Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଫେବୃୟାରୀ ମାସ ସୁଦ୍ଧା କିଡ୍‌ନୀ ...

  • ପିଲାମାନଙ୍କ ହାତରୁ ରାଖି ବାନ୍ଧି ...

  • ମୁସ୍କାନ ହତ୍ୟାକାଣ୍ଡରେ ମୁଖ୍ୟ ଅଭିଯୁକ୍ତ ...

  • ମହାପ୍ରଳୟରେ ଖିନଭିନ୍ ନେପାଳ, ...

  • ଗ୍ରାଣ୍ଡ ଚେସ୍ ଟୁର୍ ଟାଇଟଲ୍ ଜିତିଲେ ଆର୍. ...

  • ଚୋର ନେଇଗଲେ ୩୦ କେଜି ଚିନି

  • ନେପାଳରେ ତାଣ୍ଡବ ରଚିଛି ପ୍ରଳୟଙ୍କରୀ ...

  • ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ ...

  • ରାତି ୧୨ରୁ ସକାଳ ୬ଟା ଯାଏଁ ଚାଲିବନି Insta-Facebook

  • ୪ ଲକ୍ଷ ଟଙ୍କାର ଗହଣା ନେଇଗଲା କୁକୁର

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଆତଙ୍କବାଦୀଙ୍କ ଅନ୍ତିମ ସଂସ୍କାରରେ ସାମିଲ ହେଲେ ପାକିସ୍ତାନ ସେନା ଅଧିକାରୀ

ଆତଙ୍କବାଦୀଙ୍କ ଅନ୍ତିମ ସଂସ୍କାରରେ ସାମିଲ ହେଲେ ପାକିସ୍ତାନ ସେନା ଅଧିକାରୀ

2025-05-07 17:45:56
15688
Share:
Facebook
Twitter
E-Mail
WhatsApp
Telegram
ଆତଙ୍କବାଦୀଙ୍କ ଅନ୍ତିମ ସଂସ୍କାରରେ ସାମିଲ ହେଲେ ପାକିସ୍ତାନ ସେନା ଅଧିକାରୀ

ଭାରତର 'ଅପରେସନ ସିନ୍ଦୁର'ରେ ହୋଇଥିବା ଷ୍ଟ୍ରାଇକରେ ସଫା ହୋଇଯାଇଛନ୍ତି ପାକିସ୍ତାନୀ ଆତଙ୍କବାଦୀ । ଆକ୍ରମଣରେ ନିହତ ହୋଇଥିବା ଆତଙ୍କବାଦୀଙ୍କୁ କବର ଦେବା ସମୟରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି। ବିଶେଷ କରି ପାକିସ୍ତାନୀ ସେନାର ଯବାନମାନେ ଆତଙ୍କବାଦୀଙ୍କ ମୃତଦେହକୁ କବର ଦେବାକୁ ନେଇଥିବାବେଳେ ପାକିସ୍ତାନୀ ସେନାର ବରିଷ୍ଠ ଅଧିକାରୀମାନେ ଶେଷ ବିଦାୟ ଜଣାଇଥିଲେ ।

ପହଲଗାମ୍ ଆତଙ୍କୀ ଆକ୍ରମଣ ହେଉ କିମ୍ୱା ପୂର୍ବରୁ ହୋଇଥିବା ଅନେକ ଆତଙ୍କୀ ହମଲା ପଛରେ ପାକିସ୍ତାନର ହାତ ଅଛି ବୋଲି ଦାବି ହୁଏ। କିନ୍ତୁ ପାକିସ୍ତାନ ଏହାକୁ ସିଧାସଳଖ ମନା କରିଦିଏ। କିନ୍ତୁ ଅପରେସନ ସିନ୍ଦୂରରେ ପ୍ରାଣ ହରାଇ ଥିବା ଆତଙ୍କବାଦୀଙ୍କ ଅନ୍ତିମ ଶୋଭାଯାତ୍ରାରେ ପାକ୍ ସେନାଅଧିକାରୀ ଯୋଗ ଦେବା ପରେ ଏହା ପ୍ରମାଣତି କରୁଛି କି, ପାକିସ୍ତାନ କିପରି ଆତଙ୍କବାଦୀଙ୍କୁ ସୁରକ୍ଷା ଦିଏ।

କେବଳ ସେତିକି ନୁହେଁ ଆତଙ୍କବାଦୀଙ୍କ ମୃତଦେହକୁ ମଧ୍ୟ କାନ୍ଧ ଦେଇଛନ୍ତି ପାକ୍ ସେନା ଅଧିକାରୀ। ମୃତ ଆତଙ୍କବାଦୀଙ୍କ ଅନ୍ତିମ ସଂସ୍କାର ପାଇଁ ଏହି ଶୋଭାଯାତ୍ରା ବାହାର କରାଯାଇଛି।

ମୋଟାମୋଟି କହିବାକୁ ଗଲେ ପାକିସ୍ତାନୀ ସେନା ଓ ସରକାରଙ୍କ ନଜରରେ ଭାରତ ବିରୋଧରେ ଲଢେଇ କରୁଥିବା ଆତଙ୍କବାଦୀମାନେ ହେଉଛନ୍ତି ଜଣେ ଜଣେ ବୀର ।ଯେଉଁମାନେ ନିରୀହଙ୍କୁ ହତ୍ୟା କରିବା ଓ କାପୁରୁଷ ଭଳି ଲୁଚି ଛପି ଭାରତ ସୀମାରେ ପଶିବା ଭଳି କାମ କରନ୍ତି ।

