Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, November 14, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଦ୍ୟାଳୟ ପରିସରରେ ମିଳିଲା ୧୭୨ ସ୍ଲିପ୍, ...

  • ଦିଲ୍ଲୀ ବିସ୍ଫୋରଣ: ତଦନ୍ତ ବେଳେ ...

  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

  • ଶୋଇବା ପୂର୍ବରୁ କ୍ଷୀର ସହିତ ଚୋବାଇ ...

  • ପିଲାଙ୍କ ପାଇଁ ପାଣ୍ଠି ସଂଗ୍ରହ କରି ...

  • ଜବତ ହେଲା ଲାଲ୍‌ ରଙ୍ଗର କାର୍‌

  • ବେହୋସ୍ ହୋଇଗଲେ ଅଭିନେତା ଗୋବିନ୍ଦା

  • କୋରାପୁଟରେ ‘କମ୍ରେଡ କଲ୍ୟାଣ’ର ସୁଟିଂ

  • ଧର୍ମେନ୍ଦ୍ରଙ୍କୁ ନେଇ ଅପପ୍ରଚାର, ରାଗିଲେ ...

  • ତିନି ଦିନ ବନ୍ଦ ହେଲା ଲାଲକିଲ୍ଲା

ମନୋରଞ୍ଜନ
Home ›› ମନୋରଞ୍ଜନ ››ଭାରତରେ ଖୋଲୁନି ପାକିସ୍ତାନୀ ଷ୍ଟାରଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ

ଭାରତରେ ଖୋଲୁନି ପାକିସ୍ତାନୀ ଷ୍ଟାରଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ

2025-05-03 19:16:57
17535
Share:
Facebook
Twitter
E-Mail
WhatsApp
Telegram
ଭାରତରେ ଖୋଲୁନି ପାକିସ୍ତାନୀ ଷ୍ଟାରଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ

ହଲଗାମ ଆତଙ୍କୀ ହମଲା ପରେ ଭାରତ ପାକିସ୍ତାନ ବିରୋଧରେ କିଛି ବଡ଼ କାର୍ଯ୍ୟାନୁଷ୍ଠାନ ନେଇପାରେ ବୋଲି ଲଗାତାର ରିପୋର୍ଟ ଆସୁଛି। କିଛି ଦିନ ପୂର୍ବରୁ ଭାରତ ପାକିସ୍ତାନୀ ଅଭିନେତା ଫୱାଦ ଖାନଙ୍କ ଆଗାମୀ ଫିଲ୍ମ ଅବୀର-ଗୁଲାଲ ରିଲିଜ୍ ଉପରେ ପ୍ରତିବନ୍ଧକ ଲଗାଇଥିଲା। ଏବେ ଆଉ ଏକ ବଡ଼ ଖବର ଆସିଛି। ବଡ଼ ବଡ଼ ପାକିସ୍ତାନୀ କଳାକାରଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟକୁ ବ୍ୟାନ୍ କରିଛନ୍ତି। ଏହି ତାଲିକାରେ ହାନିଆ ଆମିରଙ୍କ ଠାରୁ ଆରମ୍ଭ କରି ଇମରାନ ଆବାସଙ୍କ ଭଳି ସେଲିବ୍ରିଟିଙ୍କ ନାଁ ରହିଛି।

ଏହି ତାଲିକାରେ ଆୟେଜା ଖାନ, ମାହିରା ଖାନ, ଇକ୍ରା ଆଜିଜ ପରି ଜଣାଶୁଣା ଅଭିନେତ୍ରୀଙ୍କ ନାମ ମଧ୍ୟ ସାମିଲ ରହିଛି। ଏହି ନିଷ୍ପତ୍ତି ଭାରତ-ପାକିସ୍ତାନ ମଧ୍ୟରେ ଚାଲିଥିବା ରାଜନୈତିକ ଉତ୍ତେଜନା, ବିଶେଷକରି ପାହାଲଗାମ ଆତଙ୍କବାଦୀ ଆକ୍ରମଣ ପରେ ନିଆଯାଇଥିବା ବୋଲି ଜଣାପଡ଼ିଛି।

ରିପୋର୍ଟ ଅନୁଯାୟୀ, ଏହି ଅଭିନେତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟଗୁଡ଼ିକ ଭାରତୀୟ ଆଇପି ଠିକଣା ମାଧ୍ୟମରେ ଆକ୍ସେସ କରାଯାଇ ପାରୁନାହିଁ। ଏହି ପଦକ୍ଷେପକୁ ଅନେକେ ଭାରତ ସରକାରଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଭାବେ ଦେଖୁଛନ୍ତି, ଯାହା ଦୁଇ ଦେଶ ମଧ୍ୟରେ ସାଂସ୍କୃତିକ ବିନିମୟ ଉପରେ ପ୍ରଭାବ ପକାଇପାରେ।


