Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 30, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ...

  • ଏସବୁ ଜିନିଷ ଘରେ ରଖନ୍ତୁନାହିଁ , ...

  • ଚା’ ସହିତ ଏହି ଜିନିଷ ଖାଇବା ମନା

  • ବାତିଲ ହେଲା ମୋଦୀଙ୍କ ସିକ୍କିମ୍‌ ଗସ୍ତ

  • ଟ୍ରମ୍ପଙ୍କ ସର୍ବୋଚ୍ଚ ପରାମର୍ଶଦାତା ...

  • ଲସ୍କର-ଏ-ତୈବାର ଦୁଇ ଆତଙ୍କବାଦୀ କଲେ ...

  • ମାତ୍ର ୪୫ ମିନିଟ୍‌ରେ ଏହି ଦୁଇ ବୀର ତିଆରି ...

  • ରୂପେଲି ପରଦାକୁ ଆସିବେ ‘ମଧୁ ବାରିଷ୍ଟର’

  • ନିର୍ବାଚନ ଲଢ଼ିବେ ସିଦ୍ଧୁ ମୁସେୱାଲାଙ୍କ ...

  • ପାରାଙ୍କୁ ଖାଇବାକୁ ଦେଇ ୮୦ ହଜାର ଟଙ୍କା ...

ବାଣିଜ୍ୟ
Home ›› ବାଣିଜ୍ୟ ››ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

2025-04-18 19:07:23
15678
Share:
Facebook
Twitter
E-Mail
WhatsApp
Telegram
ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

ଭୁବନେଶ୍ୱର: ପବିତ୍ର ଅକ୍ଷୟ ତୃତୀୟାର ଉତ୍ସାହ ଉଦ୍ଦୀପନାକୁ ପାଳନ କରିବା ପାଇଁ ଓଡ଼ିଶାର ସର୍ବପୁରାତନ ଏବଂ ସବୁଠାରୁ ବିଶ୍ୱସନୀୟ ଜୁଏଲର ଖିମଜୀ ଜୁଏଲର୍ସ ଏହାର ବହୁ ପ୍ରତୀକ୍ଷିତ ଅକ୍ଷୟ ତୃତୀୟା ସେଲ୍ ଆରମ୍ଭ ସମ୍ପର୍କରେ ଘୋଷଣା କରିଛି । ଏହି ସେଲ ରେ  ସୁନା ଓ ହୀରା ଅଳଙ୍କାର ଗଢା ମଜୁରୀ ଉପରେ ଫ୍ଲାଟ ୫୦ ପ୍ରତିଶତ ରିହାତି ଏବଂ ହୀରା ଉପରେ ମାଗଣା ବୀମା ପ୍ରଦାନ କରୁଛି । ଗ୍ରହକମାନେ ଏଥିରେ ସାମିଲ ହେବା ସହିତ ଉଲ୍ଲେଖନୀୟ ସଞ୍ଚୟ ଉପଭୋଗ କରିବା ନିମନ୍ତେ ଏହି ଅନନ୍ୟ ସପିଂ ଉତ୍ସବରେ ଯୋଗଦେବାକୁ ସମସ୍ତଙ୍କୁ ସାଦର ଆମନ୍ତ୍ରଣ କରାଯାଉଛି । ଏଥିସହିତ ଖିମଜୀ ଜୁଏଲର୍ସ ଏହାର ବହୁମୂଲ୍ୟ ଗ୍ରାହକଙ୍କ ନିମନ୍ତେ ବହୁବିଧ ଆକର୍ଷଣୀୟ ଫାଇଦା ଯୋଗାଇ ଦେଉଛି । ଏହି ସ୍ୱତନ୍ତ୍ର ଅଫର ଖିମଜୀ ଜୁଏଲର୍ସର ଭୁବନେଶ୍ୱର, ବ୍ରହ୍ମପୁର, କଟକ, ପୁରୀ, ଝାରସୁଗୁଡା ଏବଂ ରାଉରକେଲା ଆଦି ସହରରେ ଥିବା ଷ୍ଟୋରଗୁଡିକରେ ଉପଲବ୍ଧ ହେଉଛି, ଯାହା ଗ୍ରାହକଙ୍କୁ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମନଲୋଭା ଗହଣା କ୍ରୟ କରିବାର ସୁଯୋଗ ପ୍ରଦାନ କରୁଛି । 

୮୯ ବର୍ଷର ପରମ୍ପରା ଥିବା ଏବଂ ଓଡ଼ିଶାର ସର୍ବାଧିକ ବିଶ୍ୱସନୀୟ ଜୁଏଲର ବ୍ରାଣ୍ଡ୍ ଭାବରେ ଖିମଜୀ ଜୁଏଲର୍ସ ତାହାର ଆକର୍ଷଣୀୟ ଡିଜାଇନ ନିମନ୍ତେ ସୁପରିଚିତ ଯାହାକୁ ପିଢି ପରେ ପିଢି ଅତି ନିଖୁଣ ଭାବରେ ପ୍ରସ୍ତୁତ କରାଯାଇଆସୁଛି । ତାହା ଝଲମଲ କରୁଥିବା ହୀରାର ହାର, ମନଲୋଭା ସୁନା ଚୁଡି ଅଥବା ନିଖୁଣ ଭାବରେ ଡିଜାଇନ କରାଯାଇଥିବା ବ୍ରାଇଡାଲ ଅଳଙ୍କାର ହେଉ, ଏହି ବ୍ରାଣ୍ଡ୍ ପ୍ରତ୍ୟେକ ପସନ୍ଦ ଏବଂ ଅବସରକୁ ଖାପ ଖୁଆଇବା ଭଳି ବହୁବିଧ ବିକଳ୍ପ ଉପଲବ୍ଧ କରାଉଛି । 

ଶ୍ରୀ ମିତେଶ ଖିମଜୀ, ମ୍ୟାନେଜିଂ ଡାଇରେକ୍ଟର, ଖିମଜୀ ଜୁଏଲର୍ସ ଏହି ଅନନ୍ୟ ଅଫର ପଛରେ ଥିବା ଭାବପ୍ରବଣତା ସମ୍ପର୍କରେ ଉଲ୍ଲେଖ କରି କହିଛନ୍ତି, “ଓଡ଼ିଶା ବଜାରରେ ଆମେ ଯୋଗାଇ ଦେଉଥିବା ଏହା ଅନ୍ୟତମ ସର୍ବବୃହତ ସେଲ୍ ହୋଇଛି, ଯେଉଁଥିରେ ପୂର୍ଣ୍ଣାଙ୍ଗ ସୁନା ଓ ହୀରା ଅଳଙ୍କାର ବର୍ଗର ଗଢା ମଜୁରୀ ଉପରେ ଫ୍ଲାଟ ୫୦% ରିହାତି ପ୍ରଦାନ କରାଯାଉଛି । ଆମେ ଅକ୍ଷୟ ତୃତୀୟା ପାଳନ କରିବା ସମୟରେ ଆମେ ଆମର ବହୁମୂଲ୍ୟ ଗ୍ରାହକଙ୍କୁ ଏହି ଅନନ୍ୟ ଅଫର୍ ଯୋଗାଇଦେଇ ଖୁସି ଅନୁଭବ କରୁଛୁ । ଏଥିସହିତ ଆମେ ଆନନ୍ଦର ସହିତ ଜୀବନବ୍ୟାପୀ ବାୟ ବ୍ୟାକ ଗ୍ୟାରେଣ୍ଟି ପ୍ରଦାନ କରୁଛୁ । ଖିମଜୀ ଜୁଏଲର୍ସ ଅତୁଳନୀୟ ଗୁଣବତ୍ତା ଓ ସେବା ଯୋଗାଣ ନିମନ୍ତେ ନିଜର ପ୍ରତିବଦ୍ଧତା ପାଇଁ ସେହି ମହାନ ହୃଦୟଗୁଡିକରେ ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛି, ଯାହା ଓଡ଼ିଶାରେ ଏହାର ସର୍ବାଧିକ ବିଶ୍ୱସନୀୟ ଜୁଏଲର ମାନ୍ୟତାକୁ ସୁଦୃଢ କରିଛି ।

Powered by Froala Editor

Tags KHIMJI

Related articles Odisha News Lens 4.1

  • ପାରାଙ୍କୁ ଖାଇବାକୁ ଦେଇ ୮୦ ହଜାର ଟଙ୍କା ଜରିମାନା ଗଣିଲେ
    ଦେଶ-ଦେଶାନ୍ତର

    ପାରାଙ୍କୁ ଖାଇବାକୁ ଦେଇ ୮୦ ହଜାର ଟଙ୍କା ଜରିମାନା ଗଣିଲେ

    15442
    May 28, 2025
  • ଏସବୁ ଜିନିଷ ଘରେ ରଖନ୍ତୁନାହିଁ , ମାଡ଼ିଆସିବ ବିପଦ
    ବିଶେଷ

    ଏସବୁ ଜିନିଷ ଘରେ ରଖନ୍ତୁନାହିଁ , ମାଡ଼ିଆସିବ ବିପଦ

    15558
    May 29, 2025
  • ଚା’ ସହିତ ଏହି  ଜିନିଷ ଖାଇବା ମନା
    ବିଶେଷ

    ଚା’ ସହିତ ଏହି ଜିନିଷ ଖାଇବା ମନା

    14170
    May 29, 2025
  • ରୂପେଲି ପରଦାକୁ ଆସିବେ ‘ମଧୁ ବାରିଷ୍ଟର’
    ମନୋରଞ୍ଜନ

    ରୂପେଲି ପରଦାକୁ ଆସିବେ ‘ମଧୁ ବାରିଷ୍ଟର’

