Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଜ ରାଜନୈତିକ ଯାତ୍ରାର ଅନୁଭୂତି ବଖାଣି ...

  • RBI ରେପୋ ରେଟ୍‌କୁ 25 ବେସିସ୍ ପଏଣ୍ଟ ବୃଦ୍ଧି ...

  • ଏୟାର ମାର୍ଶାଲ ଆଶୁତୋଷ ଦୀକ୍ଷିତଙ୍କୁ ...

  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ...

  • ଫିଜିକ୍ସରେ ନୋବଲ୍ ପୁରସ୍କାର ପାଇବେ ...

  • ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ...

  • ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼

  • ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ...

  • ସୁପ୍ରିମକୋର୍ଟରେ ନୂତନ ବିଚାରପତି ...

  • କୁନୋରେ ୫ ଚିତା ଛୁଆଙ୍କ ଜନ୍ମ

ରାଜ୍ୟ
Home ›› ରାଜ୍ୟ ››ଗରିବ ଲୋକଙ୍କ କଲ୍ଯାଣ କାର୍ଯ୍ୟକ୍ରମ ମତେ ସବୁଠାରୁ ଅଧିକ ସନ୍ତୋଷ ଦେଇଥାଏ - ମୁଖ୍ୟମନ୍ତ୍ରୀ

ଗରିବ ଲୋକଙ୍କ କଲ୍ଯାଣ କାର୍ଯ୍ୟକ୍ରମ ମତେ ସବୁଠାରୁ ଅଧିକ ସନ୍ତୋଷ ଦେଇଥାଏ - ମୁଖ୍ୟମନ୍ତ୍ରୀ

2021-07-10 01:01:38
15547
Share:
Facebook
Twitter
E-Mail
WhatsApp
Telegram
ଗରିବ ଲୋକଙ୍କ କଲ୍ଯାଣ କାର୍ଯ୍ୟକ୍ରମ ମତେ ସବୁଠାରୁ ଅଧିକ ସନ୍ତୋଷ ଦେଇଥାଏ - ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଙ୍ଗ ଜରିଆରେ ରାଜ୍ୟର ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ନିୟୋଜିତ ଶ୍ରମିକ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି । ଏଥିରେ ଏପ୍ରିଲରୁ ଜୁନ ମାସ ପର୍ଯ୍ୟନ୍ତ ଏହି ତିନିମାସ ମଧ୍ୟରେ କାମ କରିଥିବା ଶ୍ରମିକ ମାନଙ୍କୁ ସେମାନଙ୍କର ପ୍ରତ୍ଯେକ ଦିନର ମଜୁରି ସହିତ ଆଉ ଅତିରିକ୍ତ 50 ଟଙ୍କା ପ୍ରଦାନ କରାଗଲା। ଏହା ହିତାଧିକାରୀଙ୍କ ବ୍ଯାଙ୍କ ଆକାଉଣ୍ଟ ରେ ଜମା କରାଗଲା   । ଏହାଦ୍ବାରା ପ୍ରତ୍ଯେକ ଶ୍ରମିକ 4500 ଟଙ୍କା ପର୍ଯ୍ୟନ୍ତ ଅତିରିକ୍ତ ମଜୁରି ପାଇଛନ୍ତି । ସମୁଦାୟ ୩୨ ଲକ୍ଷ ଶ୍ରମିକ ୩୫୨ କୋଟି ଟଙ୍କାର ସହାୟତା ପାଇଲେ । 

    

ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଲେ ଯେ ଗରିବ ଲୋକଙ୍କ ପାଇଁ ମୋ ହୃଦୟରେ ସବୁବେଳେ ସ୍ଵତନ୍ତ୍ର ସ୍ଥାନ ରହିଛି । ଗରିବ ଲୋକଙ୍କ  କାର୍ଯ୍ୟକ୍ରମ ମୋତେ ଅଧିକ ସନ୍ତୋଷ ଦେଇଥାଏ ବୋଲି ମୁଖ୍ୟ ମନ୍ତ୍ରୀ ମତବ୍ୟକ୍ତ କରିଥିଲେ ଏବଂ ଆଜିର ଏହି ସହାୟତା ସେମାନଙ୍କ ପରିବାରର ଆର୍ଥିକ ଅସୁବିଧା ଦୂର କରିବାରେ ସାହାଜଯ କରିବା ବୋଲି ଆଶା ପ୍ରକାଶ କରିଥିଲେ ।  ଗରିବ ଲୋକଙ୍କ ପାଇଁ ଏହିପରି ଉଦ୍ୟମ ଜାରି ରହିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଜିଲ୍ଲା ସ୍ତରରେ ଅଧିକ ଶ୍ରମଦିବସ ସୃଷ୍ଟି କରି ଗରିବ ଲୋକଙ୍କ ରୋଜଗାର ଦେବା  ପାଇଁ  କାମ କରିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ । 


ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ କୋଭିଡର ଦ୍ଵିତୀୟ ଲହରରେ  ଗରିବ ଲୋକଙ୍କ ଅସୁବିଧା ଦୂର କରିବା ପାଇଁ  ୧୬୯୦ କୋଟି ଟଙ୍କାର ସ୍ଵତନ୍ତ୍ର କୋଭିଡ ସହାୟତା ଘୋଷଣା କରିଛନ୍ତି । ଏଥିରେ ଶ୍ରମିକ ମାନଙ୍କ ପାଇଁ ମଧ୍ୟ ୩୫୨ କୋଟି ଟଙ୍କାର ସହାୟତା ରହିଛି । MGNREGS ରେ ଗତବର୍ଷ ୨୦ କୋଟି ଶ୍ରମ ଦିବସ ସୃଷ୍ଟି ହୋଇଥିବା ବେଳେ ଚଳିତ ବର୍ଷ ଏ ପର୍ଯ୍ୟନ୍ତ ୭ କୋଟି ଶ୍ରମ ଦିବସ ସୃଷ୍ଟି ହୋଇ ପାରିଛି ଏବଂ ବର୍ଷ ଶେଷ ସୁଧା ୨୫ କୋଟି ଶ୍ରମ ଦିବସ ସୃଷ୍ଟି ପାଇଁ ଲକ୍ଷ ରଖା ଯାଇଛି । 


ମୁଖ୍ୟମନ୍ତ୍ରୀ କହିଥିଲେ ଯେ  ଗତ ଏକ ବର୍ଷ ଧରି ଆମର କୋଭିଡ ଲଢେଇ ମଧ୍ୟରେ ଲକଡାଉନ ସଟଡାଉନ ଯୋଗୁଁ ଗରିବ ଲୋକଙ୍କ ରୋଜଗାର କମିଛି । ତେଣୁ ଲୋକଙ୍କ ଜୀବିକା ଉପରେ ଧ୍ୟାନ ଦେଇ ରାଜ୍ୟ ସରକାର ଚାଷୀ , ଶ୍ରମିକ , ଦୁଗ୍ଧ ଚାଷୀ , ଉଠା ଦୋକାନୀ ସମସ୍ତଙ୍କ ପାଇଁ ୧୬୯୦ କୋଟି ଟଙ୍କାର ପ୍ଯାକେଜ ଘୋଷଣା କରିଛନ୍ତି ବୋଲି ସେ କହିଥିଲେ । କରୋନାର ଦ୍ଵିତୀୟ  ଲହର ସମ୍ପୁର୍ଣ୍ଣ ଶେଷ ହୋଇନାହିଁ ବୋଲି ଦୋହରାଇ ସେ ସମସ୍ତଙ୍କୁ ଟୀକା ନେବାକୁ ଓ କୋଭିଡ ନିୟମ ମାନିବାକୁ ଅନୁରୋଧ କରିଥିଲେ। 

ଏହି ଅବସରରେ ପଞ୍ଚାଯତରାଜ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା ଗରିବ  କୃଷକ ଶ୍ରମିକ ମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପ ଗ୍ରାମ୍ୟ ଅର୍ଥନୀତି କୁ ସୁଦୃଢ କରିବ ବୋଲି ସେ କହିଥିଲେ  । 

