ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ ମହାସ୍ନାନ ନୀତି
ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ ମହାସ୍ନାନ ନୀତି ଶୁକ୍ରବାର ହେଉଛି। ଜୟବିଜୟ ଦ୍ୱାର ନିକଟରେ କେହି ବାନ୍ତି କରି ଦେବାରୁ ବଡ ମହାସ୍ନାନ ନୀତି ହେବ। ବଡ ମହାସ୍ନାନ ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇଛି।
Powered by Froala Editor