Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, April 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ...

  • ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ...

  • ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ...

  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ...

  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ...

  • ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ...

  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ...

  • ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ...

  • ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ

  • ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ...

Home ›› ››ଏମିତି କରି ଶରୀରରୁ ଲିଭାନ୍ତୁ ପୋଡା ଚିହ୍ନ ଓ ଦାଗ

ଏମିତି କରି ଶରୀରରୁ ଲିଭାନ୍ତୁ ପୋଡା ଚିହ୍ନ ଓ ଦାଗ

2021-07-10 05:10:23
15772
Share:
Facebook
Twitter
E-Mail
WhatsApp
Telegram
ଏମିତି କରି ଶରୀରରୁ ଲିଭାନ୍ତୁ ପୋଡା ଚିହ୍ନ ଓ ଦାଗ

ଆଜିକାଲି ଶରୀରରେ ଦାଗ ଦୂରେଇବାକୁ ଅନେକ ଜିନିଷର ବ୍ୟବହାର କରୁଛନ୍ତି । ଅନେକ ଲୋକ ମାର୍କେଟରେ ମିଳୁଥିବା କିଛି କେମିକାଲ ପ୍ରଡକ୍ଟର ବ୍ୟବହାର କରିଥାନ୍ତି, ଯାହା ସ୍କିନରେ ଖରାପ ପ୍ରଭାବ ପକାଇଥାଏ । ଆପଣ ଜାଣନ୍ତି କି ଘରୋଇ ଉପାୟରେ ମଧ୍ୟ ଆପଣ ଭଲ ଭାବେ ଶରୀରରୁ ଦାଗ ଦୂରେଇଥାଏ । କିନ୍ତୁ ଏଥିରେ ଅଲଗା ଅଲଗା କ୍ଷତ ଚିହ୍ନ ପାଇଁ ଅଲଗା ଅଲଗା ଉପଚାର କରିବାକୁ ପଡିଥାଏ । ଯେମିତିକି କଟା ଦାଗ ଠାରୁ ପୋଡା ଦାଗ ପାଇଁ ଉନ୍ନତମାନର ଚିକିତ୍ସା ଦରକାର ହୋଇଥାଏ । ଆସନ୍ତୁ ଜାଣିବା ସେଗୁଡିକ କଣ ।

ଆଳୁ : ଆଳୁ ଦାଗ ଦୂର କରିବା ପାଇଁ ଅତ୍ୟନ୍ତ ଲାଭଦାୟକ ହୋଇଥାଏ । କ୍ଷତ ଚର୍ମକୁ ବାହାର କରିବା ପାଇଁ ଏହା ଅତ୍ୟନ୍ତ ପ୍ରଭାବଶାଳୀ ହୋଇଥାଏ । ଆଳୁରେ ଆଣ୍ଟିଅକ୍ସିଡାଣ୍ଟ ମିଳିଥାଏ, ଯାହା ବ୍ୟାକ୍ଟେରିଆର ବୃଦ୍ଧିକୁ ରୋକିଥାଏ । ତେଣୁ ପ୍ରତିଦିନ ଆଳୁ ଚୋପାକୁ କ୍ଷେତ ସ୍ଥାନରେ ଘସିବା ଦ୍ୱାରା ଦାଗ ଚାଲିଯାଇଥାଏ ।

ମେଥି ମଞ୍ଜି : ମେଥିମଞ୍ଜିରେ ଅନେକ କାରୋଟିନଏଡ୍ ମଧ୍ୟ ଥାଏ, ଯାହା ଏକ ପ୍ରକାର ଆଣ୍ଟିଅକ୍ସିଡାଣ୍ଟ । ତେଣୁ ମେଥି ମଞ୍ଜିକୁ ବାଟି ପୋଡି ଯାଇଥିବା ସ୍ଥାନରେ ଲଗାଇଲେ ଦାଗ ଧିରେ ଅଦୃଶ୍ୟ ହେବାରେ ଲାଗିଥାଏ । ଏହା ଦାଗ ଦୂର କରିବାରେ ସାହାଯ୍ୟ କରିଥାଏ । ତେଣୁ ଏହି ପାଉଡର ପେଷ୍ଟକୁ ପ୍ରତିଦିନ ହାଲୁକା ହାତରେ ଲଗାନ୍ତୁ ।

