Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଧାନସଭା ନିର୍ବାଚନ: ୨୮୬.୯୯ କୋଟି ଟଙ୍କା ...

  • ସିକ୍କିମର ରିମ୍ବି ଅଞ୍ଚଳରେ ଭୂସ୍ଖଳନ, ...

  • ୨ରେ ‘ନୋ ୟୁପିଆଇ ଡେ’ ଭାବରେ ପାଳନ କରିବେ ...

  • ଇତିହାସ ରଚିଲେ ୱୁଶୁ ଖେଳାଳି ରୋଶିବିନା

  • ପ୍ରକ୍ରିୟା ଆରମ୍ଭ, ଫେରିଯିବ ମୌସୁମୀ

  • ୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର, ...

  • ଭାରତ ଅଚାନକ ରୁଷରୁ ଅଶୋଧିତ ତୈଳ କ୍ରୟ ବନ୍ଦ ...

  • ଚୀନ୍ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବା ...

  • ସ୍ଲିପର ବସ୍‌ରେ ଲାଗିଲା ନିଆଁ, ୯ ଯାତ୍ରୀ ...

  • ‘ଲହରୀ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ...

ରାଜ୍ୟ
Home ›› ରାଜ୍ୟ ››ଦୀଘା ଜଗନ୍ନାଥ ମନ୍ଦିର ‘ଦାରୁ’ ବିବାଦ ପ୍ରସଙ୍ଗ: ରାମକୃଷ୍ଣଙ୍କୁ ୪୫ ମିନିଟ୍‌ ପଚରାଉଚରା

ଦୀଘା ଜଗନ୍ନାଥ ମନ୍ଦିର ‘ଦାରୁ’ ବିବାଦ ପ୍ରସଙ୍ଗ: ରାମକୃଷ୍ଣଙ୍କୁ ୪୫ ମିନିଟ୍‌ ପଚରାଉଚରା

2025-05-04 10:56:50
14440
Share:
Facebook
Twitter
E-Mail
WhatsApp
Telegram
ଦୀଘା ଜଗନ୍ନାଥ ମନ୍ଦିର ‘ଦାରୁ’ ବିବାଦ ପ୍ରସଙ୍ଗ: ରାମକୃଷ୍ଣଙ୍କୁ ୪୫ ମିନିଟ୍‌ ପଚରାଉଚରା

ଭୁବନେଶ୍ବର: ପଶ୍ଚିମବଙ୍ଗ ଦୀଘା ଜଗନ୍ନାଥ ମନ୍ଦିର ‘ଦାରୁ’ ବିବାଦ ପ୍ରସଙ୍ଗରେ ରବିବାର ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ହାଜର ହୋଇ ନିଜ ପକ୍ଷ ରଖିଛନ୍ତି ଦଇତାପତି ନିଯୋଗର ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ର। ରାମକୃଷ୍ଣଙ୍କୁ ପଚରାଉଚରା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ଦୀଘା ଜଗନ୍ନାଥ ମନ୍ଦିରକୁ ଦାରୁ ନେଇଯିବା ପ୍ରସଙ୍ଗରେ ରାମକୃଷ୍ଣଙ୍କୁ ପ୍ରାୟ ୪୫ ମିନିଟ୍‌ ପଚରାଉଚରା କରାଯାଇଛି। ଦଇତାପତି ନିଯୋଗ ସଭାପତି ଗଣେଶ ଦାସମହାପାତ୍ରଙ୍କୁ ମଧ୍ୟ ପଚରାଉଚରା କରିଛନ୍ତି ମୁଖ୍ୟ ପ୍ରଶାସକ। ପଚରାଉଚରା ଶେଷ ହେବା ପରେ ଉଭୟ ଗଣେଶ ଦାସ ମହାପାତ୍ର ଓ  ରାମକୃଷ୍ଣ ଦାସ ମହାପାତ୍ର ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରୁ ବାହାରକୁ ବାହାରିଥିଲେ। କିନ୍ତୁ ଉଭୟେ ଗଣମାଧ୍ୟମ ସାମ୍ନାରେ ମୁହଁ ଖୋଲି ନାହାନ୍ତି। ସୂଚନାଯୋଗ୍ୟ, ଦୀଘା ଜଗନ୍ନାଥ ମନ୍ଦିରକୁ ଦାରୁ ନେଇ ଯିବା ପ୍ରସଙ୍ଗରେ ଶ୍ରୀମନ୍ଦିର ସମସ୍ତ ସେବାୟତ ନିଯୋଗର ସଭାପତି ଓ ସମ୍ପାଦକଙ୍କୁ ନୋଟିସ୍ କରିଥିଲା ଶ୍ରୀମନ୍ଦିର ନୀତି ପ୍ରଶାସନ।

