Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, September 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

  • ଭାରତରେ ହେବାକୁ ଥିବା ବ୍ରିକ୍ସ ...

  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ...

  • ବିବାହ ପରେ ଏହି ଦୁଇ ରାଶିର ଲୋକ ...

  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ...

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ...

ଖେଳ ଖବର
Home ›› ଖେଳ ଖବର ››ଏକ ଯୁଗର ଅବସାନ : ରୋହିତଙ୍କ ପରେ ଅବସର ଘୋଷଣା କଲେ କୋହଲି

ଏକ ଯୁଗର ଅବସାନ : ରୋହିତଙ୍କ ପରେ ଅବସର ଘୋଷଣା କଲେ କୋହଲି

2025-05-12 17:46:22
17935
Share:
Facebook
Twitter
E-Mail
WhatsApp
Telegram
ଏକ ଯୁଗର ଅବସାନ : ରୋହିତଙ୍କ ପରେ ଅବସର ଘୋଷଣା କଲେ କୋହଲି

ଭାରତ ପାଇଁ ବଡ଼ ଧକ୍କା। ମେ’ ୮ ତାରିଖରେ ନିୟମିତ ଅଧିନାୟକ ରୋହିତ ଶର୍ମା ଟେଷ୍ଟରୁ ଅବସର ନେଇଛନ୍ତି। ଗୋଟିଏ ସପ୍ତାହ ମଧ୍ୟରେ ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା  କରିଛନ୍ତି ଭାରତର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍ ବିରାଟ କୋହଲି। ସୋସିଆଲ ମିଡିଆରେ ଏକ ପୋଷ୍ଟ ସେୟାର କରି କୋହଲି ଟେଷ୍ଟ କ୍ରିକେଟରୁ ଅବସର ନେଉଥିବା ଘୋଷଣା କରିଛନ୍ତି। କୋହଲିଙ୍କ ଅବସର ସହିତ, ଏକ ଯୁଗର ଅନ୍ତ ଘଟିଛି।

କୋହଲି ସୋସିଆଲ ମିଡିଆରେ ଏକ ପୋଷ୍ଟ ସେୟାର କରି ଲେଖିଛନ୍ତି, "ଟେଷ୍ଟ କ୍ରିକେଟରେ ପ୍ରଥମ ଥର ପାଇଁ 'ବ୍ୟାଗି ବ୍ଲୁ' ଜର୍ସି ପିନ୍ଧିବାର ୧୪ ବର୍ଷ ବିତିଗଲାଣି। ସତ କହିବାକୁ ଗଲେ, ଏହି ଫର୍ମାଟ୍ ମୋତେ କେତେ ଦୂର ନେଇଯିବ ତାହା ମୁଁ କେବେ କଳ୍ପନା କରି ନଥିଲି। ଟେଷ୍ଟ କ୍ରିକେଟ ମୋର ଅନେକ ପରୀକ୍ଷା କରିଥିଲା, ମୋତେ ତିଆରି କରିଥିଲା ଏବଂ ମୋତେ ଏପରି ଶିକ୍ଷା ଦେଇଥିଲା ଯାହାକୁ ମୁଁ ଜୀବନସାରା ମୋ ସହିତ ରଖି ଆଗକୁ ବଢ଼ିବି।"

ଗତ କିଛି ଦିନ ଧରି ଗଣମାଧ୍ୟମରେ ଆଲୋଚନା ହେଉଥିଲା ଯେ, କୋହଲୀ ତାଙ୍କ ଅବସର ବିଷୟରେ ବିସିସିଆଇକୁ ଜଣାଇଛନ୍ତି, କିନ୍ତୁ ଆଗାମୀ ଇଂଲଣ୍ଡ ଟେଷ୍ଟ ସିରିଜକୁ ଦୃଷ୍ଟିରେ ରଖି ବିସିସିଆଇ ତାଙ୍କୁ ତାଙ୍କ ନିଷ୍ପତ୍ତି ଉପରେ ପୁନର୍ବିଚାର କରିବାକୁ କହିଥିଲା। କିନ୍ତୁ କୋହଲୀ ଟେଷ୍ଟରୁ ସନ୍ନ୍ୟାସ ନେବାକୁ ହିଁ ନିଷ୍ପତ୍ତି ନେଇଛନ୍ତି।

Powered by Froala Editor

Tags virat

Related articles Odisha News Lens 4.1

  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ
    ଦେଶ-ଦେଶାନ୍ତର

    ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15476
    Sep 11, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...

    13923
    Sep 09, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି
    ବିଶେଷ

    ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13846
    Sep 11, 2026
  • ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...
    ଦେଶ-ଦେଶାନ୍ତର

    ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...

    14022
    Sep 11, 2026
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା
    ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    15137
    Sep 10, 2026
  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍
    ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    15006
    Sep 10, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ
    ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13655
    Sep 10, 2026
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ
    ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    13763
    Sep 11, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର
    ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14505
    Sep 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    13923
    Sep 09, 2026
  • ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    15006
    Sep 10, 2026
  • ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    15137
    Sep 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17088
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17758
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17756
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18161
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13846
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15938
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14585
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13896
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14702
    Aug 31, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13963
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14693
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15032
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14993
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    13923
    Sep 09, 2026
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    15137
    Sep 10, 2026
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15782
    Sep 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In