ଲେମ୍ବୁ ଓ ଟମାଟୋ: ଲେମ୍ବୁ ରସ ଚିହ୍ନ ଦୂର କରିବା ପାଇଁ ଅତ୍ୟନ୍ତ ଲାଭଦାୟକ ହୋଇଥାଏ । ଲେମ୍ବୁରେ ଆଲଫା ହାଇଡ୍ରୋକ୍ସି ଏସିଡ ଥାଏ, ଯାହାକି ପୋଡାଜଳାର ପୁରୁଣା ଦାଗ ଦୂର କରିବାରେ ମଧ୍ୟ ସାହାଯ୍ୟ କରିଥାଏ । ପ୍ରଥମେ ଦାଗ ସ୍ଥାନକୁ ପାଣିରେ ଭଲ ଭାବେ ଧୁଅନ୍ତୁ । ତାପରେ ଏହି ରସକୁ ସେଠାରେ ଲଗାନ୍ତୁ । ପରେ ଏକ କପଡାକୁ ସେହି ରସରେ ଭିଜାଇ କ୍ଷତ ସ୍ଥାନରେ ୧୦ ରୁ ୧୫ ମିନଟ ରଖନ୍ତୁ । ଦେଖିବେ କିଛି ଦିନ ପରେ ଏହି ଦାଗ ଦୂର ହୋଇଯିବ ।

ବାଦାମ ତେଲ : ବାଦାମ ତେଲ ତ୍ୱଚା ପାଇଁ ଅତ୍ୟନ୍ତ ଲାଭଦାୟକ ହୋଇଥାଏ । ଏଥିରେ ଭିଟାମିନ-ଇ ଥାଏ । ଯାହା ଚର୍ମକୁ ପରିଷ୍କାର ଓ ନରମ ରଖିବାରେ ସାହାଯ୍ୟ କରିଥାଏ । ଶୋଇବା ପୂର୍ବରୁ କ୍ଷତ ସ୍ଥାନରେ ବାଦାମ ତେଲ ଲଗାଇବା ଦ୍ୱାରା ଚିହ୍ନ ଯଥାଶୀଘ୍ର  ଦୂର ହୋଇଥାଏ ।       

Powered by Froala Editor

Tags Spot remover

Related articles Odisha News Lens 4.1

  •  ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ଉପରେ ଗୁଳିମାଡ଼
    ଦେଶ-ଦେଶାନ୍ତର

    ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ଉପରେ ଗୁଳିମାଡ଼

    14756
    Apr 18, 2026
  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ
    ଦେଶ-ଦେଶାନ୍ତର

    ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ

    15712
    Apr 18, 2026
  • ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ
    ମନୋରଞ୍ଜନ

    ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ

    15796
    Apr 18, 2026
  • ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ ସହ କୁଶପୁତ୍ତଳିକା ଦାହ କଲା ...
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ ସହ କୁଶପୁତ୍ତଳିକା ଦାହ କଲା ...

    13516
    Apr 18, 2026
  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା
    ଦେଶ-ଦେଶାନ୍ତର

    ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା

    15075
    Apr 18, 2026
  • ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ପ୍ରଣାଳୀ
    ଦେଶ-ଦେଶାନ୍ତର

    ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ପ୍ରଣାଳୀ

    15664
    Apr 18, 2026
  • ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର
    ଦେଶ-ଦେଶାନ୍ତର

    ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର

    15200
    Apr 18, 2026
  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର
    ଦେଶ-ଦେଶାନ୍ତର

    ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର

    14384
    Apr 18, 2026
  • ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ହତ୍ୟା

    14298
    Apr 19, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ଚଳଚ୍ଚିତ୍ରକୁ ଇନ୍‌କା ଆୱାର୍ଡ

    15723
    Apr 18, 2026
  • ଦେଶ-ଦେଶାନ୍ତର

    ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ପ୍ରଣାଳୀ

    15664
    Apr 18, 2026
  • ଦେଶ-ଦେଶାନ୍ତର

    ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର

    15200
    Apr 18, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17424
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17478
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17835
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16307
    Apr 03, 2021

ବିଶେଷ

  • ଅସ୍ଥି ମଜଭୁତ କରେ ଖଜୁରି

    15986
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15796
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16153
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14772
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15746
    Apr 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15343
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15074
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15576
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13873
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ଉପରେ ଗୁଳିମାଡ଼

    14756
    Apr 18, 2026
  • ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର

    15200
    Apr 18, 2026
  • ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ ସହ କୁଶପୁତ୍ତଳିକା ଦାହ କଲା ମହିଳା ମୋର୍ଚ୍ଚା

    13516
    Apr 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In