Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ...

  • ତୈଳ ଅଭାବର ପ୍ରଭାବ : ଥାଇଲାଣ୍ଡରେ ...

  • ସୁନା ଓ ରୂପା ଦର କେତେ ଅଛି ଜାଣନ୍ତୁ.....

  • LPG ସଙ୍କଟ : ୮୮ ଲକ୍ଷ ବୁକିଂ

  • ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ

  • ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ...

  • ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...

  • ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍

  • ଗ୍ୟାସ୍ ଆଣିବାକୁ ଯାଇଥିଲେ, ଚାଲିଗଲା ଜୀବନ

  • ସୋନମ ୱାଙ୍ଗଚୁକଙ୍କ ମୁକ୍ତି ନେଇ ...

ରାଜ୍ୟ
Home ›› ରାଜ୍ୟ ››୩୨ ଲକ୍ଷ ଶ୍ରମିକ ପାଇଲେ ୩୫୨ କୋଟି

୩୨ ଲକ୍ଷ ଶ୍ରମିକ ପାଇଲେ ୩୫୨ କୋଟି

2021-07-10 05:17:47
15101
Share:
Facebook
Twitter
E-Mail
WhatsApp
Telegram
୩୨ ଲକ୍ଷ ଶ୍ରମିକ ପାଇଲେ ୩୫୨ କୋଟି

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଙ୍ଗ ଜରିଆରେ ରାଜ୍ୟର ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ନିୟୋଜିତ ଶ୍ରମିକ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି । ଏଥିରେ ଏପ୍ରିଲରୁ ଜୁନ ମାସ ପର୍ଯ୍ୟନ୍ତ ଏହି ତିନିମାସ ମଧ୍ୟରେ କାମ କରିଥିବା ଶ୍ରମିକ ମାନଙ୍କୁ ସେମାନଙ୍କର ପ୍ରତ୍ଯେକ ଦିନର ମଜୁରି ସହିତ ଆଉ ଅତିରିକ୍ତ 50 ଟଙ୍କା ପ୍ରଦାନ କରାଗଲା। ଏହା ହିତାଧିକାରୀଙ୍କ ବ୍ଯାଙ୍କ ଆକାଉଣ୍ଟ ରେ ଜମା କରାଗଲା   । ଏହାଦ୍ବାରା ପ୍ରତ୍ଯେକ ଶ୍ରମିକ 4500 ଟଙ୍କା ପର୍ଯ୍ୟନ୍ତ ଅତିରିକ୍ତ ମଜୁରି ପାଇଛନ୍ତି । ସମୁଦାୟ ୩୨ ଲକ୍ଷ ଶ୍ରମିକ ୩୫୨ କୋଟି ଟଙ୍କାର ସହାୟତା ପାଇଲେ ।
 
ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଲେ ଯେ ଗରିବ ଲୋକଙ୍କ ପାଇଁ ମୋ ହୃଦୟରେ ସବୁବେଳେ ସ୍ଵତନ୍ତ୍ର ସ୍ଥାନ ରହିଛି । ଗରିବ ଲୋକଙ୍କ  କାର୍ଯ୍ୟକ୍ରମ ମୋତେ ଅଧିକ ସନ୍ତୋଷ ଦେଇଥାଏ ବୋଲି ମୁଖ୍ୟ ମନ୍ତ୍ରୀ ମତବ୍ୟକ୍ତ କରିଥିଲେ ଏବଂ ଆଜିର ଏହି ସହାୟତା ସେମାନଙ୍କ ପରିବାରର ଆର୍ଥିକ ଅସୁବିଧା ଦୂର କରିବାରେ ସାହାଜଯ କରିବା ବୋଲି ଆଶା ପ୍ରକାଶ କରିଥିଲେ ।  ଗରିବ ଲୋକଙ୍କ ପାଇଁ ଏହିପରି ଉଦ୍ୟମ ଜାରି ରହିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଜିଲ୍ଲା ସ୍ତରରେ ଅଧିକ ଶ୍ରମଦିବସ ସୃଷ୍ଟି କରି ଗରିବ ଲୋକଙ୍କ ରୋଜଗାର ଦେବା  ପାଇଁ  କାମ କରିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ । 
 
ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ କୋଭିଡର ଦ୍ଵିତୀୟ ଲହରରେ  ଗରିବ ଲୋକଙ୍କ ଅସୁବିଧା ଦୂର କରିବା ପାଇଁ  ୧୬୯୦ କୋଟି ଟଙ୍କାର ସ୍ଵତନ୍ତ୍ର କୋଭିଡ ସହାୟତା ଘୋଷଣା କରିଛନ୍ତି । ଏଥିରେ ଶ୍ରମିକ ମାନଙ୍କ ପାଇଁ ମଧ୍ୟ ୩୫୨ କୋଟି ଟଙ୍କାର ସହାୟତା ରହିଛି । MGNREGS ରେ ଗତବର୍ଷ ୨୦ କୋଟି ଶ୍ରମ ଦିବସ ସୃଷ୍ଟି ହୋଇଥିବା ବେଳେ ଚଳିତ ବର୍ଷ ଏ ପର୍ଯ୍ୟନ୍ତ ୭ କୋଟି ଶ୍ରମ ଦିବସ ସୃଷ୍ଟି ହୋଇ ପାରିଛି ଏବଂ ବର୍ଷ ଶେଷ ସୁଧା ୨୫ କୋଟି ଶ୍ରମ ଦିବସ ସୃଷ୍ଟି ପାଇଁ ଲକ୍ଷ ରଖା ଯାଇଛି । 
 
