Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ...

  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ...

  • ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ...

  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ...

  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ...

  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ...

  • ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ...

  • ଅଲ୍ଲୁ ଅର୍ଜୁନଙ୍କୁ ସମନ

  • ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ...

  • ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ...

Home ›› ››ବ୍ଲେଡ୍‌ରେ କାଟି ଆଇଟିଆଇ ଛାତ୍ରୀଙ୍କୁ ନୃଶଂସ ଭାବେ ହତ୍ୟା

ବ୍ଲେଡ୍‌ରେ କାଟି ଆଇଟିଆଇ ଛାତ୍ରୀଙ୍କୁ ନୃଶଂସ ଭାବେ ହତ୍ୟା

2025-05-01 11:08:02
15652
Share:
Facebook
Twitter
E-Mail
WhatsApp
Telegram
ବ୍ଲେଡ୍‌ରେ କାଟି ଆଇଟିଆଇ ଛାତ୍ରୀଙ୍କୁ ନୃଶଂସ ଭାବେ ହତ୍ୟା

ଗୋପାଳପୁର: ଗୋପାଳପୁର ଥାନା ଅନ୍ତର୍ଗତ କରାପଲ୍ଲୀରେ ଜଣ ଆଇଟିଆଇ ଛାତ୍ରୀଙ୍କୁ ହତ୍ୟା । ଗୁରୁବାର ସକାଳେ ଘରର ବାରିପଟୁ ଜଣେ ଯୁବକଘର ମଧ୍ୟରେ ପଶି ଜଣେ ଆଇ ଟି ଆଇ ଛାତ୍ରୀ ଙ୍କୁ ଅତି ନୃଶଂସ ଭାବେ ହତ୍ୟା କରିଛି । ବ୍ଲେଡରେ ଯୁବତୀଙ୍କ ଶରୀରର ବିଭିନ୍ନ ସ୍ଥାନକୁ କାଟିବା ସହ ଶାବଳ ଭୁଷି ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

ମୃତକ ଜଣକ ହେଲେ ପ୍ରିତି ସାହୁ ଓରଫ ଅଞ୍ଜଳି ବୋଲି ପୁଲିସ କହିଛି। ଅନ୍ତରବାଟିଆରେ ରହୁଥିବା ଖୋର୍ଦ୍ଧା ଅଞ୍ଚଳର ମୁନା ଖାଁ ନାମକ ଯୁବକ ଏପରି କାଣ୍ଡ ଭିଆଇ ଥିବା ମୃତକ ଅଞ୍ଜଳିର ପରିବାର ଅଭିଯୋଗ ଆଣିଛନ୍ତି। ଅଭିଯୋଗ ଅନୁଯାୟୀ ଅଞ୍ଜଳିଙ୍କ ପରିବାର ର ସଦସ୍ୟମାନେ ଘରେ ନଥିବା ବେଳେ ଆଜି ଭୋର୍ ୬ ଟା ସମୟରେ ମୁନା ଘର ପଛ ପଟରୁ ଘରେ ପସି ଶାବଳରେ ଅଞ୍ଜଳିର ମୁଣ୍ଡକୁ ଆକ୍ରମଣ କରିବା ସହ ହାତରେ ଧରିଥିବା ଧାରୁଆ ବ୍ଲେଡରେ ଶରୀରର ବିଭିନ୍ନ ସ୍ଥାନକୁ ଅତି ନିର୍ମମ ଭାବରେ କାଟି ଦେଇଥିଲେ। ଯାହାଫଳରେ ଅତ୍ୟାଧିକ ରକ୍ତସ୍ରାବ ଯୋଗୁଁ ଘଟଣା ସ୍ଥଳରେ ହିଁ ଅଞ୍ଜଳିଙ୍କ ମୃତ୍ୟୁ ଘଟିଥିଲା।ଘଟଣା ପରେ ଅଭିଯୁକ୍ତ ମୁନା ଫେରାର ରହିଥିବା ଜଣାପଡିଛି।ଖବର ପାଇ ଗୋପାଳପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅନୁସନ୍ଧାନ ଚଳାଇଥିବା ବେଳେ ସାଇଣ୍ଟିଫିକ ଟିମ ଓ ଅନୁସନ୍ଧାନି କୁକୁର ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି କରିଥିବା ଜଣାପଡିଛି।

Powered by Froala Editor

Tags Murder

Related articles Odisha News Lens 4.1

  • ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ପ୍ରସ୍ତୁତ : ଉଦ୍ଧବ ଠାକରେ
    ଦେଶ-ଦେଶାନ୍ତର

    ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ପ୍ରସ୍ତୁତ : ଉଦ୍ଧବ ଠାକରେ

    14599
    Jun 20, 2026
  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ
    ଦେଶ-ଦେଶାନ୍ତର

    ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ

    15399
    Jun 20, 2026
  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ...
    ଦେଶ-ଦେଶାନ୍ତର

    ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ...

    13967
    Jun 20, 2026
  • ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ
    ଅପରାଧ

    ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ

    15272
    Jun 20, 2026
  • ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି
    ମନୋରଞ୍ଜନ

    ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି

    15162
    Jun 20, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ
    ବିଶେଷ

    ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14317
    Jun 21, 2026
  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ

    13586
    Jun 21, 2026
  • ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ଧରାପଡିଲେ ଦୁଇଗୁଣା ଆଦାୟ ହେବ ଜୋରିମାନା
    ଦେଶ-ଦେଶାନ୍ତର

    ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ଧରାପଡିଲେ ଦୁଇଗୁଣା ଆଦାୟ ହେବ ଜୋରିମାନା

    15427
    Jun 21, 2026
  • ଅଲ୍ଲୁ ଅର୍ଜୁନଙ୍କୁ ସମନ
    ମନୋରଞ୍ଜନ

    ଅଲ୍ଲୁ ଅର୍ଜୁନଙ୍କୁ ସମନ

    15618
    Jun 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଅଲ୍ଲୁ ଅର୍ଜୁନଙ୍କୁ ସମନ

    15618
    Jun 20, 2026
  • ମନୋରଞ୍ଜନ

    ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି

    15162
    Jun 20, 2026
  • ଦେଶ-ଦେଶାନ୍ତର

    ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ଧରାପଡିଲେ ଦୁଇଗୁଣା ଆଦାୟ ହେବ ଜୋରିମାନା

    15427
    Jun 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16937
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17556
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17606
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18001
    Sep 06, 2023

ବିଶେଷ

  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14317
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15466
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14376
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15735
    Jun 18, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14951
    Jun 16, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13767
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14868
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15481
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15231
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା

    15577
    Jun 21, 2026
  • ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି

    15162
    Jun 20, 2026
  • ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ପ୍ରସ୍ତୁତ : ଉଦ୍ଧବ ଠାକରେ

    14599
    Jun 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In