ଓଡ଼ିଶାରେ ଇସ୍ରୋ ଅଧ୍ୟକ୍ଷ ଡକ୍ଟର ଭି.ନାରାୟଣନ୍
ଭୁବନେଶ୍ବର: ଓଡ଼ିଶାରେ ଇସ୍ରୋ ଅଧ୍ୟକ୍ଷ ଡକ୍ଟର ଭି.ନାରାୟଣନ୍ । ଆଜି ସେ ସେଣ୍ଟ୍ରାଲ ଟୁଲ ରୁମ୍ ଆଣ୍ଡ ଟ୍ରେନିଂ ସେଣ୍ଟର-ସିଟିଟିସି ଗସ୍ତ କରିଛନ୍ତି । ସିଟିଟିସି ପରିଦର୍ଶନ ସମୟରେ ସେ ଚନ୍ଦ୍ରାୟାନ ଓ ଗଗନାୟନ ଭଳି ଇସ୍ରୋର ଆଗାମୀ ମିଶନ ସମ୍ପର୍କରେ ସୂଚନା ଦେଇଛନ୍ତି ।
Powered by Froala Editor