Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 03, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ନିୟମିତ ଗାୟତ୍ରୀ ମନ୍ତ୍ର ଜପ କରିବା ...

ରାଜ୍ୟ
Home ›› ରାଜ୍ୟ ››ଫ୍ୟାମିଲି କୋର୍ଟରେ ଅନୁଭବ-ବର୍ଷା

ଫ୍ୟାମିଲି କୋର୍ଟରେ ଅନୁଭବ-ବର୍ଷା

2021-07-09 09:49:11
15028
Share:
Facebook
Twitter
E-Mail
WhatsApp
Telegram
ଫ୍ୟାମିଲି କୋର୍ଟରେ ଅନୁଭବ-ବର୍ଷା


ଭୁବନେଶ୍ୱର:  କଟକ ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି ସାଂସଦ ଅନୁଭବ ମହାନ୍ତି ।  ଅନୁଭବଙ୍କ ପତ୍ନୀ ମଧ୍ୟ ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି ।  ଉଭୟ ବର୍ଷା ଓ ଅନୁଭବ ମଧ୍ୟସ୍ଥତା କେନ୍ଦ୍ରରେ ହାଜର ହୋଇଥିବା ଜଣାଯାଇଛି । ତେବେ ଆସନ୍ତା ୧୪ ତାରିଖରେ ପୁଣି ଉଭୟଙ୍କୁ ମଧ୍ୟସ୍ଥତା କେନ୍ଦ୍ରକୁ ଆସିବା ପାଇଁ ଦିନ ଧାର୍ଯ୍ୟ ହୋଇଥିବା ଜଣାଯାଇଛି ।

ପ୍ରକାଶ ଯେ, କେନ୍ଦ୍ରାପଡ଼ା ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପି୍ରୟଦର୍ଶିନୀଙ୍କୁ ଭିତରେ ଲାଗି ରହିଥିବା ବିବାଦ ଥମିବାର ନାଁ ଧରୁନି । କିଛି ଦିନର ନିରବତା ପରେ ପୁଣି ଦୁହିଁଙ୍କ ମଧ୍ୟରେ ଏକ ନୂଆ ବିବାଦ ଚର୍ଚ୍ଚାକୁ ଆସିଛି । ଏଥର ବର୍ଷାଙ୍କ ବିରୋଧରେ ଷଡଯନ୍ତ୍ର ଅଭିଯୋଗ ଆଣିଛନ୍ତି ଅନୁଭବ । ବର୍ଷାଙ୍କ ଇଙ୍ଗିତରେ ଅଚିହ୍ନା ଲୋକେ ତାଙ୍କ ଘରକୁ ଆସୁଥିବାରୁ ପରିବାର ପ୍ରତି ବିପଦ ଥିବା ଅନୁଭବ ଅଭିଯୋଗ କରିଛନ୍ତି ।  ଗତକାଲି  ଅଭିନେତା ତଥା କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ଥାନାକୁ ଯାଇଥିଲେ ।   ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ବିବାଦ ମାମଲାରେ ପୁରୀଘାଟ ଥାନାର ଦ୍ୱାରସ୍ଥ ହୋଇଥିଲେ ସାଂସଦ ଅନୁଭବ ମହାନ୍ତି। ଘରେ ଅଜଣା ଲୋକ ପଶୁଥିବା ନେଇ ଥାନାରେ ଅଭିଯୋଗ କରିଥିଲେ ଅନୁଭବ। ସେମାନଙ୍କୁ ସେ ଚିହ୍ନି ନ ଥିବା ଅଭିଯୋଗପତ୍ରରେ ଦର୍ଶାଇଥିଲେ। କିଛି ଦିନ ପୂର୍ବେ ମଧ୍ୟସ୍ଥ କେନ୍ଦ୍ରକୁ ଅଭିନେତ୍ରୀ ତଥା ପତ୍ନୀ ବର୍ଷା ନଆସିବାକୁ ନେଇ ଅସନ୍ତୋଷ ଝାଡ଼ିଥିଲେ  ଅନୁଭବ। ବାରମ୍ବାର ନୋଟିସ ସତ୍ତ୍ୱେ ବର୍ଷା ଆସୁନଥିବା କହିଥିଲେ ଅନୁଭବ। ଅନୁଭବ କହିଥିଲେ ଯେ ସେ ସୋଶାଲ୍‌ ମିଡିଆ ପାଇଁ ସମୟ ପାଉଛନ୍ତି। କିନ୍ତୁ କୋର୍ଟକୁ ଆସିବାକୁ ସମୟ ନାହିଁ। ଜାଣିଶୁଣି ମାମଲାକୁ ସାରିବାକୁ ସେ ଚାହୁଁନାହାନ୍ତି।”