Powered by Froala Editor

Tags pak

Related articles Odisha News Lens 4.1

  • ଚୋର ନେଇଗଲେ ୩୦ କେଜି ଚିନି
    ଦେଶ-ଦେଶାନ୍ତର

    ଚୋର ନେଇଗଲେ ୩୦ କେଜି ଚିନି

    13710
    Aug 28, 2026
  • ଫେବୃୟାରୀ ମାସ ସୁଦ୍ଧା କିଡ୍‌ନୀ ପ୍ରତିରୋପଣ ଅପେକ୍ଷାରେ ୬୧,୬୬୮ ରୋଗୀ
    ଦେଶ-ଦେଶାନ୍ତର

    ଫେବୃୟାରୀ ମାସ ସୁଦ୍ଧା କିଡ୍‌ନୀ ପ୍ରତିରୋପଣ ଅପେକ୍ଷାରେ ୬୧,୬୬୮ ରୋଗୀ

    13658
    Aug 28, 2026
  • ମୁସ୍କାନ ହତ୍ୟାକାଣ୍ଡରେ ମୁଖ୍ୟ ଅଭିଯୁକ୍ତ ଇମ୍ରାନ୍‌କୁ ଏନକାଉଣ୍ଟର
    ଅପରାଧ

    ମୁସ୍କାନ ହତ୍ୟାକାଣ୍ଡରେ ମୁଖ୍ୟ ଅଭିଯୁକ୍ତ ଇମ୍ରାନ୍‌କୁ ଏନକାଉଣ୍ଟର

    14551
    Aug 28, 2026
  • ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ ଏବଂ କୋ-ପାଇଲଟ୍‌ଙ୍କ ମୃତ
    ଦେଶ-ଦେଶାନ୍ତର

    ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ ଏବଂ କୋ-ପାଇଲଟ୍‌ଙ୍କ ମୃତ

    14852
    Aug 27, 2026
  • ନେପାଳରେ ତାଣ୍ଡବ ରଚିଛି ପ୍ରଳୟଙ୍କରୀ ବନ୍ୟା, 160 ମୃତ
    ଦେଶ-ଦେଶାନ୍ତର

    ନେପାଳରେ ତାଣ୍ଡବ ରଚିଛି ପ୍ରଳୟଙ୍କରୀ ବନ୍ୟା, 160 ମୃତ

    14944
    Aug 27, 2026
  • ୪ ଲକ୍ଷ ଟଙ୍କାର ଗହଣା ନେଇଗଲା କୁକୁର
    ଦେଶ-ଦେଶାନ୍ତର

    ୪ ଲକ୍ଷ ଟଙ୍କାର ଗହଣା ନେଇଗଲା କୁକୁର

    15682
    Aug 27, 2026
  • ଗ୍ରାଣ୍ଡ ଚେସ୍ ଟୁର୍ ଟାଇଟଲ୍ ଜିତିଲେ ଆର୍. ପ୍ରଜ୍ଞାନନନ୍ଦ
    ଖେଳ ଖବର

    ଗ୍ରାଣ୍ଡ ଚେସ୍ ଟୁର୍ ଟାଇଟଲ୍ ଜିତିଲେ ଆର୍. ପ୍ରଜ୍ଞାନନନ୍ଦ

    13419
    Aug 28, 2026
  • ରାତି ୧୨ରୁ ସକାଳ ୬ଟା ଯାଏଁ ଚାଲିବନି Insta-Facebook
    ଦେଶ-ଦେଶାନ୍ତର

    ରାତି ୧୨ରୁ ସକାଳ ୬ଟା ଯାଏଁ ଚାଲିବନି Insta-Facebook

    14403
    Aug 27, 2026
  • ପିଲାମାନଙ୍କ ହାତରୁ ରାଖି ବାନ୍ଧି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ
    ଦେଶ-ଦେଶାନ୍ତର

    ପିଲାମାନଙ୍କ ହାତରୁ ରାଖି ବାନ୍ଧି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ

    14859
    Aug 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଖେଳ ଖବର

    ଗ୍ରାଣ୍ଡ ଚେସ୍ ଟୁର୍ ଟାଇଟଲ୍ ଜିତିଲେ ଆର୍. ପ୍ରଜ୍ଞାନନନ୍ଦ

    13419
    Aug 28, 2026
  • ଅପରାଧ

    ମୁସ୍କାନ ହତ୍ୟାକାଣ୍ଡରେ ମୁଖ୍ୟ ଅଭିଯୁକ୍ତ ଇମ୍ରାନ୍‌କୁ ଏନକାଉଣ୍ଟର

    14551
    Aug 28, 2026
  • ଦେଶ-ଦେଶାନ୍ତର

    ନେପାଳରେ ତାଣ୍ଡବ ରଚିଛି ପ୍ରଳୟଙ୍କରୀ ବନ୍ୟା, 160 ମୃତ

    14944
    Aug 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17056
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17691
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17730
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18126
    Sep 06, 2023

ବିଶେଷ

  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14509
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13906
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15291
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15648
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16177
    Aug 17, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14453
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15981
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14016
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14282
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗ୍ରାଣ୍ଡ ଚେସ୍ ଟୁର୍ ଟାଇଟଲ୍ ଜିତିଲେ ଆର୍. ପ୍ରଜ୍ଞାନନନ୍ଦ

    13419
    Aug 28, 2026
  • ଚୋର ନେଇଗଲେ ୩୦ କେଜି ଚିନି

    13710
    Aug 28, 2026
  • ରାତି ୧୨ରୁ ସକାଳ ୬ଟା ଯାଏଁ ଚାଲିବନି Insta-Facebook

    14403
    Aug 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In