Powered by Froala Editor

Tags insta

Related articles Odisha News Lens 4.1

  • ବେହୋସ୍ ହୋଇଗଲେ ଅଭିନେତା ଗୋବିନ୍ଦା
    ମନୋରଞ୍ଜନ

    ବେହୋସ୍ ହୋଇଗଲେ ଅଭିନେତା ଗୋବିନ୍ଦା

    14767
    Nov 12, 2025
  • ତିନି ଦିନ ବନ୍ଦ ହେଲା ଲାଲକିଲ୍ଲା
    ଦେଶ-ଦେଶାନ୍ତର

    ତିନି ଦିନ ବନ୍ଦ ହେଲା ଲାଲକିଲ୍ଲା

    15185
    Nov 11, 2025
  • ଧର୍ମେନ୍ଦ୍ରଙ୍କୁ ନେଇ ଅପପ୍ରଚାର, ରାଗିଲେ ହେମାମାଳିନୀ
    ମନୋରଞ୍ଜନ

    ଧର୍ମେନ୍ଦ୍ରଙ୍କୁ ନେଇ ଅପପ୍ରଚାର, ରାଗିଲେ ହେମାମାଳିନୀ

    14746
    Nov 12, 2025
  • ଶୋଇବା ପୂର୍ବରୁ କ୍ଷୀର ସହିତ ଚୋବାଇ ଖାଆନ୍ତୁ ଗୁଜୁରାତି
    ବିଶେଷ

    ଶୋଇବା ପୂର୍ବରୁ କ୍ଷୀର ସହିତ ଚୋବାଇ ଖାଆନ୍ତୁ ଗୁଜୁରାତି

    14814
    Nov 13, 2025
  • ପିଲାଙ୍କ ପାଇଁ ପାଣ୍ଠି ସଂଗ୍ରହ କରି ଚର୍ଚ୍ଚାରେ ପଲକ, ଗିନିଜ ରେକର୍ଡରେ ନାଁ
    ମନୋରଞ୍ଜନ

    ପିଲାଙ୍କ ପାଇଁ ପାଣ୍ଠି ସଂଗ୍ରହ କରି ଚର୍ଚ୍ଚାରେ ପଲକ, ଗିନିଜ ରେକର୍ଡରେ ନାଁ

    14192
    Nov 12, 2025
  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ
    ବିଶେଷ

    ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

    13938
    Nov 13, 2025
  • ଦିଲ୍ଲୀ ବିସ୍ଫୋରଣ: ତଦନ୍ତ ବେଳେ ସାମ୍ନାକୁ ଆସିଲା ଭୟଙ୍କର ତଥ୍ୟ, ଜାଣନ୍ତୁ କଣ ?
    ଦେଶ-ଦେଶାନ୍ତର

    ଦିଲ୍ଲୀ ବିସ୍ଫୋରଣ: ତଦନ୍ତ ବେଳେ ସାମ୍ନାକୁ ଆସିଲା ଭୟଙ୍କର ତଥ୍ୟ, ଜାଣନ୍ତୁ କଣ ?

    14470
    Nov 13, 2025
  • ବିଦ୍ୟାଳୟ ପରିସରରେ ମିଳିଲା ୧୭୨ ସ୍ଲିପ୍, ଭୋଟ୍ ଚୋରି ନେଇ ହଙ୍ଗାମା
    ଦେଶ-ଦେଶାନ୍ତର

    ବିଦ୍ୟାଳୟ ପରିସରରେ ମିଳିଲା ୧୭୨ ସ୍ଲିପ୍, ଭୋଟ୍ ଚୋରି ନେଇ ହଙ୍ଗାମା

    15551
    Nov 13, 2025
  • ଜବତ ହେଲା ଲାଲ୍‌ ରଙ୍ଗର କାର୍‌
    ଦେଶ-ଦେଶାନ୍ତର

    ଜବତ ହେଲା ଲାଲ୍‌ ରଙ୍ଗର କାର୍‌

    14624
    Nov 12, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଧର୍ମେନ୍ଦ୍ରଙ୍କୁ ନେଇ ଅପପ୍ରଚାର, ରାଗିଲେ ହେମାମାଳିନୀ

    14746
    Nov 12, 2025
  • ମନୋରଞ୍ଜନ

    ପିଲାଙ୍କ ପାଇଁ ପାଣ୍ଠି ସଂଗ୍ରହ କରି ଚର୍ଚ୍ଚାରେ ପଲକ, ଗିନିଜ ରେକର୍ଡରେ ନାଁ

    14192
    Nov 12, 2025
  • ମନୋରଞ୍ଜନ

    ବେହୋସ୍ ହୋଇଗଲେ ଅଭିନେତା ଗୋବିନ୍ଦା

    14767
    Nov 12, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16848
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16946
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17291
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15763
    Apr 03, 2021