ସେ ଆହୁରି କହିଥିଲେ “ମୁଁ ଆରମ୍ଭରୁ କହିଥିଲି ଘରୋଇ ମାମଲା। ବାହାରେ କେଉଁଠି କିଛି କହିବାକୁ ଚାହୁଁନଥିଲି। କିନ୍ତୁ ବାଧ୍ୟ ହେଉଛି କେତୋଟା କଥା କହିବାକୁ। ଛାଡ଼ପତ୍ର ପାଇଁ ଦିଲ୍ଲୀରେ ମୁଁ ମାମଲା କରିଥିଲି। ତା’ପରେ ବର୍ଷା ମୋ’ ବିରୋଧରେ ଦୁଇଟି ମାମଲା କରିଥିଲେ। ଠିକ୍‌ ଅଛି ସେ ନ୍ୟାୟାଳୟରେ ଦ୍ୱାରସ୍ଥ ହେଲେ। ମୋର ସେଥିରେ କିଛି କହିବାର ନାହିଁ। ନ୍ୟାୟାଳୟ ଯାହା ନିଷ୍ପତ୍ତି ନେବେ। କିନ୍ତୁ ଗୋଟିଏ କଥା ବୁଝି ପାରୁନାହିଁ, ତାଙ୍କର ସବୁ ପିଟିସନ୍‌ ଉପରେ ବାରମ୍ୱାର ରିପ୍ଲାଏ କଲିଣି। ହେଲେ ରିପ୍ଲାଏ ରିସିଭ୍‌ କରିବାକୁ କେହି ଆସୁ ନାହାନ୍ତି।”

ଅନୁଭବଙ୍କ ଅଭିଯୋଗକୁ  ଖଣ୍ଡନ କରିଥିଲେ ବର୍ଷାଙ୍କ ଓକିଲ ଆର. କେ ରଥ। ସେ କହିଥିଲେ, “ଦେହ ଖରାପ ହେତୁ ଆଜି ଆସିପାରିବେନି ବୋଲି ବର୍ଷା କୋର୍ଟଙ୍କୁ ଜଣାଇଥିଲେ। ବର୍ଷା ନୁହଁନ୍ତି, ଅନୁଭବ ହିଁ ହାଜର ନହୋଇ ପୂର୍ବରୁ ଦିନ ଗଡ଼ାଇ ଆସିଛନ୍ତି। ଅନୁଭବ କୋର୍ଟ ପ୍ରୋସିଜିଓର ମାନୁନାହାନ୍ତି, ମନଇଚ୍ଛା ପଳାଇ ଆସୁଛନ୍ତି।”

Powered by Froala Editor

Tags Barsa anubhab

Related articles Odisha News Lens 4.1

  • ନିୟମିତ ଗାୟତ୍ରୀ ମନ୍ତ୍ର ଜପ କରିବା ଦ୍ୱାରା ମିଳିଥାଏ ଏହି ଲାଭ
    ବିଶେଷ

    ନିୟମିତ ଗାୟତ୍ରୀ ମନ୍ତ୍ର ଜପ କରିବା ଦ୍ୱାରା ମିଳିଥାଏ ଏହି ଲାଭ

    13870
    Jul 03, 2025
  • ସବୁବେଳେ ଟେନ୍‌ସନ୍‌ରେ ରହୁଥିଲେ, ହୋଇପାରେ ଏହି ସମସ୍ୟା
    ବିଶେଷ

    ସବୁବେଳେ ଟେନ୍‌ସନ୍‌ରେ ରହୁଥିଲେ, ହୋଇପାରେ ଏହି ସମସ୍ୟା

    13813
    Jul 02, 2025
  • ୬ ମାସ ଜେଲ୍‌ ଦଣ୍ଡରେ ଦଣ୍ଡିତ ହେଲେ ଶେଖ୍‌ ହସିନା
    ଦେଶ-ଦେଶାନ୍ତର

    ୬ ମାସ ଜେଲ୍‌ ଦଣ୍ଡରେ ଦଣ୍ଡିତ ହେଲେ ଶେଖ୍‌ ହସିନା

    15573
    Jul 02, 2025
  • ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଘାନାରେ ମିଳିଲା ସର୍ବୋଚ୍ଚ ବେସାମରିକ ସମ୍ମାନ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଘାନାରେ ମିଳିଲା ସର୍ବୋଚ୍ଚ ବେସାମରିକ ସମ୍ମାନ

    13832
    Jul 03, 2025
  • ଏହି ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତି ହୁଅନ୍ତି କୋଟିପତି
    ବିଶେଷ

    ଏହି ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତି ହୁଅନ୍ତି କୋଟିପତି

    15418
    Jul 03, 2025
  •  କୋରାପୁଟ କଫି ସଂସଦ କମ୍ପ୍ଲେକ୍ସ କ୍ୟାଣ୍ଟିନରେ ସାମିଲ ହେବାକୁ ବାଚସ୍ପତିଙ୍କୁ ସୁଜିତ ...
    ଦେଶ-ଦେଶାନ୍ତର

    କୋରାପୁଟ କଫି ସଂସଦ କମ୍ପ୍ଲେକ୍ସ କ୍ୟାଣ୍ଟିନରେ ସାମିଲ ହେବାକୁ ବାଚସ୍ପତିଙ୍କୁ ସୁଜିତ ...

