Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 01, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ସ୍ଥାନରେ ବର୍ଷକୁ ୨୦୦ ଥର ହେଉଛି ...

  • ବର୍ଷା ବିତ୍ପାତ: ଗଲାଣି ୩୨ ଜୀବନ

  • ରୁଷରେ ଟ୍ରେନ ଦୁର୍ଘଟଣା: ୭ ମୃତ, ୭୦ ଆହତ

  • ସିଝା ଅଣ୍ଡାରେ ମାଲିସ୍‌

  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

  • ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ...

  • ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ...

  • ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ...

  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଶ୍ରୀହୀନ ପଡିଛି ଡାଲ୍‌ ହ୍ରଦ

ଶ୍ରୀହୀନ ପଡିଛି ଡାଲ୍‌ ହ୍ରଦ

2025-04-25 12:01:34
15189
Share:
Facebook
Twitter
E-Mail
WhatsApp
Telegram
ଶ୍ରୀହୀନ ପଡିଛି ଡାଲ୍‌ ହ୍ରଦ

ଶ୍ରୀନଗର : ପହଲଗାଓଁ ଆତଙ୍କବାଦୀ ଆକ୍ରମଣ ଘଟଣା ପରେ ସମଗ୍ର କାଶ୍ମୀର ଉପତ୍ୟକା ବର୍ତ୍ତମାନ ଏକପ୍ରକାର ନିସ୍ତବ୍ଧ ହୋଇପଡିଛି। ଏହି ଆକ୍ରମଣର କାଶ୍ମୀରର ପର୍ଯ୍ୟଟନ ଶିଳ୍ପ ଉପରେ ପ୍ରତିକୂଳ ପ୍ରଭାବ ପକାଇଥିବାବେଳେ ଏହା ଉପରେ ନିର୍ଭର କରୁଥିବା ଲୋକଙ୍କ ମେରୁଦଣ୍ଡ ଭାଙ୍ଗିଦେଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ। ଏହାର ଜ୍ବଳନ୍ତ ଉଦାହରଣ ଶ୍ରୀନଗର ସହରରେ ଥିବା ଡାଲ୍‌ ହ୍ରଦର ସ୍ଥିତିରୁ ଉପଲବ୍ଧି କରିହେବ। କିଛି ଦିନ ପୂର୍ବେ ଯେଉଁ ଡାଲ୍‌ ହ୍ରଦ ପର‌୍ୟ୍ୟଟକଙ୍କ କୋଳାହଳରେ ଉଛୁଳି ପଡୁଥିଲା, ସେଠାରେ ବର୍ତ୍ତମାନ ଶ୍ମଶାନର ନିରବତା ବିରାଜମାନ କରୁଛି। ଆତଙ୍କବାଦୀ ଆକ୍ରମଣ ପରେ ପର୍ଯ୍ୟଟକମା‌ନେ କାଶ୍ମୀର ଛାଡୁଥିବାବେଳେ ଶ୍ରୀନଗର ସମେତ ପର‌୍ୟ୍ୟଟନ ସ୍ଥଳଗୁଡିକ ଏକପ୍ରକାର ଶ୍ରୀହୀନ ହୋଇପଡିଛି। ପର୍ଯ୍ୟଟକମାନେ ସାଧାରଣତଃ ଡାଲ ହ୍ରଦରେ ଥିବା ନୌକା ଘର (ଶିକାରା)ରେ ରହିବାକୁ ଅଧିକ ପସନ୍ଦ କରିଥାନ୍ତି। ସେମାନେ ଡାଲ୍‌ ହ୍ରଦରେ ନିର୍ମିତ ବୋଟ୍‌ ହାଉସରେ ରହିବା ସହ ନୌକାବିହାରର ମଜା ଉଠାଇଥାନ୍ତି। ବୋଟ୍‌ ହାଉସ ବୁକିଂ ପାଇଁ ପର୍ଯ୍ୟଟକଙ୍କୁ ଲାଇନ ଲଗାଇବାକୁ ପଡୁଥିବାବେଳେ ବର୍ତ୍ତମାନ ସେଗୁଡିକ ଖାଲି ପଡିଛି। ଆତଙ୍କବାଦୀ ଆକ୍ରମଣ ଘଟଣା କାଶ୍ମୀରବାସୀଙ୍କ ଦାନାପାଣି ବନ୍ଦ କରିଦେଇଛି। ପର୍ଯ୍ୟଟନ ଉପରେ ସମ୍ପୂର୍ଣ୍ଣ ନିର୍ଭରଶୀଳ  ସ୍ଥାନୀୟ ବାସିନ୍ଦାମାନେ ଏହି ଆକ୍ରମଣକୁ ତୀବ୍ର ନିନ୍ଦା କରିଥିବାବେଳେ ରାଜରାସ୍ତାକୁ ଓହ୍ଲାଇ ଆସି ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ତେଣୁ ଆକ୍ରମଣକାରୀ ଏବଂ ସେମାନଙ୍କୁ ଏଭଳି ଅମାନବୀୟ କାର୍ଯ୍ୟରେ ନିୟୋଜିତ କରିଥିବା ବ୍ୟକ୍ତି ଏବଂ ସଂଗଠନ ବିରୋଧରେ ଭାରତ ସରକାର ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେମାନେ ଦାବି କରିଛନ୍ତି। ବିକ୍ଷୋଭକାରୀମାନେ ‘ହିନ୍ଦୁସ୍ତାନ ଜିନ୍ଦାବାଦ’, ‘ମୁଁ ଜଣେ ଭାରତୀୟ’ ସ୍ଲୋଗାନ ଦେଇଥିଲେ। କେତେକ ହୋଟେଲ ମାଲିକ ଅଟକି ଯାଇଥିବା ପର‌୍ୟ୍ୟଟକଙ୍କୁ ସେମାନଙ୍କ ହୋଟେଲରେ ୧୫ ଦିନ ମାଗଣା ରହିବାକୁ ପ୍ରସ୍ତାବ ଦେଇଥିବା ଜଣାପଡିଛି। ଆତଙ୍କବାଦୀଙ୍କୁ ଧରିବାରେ ସେନା ଓ ଜାମ୍ମୁ-କାଶ୍ମୀର ପୁଲିସକୁ ସମସ୍ତ ପ୍ରକାର ସହଯୋଗ କରିବାକୁ କାଶ୍ମୀରବାସୀ ନିର୍ଭର ପ୍ରତିଶ୍ରୁତି ଦେଇଛନ୍ତି।