ବିଶେଷ

  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

    13938
    Nov 13, 2025
  • ଶୋଇବା ପୂର୍ବରୁ କ୍ଷୀର ସହିତ ଚୋବାଇ ଖାଆନ୍ତୁ ଗୁଜୁରାତି

    14814
    Nov 13, 2025
  • ଭୃସଙ୍ଗ ପତ୍ରର ଚମତ୍କାରିତା

    13921
    Nov 11, 2025
  • ସକାଳ ଜଳଖିଆରେ ଖାଆନ୍ତୁ ଏହିସବୁ ଖାଦ୍ୟ

    14563
    Nov 11, 2025
  • ବ୍ଲାକ୍‌ ହେଡ୍ସ ଦୂର କରିବ ଲେମ୍ବୁ ଓ ଲୁଣ

    15860
    Nov 10, 2025

ବାଣିଜ୍ୟ

ଭାରତର ଉଦୀୟମାନ ଆର୍ଥିକ ଅଭିବୃଦ୍ଧି କାହାଣୀକୁ କବଜା କରିବା ପାଇଁ ବଜାଜ୍ ଫିନସର୍ଭ ଆସେଟ୍ ମ୍ୟାନେଜମେଣ୍ଟ ଲିମିଟେଡ୍ ଆରମ୍ଭ କରିଛି ଏହାର ବ୍ୟାଙ୍କିଂ ଏବଂ ଆର୍ଥିକ ସେବା ପାଣ୍ଠି

-    ବ୍ୟାଙ୍କିଂ ଏବଂ ଆର୍ଥିକ ସେବା କ୍ଷେତ୍ରରେ ନିବେଶ କରୁଥିବା ଏକ ଖୋଲା-ସମ୍ପନ୍ନ ଇକ୍ୱିଟି ଯୋଜନା

-    ଏହି ପାଣ୍ଠି ବ୍ୟାଙ୍କିଂ, ଅଣ-ବ୍ୟାଙ୍କିଂ ଆର୍ଥିକ କମ୍ପ ...

  • ଆମୱେର ହୃଦୟରେ ଭାରତ ରହିଛି: ପ୍ରେସିଡେଣ୍ଟ ଓ ସିଇଓ ମାଇକେଲ ନେଲ୍‌ସନ

    14287
    Oct 30, 2025
  • ଷ୍ଟାର୍ଟଅପ୍ ମାନ୍ଦା, ବନ୍ଦ ହୋଇଗଲାଣି ଅଧାରୁ ଅଧିକ

    13951
    Oct 27, 2025
  • ବ୍ରିକ୍ସ ଆଇଏଲ୍‌ଏସ ୪ର୍ଥ ଷ୍ଟାର୍ଟଅପ୍‌ କନ୍‌କ୍ଲେଭରେ ନୁ୍ୟରୋକସ୍‌ମେଟିକ୍ସ ଦ୍ୱାରା ଅନୁପ୍ରେରିତ ହୋଇ ଜୀବଦା ପ୍ରଚଳନ କଲା ବିଶ୍ୱର ପ୍ରଥମ ଲକ୍‌ଜୁରୀ ଆୟୁର୍ବେଦ ବର୍ଗ

    15021
    Oct 13, 2025
  • ଆମୱେ ଇଣ୍ଡିଆ ନୁ୍ୟଟ୍ରିଲାଇଟ୍‌ର ଉତ୍ତମତାରେ ପରିପୁଷ୍ଟ ଆର୍ଟିଷ୍ଟ୍ରି ସ୍କିନ ନୁ୍ୟଟ୍ରିସନ୍‌ର ପରବର୍ତ୍ତୀ ପିଢିର ସ୍କିନ୍‌ କେୟାର ଉନ୍ମୋଚନ କଲା

    15887
    Sep 26, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜବତ ହେଲା ଲାଲ୍‌ ରଙ୍ଗର କାର୍‌

    14624
    Nov 12, 2025
  • ବେହୋସ୍ ହୋଇଗଲେ ଅଭିନେତା ଗୋବିନ୍ଦା

    14767
    Nov 12, 2025
  • ଧର୍ମେନ୍ଦ୍ରଙ୍କୁ ନେଇ ଅପପ୍ରଚାର, ରାଗିଲେ ହେମାମାଳିନୀ

    14746
    Nov 12, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In