Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 15, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପହଲଗାଓଁ ଆକ୍ରମଣର ମାଷ୍ଟରମାଇଣ୍ଡ ହାଫିଜ ସୟିଦର ସୁରକ୍ଷା ବଢିଲା

ପହଲଗାଓଁ ଆକ୍ରମଣର ମାଷ୍ଟରମାଇଣ୍ଡ ହାଫିଜ ସୟିଦର ସୁରକ୍ଷା ବଢିଲା

2025-05-01 11:23:45
16068
Share:
Facebook
Twitter
E-Mail
WhatsApp
Telegram
ପହଲଗାଓଁ ଆକ୍ରମଣର ମାଷ୍ଟରମାଇଣ୍ଡ ହାଫିଜ ସୟିଦର ସୁରକ୍ଷା ବଢିଲା

ନୂଆଦିଲ୍ଲୀ: ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ଲଶ୍କର-ଏ-ତଇବା(ଏଲଇଟି)ର ମୁଖ୍ୟ ହାଫିଜ ସୟିଦର ସୁରକ୍ଷା ବୃଦ୍ଧି କରିଛି  ପାକ୍‌ ସରକାର। ସରକାର ପକ୍ଷରୁ ହାଫିଜ ଘର ଚାରିପଟେ ସଶସ୍ତ୍ର ବାହିନୀ ମୁତୟନ କରାଯାଇଛି। ପହଲଗାଓଁ ଆକ୍ରମଣର ମାଷ୍ଟରମାଇଣ୍ଡ ହେଉଛି ହାଫିଜ। ଏହି ଆକ୍ରମଣ ପଛର ଷଡ଼ଯନ୍ତ୍ରକାରୀକୁ ଛଡ଼ାଯିବ ନାହିଁ ବୋଲି ଭାରତ ଚେତାବନୀ ଦେବା ପରେ ପାକିସ୍ତାନ ସରକାର ଚିନ୍ତିତ ହୋଇପଡ଼ିଛି। ନିଜ ଆତଙ୍କୀମାନଙ୍କୁ ସୁରକ୍ଷା ଦେବା ଲାଗି  ପାକ୍ ସରକାର ପଦକ୍ଷେପ ନେଇଛି। ପୂର୍ବରୁ ନିୟନ୍ତ୍ରଣ ରେଖା ନିକଟରେ ଥିବା ଲଞ୍ଚପ୍ୟାଡଗୁଡ଼ିକରେ ମୁତୟନ ଆତଙ୍କୀମାନଙ୍କୁ ପାକ୍‌ ସେନା ବଙ୍କର ଭିତରେ ଲୁଚାଇ ରଖିଛି। ଏହା ପରେ ଲଶ୍କର ମୁଖ୍ୟ ହାଫିଜକୁ ସରକାର ସୁରକ୍ଷା ଦେଇଛି। ତା’ ଘରଠାରୁ ୪ କିଲୋମିଟର ଦୂର ଅଞ୍ଚଳ ପର୍ଯ୍ୟନ୍ତ ଉଚ୍ଚଦୃଶ୍ୟ ସମ୍ପନ୍ନ ସିସିଟିଭି କ୍ୟାମେରା ଖଞ୍ଜାଯାଇ ସୁରକ୍ଷା ବ୍ୟବସ୍ଥାର ନିରୀକ୍ଷଣ କରାଯାଉଛି।

Powered by Froala Editor

Tags Hafiz sayeed

Related articles Odisha News Lens 4.1

  • ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ପୁଅକୁ ବଞ୍ଚାଇ ପାରିଲାନି ମା
    ଦେଶ-ଦେଶାନ୍ତର

    ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ପୁଅକୁ ବଞ୍ଚାଇ ପାରିଲାନି ମା

    14557
    Jun 13, 2025
  • କେଶ ଝଡ଼ିବା କମାଇବ ଯୋଗ
    ବିଶେଷ

    କେଶ ଝଡ଼ିବା କମାଇବ ଯୋଗ

    14297
    Jun 13, 2025
  • ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ
    ଦେଶ-ଦେଶାନ୍ତର

    ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ

    14126
    Jun 12, 2025
  • ବିମାନରେ ବୋମା, ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ
    ଦେଶ-ଦେଶାନ୍ତର

    ବିମାନରେ ବୋମା, ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ

    13777
    Jun 13, 2025
  • ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ
    ଦେଶ-ଦେଶାନ୍ତର

    ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ

    14198
    Jun 12, 2025
  • ହିମାଳୟ  ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ
    ବାଣିଜ୍ୟ

    ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    14960
    Jun 14, 2025
  • ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ

    15284
    Jun 12, 2025
  •  କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…
    ବିଶେଷ

    କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    14344
    Jun 13, 2025
  • ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ
    ଦେଶ-ଦେଶାନ୍ତର

    ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ

    15714
    Jun 13, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ

    14126
    Jun 12, 2025
  • ଦେଶ-ଦେଶାନ୍ତର

    ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ପୁଅକୁ ବଞ୍ଚାଇ ପାରିଲାନି ମା

    14557
    Jun 13, 2025
  • ବିଶେଷ

    କେଶ ଝଡ଼ିବା କମାଇବ ଯୋଗ

    14297
    Jun 13, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16660
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16965
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15489
    Apr 03, 2021

ବିଶେଷ

  • କେଶ ଝଡ଼ିବା କମାଇବ ଯୋଗ

    14297
    Jun 13, 2025
  • କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    14344
    Jun 13, 2025
  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    15524
    Jun 11, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର

    15054
    Jun 11, 2025
  • ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    14206
    Jun 10, 2025

ବାଣିଜ୍ୟ

ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

ମୁମ୍ବାଇ: ଭାରତର ୧ ନମ୍ବର ଡାକ୍ତରଙ୍କ ଦ୍ୱାରା ସୁପାରିଶ କରାଯାଉଥିବା ଶିଶୁ ବେବି କେୟାର ବ୍ରାଣ୍ଡ୍ ହିମାଳୟ ବେବିକେୟାର ପିତୃ ଦିବସ ପାଳନ କରିବାକୁ ଯାଇ ଏକ ହୃଦୟସ୍ପର୍ଶୀ ଡିଭିସି ଫିଲ୍ମ ଉନ୍ମୋଚନ କରିଛି । ଲୋକପି୍ର ...

  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    14480
    May 30, 2025
  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15702
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16329
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14032
    Feb 06, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    14344
    Jun 13, 2025
  • ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ କଲ୍

    14688
    Jun 12, 2025
  • ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ

    14198
    Jun 12, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In