ପାକିସ୍ତାନୀ ସେନା ତରଫରୁ ଫାୟାରିଂ, ଭାରତ ଦେଲା କଡା ଜବାବ

ନୂଆଦିଲ୍ଲୀ : ନିୟନ୍ତ୍ରଣ ରେଖାରେ କିଛି ସ୍ଥାନରେ ପାକିସ୍ତାନୀ ସେନା ତରଫରୁ ଫାୟାରିଂ କରାଯାଇଛି । ଭାରତୀୟ ସେନା ଅଧିକାରୀ ସୂଚନା ଦେଇଛନ୍ତି କି ଏହାର କଡା ଜବାବ ଦିଆଯାଇଛି । ସେନାର ସୂଚନା ଅନୁସାରେ ଭାରତୀୟ ସେନା ଗୁରୁବାର ରାତିରେ ଜମ୍ମୁ କଶ୍ମୀରରେ ନିୟନ୍ତ୍ରଣ ରେଖାରେ କିଛି ସ୍ଥାନରେ ପାକିସ୍ତାନୀ ସେନାର ଗୁଳିମାଡର ଜବାବ ଗୁଳିମାଡରେ ଦେଇଛି ।
Powered by Froala Editor