Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ...

  • ୟୁଏଇ ନଷ୍ଟ କଲା ୫ ବାଲିଷ୍ଟିକ ...

  • ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ

  • ଅନୁମତି ନଥିବା କହି ଇରାନ ଫେରାଇ ଦେଲା ...

  • ଯୁଦ୍ଧର ପ୍ରଭାବ : ବଢ଼ିବ ମଦ, ବିୟର ମୂଲ୍ୟ

  • ଏଲପିଜି ବୁକିଂ ନିୟମକୁ ନେଇ ସରକାରଙ୍କ ...

  • ‘ମେଟା’ ଉପରେ ୩୫,୨୦୦ କୋଟିର ଫାଇନ୍

  • ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ...

  • ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ ...

  • ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା

ରାଜ୍ୟ
Home ›› ରାଜ୍ୟ ››ଗ୍ରୀଷ୍ମପ୍ରବାହ ଜାରି : ୧୮ ଜିଲ୍ଲାକୁ କାଳବୈଶାଖୀ ସତର୍କତା

ଗ୍ରୀଷ୍ମପ୍ରବାହ ଜାରି : ୧୮ ଜିଲ୍ଲାକୁ କାଳବୈଶାଖୀ ସତର୍କତା

2025-05-14 06:29:55
13404
Share:
Facebook
Twitter
E-Mail
WhatsApp
Telegram
ଗ୍ରୀଷ୍ମପ୍ରବାହ ଜାରି : ୧୮ ଜିଲ୍ଲାକୁ କାଳବୈଶାଖୀ ସତର୍କତା

ଭୁବନେଶ୍ୱର : ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମଙ୍ଗଳବାର ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦୀପପୁଞ୍ଜ ଓ ଉତ୍ତର ଆଣ୍ଡାମାନ ସାଗରର କେତେକ ଅଞ୍ଚଳକୁ ଛୁଇଁଛି। ଏହାର ପ୍ରଭାବରେ ଗତ ଦୁଇ ଦିନ ହେଲା ନିକୋବର ଦ୍ବୀପପୁଞ୍ଜରେ ହାଲୁକାରୁ ପ୍ରବଳ ବର୍ଷା ହୋଇଥିବା ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ସୂଚନା ଦେଇଛି। ମୌସୁମୀ ଆସନ୍ତା ୨୭ ତାରିଖ ସୁଦ୍ଧା କେରଳ ଛୁଇଁବା ସମ୍ଭାବନା ରହିଛି। ଏହାର ୧୦-୧୫ ଦିନ ମଧ୍ୟରେ ଓଡ଼ିଶା ଛୁଇଁପାରେ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି। ଅନ୍ୟପକ୍ଷରେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିଛି। ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ୧୧ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ଼ ହୋଇଛି। ଝାରସୁଗୁଡ଼ାରେ ତାପମାତ୍ରା ରାଜ୍ୟରେ ସବୁଠୁ ଅଧିକ ୪୩ ଡିଗ୍ରୀ ରେକର୍ଡ଼ ହୋଇଥିବାବେଳେ ସମ୍ବଲପୁରରେ ୪୨.୨, ଟିଟିଲାଗଡ଼ରେ ୪୨, ବରଗଡ଼ ୪୧.୮, ଭବାନୀପାଟଣା ଏବଂ ବଲାଙ୍ଗୀରରେ ୪୧.୫ ଡିଗ୍ରୀ ଲେଖାଏଁ, ବୌଦ୍ଧରେ ୪୧.୨, ସୁବର୍ଣ୍ଣପୁରରେ ୪୧, ହୀରାକୁଦରେ ୪୦.୬, ନୂଆପଡ଼ା ଏବଂ ମାଲକାନଗିରିରେ ୪୦ ଡିଗ୍ରୀ ଲେଖାଏଁ ରେକର୍ଡ଼ ହୋଇଛି। ପରବର୍ତ୍ତୀ ୩ ଦିନରେ ସର୍ବାଧିକ ତାପମାତ୍ରା ୨-୩ ଡିଗ୍ରୀ ବୃଦ୍ଧି ପାଇବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।
ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନୁଗୋଳ, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଭବାନୀପାଟଣା, ବଲାଙ୍ଗୀର, ଟିଟିଲାଗଡ଼, ମାଲକାନଗିରି, ସୁବର୍ଣ୍ଣପୁର, ବୌଦ୍ଧ, ପାରଳାଖେମୁଣ୍ଡି, ଭଦ୍ରକ, ଯାଜପୁର, ଢେଙ୍କାନାଳ, ବରଗଡ଼, ନୂଆପଡ଼ା ଓ ରାଉରକେଲାରେ ତାପାମତ୍ରା ୪୦ ଡିଗ୍ରୀ କିମ୍ବା ତା’ ଉପରେ ରହିପାରେ। ଗତ ୨୪ ଘଣ୍ଟାରେ କାଳବୈଶାଖୀ ପ୍ରଭାବରେ କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି। ଗଛ ଉପୁଡ଼ି ରାସ୍ତା ଅବରୋଧ ହେବାରୁ ଯାତାୟାତ ପ୍ରଭାବିତ ହୋଇଛି। କେନ୍ଦୁଝରରେ ସର୍ବାଧିକ ୬୩.୧ ମି.ମି., ଭଦ୍ରକରେ ୨୮.୫ ମି.ମି, ନୂଆପଡ଼ାରେ ୨୩.୪ ମି.ମି. ବର୍ଷା ହୋଇଛି। ୧୪ରୁ ୧୫ ତାରିଖ ମଧ୍ୟରେ ୧୮ ଜିଲାରେ କାଳବୈଶାଖୀ ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲାରେ ୪୦-୫୦ କିମି ବେଗରେ ପବନ ବହିବା ସହିତ ବିଜୁଳି , ଘଡ଼ଘଡ଼ି ସହ ଝଡ଼ବର୍ଷା ସମ୍ଭାବନା ରହିଛି। ପୁରୀ, ଖୋର୍ଦ୍ଧା, ନୟାଗଡ଼, ନବରଙ୍ଗପୁର, କନ୍ଧମାଳ, ଭଦ୍ରକ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗୀର, କଳାହାଣ୍ଡି ଏବଂ କଟକ ଜିଲାରେ ୩୦-୪୦ କିମି ବେଗରେ ପବନ ବହିବା ସହ ବିଜୁଳି ଘଡ଼ଘଡ଼ି ଓ ବର୍ଷା ସମ୍ଭାବନା ଥିବାରୁ ଏସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଅନ୍ୟପକ୍ଷରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲାରେ ଉଷ୍ଣ ଓ ଆର୍ଦ୍ର ସ୍ଥିତି ରହିବା ସମ୍ଭାବନା ଥିବାରୁ ଏସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Powered by Froala Editor

