Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 22, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦୁର୍ଦ୍ଧାନ୍ତ ମାଓନେତା ବାସବରାଜ ମୃତ, ...

  • ବିଜୁଳି ଖସିଲା, ଶ୍ରୀନଗରରେ ଜରୁରି ଅବତରଣ ...

  • ଚିକିତ୍ସାରେ ବଡ଼ ସଫଳତା : ଡାକ୍ତର ଦାବି କଲେ, ...

  • କାନ୍ସ ଫେଷ୍ଟିଭାଲରେ ମୋଦୀ !

  • କ୍ଷେପଣାସ୍ତ୍ର ପ୍ରତିରକ୍ଷା ବ୍ୟବସ୍ଥାରେ ...

  • ଆତତାୟୀଙ୍କ ଗୁଳିରେ ଆମିର ହାମଜା ଗୁୁରୁତର

  • ଗାଜାରେ ଇସ୍ରାଏଲ ପକ୍ଷରୁ ବାରମ୍ବାର ...

  • ଶୀଘ୍ର ବିବାହ ପାଇଁ ଉପାୟ, ଏହା କଲେ ମିଳିବ ...

  • ସ୍ନାନ ଜଳରେ ମିଶାନ୍ତୁ ଏହି ସ୍ୱତନ୍ତ୍ର ...

  • ଶିଳ୍ପା ଶିରୋଡକର କୋଭିଡ୍ ପଜିଟିଭ୍

ମନୋରଞ୍ଜନ
Home ›› ମନୋରଞ୍ଜନ ››କାନ୍ସ ଫେଷ୍ଟିଭାଲରେ ମୋଦୀ !

କାନ୍ସ ଫେଷ୍ଟିଭାଲରେ ମୋଦୀ !

2025-05-21 19:51:19
14121
Share:
Facebook
Twitter
E-Mail
WhatsApp
Telegram
କାନ୍ସ ଫେଷ୍ଟିଭାଲରେ ମୋଦୀ !

ଚଳିତବର୍ଷ ଅଭିନେତ୍ରୀ ରୁଚି ଗୁଜ୍ଜର ପିନ୍ଧିଥିବା ନେକଲେସ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ମଡେଲ ରୁଚି ଗୁଜ୍ଜର ୨୦୨୫ ମସିହାରେ କାନ୍ସରେ ଡେବ୍ୟୁ କରିଥିଲେ। ଏଥିରେ ସେ ