Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, September 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ...

  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ...

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ...

  • ମନ କି ବାତ୍ କାର୍ୟ୍ୟକ୍ରମରେ ...

  • ଇରାନର ସାତଦିନିଆ ଅସ୍ତ୍ରବିରତି ...

  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ...

  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର ...

ରାଜ୍ୟ
Home ›› ରାଜ୍ୟ ››ଡ. ଇତି ସାମନ୍ତ ‘ୱାଜା ଓଡ଼ିଶା’ର ଅଧ୍ୟକ୍ଷା ମନୋନୀତ

ଡ. ଇତି ସାମନ୍ତ ‘ୱାଜା ଓଡ଼ିଶା’ର ଅଧ୍ୟକ୍ଷା ମନୋନୀତ

2021-07-09 07:12:12
15479
Share:
Facebook
Twitter
E-Mail
WhatsApp
Telegram
ଡ. ଇତି ସାମନ୍ତ ‘ୱାଜା ଓଡ଼ିଶା’ର ଅଧ୍ୟକ୍ଷା ମନୋନୀତ

ଭୁବନେଶ୍ୱର: ଜାତୀୟସ୍ତରରେ ଲେଖକ-ସାମ୍ବାଦିକଙ୍କ ପ୍ରଥମ ମିଳିତ ମଞ୍ଚ ‘Writers and Journalist Association’ (WAJA India) ଓଡ଼ିଶା ପ୍ରଦେଶର ଅଧ୍ୟକ୍ଷାଭାବେ ବିଶିଷ୍ଟ ଲେଖିକା, ସାମ୍ବାଦିକା, ସମାଜସେବୀ, ଉଦ୍ୟୋଗୀ ତଥା ‘କାଦମ୍ବିନୀ’ ସମ୍ପାଦିକା ଡ. ଇତି ସାମନ୍ତ ମନୋନୀତ ହୋଇଛନ୍ତି। ଅନୁଷ୍ଠାନର ଜାତୀୟ କମିଟିର ନିଷ୍ପତ୍ତି ଅନୁସାରେ WAJA Indiaର ଜାତୀୟ ମହାସଚିବ ଶିବେନ୍ଦ୍ର ପ୍ରକାଶ ଦ୍ୱିବେଦୀଙ୍କ ଦ୍ୱାରା ଏ ସଂପର୍କିତ ମନୋନୟନ ପତ୍ର ନୂଆଦିଲ୍ଲୀ କାର୍ଯ୍ୟାଳୟରୁ ପ୍ରକାଶ ପାଇଛି। ସୂଚନାଯୋଗ୍ୟ, ରାଷ୍ଟ୍ରୀୟ ଏକୀକରଣ ଏବଂ ବିଭିନ୍ନ ଭାଷା ସାହିତ୍ୟର ବିକାଶକୁ ପ୍ରାଧାନ୍ୟ ଦେଇ ଲେଖକ ଓ ସାମ୍ବାଦିକମାନଙ୍କୁ ଗୋଟିଏ ମଞ୍ଚରେ ଏକତ୍ର କରିବାର ଲକ୍ଷ୍ୟରେ ‘‘Writers and Journalist Association’ସୃଷ୍ଟି। ବିଭିନ୍ନ ରାଜ୍ୟରେ ଏହି ସଂଗଠନ ବେଶ୍‍ ସକ୍ରିୟତାର ସହ କାର୍ଯ୍ୟ କରୁଛି । ସାହିତ୍ୟ ଓ ସାମ୍ବାଦିକତାର ଏଭଳି ଏକ ମହତ୍ୱପୂର୍ଣ୍ଣ ଜାତୀୟ ସଂଗଠନର ଓଡ଼ିଶା ଶାଖାର ଅଧ୍ୟକ୍ଷା ଭାବରେ ଡ. ଇତି ସାମନ୍ତଙ୍କ ମନୋନୟନକୁ ବିଭିନ୍ନ ବର୍ଗରେ ସ୍ୱାଗତ କରାଯାଇଛି । ଡ. ଇତି ସାମନ୍ତଙ୍କ ଅଧ୍ୟକ୍ଷତାରେ WAJA Odisha ବେଶ୍‍ ପ୍ରଭାବଶାଳୀ କାର୍ଯ୍ୟ କରିବ ବୋଲି ମଧ୍ୟ ଏହାର କେନ୍ଦ୍ରୀୟ ସଂଗଠନ ଆଶା ପ୍ରକାଶ କରିଛନ୍ତି ।

Powered by Froala Editor

Tags Dr Iti Samant ,

Related articles Odisha News Lens 4.1

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍
    ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    13784
    Sep 28, 2026
  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା
    ଜିଲ୍ଲା ପରିକ୍ରମା

    ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14427
    Sep 28, 2026
  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    13704
    Sep 28, 2026
  • ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ

    15495
    Sep 27, 2026
  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...
    ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...

    15234
    Sep 27, 2026
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର
    ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14396
    Sep 28, 2026
  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...
    ଅପରାଧ

    ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...

    13519
    Sep 27, 2026
  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା
    ଦେଶ-ଦେଶାନ୍ତର

    ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

    13912
    Sep 27, 2026
  •  ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ
    ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    13607
    Sep 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    13704
    Sep 28, 2026
  • ଜିଲ୍ଲା ପରିକ୍ରମା

    ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14427
    Sep 28, 2026
  • ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ମୋଦୀ

    15234
    Sep 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17132
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17821
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17790
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18201
    Sep 06, 2023

ବିଶେଷ

  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13551
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15672
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15236
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14610
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14849
    Sep 11, 2026

ବାଣିଜ୍ୟ

ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

ଏଣିକି ଗ୍ରାହକଙ୍କୁ ଆଉ ୨୮ ଦିନ ନୁହେଁ, ବରଂ ପୂରା ୩୦ ଦିନର ରିଚାର୍ଜ ପ୍ଲାନ୍ ମିଳିବ । ଏହା ସହ ଶସ୍ତା ଭଏସ୍ ପ୍ଲାନ୍ ବି ଉପଲବ୍ଧ ହେବ । ରବିବାର କେନ୍ଦ୍ର ସରକାର ଟେଲିକମ୍ ଗ୍ରାହକ ସୁରକ୍ଷା (ତ୍ରୟୋଦଶ ସଂଶୋଧନ) ନିୟମାବଳୀ ୨୦୨୬ କାର୍ଯ୍ୟକାରୀ କରିଛନ୍ତି । ଏହାଦ୍ୱାରା ଗ୍ରାହକଙ୍କୁ ଏବେ ବର୍ଷକୁ ୧୩ଟି ରିଚାର୍ଜରୁ ମ ...

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    13961
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15942
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14432
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15623
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14427
    Sep 28, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    13784
    Sep 28, 2026
  • ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ

    15495
    Sep 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In