Powered by Froala Editor

Tags Dal lake

Related articles Odisha News Lens 4.1

  •  ସିଝା ଅଣ୍ଡାରେ ମାଲିସ୍‌
    ବିଶେଷ

    ସିଝା ଅଣ୍ଡାରେ ମାଲିସ୍‌

    14803
    Jun 01, 2025
  • ଏହି ସ୍ଥାନରେ ବର୍ଷକୁ ୨୦୦ ଥର ହେଉଛି ଭୂମିକମ୍ପ
    ଦେଶ-ଦେଶାନ୍ତର

    ଏହି ସ୍ଥାନରେ ବର୍ଷକୁ ୨୦୦ ଥର ହେଉଛି ଭୂମିକମ୍ପ

    13372
    Jun 01, 2025
  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ
    ବିଶେଷ

    ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15711
    May 31, 2025
  • ରୁଷରେ ଟ୍ରେନ ଦୁର୍ଘଟଣା: ୭ ମୃତ, ୭୦ ଆହତ
    ଦେଶ-ଦେଶାନ୍ତର

    ରୁଷରେ ଟ୍ରେନ ଦୁର୍ଘଟଣା: ୭ ମୃତ, ୭୦ ଆହତ

    13896
    Jun 01, 2025
  • ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ପରେଶଙ୍କ ସ୍ଥାନ ନେବେ ପଙ୍କଜ
    ମନୋରଞ୍ଜନ

    ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ପରେଶଙ୍କ ସ୍ଥାନ ନେବେ ପଙ୍କଜ

    14497
    May 31, 2025
  • ବର୍ଷା ବିତ୍ପାତ: ଗଲାଣି ୩୨ ଜୀବନ
    ଦେଶ-ଦେଶାନ୍ତର

    ବର୍ଷା ବିତ୍ପାତ: ଗଲାଣି ୩୨ ଜୀବନ

    13989
    Jun 01, 2025
  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା
    ବିଶେଷ

    ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13562
    May 31, 2025
  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ
    ବିଶେଷ

    କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15489
    Jun 01, 2025
  • ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ହରାଇଲେ ବିଧାୟକ
    ଦେଶ-ଦେଶାନ୍ତର

    ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ହରାଇଲେ ବିଧାୟକ

    13805
    May 31, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ସିଝା ଅଣ୍ଡାରେ ମାଲିସ୍‌

    14803
    Jun 01, 2025
  • ବିଶେଷ

    କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15489
    Jun 01, 2025
  • ମନୋରଞ୍ଜନ

    ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ପରେଶଙ୍କ ସ୍ଥାନ ନେବେ ପଙ୍କଜ

    14497
    May 31, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16636
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16927
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15466
    Apr 03, 2021

ବିଶେଷ

  • ସିଝା ଅଣ୍ଡାରେ ମାଲିସ୍‌

    14803
    Jun 01, 2025
  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15489
    Jun 01, 2025
  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13562
    May 31, 2025
  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15711
    May 31, 2025
  • ଏସବୁ ଜିନିଷ ଘରେ ରଖନ୍ତୁନାହିଁ , ମାଡ଼ିଆସିବ ବିପଦ

    16047
    May 29, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15682
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16296
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14009
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14807
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ସ୍ଥାନରେ ବର୍ଷକୁ ୨୦୦ ଥର ହେଉଛି ଭୂମିକମ୍ପ

    13372
    Jun 01, 2025
  • ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ହରାଇଲେ ବିଧାୟକ

    13805
    May 31, 2025
  • ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ସୁନ୍ଦରୀ ମୁକୁଟ

    13747
    May 31, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In