Tags Kalabaisakhi

Related articles Odisha News Lens 4.1

  • ୟୁଏଇ ନଷ୍ଟ କଲା  ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ଓ ୧୭ଟି ଡ୍ରୋନ
    ଦେଶ-ଦେଶାନ୍ତର

    ୟୁଏଇ ନଷ୍ଟ କଲା ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ଓ ୧୭ଟି ଡ୍ରୋନ

    14482
    Mar 25, 2026
  • ଯୁଦ୍ଧର ପ୍ରଭାବ : ବଢ଼ିବ ମଦ, ବିୟର ମୂଲ୍ୟ
    ଦେଶ-ଦେଶାନ୍ତର

    ଯୁଦ୍ଧର ପ୍ରଭାବ : ବଢ଼ିବ ମଦ, ବିୟର ମୂଲ୍ୟ

    15143
    Mar 25, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....
    ବିଶେଷ

    କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    14834
    Mar 25, 2026
  • ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ କଲେ ବାଦଶାହ
    ମନୋରଞ୍ଜନ

    ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ କଲେ ବାଦଶାହ

    14040
    Mar 24, 2026
  • ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ
    ଦେଶ-ଦେଶାନ୍ତର

    ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ

    14302
    Mar 25, 2026
  • ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି
    ଦେଶ-ଦେଶାନ୍ତର

    ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

    14738
    Mar 25, 2026
  • ‘ମେଟା’ ଉପରେ ୩୫,୨୦୦ କୋଟିର ଫାଇନ୍
    ଦେଶ-ଦେଶାନ୍ତର

    ‘ମେଟା’ ଉପରେ ୩୫,୨୦୦ କୋଟିର ଫାଇନ୍

    14205
    Mar 25, 2026
  • ଏଲପିଜି ବୁକିଂ ନିୟମକୁ ନେଇ ସରକାରଙ୍କ ସ୍ପଷ୍ଟୀକରଣ
    ଦେଶ-ଦେଶାନ୍ତର

    ଏଲପିଜି ବୁକିଂ ନିୟମକୁ ନେଇ ସରକାରଙ୍କ ସ୍ପଷ୍ଟୀକରଣ

    14105
    Mar 25, 2026
  • ଅନୁମତି ନଥିବା କହି ଇରାନ ଫେରାଇ ଦେଲା ପାକିସ୍ତାନ ଜାହଜ
    ଦେଶ-ଦେଶାନ୍ତର

    ଅନୁମତି ନଥିବା କହି ଇରାନ ଫେରାଇ ଦେଲା ପାକିସ୍ତାନ ଜାହଜ

    13710
    Mar 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ କଲେ ବାଦଶାହ

    14040
    Mar 24, 2026
  • ଦେଶ-ଦେଶାନ୍ତର

    ‘ମେଟା’ ଉପରେ ୩୫,୨୦୦ କୋଟିର ଫାଇନ୍

    14205
    Mar 25, 2026
  • ଦେଶ-ଦେଶାନ୍ତର

    ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

    14738
    Mar 25, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17384
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17449
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17797
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16268
    Apr 03, 2021

ବିଶେଷ

  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    14834
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14900
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13943
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15094
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15641
    Mar 19, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15016
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15526
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13823
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14265
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଯୁଦ୍ଧର ପ୍ରଭାବ : ବଢ଼ିବ ମଦ, ବିୟର ମୂଲ୍ୟ

    15143
    Mar 25, 2026
  • ଏଲପିଜି ବୁକିଂ ନିୟମକୁ ନେଇ ସରକାରଙ୍କ ସ୍ପଷ୍ଟୀକରଣ

    14105
    Mar 25, 2026
  • ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା

    14032
    Mar 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In