Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ...

  • ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ...

  • ବଳାତ୍କାରର ଦାଏର ମାମଲାରେ ଏହି ରାଜ୍ୟ ...

  • ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ...

  • ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ...

  • ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ

  • ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ

  • ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା

  • ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ

  • ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ...

ରାଜ୍ୟ
Home ›› ରାଜ୍ୟ ››ନନ୍ଦନକାନନରୁ ସବୁଦିନ ପାଇଁ ଚାଲିଗଲା ‘ଆକାଶ’

ନନ୍ଦନକାନନରୁ ସବୁଦିନ ପାଇଁ ଚାଲିଗଲା ‘ଆକାଶ’

2025-05-14 20:31:00
14456
Share:
Facebook
Twitter
E-Mail
WhatsApp
Telegram
ନନ୍ଦନକାନନରୁ ସବୁଦିନ ପାଇଁ ଚାଲିଗଲା ‘ଆକାଶ’

ନନ୍ଦନକାନନ ପ୍ରାଣୀ ଉଦ୍ୟାନରୁ ଦୁଃଖଦ ଖବର ମିଳିଛି । ବର୍ଣ୍ଣଶଙ୍କର (ହାଇବ୍ରିଡ଼) ପ୍ରଜାତିର ସିଂହ ‘ଆକାଶ’ର  ମୁତ୍ୟୁ ହୋଇଛି। ମୃତ୍ୟୁ ପରେ ଆକାଶ'ର ଶବକୁ ବ୍ୟବଚ୍ଛେଦ କରି ପୋଡି ଦିଆଯାଇଛି। ‘ଆକାଶ' ମୃତ୍ୟୁ ଫଳରେ ନନ୍ଦନକାନନର ହାଇବ୍ରିଡ଼ ସିଂହ ସଂଖ୍ୟା ୬କୁ ହ୍ରାସ ପାଇଛି।

ସୂଚନାଯୋଗ୍ୟ, ସେ କିଛି ମାସ ହେବ ବାଦ୍ଧର୍କ୍ୟଜନିତ ରୋଗରେ ପୀଡ଼ିତ ଥିଲା। ସ୍ନାୟୁଗତ ସମସ୍ୟା କାରଣରୁ ପକ୍ଷଘାତରେ ଆକ୍ରାନ୍ତ ହୋଇଥିଲା। ଅସୁସ୍ଥତା କାରଣରୁ ଆକାଶକୁ ଖାଦ୍ୟଗ୍ରହଣ କକ୍ଷ ମଧ୍ୟରେ ରଖାଯାଇ ଭିଟାମିନ ଓ ରୋଗ ପ୍ରତିରୋଧକ ଔଷଧ ଦେଇ ଚିକିତ୍ସା କରାଯାଉଥିଲା। ଧୀରେଧୀରେ ଆହର ଛାଡିବା ପରେ ମୃତ୍ୟୁବରଣ କରିଛି।

ସିଂହ ‘ଆକାଶ’କୁ ୨୦୧୪ ମସିହାରେ କର୍ଣ୍ଣାଟକର ରାଜଧାନୀ ବେଙ୍ଗାଲୁରୁସ୍ଥିତ ବନେରୁଘାଟା ଚିଡ଼ିଆଖାନାରୁ ଅନ୍ୟ ତିନି ସିଂହ ନରସିଂହା, ରାଧା ଓ ରୁକ୍ମିଣୀଙ୍କ ସହିତ ଅଣାଯାଇଥିଲା। ଆସିବା ପରଠାରୁ ଆକାଶ ମିଳନରୁ କୌଣସି ସିଂହୀ ଗର୍ଭଧାରଣ କରି ନାହାଁନ୍ତି।

Powered by Froala Editor

Tags akash

Related articles Odisha News Lens 4.1

  • ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ
    ଦେଶ-ଦେଶାନ୍ତର

    ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ

    13669
    Sep 21, 2026
  • ବଳାତ୍କାରର ଦାଏର ମାମଲାରେ ଏହି ରାଜ୍ୟ ଆଗରେ
    ଦେଶ-ଦେଶାନ୍ତର

    ବଳାତ୍କାରର ଦାଏର ମାମଲାରେ ଏହି ରାଜ୍ୟ ଆଗରେ

    14360
    Sep 22, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା
    ବିଶେଷ

    ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15075
    Sep 23, 2026
  • ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ଉତ୍ତରଦାୟୀତ୍ୱ ନେଇ ଶିକ୍ଷାମନ୍ତ୍ରୀ ଇସ୍ତଫା ଦେବା ...
    ରାଜନୀତି

    ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ଉତ୍ତରଦାୟୀତ୍ୱ ନେଇ ଶିକ୍ଷାମନ୍ତ୍ରୀ ଇସ୍ତଫା ଦେବା ...

    14882
    Sep 21, 2026
  • ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା
    ଦେଶ-ଦେଶାନ୍ତର

    ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା

    14080
    Sep 21, 2026
  • ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ
    ଦେଶ-ଦେଶାନ୍ତର

    ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ

    15414
    Sep 22, 2026
  • ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ
    ଦେଶ-ଦେଶାନ୍ତର

    ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ

    13982
    Sep 21, 2026
  • ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ
    ଦେଶ-ଦେଶାନ୍ତର

    ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ

    15563
    Sep 21, 2026
  • ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍
    ଦେଶ-ଦେଶାନ୍ତର

    ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍

    14746
    Sep 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା

    14080
    Sep 21, 2026
  • ଦେଶ-ଦେଶାନ୍ତର

    ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ

    15563
    Sep 21, 2026
  • ରାଜନୀତି

    ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ଉତ୍ତରଦାୟୀତ୍ୱ ନେଇ ଶିକ୍ଷାମନ୍ତ୍ରୀ ଇସ୍ତଫା ଦେବା ଉଚିତ୍‌ – ନବୀନ ପଟ୍ଟନାୟକ

    14882
    Sep 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17117
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17803
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17778
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18187
    Sep 06, 2023

ବିଶେଷ

  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15075
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    14905
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14469
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14715
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16345
    Sep 09, 2026

ବାଣିଜ୍ୟ

ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

ଭୁବନେଶ୍ୱର : ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଆର୍କିଟେକ୍ଟସ୍ (ଆଇଆଇଏ), ଓଡ଼ିଶା ଚାପ୍ଟରର ୨୦୨୬-୨୮ ନିମନ୍ତେ ନବ ନିର୍ବାଚିତ ଏକଜିକ୍ୟୁଟିଭ କମିଟି (କାର୍ଯ୍ୟନିର୍ବାହୀ କମିଟି) ନିର୍ବାଚନ ଫଳ  ସେପ୍ଟେମ୍ବର ୪, ୨୦୨୬ ...

  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15612
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15372
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14666
    Sep 12, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14339
    Sep 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ

    13982
    Sep 21, 2026
  • ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ

    13669
    Sep 21, 2026
  • ବଳାତ୍କାରର ଦାଏର ମାମଲାରେ ଏହି ରାଜ୍ୟ ଆଗରେ

    14360
    Sep 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In