ଏହି କାର୍ଯ୍ୟକ୍ରମରେ ଡାବୁଗାଁ ବିଧାୟକ ଶ୍ରୀ ମନୋହର ରନ୍ଧାରି, ନୂଆପଡା ବିଧାୟକ ଶ୍ରୀ ରାଜେନ୍ଦ୍ର ଢୋଲକିଆ ଏବଂ ରାଉରକେଲା ବିଧାୟକ  ଶ୍ରୀ ସାରଦା ନାୟକ ପ୍ରମୁଖ ଯୋଗ ଦେଇ ବିଭିନ୍ନ ବିକାଶ ଓ ଜନ କଲ୍ଯାଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଦୁରଦୃଷ୍ଟି ସମ୍ପନ୍ନ ନେତୃତ୍ବର ଉଚ୍ଚ ପ୍ରଶଂସା କରିଥିଲେ । 


ଏହି କାର୍ଯ୍ୟକ୍ରମରେ ରାଜ୍ୟର ୩୧୪ ଟି ବ୍ଲକର MGNREGS ଶ୍ରମିକ ମାନେ ଭିଡିଓ କନଫରେନସିଙ୍ଗ ଯୋଗେ ଯୋଡି ହୋଇଥିଲେ ।  ଗଞ୍ଜାମର ନିକି ଆମ୍ମା ଓ କୈଳାଶ ଗଉଡ  , କୋରାପୁଟର ସୁରେଶ ବାଖିଆ, ତପନ କୁମାର ନାଗ ,  କଳାହାଣ୍ଡିର ସିତି ପୂଜାରୀ ଓ ଗଜ ମାଝି  ଓ ମୟୂରଭଞ୍ଜରଶିବରାମ ସୋରେନ ଓ ସୁକାନ୍ତି ମୁର୍ମୁ ପ୍ରମୁଖ କେତେ ଜଣ ହିତାଧିକାରୀ ଏହି ସହାୟତା ପାଇଁ  ମୁଖ୍ୟମନ୍ତ୍ରୀଙ୍କ ପ୍ରତି ସେମାନଙ୍କର କୃତଜ୍ଞତା ପ୍ରକାଶ କରିଥିଲେ। ଏହି ସହାୟତା କୋଭିଡ ସମୟରେ ସେମାନଙ୍କୁ ବିଶେଷ ସାହାଜ୍ଯ କରିବ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ଜଣାଇଥିଲେ । 


କାର୍ଯ୍ୟକ୍ରମ ସମ୍ପର୍କରେ ଏକ ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା । 

    

ମୁଖ୍ୟମନ୍ତ୍ରୀଙ୍କ ସଚିବ(5T) ଶ୍ରୀ ଭି . କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ । 

ଏହି  କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର , ଉନ୍ନୟନ କମିଶନର , କୃଷି ଉତ୍ପାଦନ କମିଶନର, ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ  ଏବଂ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Powered by Froala Editor

Tags Chief Minister, Naveen Patnaik, Odisha

Related articles Odisha News Lens 4.1

  • RBI ରେପୋ ରେଟ୍‌କୁ 25 ବେସିସ୍ ପଏଣ୍ଟ ବୃଦ୍ଧି କରିଛି
    ଦେଶ-ଦେଶାନ୍ତର

    RBI ରେପୋ ରେଟ୍‌କୁ 25 ବେସିସ୍ ପଏଣ୍ଟ ବୃଦ୍ଧି କରିଛି

    15176
    Oct 07, 2026
  • ସୁପ୍ରିମକୋର୍ଟରେ ନୂତନ ବିଚାରପତି ନିଯୁକ୍ତି
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ନୂତନ ବିଚାରପତି ନିଯୁକ୍ତି

    15001
    Oct 06, 2026
  • ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ବିପଦ, ବେଲବନ ଆଶ୍ରମକୁ ଚାଲି ଗଲେ
    ଦେଶ-ଦେଶାନ୍ତର

    ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ବିପଦ, ବେଲବନ ଆଶ୍ରମକୁ ଚାଲି ଗଲେ

