ। ଉପସ୍ଥିତ ମହିଳା ପୁଲିସ ଅଧିକାରୀଙ୍କ ତାଗିଦ ପରେ ସେମାନେ ଚିନୁଙ୍କୁ ଛାଡ଼ି ଦେଇଥିଲେ। ଏହାପରେ ପୁଲିସ ସେଠାରୁ ପଳାଇ ଆସିଥିଲା। ଘରକୁ ଆସିବା ବାଟରେ ଚିନୁଙ୍କୁ ସମ୍ପୃକ୍ତ ଯୁବକମାନେ ପ୍ରଧାନସାହି କାଜୁ ଜଙ୍ଗଲ ନିକଟରେ ଅଟକାଇ ଥିଲେ। ଜମି ବିବାଦକୁ ନେଇ ସେମାନଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ପୂର୍ବପ୍ରସ୍ତୁତ ଦୁର୍ବୃତ୍ତମାନେ ଲୁହା ପାଇପ୍‌ ଓ ରଡ଼ରେ ଚିନୁଙ୍କୁ ଆକ୍ରମଣ କରିଥିଲେ। ଚିନୁ ତଳେ ପଡ଼ି ଛଟପଟ ହୋଇଥିବା ବେଳେ ଦୁର୍ବୃତ୍ତମାନେ ତାଙ୍କୁ ଅତି ନୃଶଂସ ଭାବେ ପିଟି ଚାଲିଥିଲେ। ଫଳରେ ଘଟଣାସ୍ଥଳରେ ଚିନୁଙ୍କ ମୃତ୍ୟୁ ଘଟିଥିଲା।
ଚିନୁ ଓ ଟୁଲୁ ପୂର୍ବରୁ ମିଶି ପ୍ରଧାନସାହି ଅଞ୍ଚଳରେ ଜମି ବ୍ୟବସାୟ କରୁଥିଲେ। ଟଙ୍କା ଦେଣନେଣକୁ ନେଇ ଉଭୟଙ୍କ ମଧ୍ୟରେ ବିବାଦ ସୃଷ୍ଟି ହୋଇଥିଲା। ଚିନୁ ଉକ୍ତ ଅଞ୍ଚଳରେ କିଛି ବର୍ଷ ହେବ ଜମିଜମା ବ୍ୟବସାୟ ଚଳାଇଥିଲେ ବୋଲି ପୁଲିସ କହିଛି। ଏହି ବ୍ୟବସାୟକୁ ନେଇ ତାଙ୍କର କିଛି ଯୁବକଙ୍କ ସହ ବିବାଦ ଲାଗି ରହିଥିଲା। ସେହିପରି ଜମି ଦେବାକୁ କହି ଗୃହରକ୍ଷୀ ସୁକାନ୍ତ ତାଙ୍କ ଠାରୁ ୩୯ ଲକ୍ଷ ଟଙ୍କା ନେଇଥିଲା। ପରେ ଜମି ଦେଇନଥିଲା କିମ୍ବା ନେଇଥିବା ଟଙ୍କା ଫେରସ୍ତ କରିନଥିଲା। ଏହାକୁ ନେଇ ଚିନୁ ଓ ଉକ୍ତ ଗୃହରକ୍ଷୀଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏହି ମାମଲାକୁ ଅଦାଲତରେ ଚାଲିଥିବା ସୂଚନା ରହିଛି। ପୂର୍ବ ବିବାଦକୁ କେନ୍ଦ୍ର କରି ପ୍ରତିଶୋଧ ପରାୟଣ ହୋଇ ସୁକାନ୍ତ ତାଙ୍କୁ ହତ୍ୟା କରିବା ପାଇଁ ଯୋଜନା କରିଥିଲା ବୋଲି ସାଧାରଣରେ ଚର୍ଚ୍ଚା ଜୋର୍‌ ଧରିଛି।

Powered by Froala Editor

Tags Arrested

Related articles Odisha News Lens 4.1

  • ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ଗିରଫ ହେଲେ ୫
    ଦେଶ-ଦେଶାନ୍ତର

    ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ଗିରଫ ହେଲେ ୫

    14113
    May 31, 2026
  •  ପୁଣି  ବୃଦ୍ଧି ହେଲା CNG ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14931
    May 30, 2026
  • ​ଆଇପିଏଲ୍‌ ମୁକୁଟ ବଜାୟ ରଖିଲା ରୋୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ; ଫାଇନାଲରେ ଦମଦାର ...
    ଖେଳ ଖବର

    ​ଆଇପିଏଲ୍‌ ମୁକୁଟ ବଜାୟ ରଖିଲା ରୋୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ; ଫାଇନାଲରେ ଦମଦାର ...

    14685
    May 31, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ
    ବିଶେଷ

    ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14817
    May 31, 2026
  • ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    15759
    May 31, 2026
  • ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

    14177
    May 31, 2026
  • ପଶ୍ଚିମବଙ୍ଗରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ୍ ବିସ୍ତାର, ୩୫ ଜଣ ନୂତନ ମନ୍ତ୍ରୀ ...
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ୍ ବିସ୍ତାର, ୩୫ ଜଣ ନୂତନ ମନ୍ତ୍ରୀ ...

    14029
    Jun 01, 2026
  •  ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ମୂଲ୍ୟ
    ଦେଶ-ଦେଶାନ୍ତର

    ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ମୂଲ୍ୟ

    14147
    Jun 01, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15423
    May 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15423
    May 30, 2026
  • ବିଶେଷ

    ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14817
    May 31, 2026
  • ଦେଶ-ଦେଶାନ୍ତର

    ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    15759
    May 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16899
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17519
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17568
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17956
    Sep 06, 2023

ବିଶେଷ

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14817
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14928
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14647
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15382
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14961
    May 26, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15445
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15190
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15672
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14010
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପଶ୍ଚିମବଙ୍ଗରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ୍ ବିସ୍ତାର, ୩୫ ଜଣ ନୂତନ ମନ୍ତ୍ରୀ ନେଲେ ଶପଥ

    14029
    Jun 01, 2026
  • ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

    14177
    May 31, 2026
  • ​ଆଇପିଏଲ୍‌ ମୁକୁଟ ବଜାୟ ରଖିଲା ରୋୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ; ଫାଇନାଲରେ ଦମଦାର ବିଜୟ

    14685
    May 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In