Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ...

  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

  • ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ...

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ...

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ନିଖୋଜ ଖବର ଭିତ୍ତିହୀନ, ମୁଁ ସମ୍ପୂର୍ଣ୍ଣ ସୁସ୍ଥ : ଜୁଏଲ

ନିଖୋଜ ଖବର ଭିତ୍ତିହୀନ, ମୁଁ ସମ୍ପୂର୍ଣ୍ଣ ସୁସ୍ଥ : ଜୁଏଲ

2025-05-06 17:43:56
14898
Share:
Facebook
Twitter
E-Mail
WhatsApp
Telegram
ନିଖୋଜ ଖବର ଭିତ୍ତିହୀନ, ମୁଁ ସମ୍ପୂର୍ଣ୍ଣ ସୁସ୍ଥ : ଜୁଏଲ

କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ ଦିଲ୍ଲୀରୁ ଜବଲପୁର ଯାଉଥିବା ଟ୍ରେନରୁ ନିଖୋଜ ହୋଇଥିବା ଖବର ମିଳିଥିଲା। ପରେ ସେ ଅନ୍ୟ ଏକ ଟ୍ରେନରେ ମିଳିଛନ୍ତି। ରିପୋର୍ଟ ଅନୁଯାୟୀ, ଓଡ଼ିଶାର ସୁନ୍ଦରଗଡ଼ ଲୋକସଭା ନିର୍ବାଚନ ମଣ୍ଡଳୀର ପ୍ରତିନିଧି ତଥା ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ମେ ୩ (ଶନିବାର) ଦିଲ୍ଲୀର ହଜରତ ନିଜାମୁଦ୍ଦିନ ରେଳ ଷ୍ଟେସନରୁ ଗୋଣ୍ଡୱାନା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ଆରମ୍ଭ କରିଥିଲେ। ମେ ୪ (ରବିବାର) ସକାଳେ ମଧ୍ୟପ୍ରଦେଶର ଦାମୋହ ରେଳ ଷ୍ଟେସନରେ ତାଙ୍କୁ ତାଙ୍କ ବର୍ଥରୁ ନିଖୋଜ ଥିବା ଜଣାପଡ଼ିଥିଲା।

ରେଳ କର୍ତ୍ତୃପକ୍ଷ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି କେନ୍ଦ୍ର ମନ୍ତ୍ରୀଙ୍କୁ ଖୋଜିବା ପାଇଁ ଏକ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ତିନି ଘଣ୍ଟାର ଖୋଜାଖୋଜି ପରେ, ସେ ମଧ୍ୟପ୍ରଦେଶର ସିହୋରା ରୋଡ ରେଳ ଷ୍ଟେସନରେ, ପ୍ରାୟ ୧୬୨ କିଲୋମିଟର ଦୂରରେ, ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସ ଟ୍ରେନରେ ଆହତ ଅବସ୍ଥାରେ ମିଳିଥିଲେ।

କେନ୍ଦ୍ରମନ୍ତ୍ରୀଙ୍କ ଏହି ନିଖୋଜ ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ଶେଷରେ ପ୍ରତିକ୍ରିୟା ରଖିଛନ୍ତି ଖୋଦ୍ ଜୁଏଲ ଓରାମ। ନିଜ ସୋସିଆଲ ମିଡିଆ ଏକ୍ସ ଏବଂ ଫେସବୁକରେ ପୋଷ୍ଟ କରି ସେ ସମ୍ପୂର୍ଣ୍ଣ ସୁସ୍ଥ ଥିବା ଏବଂ ସେ ଜବଲପୁରରେ କାର୍ଯ୍ୟକ୍ରମ ସାରି ଗତକାଲି ରାତିରେ ଦିଲ୍ଲୀ ଫେରିଆସି ନିଜ ବିଭାଗର ଗୁରୁତ୍ବପୂର୍ଣ୍ଣ ବୈଠକରେ ସାମିଲ ହୋଇଥିବା ସୂଚନା ଦେଇଛନ୍ତି। 

'ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି, ମୋ ସ୍ବାସ୍ଥ୍ୟକୁ ନେଇ ହୋଇଥିବା ଗୁଜବ ସମ୍ପୂର୍ଣ୍ଣ ଭିତ୍ତିହୀନ ଏବଂ ଭ୍ରମାତ୍ମକ। ମୁଁ ସମସ୍ତଙ୍କୁ ସତ୍ୟ ଆଧାରିତ ତଥ୍ୟ ଉପରେ ଧ୍ୟାନ ଦେବାକୁ ଅନୁରୋଧ କରୁଛି ଏବଂ ମୁଁ ମୋ କାମ ପ୍ରତି ପୂରାପୂରି ସମର୍ପିତ ଅଛି...' କହି ଚଳନ୍ତା ଟ୍ରେନରୁ କେନ୍ଦ୍ରମନ୍ତ୍ରୀ ନିଖୋଜ ହୋଇଥିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି ଜୁଏଲ ଓରାମ। 

Powered by Froala Editor

Tags juel

Related articles Odisha News Lens 4.1

  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ
    ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15207
    Oct 19, 2026
  •  ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ
    ଦେଶ-ଦେଶାନ୍ତର

    ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    15216
    Oct 18, 2026
  • ଆଖି ଭ୍ରୁଲତାରେ ଦାନ୍ତ
    ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    14890
    Oct 19, 2026
  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    15119
    Oct 17, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    14074
    Oct 18, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15570
    Oct 19, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ
    ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14510
    Oct 17, 2026
  •  ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ
    ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    14040
    Oct 18, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା
    ବିଶେଷ

    ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14462
    Oct 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15570
    Oct 19, 2026
  • ବିଶେଷ

    ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14462
    Oct 18, 2026
  • ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    14890
    Oct 19, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17196
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17891
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17838
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18260
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14462
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15379
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14717
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14816
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15817
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14625
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13992
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15110
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15818
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14462
    Oct 18, 2026
  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15207
    Oct 19, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14510
    Oct 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In