ବାଇକ୍ ଡିକି ଭାଙ୍ଗି ୩.୫ ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
ବଣାଇ : ବଣାଇରେ ସ୍ପଷ୍ଟ ଦିବାଲୋକରେ ବାଇକ୍ ଡିକି ଭାଙ୍ଗି ୩.୫ ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ । ଏସବିଆଇରୁ ଟଙ୍କା ଉଠାଇ ବାଇକ୍ ଡିକିରେ ବ୍ୟକ୍ତି ରଖିଥିଲେ । ୨ ଜଣ ଦୁର୍ବୃତ୍ତ ଆସି ଡିକି ଭାଙ୍ଗି ଟଙ୍କା ବ୍ୟାଗ୍ ନେଇ ଚମ୍ପଟ ମାରିଥିବା ଜଣାପଡିଛି । ଲୁଟ୍ ବେଳର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି । ପୁଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ସିସିଟିଭି ଯାଞ୍ଚ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।
Powered by Froala Editor