Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, April 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ...

  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ...

  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ...

  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ...

  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ...

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ...

  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ...

  • ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ...

  • ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

  • ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

ରାଜ୍ୟ
Home ›› ରାଜ୍ୟ ››ଗିରଫ ହେଲେ କୋଟିପତି ଯନ୍ତ୍ରୀ

ଗିରଫ ହେଲେ କୋଟିପତି ଯନ୍ତ୍ରୀ

2025-04-17 10:22:24
15556
Share:
Facebook
Twitter
E-Mail
WhatsApp
Telegram
ଗିରଫ ହେଲେ କୋଟିପତି ଯନ୍ତ୍ରୀ

ଆଠମଲ୍ଲିକ : ଗିରଫ ହେଲେ କୋଟିପତି ଯନ୍ତ୍ରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅନୁଗୁଳ ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି। ଗତକାଲି ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀଙ୍କ ଘର ଓ କାର୍ଯ୍ୟାଳୟ ସହ ଏକକାଳୀନ ୯ ସ୍ଥାନରେ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଥିଲା । ରାମଚନ୍ଦ୍ରଙ୍କ ଢେଙ୍କାନାଳ ଗାୟତ୍ରୀ ନଗର ବାସଭବନରୁ ଭିଜିଲାନ୍ସ ଦଳ ୨୧ଟି ଦାମୀ ପ୍ଲଟ, ୧ କୋଟି ୬ ଲକ୍ଷ ୬୬ ହଜାର ଟଙ୍କାର ବ୍ୟାଙ୍କ ଜମା, ୩୫୦ ଗ୍ରାମ ସୁନା ଗହଣା ଓ ଜୁନାଗଡ଼ସ୍ଥିତ ତାଙ୍କ ଜ୍ୱାଇଁଙ୍କ ବାସଭବନରୁ ନଗଦ ୨୩ ଲକ୍ଷ ୯୫ହଜାର ଟଙ୍କା ଠାବ କରିଛନ୍ତି। ଢେଙ୍କାନାଳ ସହରର ୧୫ ନମ୍ବର ୱାର୍ଡ ଗାୟତ୍ରୀନଗର ସ୍ଥିତ ପ୍ଲଟ ନଂ. ୧୨ରେ ତାଙ୍କର ଏକ ଦୁଇମହଲା ବିଶିଷ୍ଟ ୫ହଜାର ବର୍ଗଫୁଟର ଅଟ୍ଟାଳିକା ରହିଥିବା ଭିଜିଲାନ୍ସ ବିଭାଗ ସୂଚନା ଦେଇଛି। ଏଥିସହିତ ତାଙ୍କ ନାମରେ କଟକ ଜିଲା ବାରଙ୍ଗରେ ଗୋଟିଏ ଏବଂ ଢେଙ୍କାନାଳ ଟାଉନ ଓ ଏହାର ଆଖପାଖ ଅଞ୍ଚଳରେ ୨୦ଟି ପ୍ଲଟ ରହିଛି। ଠାବ ହୋଇଥିବା ପ୍ଲଟଗୁଡିକର ଆନୁମାନିକ ମୂଲ୍ୟ ୬୦ ଲକ୍ଷ ୮୫ ହଜାର ଟଙ୍କା ହେବ ବୋଲି ଆକଳନ କରାଯାଇଛି। ଗାୟତ୍ରୀ ନଗର ବାସଭବନରୁ ୩୫୦ ଗ୍ରାମରୁ ସୁନା ଅଳଙ୍କାର ଠାବ ହୋଇଥିବା ବେଳେ କଳାହାଣ୍ଡି ଜିଲାର ଜୁନାଗଡ଼଼ ଠାରେ ଥିବା ତାଙ୍କ ଜ୍ୱାଇଁ ପ୍ରସୂତୀ ଓ ସ୍ତ୍ରୀ ରୋଗ ବିଶେଷଜ୍ଞ ଡାକ୍ତର ତପନ କୁମାର ତ୍ରିପାଠୀଙ୍କ ଘରୁ ୨୩ ଲକ୍ଷ ୯୫ହଜାର ଟଙ୍କାର ନଗଦ ଅର୍ଥ ଜବତ ହୋଇଛି। ଏହି ଅର୍ଥ କେଉଁ ସୂତ୍ରରୁ ଆସିଛି, ସେ ନେଇ ଭିଜିଲାନ୍ସ ଦଳ ଉଭୟଙ୍କୁ ପଚରାଉଚରା ଜାରି ରଖିଛି। ଏଥିସହିତ ରାମଚନ୍ଦ୍ର ଶତପଥୀଙ୍କ ନାମରେ ଗୋଟିଏ ଚାରିଚକିଆ ହୋଣ୍ଡା ଜାଜ୍, ଜ୍ୱାଇଁଙ୍କ ନାମରେ ଗୋଟିଏ ହୁଣ୍ଡାଇ ଆଇ-୨୦ ଚାରିଚକିଆ ଯାନ ସହ ୨ଟି ଦୁଇଚକିଆ ଯାନ ଥିବା ଜଣାପଡ଼ିଛି। ଭିଜିଲାନ୍ସ ବିଭାଗ ପକ୍ଷରୁ ଗାୟତ୍ରୀନଗର ଭାସଭବନ ସହ ପୈତୃକ ଗ୍ରାମ ବଣସିଂହ, ଆଠମଲ୍ଲିକ ବ୍ଲକ କାର୍ଯ୍ୟାଳୟ ଓ ବାସଭବନ, ଜ୍ୱାଇଁଙ୍କ ଜୁନାଗଡ଼଼ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର କାର୍ଯ୍ୟାଳୟ ଏବଂ ବାସଭବନ ସମେତ ପୈତୃକ ବାସଭବନ ଗଁଦିଆ ବ୍ଲକ ଅନ୍ତର୍ଗତ ଗୋପାଳପୁର ଗ୍ରାମରେ ଚଢ଼ଉ ଜାରି ରହିଛି। ତାଙ୍କୁ ଭିଜିଲାନ୍ସ ଦଳ ଆଠମଲ୍ଲିକ ନେଇ ପଚରାଉଚରା ଚଳାଇଛି। କଟକସ୍ଥିତ ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତିଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ୭ ଜଣ ଡିଏସପି, ୧୫ଜଣ ନିରୀକ୍ଷକଙ୍କୁ ନେଇ ଗଠିତ ୮ଟି ଦଳ ଚଢଉରେ ସାମିଲ ହୋଇଥିଲେ। ୧୯୮୯ ମସିହାରେ ରାମଚନ୍ଦ୍ର ଜଣେ କନିଷ୍ଠ ଯନ୍ତ୍ରୀ ଭାବେ ଚାକିରି ଜୀବନ ମାଲକାନଗିରିରୁ ଆରମ୍ଭ କରିଥିଲେ। ସେ କେନ୍ଦ୍ରାପଡା, ତାଳଚେର, ଅନୁଗୋଳ ଓ ଦେବଗଡ ଜିଲାରେ କାମ କରିବା ପରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଭାବେ ଆଠମଲ୍ଲିକରେ କାର୍ଯ୍ୟରତ ଅଛନ୍ତି।

