Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ ...

  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ...

  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ...

  • ରାଷ୍ଟ୍ରପତି ଭବନ ଉପରେ ହୁତି ...

  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ...

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଅପରେସନ ସିନ୍ଦୂର ଏକ ନୂଆ ଅଧ୍ୟାୟ ଯୋଡିଛି

ଅପରେସନ ସିନ୍ଦୂର ଏକ ନୂଆ ଅଧ୍ୟାୟ ଯୋଡିଛି

2025-05-12 17:57:30
16295
Share:
Facebook
Twitter
E-Mail
WhatsApp
Telegram
ଅପରେସନ ସିନ୍ଦୂର ଏକ ନୂଆ ଅଧ୍ୟାୟ ଯୋଡିଛି

ପାକିସ୍ତାନ ସହିତ ଅସ୍ତ୍ରବିରତିର ୫୧ ଘଣ୍ଟା ପରେ ପ୍ରଧାନମନ୍ତ୍ରୀ ମୋଦୀ ସୋମବାର ରାତି ୮ଟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ନିଜ ୨୨ ମିନିଟ ଭାଷଣରେ ମୋଦୀ ପହଲଗାମ ଆକ୍ରମଣ, ଅପରେସନ ସିନ୍ଦୂର, ଅସ୍ତ୍ରବିରତି, ଆତଙ୍କବାଦ, ସିନ୍ଧୁ ଜଳ ଚୁକ୍ତି ଓ ପିଓକେ ସମ୍ପର୍କରେ କହିଛନ୍ତି । ସେ କହିଛନ୍ତି, ‘ଆତଙ୍କବାଦୀମାନେ ସ୍ୱପ୍ନରେ ମଧ୍ୟ ଭାବି ନଥିଲେ ଯେ ଭାରତ ଏତେ ବଡ଼ ନିଷ୍ପତ୍ତି ନେଇପାରିବ। ଆତଙ୍କବାଦୀମାନେ ଆମ ଭଉଣୀମାନଙ୍କ ସିନ୍ଦୂର ନଷ୍ଟ କରିଥିଲେ, ତେଣୁ ଭାରତ ଆତଙ୍କବାଦୀ ଆଡ୍ଡାଗୁଡ଼ିକୁ ନଷ୍ଟ କରିଦେଇଛି। ଭାରତ ୧୦୦ରୁ ଅଧିକ ଭୟଙ୍କର ଆତଙ୍କବାଦୀଙ୍କୁ ହତ୍ୟା କରିଛି। ଭାରତର ଏହି କାର୍ଯ୍ୟରେ ପାକିସ୍ତାନ ଆଶ୍ଚର୍ଯ୍ୟ ହୋଇଯାଇଥିଲା।’

ପ୍ରଧାନମନ୍ତ୍ରୀ କହିଛନ୍ତି କି ଆମେରିକାର ଅନୁରୋଧ ପରେ ଭାରତ ସଂଘର୍ଷ ରୋକିବାକୁ ଅନୁମତି ଦେଇଛି । ଭାରତ ପାକିସ୍ତାନ ବିରୁଦ୍ଧରେ ମିଲିଟ୍ରି ଆକ୍ସନକୁ କେବଳ ସ୍ଥଗିତ କରିଛି । ପାକିସ୍ତାନର ବ୍ୟବହାର ଦେଖିବାପରେ ଆଗାମୀ କାର୍ଯ୍ୟାନୁଷ୍ଠାନ ନିଆଯିବ । ‘ସେନା ଅପାର ସାହସିକତା ପ୍ରଦର୍ଶନ କରିଛି। ଆମେ ଆତଙ୍କବାଦୀମାନଙ୍କୁ ନିପାତ କରିବା ପାଇଁ ସେନାକୁ ମୁକ୍ତ ହାତ ଦେଇଥିଲୁ। ଲୋକମାନଙ୍କୁ ସେମାନଙ୍କ ପରିବାର ସମ୍ମୁଖରେ ହତ୍ୟା କରାଯାଇଥିଲା। ଦେଶର ସଦଭାବନା ଭାଙ୍ଗିବାକୁ ଚେଷ୍ଟା କରାଯାଇଥିଲା। ଅପରେସନ ସିନ୍ଦୂର ନ୍ୟାୟର ଏକ ଅଖଣ୍ଡ ପ୍ରତିଜ୍ଞା।’

ଭାରତ ଆତଙ୍କୀଙ୍କ ବିଲ୍ଡିଂ ଭାଙ୍ଗିବା ସହ ତାଙ୍କ ଆତ୍ମବଳ ମଧ୍ୟ ଭାଙ୍ଗିଥିଲା । ଯୁଦ୍ଧ ଭୂମିରେ ଆମେ ପ୍ରତିଥର ପାକିସ୍ତାନକୁ ଧୁଳି ଚଟାଇଛୁ । ଅପରେସନ ସିନ୍ଦୂର ଏଥିରେ ଏକ ନୂଆ ଅଧ୍ୟାୟ ଯୋଡିଛି । ଏହି ଅପରେସନ ସମୟରେ ମେଡ୍ ଇନ୍ ଇଣ୍ଡିଆ ଅସ୍ତ୍ରଶସ୍ତ୍ରର ପ୍ରାମାଣିକତା ମଧ୍ୟ ସିଦ୍ଧ ହୋଇଛି ବୋଲି ମୋଦୀ କହିଛନ୍ତି । 

Powered by Froala Editor

Tags modi

Related articles Odisha News Lens 4.1

  •  ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...

    15585
    Oct 15, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13936
    Oct 15, 2026
  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା
    ଅପରାଧ

    ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା

    13858
    Oct 16, 2026
  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14754
    Oct 15, 2026
  • ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼

    14933
    Oct 16, 2026
  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...
    ଦେଶ-ଦେଶାନ୍ତର

    ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...

    13923
    Oct 16, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ ...
    ବାଣିଜ୍ୟ

    ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ ...

    14015
    Oct 16, 2026
  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା
    ଦେଶ-ଦେଶାନ୍ତର

    ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା

    13641
    Oct 16, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....
    ବିଶେଷ

    କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14898
    Oct 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ କରିଦେଇଛନ୍ତି ସରକାର: ଅଭିଜିତ

    13923
    Oct 16, 2026
  • ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼

    14933
    Oct 16, 2026
  • ବିଶେଷ

    କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14898
    Oct 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17188
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17882
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17830
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18252
    Sep 06, 2023

ବିଶେଷ

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14898
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14638
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14743
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15745
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14419
    Sep 27, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14404
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13984
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15103
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15811
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13936
    Oct 15, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14015
    Oct 16, 2026
  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ କରିଦେଇଛନ୍ତି ସରକାର: ଅଭିଜିତ

    13923
    Oct 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In