Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 01, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ସ୍ଥାନରେ ବର୍ଷକୁ ୨୦୦ ଥର ହେଉଛି ...

  • ବର୍ଷା ବିତ୍ପାତ: ଗଲାଣି ୩୨ ଜୀବନ

  • ରୁଷରେ ଟ୍ରେନ ଦୁର୍ଘଟଣା: ୭ ମୃତ, ୭୦ ଆହତ

  • ସିଝା ଅଣ୍ଡାରେ ମାଲିସ୍‌

  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

  • ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ...

  • ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ...

  • ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ...

  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପୋପ୍‌ ଫ୍ରାନସିସଙ୍କ ପରଲୋକ, ରୋମାନ କ୍ୟାଥୋଲିକ ଚର୍ଚ୍ଚର ନେତୃତ୍ଵ ନେବାରେ ପ୍ରଥମ ଲାଟିନ ଆମେରିକୀୟ ଥିଲେ

ପୋପ୍‌ ଫ୍ରାନସିସଙ୍କ ପରଲୋକ, ରୋମାନ କ୍ୟାଥୋଲିକ ଚର୍ଚ୍ଚର ନେତୃତ୍ଵ ନେବାରେ ପ୍ରଥମ ଲାଟିନ ଆମେରିକୀୟ ଥିଲେ

2025-04-21 20:18:08
16153
Share:
Facebook
Twitter
E-Mail
WhatsApp
Telegram
ପୋପ୍‌ ଫ୍ରାନସିସଙ୍କ ପରଲୋକ, ରୋମାନ କ୍ୟାଥୋଲିକ ଚର୍ଚ୍ଚର ନେତୃତ୍ଵ ନେବାରେ ପ୍ରଥମ ଲାଟିନ ଆମେରିକୀୟ ଥିଲେ

୮୮ବର୍ଷ ବୟସରେ ଖ୍ରୀଷ୍ଟିଆନମାନଙ୍କ ସର୍ବୋଚ୍ଚ ଧର୍ମଗୁରୁ ପୋପ୍ ଫ୍ରାନ୍ସିସ୍‌ଙ୍କ ଦେହାନ୍ତ ହୋଇଛି। ବହୁତ ଦିନ ଧରି ସେ ଅସୁସ୍ଥ ଥିଲେ ବୋଲି ଜଣାପଡ଼ିଛି। ୨୦୧୩ର ପୋପ ବେନେଡିକ୍ସ ଷୋଡ଼ଶ ଏହି ପବିତ୍ର ପଦବୀରୁ ଇସ୍ତଫା ଦେବା ପରେ ଜର୍ଜ ମାରିଓ ବର୍ଗୋଗ୍ଲିଓ(ପୋପ ଫ୍ରାନସିସ) ୨୬୬ ତମ ପୋପ ଭାବେ ମନୋନୀତ ହୋଇଥିଲେ। ରୋମାନ କ୍ୟାଥୋଲିକ ଚର୍ଚ୍ଚର ନେତୃତ୍ଵ ନେବାରେ ସେ ପ୍ରଥମ ଲାଟିନ ଆମେରିକୀୟ ଥିଲେ। ସ୍ଵାସ୍ଥ୍ୟଗତ ସମସ୍ୟା କାରଣରୁ ତାଙ୍କର ମୃତ୍ୟୁ ଘଟିଥିବା କୁହାଯାଇଛି।

କୁହାଯାଉଛି ଯେ,ତାଙ୍କର ଉଭୟ ଫୁସଫୁସରେ ନିମୋନିଆ ହୋଇଥିଲା, ଯାହା ଯୋଗୁଁ ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିଲା। ସେ ବହୁତ ଦିନ ଧରି ଡାକ୍ତରଖାନାରେ ଥିଲେ। ୩୮ଦିନ ଧରି ହସ୍ପିଟାଲରେ ରହିବା ପରେ କିଛି ଦିନ ତଳେ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଥିଲା। ହେଲେ ସୋମବାର ତାଙ୍କର ସ୍ବାସ୍ଥ୍ୟବସ୍ଥା ବିଗିଡ଼ିବା ସହ ନିଜ ବାସଭବନ କାସା ସାଣ୍ଟା ମାର୍ଟାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଥିଲେ।

ପୋପ ଫ୍ରାନସିସଙ୍କ ମୃତ୍ୟୁ ପରେ ବିଶ୍ଵବ୍ୟାପୀ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। ବିଭିନ୍ନ ରାଷ୍ଟ୍ରର ନେତାମାନେ ପୋପଙ୍କ ମୃତ୍ୟୁରେ ଗଭୀର ଶୋକପ୍ରକାଶ କରିଛନ୍ତି।

