Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, April 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ...

  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ...

  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ...

  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ...

  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ...

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ...

  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ...

  • ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ...

  • ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

  • ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

ରାଜ୍ୟ
Home ›› ରାଜ୍ୟ ››୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ

୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ

2025-05-20 05:59:09
13605
Share:
Facebook
Twitter
E-Mail
WhatsApp
Telegram
୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ

ଭୁବନେଶ୍ୱର : କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ ପବନ ହୋଇଛି। ସୋମବାର ଅପରାହ୍ନରେ କଟକରେ କାଳବୈଶାଖୀ ଯୋଗୁଁ ବିଜୁଳି ଘଡ଼ଘଡ଼ି ସହିତ ଝଡ଼ବର୍ଷା ହୋଇଥିଲା। ସନ୍ଧ୍ୟା ସୁଧା କଟକରେ ୨୩.୪ ମି.ମି. ବର୍ଷା ହୋଇଛି। ଭଦ୍ରକରେ ୨୬.୪ ମି.ମି., ଯାଜପୁରରେ ୨୪.୬ ମି.ମି., ଢେଙ୍କାନାଳରେ ୨୯.୪ ମି.ମି. ବର୍ଷା ହୋଇଛି। ରାଜଧାନୀରେ ଆକାଶ ମେଘାଛନ୍ନ ରହିବା ସହିତ କେତେକ ସ୍ଥାନରେ ଝିପିଝିପି ବର୍ଷା ହୋଇଥିଲା। ଗତ ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁରର ବାମରାରେ ୫୮.୮ ମି.ମି., ସୁନ୍ଦରଗଡ଼ର ରାଜଗାଙ୍ଗପୁରରେ ୪୨.୨, ବାଲିଶଙ୍କରାରେ ୩୨.୨ ଏବଂ ହେମଗିରିରେ ୩୦ ମି.ମି ବର୍ଷା ହୋଇଛି। ଆରବ ସାଗରର କର୍ଣ୍ଣାଟକ ଉପକୂଳରେ ଆସନ୍ତା ୨୧ ତାରିଖ ସୁଦ୍ଧା ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୨୨ ତାରିଖ ବେଳକୁ ଏହା ସେହି ଅଞ୍ଚଳରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ପଞ୍ଜାବରୁ ଉତ୍ତର ବାଂଲାଦେଶ ପର୍ଯ୍ୟନ୍ତ ପୂର୍ବରୁ -ପଶ୍ଚିମ ଯାଏଁ ଏକ ଟ୍ରଫ ଲାଇନ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ଥିବା ଭୁବନେଶ୍ବର ପାଣିପାଗ ବିଜ୍ଞାନ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଜି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ଼ ପ୍ରମୁଖ ୧୮ ଜିଲାରେ କାଳବୈଶାଖୀ ସମ୍ଭାବନା ଥିବାରୁ ଏଥିପାଇଁ ସେସବୁ ଜିଲାକୁ ସତର୍କତା ଜାରି କରାଯାଇଛି। ଏଠାରେ ୪୦-୫୦ ବେଗରେ ପବନ ବହିବା ସହିତ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି। ଏହିସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ବାୟୁମଣ୍ଡଳରେ ଆର୍ଦ୍ରତା ଯୋଗୁଁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି। ସପ୍ତାହେ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରା ଅପରିବର୍ତ୍ତିତ ରହିବ। ଅନୁଗୋଳ, ସମ୍ବଲପୁର, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, ନୂଆପଡ଼ାରେ ଦିନ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଉପରେ ରହିବ। ସୋମବାର ସମ୍ବଲପୁରରେ ସର୍ବାଧିକ ତାପମାତ୍ରା ରାଜ୍ୟରେ ସବୁଠୁ ଅଧିକ ୪୨ ଡିଗ୍ରୀ ରେକର୍ଡ଼ ହୋଇଛି। ବଲାଙ୍ଗୀରରେ ୪୦.୮, ହୀରାକୁଦ ୪୦.୧, ଟିଟିଲାଗଡ଼ ଏବଂ ବୌଦ୍ଧରେ ୪୦ ଡିଗ୍ରୀ ଲେଖାଏଁ, ଖୋର୍ଦ୍ଧାରେ ୩୯ ଡିଗ୍ରୀ, ଭୁବନେଶ୍ବରରେ ୩୮.୪ ଏବଂ କଟକରେ ୩୬.୮ ଡିଗ୍ରୀ ରେକର୍ଡ଼ ହୋଇଛି। ଆସନ୍ତାକାଲି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାକୁ ଉଷ୍ଣ ଓ ଆର୍ଦ୍ର ସ୍ଥିତି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏଠାରେ ଖରା ସହ ପ୍ରବଳ ଗୁଳୁଗୁଳି ଅନୁଭୂତ ହେବାର ସମ୍ଭାବନା ରହିଛି।

Powered by Froala Editor

Tags Kalabaisakhi

Related articles Odisha News Lens 4.1

  • ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଦେଶବାସୀଙ୍କୁ ସମ୍ବୋଧିତ କରି ମୋଦୀ କହିଲେ ଏହା
    ଦେଶ-ଦେଶାନ୍ତର

    ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଦେଶବାସୀଙ୍କୁ ସମ୍ବୋଧିତ କରି ମୋଦୀ କହିଲେ ଏହା

    14159
    Apr 13, 2026
  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ
    ଦେଶ-ଦେଶାନ୍ତର

    ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ

    14756
    Apr 13, 2026
  •  ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ
    ବିଶେଷ

    ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15006
    Apr 13, 2026
  • ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ
    ଦେଶ-ଦେଶାନ୍ତର

    ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

    14576
    Apr 13, 2026
  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ
    ଦେଶ-ଦେଶାନ୍ତର

    ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ

    14198
    Apr 13, 2026
  •  ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ
    ଦେଶ-ଦେଶାନ୍ତର

    ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

    13512
    Apr 13, 2026
  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା
    ଦେଶ-ଦେଶାନ୍ତର

    ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା

    15316
    Apr 13, 2026
  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା
    ଦେଶ-ଦେଶାନ୍ତର

    ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା

    15450
    Apr 14, 2026
  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ

    15231
    Apr 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15006
    Apr 13, 2026
  • ଦେଶ-ଦେଶାନ୍ତର

    ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

    13512
    Apr 13, 2026
  • ଦେଶ-ଦେଶାନ୍ତର

    ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଦେଶବାସୀଙ୍କୁ ସମ୍ବୋଧିତ କରି ମୋଦୀ କହିଲେ ଏହା

    14159
    Apr 13, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17415
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17472
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17826
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16300
    Apr 03, 2021

ବିଶେଷ

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15006
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    15724
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14642
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15622
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14475
    Apr 08, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15330
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15060
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15564
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13859
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା

    15316
    Apr 13, 2026
  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା

    15450
    Apr 14, 2026
  • ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

    13512
    Apr 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In