ଦୀର୍ଘକାଳୀନ ଭିସାରେ ଓଡିଶାରେ ଅଛନ୍ତି ୧୨ ପାକିସ୍ତାନୀ
ଭୁବନେଶ୍ୱର : ଓଡିଶାରେ ଅଛନ୍ତି ୧୨ ପାକିସ୍ତାନୀ। ଦୀର୍ଘକାଳୀନ ଭିସାରେ ୧୨ ପାକିସ୍ତାନୀ ରହିଛନ୍ତି । ସେମାନଙ୍କୁ ଭାରତ ଛାଡିବାକୁ ନୋଟିସ୍ ଦେବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୃହ ମନ୍ତ୍ରାଳୟର ନିର୍ଦ୍ଦେଶ ପରେ ଭାରତ ଛାଡିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି।
Powered by Froala Editor