    13591
    Jul 03, 2025
  • ଗହଳି ସମୟରେ ଓଲା ଓ ଉବର ବୁକ୍‌ କଲେ ପଡିବ ୨ ଗୁଣା ଭଡା
    ଦେଶ-ଦେଶାନ୍ତର

    ଗହଳି ସମୟରେ ଓଲା ଓ ଉବର ବୁକ୍‌ କଲେ ପଡିବ ୨ ଗୁଣା ଭଡା

    14430
    Jul 02, 2025
  • ଶେଫାଳିଙ୍କ ମୃତ୍ୟୁ ପରେ ଏମିତି କହିଲେ ପ୍ରଥମ ସ୍ୱାମୀ...
    ମନୋରଞ୍ଜନ

    ଶେଫାଳିଙ୍କ ମୃତ୍ୟୁ ପରେ ଏମିତି କହିଲେ ପ୍ରଥମ ସ୍ୱାମୀ...

    14124
    Jul 02, 2025
  • ୨୧ରୁ ସଂସଦର ମୌସୁମି ଅଧିବେଶନ ଆରମ୍ଭ
    ଦେଶ-ଦେଶାନ୍ତର

    ୨୧ରୁ ସଂସଦର ମୌସୁମି ଅଧିବେଶନ ଆରମ୍ଭ

    14053
    Jul 03, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଶେଫାଳିଙ୍କ ମୃତ୍ୟୁ ପରେ ଏମିତି କହିଲେ ପ୍ରଥମ ସ୍ୱାମୀ...

    14124
    Jul 02, 2025
  • ଦେଶ-ଦେଶାନ୍ତର

    ୬ ମାସ ଜେଲ୍‌ ଦଣ୍ଡରେ ଦଣ୍ଡିତ ହେଲେ ଶେଖ୍‌ ହସିନା

    15573
    Jul 02, 2025
  • ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଘାନାରେ ମିଳିଲା ସର୍ବୋଚ୍ଚ ବେସାମରିକ ସମ୍ମାନ

    13832
    Jul 03, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16603
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16719
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17033
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15523
    Apr 03, 2021

ବିଶେଷ

  • ନିୟମିତ ଗାୟତ୍ରୀ ମନ୍ତ୍ର ଜପ କରିବା ଦ୍ୱାରା ମିଳିଥାଏ ଏହି ଲାଭ

    13870
    Jul 03, 2025
  • ଏହି ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତି ହୁଅନ୍ତି କୋଟିପତି

    15418
    Jul 03, 2025
  • ନିରୋଗ ରହିବାର ଉପାୟ ଜାଣନ୍ତୁ.....

    14055
    Jul 02, 2025
  • ସବୁବେଳେ ଟେନ୍‌ସନ୍‌ରେ ରହୁଥିଲେ, ହୋଇପାରେ ଏହି ସମସ୍ୟା

    13813
    Jul 02, 2025
  • ଘରେ ବାସ୍ତୁ ଦୋଷ ଥିଲେ, ଠିକ୍ କରିବାର ଉପାୟ ଜାଣନ୍ତୁ....

    15545
    Jun 30, 2025

ବାଣିଜ୍ୟ

ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

ପୁରୀ, ୧ ଜୁଲାଇ ୨୦୨୫: ବହୁ ବର୍ଷ ଧରି ଭାରତର ୧ ନମ୍ବର ପ୍ୟାକେଜଡ୍ ଅଟ୍ଟା ବ୍ରାଣ୍ଡ୍ ଆଶୀର୍ବାଦ ରଥ ଯାତ୍ରା ଉତ୍ସବର ଏକ ଆକାଂକ୍ଷିତ ଅଂଶ ହୋଇ ରହିଆସିଛି । ଚଳିତ ବର୍ଷ ମଧ୍ୟ ଆଶୀର୍ବାଦ ସର୍ବାଧୁନିକ ଯୁଗର ପ୍ରଯୁକ୍ତିବିଦ୍ୟା ସହିତ ବହୁ ପୁରାତନ ପରମ୍ପରାକୁ ସଂଯୋଗ କରୁଥିବା ଆଧ୍ୟାତ୍ମିକ ଦୃଷ୍ଟିରୁ ଅନ୍ତର୍ବିଶିଷ୍ଟକାରୀ ...

  • ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

    14040
    Jun 28, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15565
    Jun 25, 2025
  • ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

    15545
    Jun 20, 2025
  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    15014
    Jun 19, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୬ ମାସ ଜେଲ୍‌ ଦଣ୍ଡରେ ଦଣ୍ଡିତ ହେଲେ ଶେଖ୍‌ ହସିନା

    15573
    Jul 02, 2025
  • ଏହି ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତି ହୁଅନ୍ତି କୋଟିପତି

    15418
    Jul 03, 2025
  • ୨୧ରୁ ସଂସଦର ମୌସୁମି ଅଧିବେଶନ ଆରମ୍ଭ

    14053
    Jul 03, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In