ପାକିସ୍ତାନରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ : ଭୂକମ୍ପ ଝଟକାରେ ଥରିଲା ପାକିସ୍ତାନ। ସୋମବାର ଦିନ ୧ଟା ୨୬ରେ ପାକିସ୍ତାନରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଏନସିଏସ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ରେକର୍ଡ କରାଯାଇଛି । ଭୂମି ଠାରୁ ୧୦ କିଲୋମିଟର ଗଭୀରରେ ଭୂକମ୍ପ ଅନୁଭୂତ ହୋଇଛି।
Powered by Froala Editor