    13764
    Oct 06, 2026
  • ନିଜ ରାଜନୈତିକ ଯାତ୍ରାର ଅନୁଭୂତି ବଖାଣି ମୋଦି କହିଲେ ଏହା
    ଦେଶ-ଦେଶାନ୍ତର

    ନିଜ ରାଜନୈତିକ ଯାତ୍ରାର ଅନୁଭୂତି ବଖାଣି ମୋଦି କହିଲେ ଏହା

    14856
    Oct 07, 2026
  • ଫିଜିକ୍ସରେ ନୋବଲ୍ ପୁରସ୍କାର ପାଇବେ ଫାନ୍ସିସ ହାଲ୍‌ଜେନ
    ଦେଶ-ଦେଶାନ୍ତର

    ଫିଜିକ୍ସରେ ନୋବଲ୍ ପୁରସ୍କାର ପାଇବେ ଫାନ୍ସିସ ହାଲ୍‌ଜେନ

    14344
    Oct 06, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି
    ବାଣିଜ୍ୟ

    ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15138
    Oct 06, 2026
  • ଏୟାର ମାର୍ଶାଲ ଆଶୁତୋଷ ଦୀକ୍ଷିତଙ୍କୁ ବାୟୁସେନା ମୁଖ୍ୟ ଭାବେ ନିଯୁକ୍ତ କଲେ କେନ୍ଦ୍ର ...
    ଦେଶ-ଦେଶାନ୍ତର

    ଏୟାର ମାର୍ଶାଲ ଆଶୁତୋଷ ଦୀକ୍ଷିତଙ୍କୁ ବାୟୁସେନା ମୁଖ୍ୟ ଭାବେ ନିଯୁକ୍ତ କଲେ କେନ୍ଦ୍ର ...

    15646
    Oct 07, 2026
  • ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ଭାବେ ନିଯୁକ୍ତ କଲେ ମାୟାବତୀ
    ଦେଶ-ଦେଶାନ୍ତର

    ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ଭାବେ ନିଯୁକ୍ତ କଲେ ମାୟାବତୀ

    14465
    Oct 06, 2026
  • କୁନୋରେ ୫ ଚିତା ଛୁଆଙ୍କ ଜନ୍ମ
    ଦେଶ-ଦେଶାନ୍ତର

    କୁନୋରେ ୫ ଚିତା ଛୁଆଙ୍କ ଜନ୍ମ

    15255
    Oct 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    RBI ରେପୋ ରେଟ୍‌କୁ 25 ବେସିସ୍ ପଏଣ୍ଟ ବୃଦ୍ଧି କରିଛି

    15176
    Oct 07, 2026
  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ନୂତନ ବିଚାରପତି ନିଯୁକ୍ତି

    15001
    Oct 06, 2026
  • ଦେଶ-ଦେଶାନ୍ତର

    ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ଭାବେ ନିଯୁକ୍ତ କଲେ ମାୟାବତୀ

    14465
    Oct 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17159
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17850
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17811
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18226
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14377
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14499
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15513
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14187
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15923
    Sep 23, 2026

ବାଣିଜ୍ୟ

ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

ଶିଳ୍ପ-ପ୍ରାସଙ୍ଗିକ ଦକ୍ଷତା ଏବଂ ଅର୍ଥପୂର୍ଣ୍ଣ ସୁଯୋଗ ଓଡ଼ିଶା ଏବଂ ଛତିଶଗଡ଼ରେ ଯୁବକମାନଙ୍କୁ ଉଜ୍ଜ୍ୱଳ ଭବିଷ୍ୟତ ନିର୍ମାଣ କରିବାରେ ସାହାଯ୍ୟ କରୁଛି

ଭୁବନେଶ୍ୱର, ଅକ୍ଟୋବର ୬: ଗ୍ରାମାଞ୍ଚଳର ଯୁବକମାନ ...

  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14012
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15391
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15056
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14406
    Sep 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନିଜ ରାଜନୈତିକ ଯାତ୍ରାର ଅନୁଭୂତି ବଖାଣି ମୋଦି କହିଲେ ଏହା

    14856
    Oct 07, 2026
  • ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ଭାବେ ନିଯୁକ୍ତ କଲେ ମାୟାବତୀ

    14465
    Oct 06, 2026
  • ଫିଜିକ୍ସରେ ନୋବଲ୍ ପୁରସ୍କାର ପାଇବେ ଫାନ୍ସିସ ହାଲ୍‌ଜେନ

    14344
    Oct 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In