Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ...

  • ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, ...

  • ଥଲାପତି ବିଜୟ ଶପଥ ନେଇ ଆଶଙ୍କା, ୧୧୮ ...

  • ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି ...

  • ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା

  • ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ ...

  • କେମିତି ଦୂର କରିବେ ଟେନ୍‌ସନ୍‌

  • ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ...

  • ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ...

  • ଆକ୍ରମଣ କଲେ ଇରାନକୁ ପୃଥିବୀରୁ ...

Home ›› ››କାର୍ ଦୁର୍ଘଟଣାରେ ଏୟାର ହୋଷ୍ଟେସ୍‌ଙ୍କ ମୃତ୍ୟୁ

କାର୍ ଦୁର୍ଘଟଣାରେ ଏୟାର ହୋଷ୍ଟେସ୍‌ଙ୍କ ମୃତ୍ୟୁ

2025-04-19 20:14:11
15048
Share:
Facebook
Twitter
E-Mail
WhatsApp
Telegram
କାର୍ ଦୁର୍ଘଟଣାରେ ଏୟାର ହୋଷ୍ଟେସ୍‌ଙ୍କ ମୃତ୍ୟୁ

ଏକ କାର୍ କେନାଲରେ ଖସି ପଡ଼ିବାରୁ ଏୟାର ହୋଷ୍ଟେସଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ଘଟିବା ସମୟରେ ମୃତକ ୨୧ ବର୍ଷୀୟା ଏୟାର ହୋଷ୍ଟେସ ତାଙ୍କ ବନ୍ଧୁମାନଙ୍କ ସହ ବୁଲିବାକୁ ଯାଇଥିଲେ। ଏହି ଘଟଣା ପରେ, ପୁଲିସ ଗାଡି ଚଳାଉଥିବା ବନ୍ଧୁଙ୍କ ବିରୋଧରେ ଗାଡ଼ି ଚଳାଇବାରେ ଅବହେଳା କରିଥିବା ନେଇ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

ଦୁର୍ଘଟଣାଟି ଘଟିଛି ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ। ଘରେ ନ ଜଣେଇ ସାଙ୍ଗ ମାନଙ୍କ ସହ ବୁଲିବାକୁ ଯାଇଥିଲେ ୨୧ ବର୍ଷୀୟା ଏୟାର ହୋଷ୍ଟେସ ହର୍ଷିତା। ଦ୍ରୁତଗାମୀ କାର୍ କେନାଲରେ ଖସି ପଡ଼ିବାରୁ କାର୍‌ରେ ଯାତ୍ରା କରୁଥିବା ଏୟାର ହୋଷ୍ଟେସଙ୍କ ମୃତ୍ୟୁ ଘଟିଛି।

ହେଲେ ମୃତ୍ୟୁର ପ୍ରମୁଖ କାରଣ ଥିଲା ଗାଈ। କାରଣ ୨୧ବର୍ଷୀୟା ହର୍ଷିତା ଗୁରୁବାର ବିଳମ୍ବିତ ରାତିରେ ତାଙ୍କ ବନ୍ଧୁ ଜୟ ଏବଂ ସୁଜଲଙ୍କ ସହ ବୁଲିବାକୁ ଯାଇଥିଲେ। କୋଲାର ସିକ୍ସ ଲେନର ହୋଲି କ୍ରସ୍ ସ୍କୁଲ୍ ନିକଟରେ ହଠାତ୍ ଗୋଟିଏ ଗାଈ ତାଙ୍କ ଗାଡ଼ି ଆଗକୁ ଚାଲି ଆସିଥିଲା। ଏହି ସମୟରେ କାର୍‌ଟି ଦ୍ରୁତ ଗତିରେ ଥିବାରୁ କାର ଚଳାଉଥିବା ଜୟ ନିୟନ୍ତ୍ରଣ ହରାଇଥିଲେ। ଏହା ପରେ କାର୍‌ଟି ରାସ୍ତା ପାର୍ଶ୍ବରେ ଥିବା କେନାଲରେ ଯାଇ ପଡ଼ିଥିଲା। ଦୁର୍ଘଟଣା ପରେ ଜୟ ଓ ସୁଜଲ ବାହାରି ହର୍ଷତାଙ୍କୁ ବାହାର କରିଥିଲେ। ତୁରନ୍ତ ହର୍ଷିତାଙ୍କୁ ଡାକ୍ତରଖାନା ନିଆଯାଇଥିଲେ ବି ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Powered by Froala Editor

Tags air

Related articles Odisha News Lens 4.1

  • ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ବ୍ରାଉନସୁଗାର, ୩ ଗିରଫ
    ଦେଶ-ଦେଶାନ୍ତର

    ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ବ୍ରାଉନସୁଗାର, ୩ ଗିରଫ

    15604
    May 05, 2026
  • ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା
    ଦେଶ-ଦେଶାନ୍ତର

    ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା

    13638
    May 06, 2026
  • ଥଲାପତି ବିଜୟ ଶପଥ ନେଇ ଆଶଙ୍କା, ୧୧୮ ବିଧାୟକଙ୍କ ତାଲିକା ଧରି ଆସିବାକୁ କହିଲେ ...
    ଦେଶ-ଦେଶାନ୍ତର

    ଥଲାପତି ବିଜୟ ଶପଥ ନେଇ ଆଶଙ୍କା, ୧୧୮ ବିଧାୟକଙ୍କ ତାଲିକା ଧରି ଆସିବାକୁ କହିଲେ ...

    15072
    May 07, 2026
  •  ଆକ୍ରମଣ କଲେ ଇରାନକୁ ପୃଥିବୀରୁ ନିଶ୍ଚିହ୍ନ କରିଦିଆଯିବ: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଆକ୍ରମଣ କଲେ ଇରାନକୁ ପୃଥିବୀରୁ ନିଶ୍ଚିହ୍ନ କରିଦିଆଯିବ: ଟ୍ରମ୍ପ

    14191
    May 05, 2026
  • କେମିତି ଦୂର କରିବେ ଟେନ୍‌ସନ୍‌
    ବିଶେଷ

    କେମିତି ଦୂର କରିବେ ଟେନ୍‌ସନ୍‌

    14930
    May 05, 2026
  • ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା

    13961
    May 07, 2026
  • ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, କହିଲେ ଆମେ ଭଲ ବନ୍ଧୁ
    ମନୋରଞ୍ଜନ

    ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, କହିଲେ ଆମେ ଭଲ ବନ୍ଧୁ

    15421
    May 07, 2026
  • ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ

    13809
    May 05, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା
    ବିଶେଷ

    ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    13755
    May 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ବ୍ରାଉନସୁଗାର, ୩ ଗିରଫ

    15604
    May 05, 2026
  • ଦେଶ-ଦେଶାନ୍ତର

    ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା

    13638
    May 06, 2026
  • ଦେଶ-ଦେଶାନ୍ତର

    ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା

    13961
    May 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17459
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17509
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17866
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16340
    Apr 03, 2021

ବିଶେଷ

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    13755
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    14930
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15093
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13884
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    14106
    May 01, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15380
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15114
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15613
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13929
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    13755
    May 07, 2026
  • ଥଲାପତି ବିଜୟ ଶପଥ ନେଇ ଆଶଙ୍କା, ୧୧୮ ବିଧାୟକଙ୍କ ତାଲିକା ଧରି ଆସିବାକୁ କହିଲେ ରାଜ୍ୟପାଳ

    15072
    May 07, 2026
  • ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ

    13809
    May 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In