Powered by Froala Editor

Tags Arrested

Related articles Odisha News Lens 4.1

  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ

    15161
    Apr 14, 2026
  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା
    ଦେଶ-ଦେଶାନ୍ତର

    ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା

    13307
    Apr 14, 2026
  •  ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ
    ବିଶେଷ

    ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    14938
    Apr 13, 2026
  •  ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ
    ଦେଶ-ଦେଶାନ୍ତର

    ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

    13444
    Apr 13, 2026
  • ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଦେଶବାସୀଙ୍କୁ ସମ୍ବୋଧିତ କରି ମୋଦୀ କହିଲେ ଏହା
    ଦେଶ-ଦେଶାନ୍ତର

    ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଦେଶବାସୀଙ୍କୁ ସମ୍ବୋଧିତ କରି ମୋଦୀ କହିଲେ ଏହା

    14084
    Apr 13, 2026
  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ
    ଦେଶ-ଦେଶାନ୍ତର

    ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ

    14687
    Apr 13, 2026
  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା
    ଦେଶ-ଦେଶାନ୍ତର

    ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା

    15380
    Apr 14, 2026
  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ
    ଦେଶ-ଦେଶାନ୍ତର

    ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ

    14131
    Apr 13, 2026
  • ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ
    ଦେଶ-ଦେଶାନ୍ତର

    ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

    14508
    Apr 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା

    15380
    Apr 14, 2026
  • ଦେଶ-ଦେଶାନ୍ତର

    ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ

    14687
    Apr 13, 2026
  • ବିଶେଷ

    ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    14938
    Apr 13, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17415
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17472
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17826
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16300
    Apr 03, 2021

ବିଶେଷ

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    14938
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    15657
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14633
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15614
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14466
    Apr 08, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15329
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15059
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15563
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13858
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା

    13307
    Apr 14, 2026
  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା

    15247
    Apr 13, 2026
  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ

    15161
    Apr 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In