Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 01, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସିଝା ଅଣ୍ଡାରେ ମାଲିସ୍‌

  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

  • ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ...

  • ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ...

  • ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ...

  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

  • ଗିରଫ ହେଲେ ଇନଷ୍ଟାଗ୍ରାମ ଇନଫ୍ଲୁଏନ୍ସର ...

  • ବାଲ୍ମିକ ଥାପରଙ୍କ ଦେହାନ୍ତ

  • ଜୁନ୍ ୧ରୁ ଏହିସବୁଥିରେ ହେବ ପରିବର୍ତ୍ତନ, ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପାହାଡ଼ରେ 7 କିମି ଚାଲି କନ୍ୟା ଘରକୁ ଗଲେ ବର

ପାହାଡ଼ରେ 7 କିମି ଚାଲି କନ୍ୟା ଘରକୁ ଗଲେ ବର

2025-04-21 20:16:06
15065
Share:
Facebook
Twitter
E-Mail
WhatsApp
Telegram
ପାହାଡ଼ରେ 7 କିମି ଚାଲି କନ୍ୟା ଘରକୁ ଗଲେ ବର

ଜମ୍ମୁ-କାଶ୍ମୀରର ରାମବନରେ ଭୂସ୍ଫଳନ ଯୋଗୁଁ ଅନେକ ଲୋକଙ୍କ ଜୀବନ ଯାଇଥିବା ବେଳେ ଅନେକ କ୍ଷୟକ୍ଷତି ମଧ୍ୟ ହୋଇଛି । ଏନଏଚ-୪୪ରେ ପାହାଡ ଧସି ପଡିଛି । ଫଳରେ ରାସ୍ତା ବନ୍ଦ ହୋଇପଡିଛି । ହାଇୱେର ୨ ପାର୍ଶ୍ବରେ ହଜାର ହଜାର ଗାଡି ଅଟକିଥିବା ବେଳେ ସାମ୍ନାକୁ ଆସିଛି ଏକ ଅଭାବନୀୟ ଦୃଶ୍ୟ । ଯେଉଁଠି ବାହାହେବାକୁ ଯାଉଥିବା ମଶକୁର ନାମକ ଜଣେ ଯୁବକ କନ୍ୟା ଘରକୁ ଚାଲି ଚାଲି ଯାଉଛି ।

ତେବେ ରାମବନ ନିବାସୀ ମଶକୁର ଅହମ୍ମଦ ନିଲ ଗଗନାନ ଗାଁକୁ ବିବାହ ପାଇଁ ଯାଉଥିବା ବେଳେ ରାସ୍ତା ଖରାପ ପାଇଁ ଚାଲି ଚାଲି ଯିବାକୁ ବାଧ୍ୟ ହୋଇଛନ୍ତି । ମଶକୁର ଏବଂ ତାଙ୍କ ସମ୍ପର୍କୀୟମାନଙ୍କର ଏକ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି। ଏହି ଭିଡିଓରେ, ସେ ଭୂସ୍ଖଳନ ଯୋଗୁଁ ବନ୍ଦ ହାଇୱେ ମଧ୍ୟରେ ପାହାଡ଼ ଦେଇ କନ୍ୟା ଘରକୁ ଯାଉଛନ୍ତି । ଏହାର ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।

ମଶକୁର କଣ କହିଥିଲେ- ଆଜି ମୋର ବିବାହ ଦିନ । ଗତକାଲି ପ୍ରବଳ ବର୍ଷା ଯୋଗୁଁ ଏହି ପରିସ୍ଥିତି ହୋଇଛି । ଆମକୁ ଚାଲିବାକୁ ପଡିବ । ଆମେ ସକାଳ 6 ଟାରେ ଯାତ୍ରା ଆରମ୍ଭ କରିଥିଲୁ । ଆମେ ଆମର ଗାଡ଼ି ପଛରେ ରଖିଥିଲୁ ଏବଂ ଏବେ ଆମେ ବାକି ରାସ୍ତା ଚାଲିବୁ ।