ଉଲ୍ଲେଖଯୋଗ୍ୟ, ସେ ରୋମାନ କ୍ୟାଥୋଲିକ ଚର୍ଚ୍ଚର ପ୍ରଥମ ଲାଟିନ ଆମେରିକୀୟ ପାଦ୍ରୀ ଥିଲେ। ପୋପ୍ ଆର୍ଜେଣ୍ଟିନାରେ ଜନ୍ମଗ୍ରହଣ କରିଥିଲେ ଏବଂ ତାଙ୍କ ନାମ ଥିଲା ଜର୍ଜ ମାରିଓ ବେର୍ଗୋଲିଓ। ସେ ୨୦୧୩ ମସିହାରୁ ଏହି ପଦବୀ ସମ୍ଭାଳି ଆସୁଥିଲେ। ପୋପ୍ ଷୋଡ଼ଷ ବେନେଡିକ୍ଟଙ୍କ ଇସ୍ତଫା ପରେ ସେ ଏହି ପଦବୀ ଗ୍ରହଣ କରିଥିଲେ। କାର୍ଡିନାଲ ତାଙ୍କୁ ୨୬୬ତମ ପୋପ୍ ଭାବରେ ନିର୍ବାଚିତ କରିଥିଲେ।


Powered by Froala Editor

Tags poop

Related articles Odisha News Lens 4.1

  • ଏହି ସ୍ଥାନରେ ବର୍ଷକୁ ୨୦୦ ଥର ହେଉଛି ଭୂମିକମ୍ପ
    ଦେଶ-ଦେଶାନ୍ତର

    ଏହି ସ୍ଥାନରେ ବର୍ଷକୁ ୨୦୦ ଥର ହେଉଛି ଭୂମିକମ୍ପ

    13363
    Jun 01, 2025
  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା
    ବିଶେଷ

    ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13553
    May 31, 2025
  •  ସିଝା ଅଣ୍ଡାରେ ମାଲିସ୍‌
    ବିଶେଷ

    ସିଝା ଅଣ୍ଡାରେ ମାଲିସ୍‌

    14794
    Jun 01, 2025
  • ରୁଷରେ ଟ୍ରେନ ଦୁର୍ଘଟଣା: ୭ ମୃତ, ୭୦ ଆହତ
    ଦେଶ-ଦେଶାନ୍ତର

    ରୁଷରେ ଟ୍ରେନ ଦୁର୍ଘଟଣା: ୭ ମୃତ, ୭୦ ଆହତ

    13887
    Jun 01, 2025
  • ବର୍ଷା ବିତ୍ପାତ: ଗଲାଣି ୩୨ ଜୀବନ
    ଦେଶ-ଦେଶାନ୍ତର

    ବର୍ଷା ବିତ୍ପାତ: ଗଲାଣି ୩୨ ଜୀବନ

    13979
    Jun 01, 2025
  • ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ପରେଶଙ୍କ ସ୍ଥାନ ନେବେ ପଙ୍କଜ
    ମନୋରଞ୍ଜନ

    ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ପରେଶଙ୍କ ସ୍ଥାନ ନେବେ ପଙ୍କଜ

    14488
    May 31, 2025
  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ
    ବିଶେଷ

    ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15702
    May 31, 2025
  • ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ହରାଇଲେ ବିଧାୟକ
    ଦେଶ-ଦେଶାନ୍ତର

    ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ହରାଇଲେ ବିଧାୟକ

    13796
    May 31, 2025
  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ
    ବିଶେଷ

    କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15480
    Jun 01, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13553
    May 31, 2025
  • ଦେଶ-ଦେଶାନ୍ତର

    ବର୍ଷା ବିତ୍ପାତ: ଗଲାଣି ୩୨ ଜୀବନ

    13979
    Jun 01, 2025
  • ବିଶେଷ

    ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15702
    May 31, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16636
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16927
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15466
    Apr 03, 2021

ବିଶେଷ

  • ସିଝା ଅଣ୍ଡାରେ ମାଲିସ୍‌

    14794
    Jun 01, 2025
  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15480
    Jun 01, 2025
  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13553
    May 31, 2025
  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15702
    May 31, 2025
  • ଏସବୁ ଜିନିଷ ଘରେ ରଖନ୍ତୁନାହିଁ , ମାଡ଼ିଆସିବ ବିପଦ

    16038
    May 29, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15682
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16296
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14009
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14807
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15702
    May 31, 2025
  • ଏହି ସ୍ଥାନରେ ବର୍ଷକୁ ୨୦୦ ଥର ହେଉଛି ଭୂମିକମ୍ପ

    13363
    Jun 01, 2025
  • ବର୍ଷା ବିତ୍ପାତ: ଗଲାଣି ୩୨ ଜୀବନ

    13979
    Jun 01, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In