Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ...

  • ରୁପା ଆମଦାନୀରେ କଟକଣା

  • ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ...

  • ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ...

  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ ...

  • ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ...

  • ହୁ ହୁ ବଢ଼ିଯିବ ସବୁ ଦର ଦାମ୍

  • ନରମାଲ୍ ଡେଲିଭରୀରେ ୪ ପିଲାଙ୍କୁ ଜନ୍ମ ...

  • ଆର.ଜି କର ବଳାତ୍କାର ମାମଲା: ତିନି ଜଣ ...

ରାଜ୍ୟ
Home ›› ରାଜ୍ୟ ››ଜଗନ୍ନାଥ ଧାମରେ ସୁରକ୍ଷା କଡ଼ାକଡ଼ି, ୨୪ ଘଣ୍ଟିଆ ସଶସ୍ତ୍ର ଫୋର୍ସ ନିୟୋଜିତ

ଜଗନ୍ନାଥ ଧାମରେ ସୁରକ୍ଷା କଡ଼ାକଡ଼ି, ୨୪ ଘଣ୍ଟିଆ ସଶସ୍ତ୍ର ଫୋର୍ସ ନିୟୋଜିତ

2025-05-10 18:13:10
14546
Share:
Facebook
Twitter
E-Mail
WhatsApp
Telegram
ଜଗନ୍ନାଥ ଧାମରେ ସୁରକ୍ଷା କଡ଼ାକଡ଼ି, ୨୪ ଘଣ୍ଟିଆ ସଶସ୍ତ୍ର ଫୋର୍ସ ନିୟୋଜିତ

‘ଅପରେସନ ସିନ୍ଦୂର୍‌ ୨.୦’ ପରେ ପାକିସ୍ତାନ ପାଲଟା ଆକ୍ରମଣ ପାଇଁ ପ୍ରୟାସ କରୁଥିବାରୁ ଶ୍ରୀମନ୍ଦିରର ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି। ଜଗନ୍ନାଥ ଧାମରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା ନେଇ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି । ଜଗନ୍ନାଥ ମନ୍ଦିର ବ୍ୟତୀତ ସହର ସାରା ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଶ୍ରୀମନ୍ଦିର ସାମ୍ନାରେ ପୋଲିସ ଛାଉଣି ରହିଥିବାବେଳେ ମନ୍ଦିର ଭିତରକୁ ଭକ୍ତଙ୍କ ପ୍ରବେଶରେ ମଧ୍ୟ ଯାଞ୍ଚ କରାଯାଉଛି ।

ସୁରକ୍ଷାରେ ଯେପରି ସାମାନ୍ୟତମ କ୍ଷତି ନପହଞ୍ଚେ ସେନେଇ ସଶସ୍ତ୍ର ବଳକୁ ବଢ଼ାଇ ଦିଆଯାଇଛି। ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାରେ ତିନିଟି ସିଫ୍‌ଟରେ ୨୪ ଘଣ୍ଟିଆ ସଶସ୍ତ୍ର ବନ୍ଧୁକଧାରୀ ଫୋର୍ସଙ୍କୁ ନିୟୋଜିତ କରାଯାଇଛି। ପ୍ରତି ସିଫ୍‌ଟରେ ୧୨୦ ଜଣ ଲେଖାଏଁ ସଶସ୍ତ୍ର ବାହିନୀ ନିୟୋଜିତ ହୋଇଛନ୍ତି। ଉଭୟ ଶ୍ରୀମନ୍ଦିର ଭିତର ଓ ବାହ୍ୟ ପାର୍ଶ୍ବରେ ସୁରକ୍ଷା ବ୍ୟବସ୍ଥାକୁ ଗୁରୁତ୍ବ ଦିଆଯାଇଛି। ମୋଟ ୩୩ଟି ସମ୍ବେଦନଶୀଳ ଚିହ୍ନଟ କରାଯାଇଛି। ସେହିପରି ଶ୍ରୀମନ୍ଦିର ଭିତର ପାର୍ଶ୍ବରେ ୧୪ଟି ପୋଷ୍ଟ ଚିହ୍ନଟ କରାଯାଇ ସେଠାରେ ସୁରକ୍ଷା କଡ଼ାକଡ଼ି କରାଯାଇଛି। 

