ରାଜ୍ୟପାଳ ଅନୁକୂଳ କଲେ ଅଖିମୁଠି
ଗୋପାଳପୁର: ପବିତ୍ର ଅକ୍ଷୟ ତୃତୀୟା ତିଥିରେ ଆଜି ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ଗୋଳନ୍ଥରା ସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ଆୟୋଜିତ ଅଖିମୁଠିର ଶୁଭ ଅନୁକୂଳ କରିବା ସହ ବୃକ୍ଷରୋପଣ କରିଥିଲେ। ଆୟୋଜିତ କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ରାଜ୍ୟ ଖଣି ଇସ୍ପାତ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଓ ଜିଲ୍ଲା ପ୍ରଶାସନର ସମସ୍ତ ଅଧିକାରୀ ଉପସ୍ଥିତ ରହିଥିଲେ।
Powered by Froala Editor