    14424
    May 28, 2025
  •  ବାତିଲ ହେଲା ମୋଦୀଙ୍କ ସିକ୍କିମ୍‌ ଗସ୍ତ
    ଦେଶ-ଦେଶାନ୍ତର

    ବାତିଲ ହେଲା ମୋଦୀଙ୍କ ସିକ୍କିମ୍‌ ଗସ୍ତ

    14442
    May 29, 2025
  • ଲସ୍କର-ଏ-ତୈବାର ଦୁଇ ଆତଙ୍କବାଦୀ କଲେ ଆତ୍ମସମର୍ପଣ
    ଦେଶ-ଦେଶାନ୍ତର

    ଲସ୍କର-ଏ-ତୈବାର ଦୁଇ ଆତଙ୍କବାଦୀ କଲେ ଆତ୍ମସମର୍ପଣ

    14383
    May 29, 2025
  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’
    ବାଣିଜ୍ୟ

    କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    13967
    May 30, 2025
  • ମାତ୍ର ୪୫ ମିନିଟ୍‌ରେ ଏହି ଦୁଇ ବୀର ତିଆରି କରିଥିଲେ ‘ଅପରେସନ ସିନ୍ଦୂର’ ଲୋଗୋ
    ଦେଶ-ଦେଶାନ୍ତର

    ମାତ୍ର ୪୫ ମିନିଟ୍‌ରେ ଏହି ଦୁଇ ବୀର ତିଆରି କରିଥିଲେ ‘ଅପରେସନ ସିନ୍ଦୂର’ ଲୋଗୋ

    15417
    May 28, 2025
  • ନିର୍ବାଚନ ଲଢ଼ିବେ ସିଦ୍ଧୁ ମୁସେୱାଲାଙ୍କ ବାପା
    ଦେଶ-ଦେଶାନ୍ତର

    ନିର୍ବାଚନ ଲଢ଼ିବେ ସିଦ୍ଧୁ ମୁସେୱାଲାଙ୍କ ବାପା

    14921
    May 28, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଲସ୍କର-ଏ-ତୈବାର ଦୁଇ ଆତଙ୍କବାଦୀ କଲେ ଆତ୍ମସମର୍ପଣ

    14383
    May 29, 2025
  • ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ସର୍ବୋଚ୍ଚ ପରାମର୍ଶଦାତା ପଦରୁ ଇସ୍ତଫା ଦେଲେ ମସ୍କ

    15141
    May 29, 2025
  • ମନୋରଞ୍ଜନ

    ରୂପେଲି ପରଦାକୁ ଆସିବେ ‘ମଧୁ ବାରିଷ୍ଟର’

    14424
    May 28, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16632
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16922
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15461
    Apr 03, 2021

ବିଶେଷ

  • ଏସବୁ ଜିନିଷ ଘରେ ରଖନ୍ତୁନାହିଁ , ମାଡ଼ିଆସିବ ବିପଦ

    15558
    May 29, 2025
  • ଚା’ ସହିତ ଏହି ଜିନିଷ ଖାଇବା ମନା

    14170
    May 29, 2025
  • ରୁଦ୍ରାକ୍ଷ ପାଣି ଶରୀର ପାଇଁ କେତେ ଉପକାରୀ ଜାଣନ୍ତୁ...

    14334
    May 28, 2025
  • ଏକ କିଲୋ ଆମ୍ବକୁ ୨.୭ ଲକ୍ଷ ଟଙ୍କା

    15381
    May 28, 2025
  • ଏହି ଖାଦ୍ୟ ଗରମ କରି ଖାଇଲେ ସୃଷ୍ଟି ହୋଇଥାଏ ମାରାତ୍ମକ rogo

    14151
    May 26, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15679
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16291
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14005
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14800
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାତିଲ ହେଲା ମୋଦୀଙ୍କ ସିକ୍କିମ୍‌ ଗସ୍ତ

    14442
    May 29, 2025
  • ପାରାଙ୍କୁ ଖାଇବାକୁ ଦେଇ ୮୦ ହଜାର ଟଙ୍କା ଜରିମାନା ଗଣିଲେ

    15442
    May 28, 2025
  • ରୂପେଲି ପରଦାକୁ ଆସିବେ ‘ମଧୁ ବାରିଷ୍ଟର’

    14424
    May 28, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In