Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 01, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୧୩ ଛାତ୍ରଛାତ୍ରୀଙ୍କ ଉପରେ କାର୍ ...

  • କ୍ୟାନସରରେ ପୀଡ଼ିତ ଦୀପିକା

  • ଏହି ସ୍ଥାନରେ ବର୍ଷକୁ ୨୦୦ ଥର ହେଉଛି ...

  • ବର୍ଷା ବିତ୍ପାତ: ଗଲାଣି ୩୨ ଜୀବନ

  • ରୁଷରେ ଟ୍ରେନ ଦୁର୍ଘଟଣା: ୭ ମୃତ, ୭୦ ଆହତ

  • ସିଝା ଅଣ୍ଡାରେ ମାଲିସ୍‌

  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

  • ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ...

  • ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ...

  • ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସାମିଲ ହେଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’

ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସାମିଲ ହେଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’

2025-04-18 13:45:23
16010
Share:
Facebook
Twitter
E-Mail
WhatsApp
Telegram
ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସାମିଲ ହେଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’

 ନୂଆଦିଲ୍ଲୀ:‘ଭଗବଦ ଗୀତା’ ଏବଂ ଭରତ ମୁନିଙ୍କ ‘ନାଟ୍ୟଶାସ୍ତ୍ର’କୁ ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସାମିଲ କରାଯାଇଛି। କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାଓ୍ବତ ଏ ସମ୍ପର୍କରେ ସାମାଜିକ ଗଣମାଧ୍ୟମରେ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି। ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଖୁସି ବ୍ୟକ୍ତ କରିଛନ୍ତି। ଏହା ପ୍ରତ୍ୟକ ଭାରତୀୟଙ୍କ ପାଇଁ ଗର୍ବର ମୁହୂର୍ତ୍ତ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ମୋଦୀ କହିଛନ୍ତି, ୟୁନେସ୍କୋର ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ଗୀତା ଏବଂ ନାଟ୍ୟଶାସ୍ତ୍ରକୁ ସାମିଲ କରାଯିବା ଅର୍ଥ ଆମ ଶାଶ୍ଵତ ବୁଦ୍ଧିମତ୍ତା ଏବଂ ସମୃଦ୍ଧ ସଂସ୍କୃତିକୁ ବିଶ୍ଵସ୍ତରରେ ମାନ୍ୟତା ମିଳିବା। ଗୀତା ଏବଂ ନାଟ୍ୟଶାସ୍ତ୍ରର ଅନ୍ତଃଦୃଷ୍ଟି ଦୁନିଆକୁ ପ୍ରେରଣା ଯୋଗାଇ ଆସିଛି। ଏହି ଦୁଇ ଅଭିଲେଖାକୁ ମିଶାଇ ମୋଟ ୧୪ଟି ଅଭିଲେଖା ୟୁନେସ୍କୋର ଏହି ଅନ୍ତର୍ଜାତୀୟ ରେଜିଷ୍ଟରରେ ସାମିଲ ହୋଇଛନ୍ତି।

Powered by Froala Editor

Tags Unesco memory of the world

Related articles Odisha News Lens 4.1

  •  ସିଝା ଅଣ୍ଡାରେ ମାଲିସ୍‌
    ବିଶେଷ

    ସିଝା ଅଣ୍ଡାରେ ମାଲିସ୍‌

    14851
    Jun 01, 2025
  • ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ସୁନ୍ଦରୀ ମୁକୁଟ
    ମନୋରଞ୍ଜନ

    ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ସୁନ୍ଦରୀ ମୁକୁଟ

    13795
    May 31, 2025
  • ବର୍ଷା ବିତ୍ପାତ: ଗଲାଣି ୩୨ ଜୀବନ
    ଦେଶ-ଦେଶାନ୍ତର

    ବର୍ଷା ବିତ୍ପାତ: ଗଲାଣି ୩୨ ଜୀବନ

    14037
    Jun 01, 2025
  • ରୁଷରେ ଟ୍ରେନ ଦୁର୍ଘଟଣା: ୭ ମୃତ, ୭୦ ଆହତ
    ଦେଶ-ଦେଶାନ୍ତର

    ରୁଷରେ ଟ୍ରେନ ଦୁର୍ଘଟଣା: ୭ ମୃତ, ୭୦ ଆହତ

    13944
    Jun 01, 2025
  • ଏହି ସ୍ଥାନରେ ବର୍ଷକୁ ୨୦୦ ଥର ହେଉଛି ଭୂମିକମ୍ପ
    ଦେଶ-ଦେଶାନ୍ତର

    ଏହି ସ୍ଥାନରେ ବର୍ଷକୁ ୨୦୦ ଥର ହେଉଛି ଭୂମିକମ୍ପ

    13420
    Jun 01, 2025
  • କ୍ୟାନସରରେ ପୀଡ଼ିତ ଦୀପିକା
    ମନୋରଞ୍ଜନ

    କ୍ୟାନସରରେ ପୀଡ଼ିତ ଦୀପିକା

    14781
    Jun 01, 2025
  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ
    ବିଶେଷ

    କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15537
    Jun 01, 2025
  • ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ହରାଇଲେ ବିଧାୟକ
    ଦେଶ-ଦେଶାନ୍ତର

    ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ହରାଇଲେ ବିଧାୟକ

    13853
    May 31, 2025
  • ୧୩ ଛାତ୍ରଛାତ୍ରୀଙ୍କ ଉପରେ କାର୍ ମଡାଇଦେଲା ନିଶାରେ ଚୁର୍ ଚାଳକ
    ଦେଶ-ଦେଶାନ୍ତର

    ୧୩ ଛାତ୍ରଛାତ୍ରୀଙ୍କ ଉପରେ କାର୍ ମଡାଇଦେଲା ନିଶାରେ ଚୁର୍ ଚାଳକ

    13996
    Jun 01, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ସୁନ୍ଦରୀ ମୁକୁଟ

    13795
    May 31, 2025
  • ଦେଶ-ଦେଶାନ୍ତର

    ୧୩ ଛାତ୍ରଛାତ୍ରୀଙ୍କ ଉପରେ କାର୍ ମଡାଇଦେଲା ନିଶାରେ ଚୁର୍ ଚାଳକ

    13996
    Jun 01, 2025
  • ଦେଶ-ଦେଶାନ୍ତର

    ଏହି ସ୍ଥାନରେ ବର୍ଷକୁ ୨୦୦ ଥର ହେଉଛି ଭୂମିକମ୍ପ

    13420
    Jun 01, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16636
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16927
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15466
    Apr 03, 2021

ବିଶେଷ

  • ସିଝା ଅଣ୍ଡାରେ ମାଲିସ୍‌

    14851
    Jun 01, 2025
  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15537
    Jun 01, 2025
  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13611
    May 31, 2025
  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15759
    May 31, 2025
  • ଏସବୁ ଜିନିଷ ଘରେ ରଖନ୍ତୁନାହିଁ , ମାଡ଼ିଆସିବ ବିପଦ

    16095
    May 29, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15682
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16296
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14009
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14807
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କ୍ୟାନସରରେ ପୀଡ଼ିତ ଦୀପିକା

    14781
    Jun 01, 2025
  • ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ପରେଶଙ୍କ ସ୍ଥାନ ନେବେ ପଙ୍କଜ

    14545
    May 31, 2025
  • ରୁଷରେ ଟ୍ରେନ ଦୁର୍ଘଟଣା: ୭ ମୃତ, ୭୦ ଆହତ

    13944
    Jun 01, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In