ଅପରପକ୍ଷେ ସିଂହଦ୍ବାର ଥାନାରେ ରାମକୃଷ୍ଣ ଦାସମହାପାତ୍ରଙ୍କ ନାଁରେ ଆଉ ଏକ ଏତଲା ହୋଇଛି। ଦାରୁ କାଠ କିପରି ଦୀଘା ଗଲା ସେନେଇ ରାମକୃଷ୍ଣ ଦାସମହାପାତ୍ରଙ୍କ ସହ ଶ୍ରୀମନ୍ଦିର ପ୍ରଶାସନ ନାଁରେ ସିଂହଦ୍ବାର ଥାନାରେ ଏତଲା ଦେଇଛି ଜଗନ୍ନାଥ ସେନା। ଏଥିସହ ଘଟଣାର ସରଜମିନ୍‌ ତଦନ୍ତ ସହ କାର୍ଯ୍ୟାନୁଷ୍ଠାନ ଦାବି କରିଛି ସେନା। କାଲି ଅନଲାଇନରେ ଏତଲା ଦେଇଥିଲେ ଆର୍‌ଟିଆଇ କର୍ମୀ ଜୟନ୍ତ ଦାସ।

ଉଲ୍ଲେଖଯୋଗ୍ୟ, ୨୦୧୫ ନବକଳେବର ବଳକା ଦାରୁରେ ମହାପ୍ରଭୁଙ୍କ ଶ୍ରୀବିଗ୍ରହ କରି ଦୀଘା ଜଗନ୍ନାଥ ମନ୍ଦିରକୁ ପ୍ରଦାନ କରିଥିବା ନେଇ ଏକ ବଙ୍ଗଳା ଟିଭି ଚ୍ୟାନେଲରେ ରାମକୃଷ୍ଣ ଦାସ ମହାପାତ୍ର ପ୍ରତିକ୍ରିୟା ଦେଇଥିଲେ। ଘଟଣାକୁ ନେଇ ଜଗନ୍ନାଥ ପ୍ରେମୀଙ୍କ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇବାପରେ ସମଗ୍ର ଘଟଣାର ତଦନ୍ତ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ନିର୍ଦ୍ଦେଶ ଦେଇଥିଲେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

Powered by Froala Editor

Tags Jaganath temple

Related articles Odisha News Lens 4.1

  • ପ୍ରକ୍ରିୟା ଆରମ୍ଭ, ଫେରିଯିବ ମୌସୁମୀ
    ଦେଶ-ଦେଶାନ୍ତର

    ପ୍ରକ୍ରିୟା ଆରମ୍ଭ, ଫେରିଯିବ ମୌସୁମୀ

    14755
    Sep 25, 2026
  • ୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର, କେତେ ମିଳିବ ଦରମା ଜାଣନ୍ତୁ....
    ଦେଶ-ଦେଶାନ୍ତର

    ୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର, କେତେ ମିଳିବ ଦରମା ଜାଣନ୍ତୁ....

    15187
    Sep 25, 2026
  • ଭାରତ ଅଚାନକ ରୁଷରୁ ଅଶୋଧିତ ତୈଳ କ୍ରୟ ବନ୍ଦ କରିପାରିବ ନାହିଁ: ଅର୍ଥମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତ ଅଚାନକ ରୁଷରୁ ଅଶୋଧିତ ତୈଳ କ୍ରୟ ବନ୍ଦ କରିପାରିବ ନାହିଁ: ଅର୍ଥମନ୍ତ୍ରୀ

    15251
    Sep 24, 2026
  • ଇତିହାସ ରଚିଲେ ୱୁଶୁ ଖେଳାଳି ରୋଶିବିନା
    ଖେଳ ଖବର

    ଇତିହାସ ରଚିଲେ ୱୁଶୁ ଖେଳାଳି ରୋଶିବିନା

    14648
    Sep 25, 2026
  • ସ୍ଲିପର ବସ୍‌ରେ ଲାଗିଲା ନିଆଁ, ୯ ଯାତ୍ରୀ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ସ୍ଲିପର ବସ୍‌ରେ ଲାଗିଲା ନିଆଁ, ୯ ଯାତ୍ରୀ ଜୀବନ୍ତ ଦଗ୍ଧ

