Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ...

  • ୭୮ଟି ସାହସିକତା ପୁରସ୍କାରକୁ ...

  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ...

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ...

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

  • ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ...

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ...

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ...

  • ଆମେରିକୀୟ ସେନା ହେଲିକପ୍ଟର ...

ରାଜ୍ୟ
Home ›› ରାଜ୍ୟ ››ଗ୍ରୀଷ୍ମ ପ୍ରବାହ ଓ କ୍ରମାଗତ ତାପମାତ୍ରା ବୃଦ୍ଧି ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ବ୍ୟାପକ ପ୍ରସ୍ତୁତି

ଗ୍ରୀଷ୍ମ ପ୍ରବାହ ଓ କ୍ରମାଗତ ତାପମାତ୍ରା ବୃଦ୍ଧି ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ବ୍ୟାପକ ପ୍ରସ୍ତୁତି

2025-04-29 09:26:30
15754
Share:
Facebook
Twitter
E-Mail
WhatsApp
Telegram
ଗ୍ରୀଷ୍ମ ପ୍ରବାହ ଓ କ୍ରମାଗତ ତାପମାତ୍ରା ବୃଦ୍ଧି ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ବ୍ୟାପକ ପ୍ରସ୍ତୁତି

ଭୁବନେଶ୍ବର: ଆଗାମୀ ଗ୍ରୀଷ୍ମ ପ୍ରବାହ ଓ କ୍ରମାଗତ ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜନସାଧାରଣଙ୍କ ଜୀବନ ଓ ଜୀବିକାର ସୁରକ୍ଷା ପାଇଁ ବ୍ୟାପକ ପ୍ରସ୍ତୁତି ସହିତ ଜନସଚେତନତାକୁ ପ୍ରାଧାନ୍ୟ ଦିଆଯାଉଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗଙ୍କ ନିର୍ଦ୍ଦେଶକ୍ରମେ ଗ୍ରୀଷ୍ମ ପ୍ରବାହ ସମୟରେ ଜନଜୀବନର ସୁରକ୍ଷା ପାଇଁ ଆବଶ୍ୟକ ତ୍ୱରିତ ପଦକ୍ଷେପ, ସ୍ୱାସ୍ଥ୍ୟକେନ୍ଦ୍ରଗୁଡ଼ିକରେ ଆବଶ୍ୟକ ସ୍ୱାସ୍ଥ୍ୟ ସାମଗ୍ରୀର ସଂରକ୍ଷଣ ତା’ସହ ଅନ୍ୟାନ୍ୟ ସମସ୍ତ ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରିବା ପାଇଁ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ(ଡିପିଏଚ୍) ଡା. ନୀଳକଣ୍ଠ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ମଙ୍ଗଳବାର ସ୍ଥାନୀୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶାଳୟଠାରେ ଅନୁଷ୍ଠିତ ହୋଇଯାଇଛି।

ଅତ୍ୟଧିକ ଗରମର ଜନସ୍ୱାସ୍ଥ୍ୟ ପ୍ରଭାବକୁ ସୁପରିଚାଳନା କରିବା ପାଇଁ ଏକ ବ୍ୟାପକ ଆଭିମୁଖ୍ୟର ଆବଶ୍ୟକତା ଉପରେ ଡା. ମିଶ୍ର ଗୁରୁତ୍ୱାରୋପ କରିଥିଲେ। ଗ୍ରୀଷ୍ମ ପ୍ରବାହର ପ୍ରଭାବକୁ ହ୍ରାସ କରିବା ପାଇଁ ଇଂଟ୍ରାଭେନସ୍ ଫ୍ଲୁଇଡ୍, ଓରାଲ୍ ରିହାଇଡ୍ରେସନ୍ ସଲ୍ୟୁସନ୍(ଓଆରଏସ), ଆବଶ୍ୟକୀୟ ଔଷଧ, ଏୟାର କୁଲର/ଶୀତତାପ ନିୟନ୍ତ୍ରିତ କକ୍ଷ ଏବଂ ସର୍ବୋପରି ପାୱାର ବ୍ୟାକଅପ୍ ସିଷ୍ଟମ୍ ଭଳି ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥାର ଉପଲବ୍ଧତା ସୁନିଶ୍ଚିତ କରିବା ଉପରେ ସ୍ୱାସ୍ଥ୍ୟ ବିଭାଗ ଯଥେଷ୍ଟ ପ୍ରଯତ୍ନଶୀଳ। ଏହାବ୍ୟତୀତ ଗ୍ରୀଷ୍ମ ପ୍ରବାହର ଆକ୍ରାନ୍ତଙ୍କ ପାଇଁ ପର୍ଯ୍ୟାପ୍ତ ଶଯ୍ୟା ପ୍ରସ୍ତୁତ କରି ରଖିବା ସହ ଚିକିତ୍ସାର ସମସ୍ତ ସୁବିଧା ସୁନିଶ୍ଚିତ କରିବାକୁ ସମସ୍ତ ୩୦ଟି ଜିଲ୍ଲାର ସ୍ୱାସ୍ଥ୍ୟ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସେ ପ୍ରକାଶ କରିଛନ୍ତି।