ଆମକୁ ଏବେ ବି ପ୍ରାୟ 7-8 କିଲୋମିଟର ଚାଲିବାକୁ ପଡିବ । ରାସ୍ତା ସଫା ହୋଇନଥିବାରୁ ଆମେ ଏହି ରାସ୍ତା ଦେଇ କନ୍ୟାକୁ ଆଣିବୁ । ଆମେ ସରକାରଙ୍କୁ NH-44 ଯଥାଶୀଘ୍ର ସଫା କରିବାକୁ ଅନୁରୋଧ କରୁଛୁ ବୋଲି ମଶକୁର କହିଛନ୍ତି। କାରଣ ରାସ୍ତାର ୨ ପାର୍ଶ୍ବରେ ଶହଶହ ଗାଡି ଅଟକିଛି ଯେଉଁଥିଲେ ବୃଦ୍ଧବୃଦ୍ଧା, କୁନିକୁନି ପିଲା ଏବଂ ଗର୍ଭବତୀ ମହିଳାମାନେ ଫସି ରହିଛନ୍ତି । ତେଣୁ ସରକାର ଏବଂ ପ୍ରଶାସନକୁ ଶୀଘ୍ର ରାସ୍ତାସଫା କରିବାକୁ ବର ଜଣଙ୍କ ଅନୁରୋଧ କରିଛନ୍ତି ।


Powered by Froala Editor

Tags maqsur

Related articles Odisha News Lens 4.1

  •  ସିଝା ଅଣ୍ଡାରେ ମାଲିସ୍‌
    ବିଶେଷ

    ସିଝା ଅଣ୍ଡାରେ ମାଲିସ୍‌

    14745
    Jun 01, 2025
  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ
    ବିଶେଷ

    କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15432
    Jun 01, 2025
  • ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ହରାଇଲେ ବିଧାୟକ
    ଦେଶ-ଦେଶାନ୍ତର

    ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ହରାଇଲେ ବିଧାୟକ

    13747
    May 31, 2025
  • ଗିରଫ ହେଲେ ଇନଷ୍ଟାଗ୍ରାମ ଇନଫ୍ଲୁଏନ୍ସର ଶର୍ମିଷ୍ଠା ପାନୋଲି
    ଦେଶ-ଦେଶାନ୍ତର

    ଗିରଫ ହେଲେ ଇନଷ୍ଟାଗ୍ରାମ ଇନଫ୍ଲୁଏନ୍ସର ଶର୍ମିଷ୍ଠା ପାନୋଲି

    15043
    May 31, 2025
  • ବାଲ୍ମିକ ଥାପରଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ବାଲ୍ମିକ ଥାପରଙ୍କ ଦେହାନ୍ତ

    13670
    May 31, 2025
  • ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ସୁନ୍ଦରୀ ମୁକୁଟ
    ମନୋରଞ୍ଜନ

    ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ସୁନ୍ଦରୀ ମୁକୁଟ

    13689
    May 31, 2025
  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା
    ବିଶେଷ

    ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13505
    May 31, 2025
  • ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ପରେଶଙ୍କ ସ୍ଥାନ ନେବେ ପଙ୍କଜ
    ମନୋରଞ୍ଜନ

    ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ପରେଶଙ୍କ ସ୍ଥାନ ନେବେ ପଙ୍କଜ

    14440
    May 31, 2025
  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ
    ବିଶେଷ

    ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15653
    May 31, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15653
    May 31, 2025
  • ଦେଶ-ଦେଶାନ୍ତର

    ବାଲ୍ମିକ ଥାପରଙ୍କ ଦେହାନ୍ତ

    13670
    May 31, 2025
  • ଦେଶ-ଦେଶାନ୍ତର

    ଗିରଫ ହେଲେ ଇନଷ୍ଟାଗ୍ରାମ ଇନଫ୍ଲୁଏନ୍ସର ଶର୍ମିଷ୍ଠା ପାନୋଲି

    15043
    May 31, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16636
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16927
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15466
    Apr 03, 2021

ବିଶେଷ

  • ସିଝା ଅଣ୍ଡାରେ ମାଲିସ୍‌

    14745
    Jun 01, 2025
  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15432
    Jun 01, 2025
  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13505
    May 31, 2025
  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15653
    May 31, 2025
  • ଏସବୁ ଜିନିଷ ଘରେ ରଖନ୍ତୁନାହିଁ , ମାଡ଼ିଆସିବ ବିପଦ

    15989
    May 29, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15682
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16296
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14009
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14805
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗିରଫ ହେଲେ ଇନଷ୍ଟାଗ୍ରାମ ଇନଫ୍ଲୁଏନ୍ସର ଶର୍ମିଷ୍ଠା ପାନୋଲି

    15043
    May 31, 2025
  • ବାଲ୍ମିକ ଥାପରଙ୍କ ଦେହାନ୍ତ

    13670
    May 31, 2025
  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13505
    May 31, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In