    15019
    Sep 24, 2026
  •  ବିଧାନସଭା ନିର୍ବାଚନ: ୨୮୬.୯୯ କୋଟି ଟଙ୍କା ପଶ୍ଚିମବଙ୍ଗରେ ବ୍ୟୟ କରିଛି ବିଜେପି
    ଦେଶ-ଦେଶାନ୍ତର

    ବିଧାନସଭା ନିର୍ବାଚନ: ୨୮୬.୯୯ କୋଟି ଟଙ୍କା ପଶ୍ଚିମବଙ୍ଗରେ ବ୍ୟୟ କରିଛି ବିଜେପି

    14559
    Sep 25, 2026
  • ଚୀନ୍ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବା ବେଳେ ଚମକି ପଡ଼ିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଚୀନ୍ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବା ବେଳେ ଚମକି ପଡ଼ିଲେ ଟ୍ରମ୍ପ

    15552
    Sep 24, 2026
  • ୨ରେ ‘ନୋ ୟୁପିଆଇ ଡେ’ ଭାବରେ ପାଳନ କରିବେ ବ୍ୟବସାୟୀ
    ଦେଶ-ଦେଶାନ୍ତର

    ୨ରେ ‘ନୋ ୟୁପିଆଇ ଡେ’ ଭାବରେ ପାଳନ କରିବେ ବ୍ୟବସାୟୀ

    13611
    Sep 25, 2026
  • ସିକ୍କିମର ରିମ୍ବି ଅଞ୍ଚଳରେ ଭୂସ୍ଖଳନ, ପର୍ବତ ଢାଲରୁ ପ୍ରବାହିତ ହେଉଛି ବହୁ ପରିମାଣରେ ...
    ଦେଶ-ଦେଶାନ୍ତର

    ସିକ୍କିମର ରିମ୍ବି ଅଞ୍ଚଳରେ ଭୂସ୍ଖଳନ, ପର୍ବତ ଢାଲରୁ ପ୍ରବାହିତ ହେଉଛି ବହୁ ପରିମାଣରେ ...

    13334
    Sep 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପ୍ରକ୍ରିୟା ଆରମ୍ଭ, ଫେରିଯିବ ମୌସୁମୀ

    14755
    Sep 25, 2026
  • ଦେଶ-ଦେଶାନ୍ତର

    ଚୀନ୍ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବା ବେଳେ ଚମକି ପଡ଼ିଲେ ଟ୍ରମ୍ପ

    15552
    Sep 24, 2026
  • ଖେଳ ଖବର

    ଇତିହାସ ରଚିଲେ ୱୁଶୁ ଖେଳାଳି ରୋଶିବିନା

    14648
    Sep 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17125
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17812
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17784
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18195
    Sep 06, 2023

ବିଶେଷ

  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15604
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15168
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14544
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14784
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16415
    Sep 09, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

ଭୁବନେଶ୍ୱର : କଳାହାଣ୍ଡିର ଯୁବକଯୁବତୀଙ୍କ ପାଇଁ ଧନ୍ଦାମୂଳକ ତାଲିମ ଏବଂ ସ୍ଥାୟୀ ଜୀବିକା ନିର୍ବାହ ଏକ ଗୁରୁତ୍ୱପୂର୍ଣ୍ଣ ଆହ୍ୱାନ ହୋଇ ରହିଛି। ଏହି ଆବଶ୍ୟକତାକୁ ପୂରଣ କରି, ବେଦାନ୍ତ ଆଲୁମିନିୟମ ସ୍ଥାନୀୟ ଅଞ୍ଚଳର ଯୁ ...

  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14422
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15617
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15381
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14670
    Sep 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଧାନସଭା ନିର୍ବାଚନ: ୨୮୬.୯୯ କୋଟି ଟଙ୍କା ପଶ୍ଚିମବଙ୍ଗରେ ବ୍ୟୟ କରିଛି ବିଜେପି

    14559
    Sep 25, 2026
  • ‘ଲହରୀ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର

    15814
    Sep 24, 2026
  • ସିକ୍କିମର ରିମ୍ବି ଅଞ୍ଚଳରେ ଭୂସ୍ଖଳନ, ପର୍ବତ ଢାଲରୁ ପ୍ରବାହିତ ହେଉଛି ବହୁ ପରିମାଣରେ କାଦୁଅ ଏବଂ ଭଗ୍ନାବଶେଷ

    13334
    Sep 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In