ମୁଖ୍ୟମନ୍ତ୍ରୀ କହିଥିଲେ ଯେ  ଗତ ଏକ ବର୍ଷ ଧରି ଆମର କୋଭିଡ ଲଢେଇ ମଧ୍ୟରେ ଲକଡାଉନ ସଟଡାଉନ ଯୋଗୁଁ ଗରିବ ଲୋକଙ୍କ ରୋଜଗାର କମିଛି । ତେଣୁ ଲୋକଙ୍କ ଜୀବିକା ଉପରେ ଧ୍ୟାନ ଦେଇ ରାଜ୍ୟ ସରକାର ଚାଷୀ , ଶ୍ରମିକ , ଦୁଗ୍ଧ ଚାଷୀ , ଉଠା ଦୋକାନୀ ସମସ୍ତଙ୍କ ପାଇଁ ୧୬୯୦ କୋଟି ଟଙ୍କାର ପ୍ଯାକେଜ ଘୋଷଣା କରିଛନ୍ତି ବୋଲି ସେ କହିଥିଲେ । କରୋନାର ଦ୍ଵିତୀୟ  ଲହର ସମ୍ପୁର୍ଣ୍ଣ ଶେଷ ହୋଇନାହିଁ ବୋଲି ଦୋହରାଇ ସେ ସମସ୍ତଙ୍କୁ ଟୀକା ନେବାକୁ ଓ କୋଭିଡ ନିୟମ ମାନିବାକୁ ଅନୁରୋଧ କରିଥିଲେ। 
 
ଏହି ଅବସରରେ ପଞ୍ଚାଯତରାଜ ମନ୍ତ୍ରୀ ପ୍ରତାପ ଜେନା ଗରିବ  କୃଷକ ଶ୍ରମିକ ମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପ ଗ୍ରାମ୍ୟ ଅର୍ଥନୀତି କୁ ସୁଦୃଢ କରିବ ବୋଲି ସେ କହିଥିଲେ  । 
ମୁଖ୍ୟମନ୍ତ୍ରୀଙ୍କ ସଚିବ(5T) ଶ୍ରୀ ଭି . କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ । ଏହି  କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର , ଉନ୍ନୟନ କମିଶନର , କୃଷି ଉତ୍ପାଦନ କମିଶନର, ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ  ଏବଂ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Powered by Froala Editor

Tags NREGS

Related articles Odisha News Lens 4.1

  • ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ
    ମନୋରଞ୍ଜନ

    ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ

    14442
    Mar 15, 2026
  • ତୈଳ ଅଭାବର ପ୍ରଭାବ : ଥାଇଲାଣ୍ଡରେ “ଓ଼୍ବାର୍କ ଫର୍ମ ହୋମ”, ଫିଲିପାଇନ୍ସରେ ୪ ଦିନିଆ ...
    ଦେଶ-ଦେଶାନ୍ତର

    ତୈଳ ଅଭାବର ପ୍ରଭାବ : ଥାଇଲାଣ୍ଡରେ “ଓ଼୍ବାର୍କ ଫର୍ମ ହୋମ”, ଫିଲିପାଇନ୍ସରେ ୪ ଦିନିଆ ...

    13442
    Mar 15, 2026
  • ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍
    ଦେଶ-ଦେଶାନ୍ତର

    ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍

    15577
    Mar 14, 2026
  • ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ହେବ ଘୋଷଣା
    ଦେଶ-ଦେଶାନ୍ତର

    ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ହେବ ଘୋଷଣା

    13472
    Mar 15, 2026
  • ଗ୍ୟାସ୍ ଆଣିବାକୁ ଯାଇଥିଲେ, ଚାଲିଗଲା ଜୀବନ
    ଦେଶ-ଦେଶାନ୍ତର

    ଗ୍ୟାସ୍ ଆଣିବାକୁ ଯାଇଥିଲେ, ଚାଲିଗଲା ଜୀବନ

    14353
    Mar 14, 2026
  • ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...
    ମନୋରଞ୍ଜନ

    ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...

    13788
    Mar 14, 2026
  • LPG ସଙ୍କଟ : ୮୮ ଲକ୍ଷ ବୁକିଂ
    ଦେଶ-ଦେଶାନ୍ତର

    LPG ସଙ୍କଟ : ୮୮ ଲକ୍ଷ ବୁକିଂ

    14119
    Mar 15, 2026
  • ସୋନମ ୱାଙ୍ଗଚୁକଙ୍କ ମୁକ୍ତି ନେଇ ଗୃହମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ସୋନମ ୱାଙ୍ଗଚୁକଙ୍କ ମୁକ୍ତି ନେଇ ଗୃହମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

    13521
    Mar 14, 2026
  • ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ
    ଦେଶ-ଦେଶାନ୍ତର

    ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ

    14550
    Mar 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍

    15577
    Mar 14, 2026
  • ଦେଶ-ଦେଶାନ୍ତର

    LPG ସଙ୍କଟ : ୮୮ ଲକ୍ଷ ବୁକିଂ

    14119
    Mar 15, 2026
  • ମନୋରଞ୍ଜନ

    ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...

    13788
    Mar 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17372
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17436
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17782
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16254
    Apr 03, 2021

ବିଶେଷ

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13949
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13911
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14484
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15100
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14855
    Mar 07, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15681
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15143
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14992
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14503
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ହେବ ଘୋଷଣା

    13472
    Mar 15, 2026
  • ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...

    13788
    Mar 14, 2026
  • ସୁନା ଓ ରୂପା ଦର କେତେ ଅଛି ଜାଣନ୍ତୁ.....

    14792
    Mar 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In