ବିଭିନ୍ନ ସ୍ଥାନରେ ନାକାବନ୍ଦୀ ଜାରି ରହିଛି । ହୋଟେଲ ଏବଂ ଲଜରେ ପୋଲିସର ଯାଞ୍ଚ ପ୍ରକ୍ରିୟା ଜାରି । କୌଣସି ସନ୍ଦିଗ୍ଧ ଗତିବିଧି, ବ୍ୟକ୍ତିବିଶେଷ ଓ ଘଟଣା ନଜରରେ ପଡ଼ିବା କ୍ଷଣି କଣ୍ଟ୍ରୋଲ ରୁମ୍‌କୁ ସୂଚନା ପହଞ୍ଚାଇବା ପାଇଁ ସଜାଗ ରହିଛନ୍ତି। ଭାରତ ପାକିସ୍ତାନ ଯୁଦ୍ଧ ପାଇଁ ସହରରେ ହାଇ ଆଲର୍ଟ ଜାରୀ ରହିଛି । 

Powered by Froala Editor

Tags srimandir

Related articles Odisha News Lens 4.1

  • ଆର.ଜି କର ବଳାତ୍କାର ମାମଲା: ତିନି ଜଣ ଅଧିକାରୀଙ୍କୁ ନିଲମ୍ବନ
    ଦେଶ-ଦେଶାନ୍ତର

    ଆର.ଜି କର ବଳାତ୍କାର ମାମଲା: ତିନି ଜଣ ଅଧିକାରୀଙ୍କୁ ନିଲମ୍ବନ

    14725
    May 16, 2026
  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ...
    ଦେଶ-ଦେଶାନ୍ତର

    ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ...

    14600
    May 16, 2026
  • ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

    13540
    May 17, 2026
  •  ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ହେଲେ ଜନ୍ମ
    ଦେଶ-ଦେଶାନ୍ତର

    ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ହେଲେ ଜନ୍ମ

    13885
    May 16, 2026
  • ହୁ ହୁ ବଢ଼ିଯିବ ସବୁ ଦର ଦାମ୍
    ଦେଶ-ଦେଶାନ୍ତର

    ହୁ ହୁ ବଢ଼ିଯିବ ସବୁ ଦର ଦାମ୍

    14854
    May 16, 2026
  • ନରମାଲ୍ ଡେଲିଭରୀରେ ୪ ପିଲାଙ୍କୁ ଜନ୍ମ ଦେଲେ ମହିଳା
    ଦେଶ-ଦେଶାନ୍ତର

    ନରମାଲ୍ ଡେଲିଭରୀରେ ୪ ପିଲାଙ୍କୁ ଜନ୍ମ ଦେଲେ ମହିଳା

    14544
    May 16, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....
    ବିଶେଷ

    ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15002
    May 17, 2026
  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା
    ଦେଶ-ଦେଶାନ୍ତର

    ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା

    14810
    May 16, 2026
  • ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର
    ଦେଶ-ଦେଶାନ୍ତର

    ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର

    15498
    May 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆର.ଜି କର ବଳାତ୍କାର ମାମଲା: ତିନି ଜଣ ଅଧିକାରୀଙ୍କୁ ନିଲମ୍ବନ

    14725
    May 16, 2026
  • ଦେଶ-ଦେଶାନ୍ତର

    ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ହେଲେ ଜନ୍ମ

    13885
    May 16, 2026
  • ଦେଶ-ଦେଶାନ୍ତର

    ହୁ ହୁ ବଢ଼ିଯିବ ସବୁ ଦର ଦାମ୍

    14854
    May 16, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17479
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17529
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17915
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16363
    Apr 03, 2021

ବିଶେଷ

  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15002
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14807
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15307
    May 14, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    16039
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16209
    May 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15404
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15143
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15635
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13963
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ଆଇପିଏସ୍‌ ଅଧିକାରୀ

    14600
    May 16, 2026
  • ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର

    15498
    May 17, 2026
  • ରୁପା ଆମଦାନୀରେ କଟକଣା

    14676
    May 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In