ଆଗାମୀ ଗ୍ରୀଷ୍ମ ପ୍ରବାହକୁ ଗୁରୁତ୍ୱର ସହ ନେଇ ସ୍ୱାସ୍ଥ୍ୟକର୍ମୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ସମ୍ପ୍ରସାରିତ କରିଛି ବିଭାଗ। ଏହି ପ୍ରଶିକ୍ଷଣକୁ ତୃଣମୂଳସ୍ତର ଯାଏଁ ସମ୍ପ୍ରସାରିତ କରାଯାଉଛି, ଯାହା ଫଳରେ ସ୍ଥାନୀୟ ସ୍ୱାସ୍ଥ୍ୟ ଅଧିକାରୀମାନେ ଗ୍ରୀଷ୍ମଜନିତ ସ୍ୱାସ୍ଥ୍ୟ ସମସ୍ୟାର ତ୍ୱରିତ ଏବଂ ପ୍ରଭାବଶାଳୀ ଚିକିତ୍ସା ଜନସାଧାରଣଙ୍କୁ ଦେଇପାରିବେ ବୋଲି ଡା. ମିଶ୍ର ଆଶାବ୍ୟକ୍ତ କରିଛନ୍ତି।

ଅତ୍ୟଧିକ ଗରମ ପରିଲକ୍ଷିତ ହେଉଥିବା ଅଞ୍ଚଳ ବିଶେଷ କରି ଖଣିଖାଦାନ ଥିବା ଅଞ୍ଚଳର ଜନସାଧାରଣଙ୍କୁ ଅତିରିକ୍ତ ସମ୍ବଳ ଏବଂ ସୁରକ୍ଷା ଯୋଗାଇ ଦେଇ, ସେହି ସ୍ଥାନଗୁଡିକରେ ବିଶେଷ ଧ୍ୟାନ ଦେବାପାଇଁ ପରାମର୍ଶ ଦିଆଯାଇଛି। ଏହା ସହିତ ଗ୍ରୀଷ୍ମ ପ୍ରବାହ ସମୟର ସମ୍ବେଦନଶୀଳତା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଏବଂ ଜନସାଧାରଣଙ୍କୁ ବ୍ୟବହାରିକ ପରାମର୍ଶ ପ୍ରଦାନ କରିବା ପାଇଁ ସାରା ରାଜ୍ୟରେ ସୂଚନା, ଶିକ୍ଷା ଓ ଯୋଗାଯୋଗ(ଆଇ.ଇ.ସି) ଅଭିଯାନକୁ ତ୍ୱରାନ୍ୱିତ କରିବା ପାଇଁ ସ୍ଥାନୀୟ ସ୍ୱାସ୍ଥ୍ୟ ପ୍ରଶାସନକୁ ନିର୍ଦେଶ ଦିଆଯାଇଛି। ଅତୀତର ଅନୁଭୂତିରୁ ଶିକ୍ଷାଲାଭ କରି ସମସ୍ତ ପ୍ରସ୍ତୁତିକୁ ଠିକ୍ ସମୟରେ ଏବଂ ପ୍ରଭାବଶାଳୀ ଢଙ୍ଗରେ କାର୍ଯ୍ୟକାରୀ କରିବା ଉପରେ ଡା. ମିଶ୍ର ଗୁରୁତ୍ୱାରୋପ କରିଥିଲେ।

ଆଗାମୀ ଗ୍ରୀଷ୍ମ ପ୍ରବାହର ଆହ୍ୱାନର ମୁକାବିଲା ପାଇଁ ଆମେ ପ୍ରସ୍ତୁତ ଅଛୁ। ସ୍ୱାସ୍ଥ୍ୟକର୍ମୀ, ଜିଲ୍ଲା ଅଧିକାରୀ ଏବଂ ଜନସାଧାରଣଙ୍କ ମିଳିତ ଉଦ୍ୟମରେ ଆମେ ଠିକ୍ ସମୟରେ ଚିକିତ୍ସା ସହାୟତା ଯୋଗାଇଦେବା, ସଚେତନତା ସୃଷ୍ଟି କରିବା ଏବଂ ଅତ୍ୟଧିକ ଗରମର ପ୍ରଭାବକୁ ହ୍ରାସ କରିବା ପାଇଁ ସମସ୍ତ ଆବଶ୍ୟକ ଭିତ୍ତିଭୂମି ଏବଂ ସମ୍ବଳ ଉପଲବ୍ଧ କରାଇବା ପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି ଡା. ମିଶ୍ର ଉଲ୍ଲେଖ କରିଛନ୍ତି।

ଏହି ବୈଠକରେ ଉତ୍ତାପ ଜନିତ ରୋଗର ନୋଡାଲ ଅଫିସର ଡା. ବସନ୍ତ ପ୍ରଧାନ, ରାଜ୍ୟ ସର୍ଭିଲାନ୍ସ ଅଫିସର ଡା. ଅଶୋକ ପାଇକରାୟ, ଅତିରିକ୍ତ ନିର୍ଦ୍ଦେଶିକା ଡା. ଶେଫାଳୀ ମଲ୍ଲିକ, ଅତିରିକ୍ତ ନିର୍ଦ୍ଦେଶିକା ଡା. ପ୍ରତିଭା ପ୍ରଧାନଙ୍କ ସମେତ ସମସ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀମାନେ ଯୋଗ ଦେଇଥିଲେ।

Powered by Froala Editor

Tags Meeting

Related articles Odisha News Lens 4.1

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15416
    Aug 14, 2026
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...
    ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...

    15249
    Aug 15, 2026
  •  ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...

    14373
    Aug 14, 2026
  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ
    ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14186
    Aug 15, 2026
  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ
    ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13638
    Aug 14, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15810
    Aug 13, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ,  ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14222
    Aug 14, 2026
  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ
    ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13969
    Aug 13, 2026
  •  ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌
    ଦେଶ-ଦେଶାନ୍ତର

    ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    13830
    Aug 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13638
    Aug 14, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15416
    Aug 14, 2026
  • ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13969
    Aug 13, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17030
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17645
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17695
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18096
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14602
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14540
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14378
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15956
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16370
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14109
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14360
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15264
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14635
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

    15249
    Aug 15, 2026
  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14186
    Aug 15, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15810
    Aug 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In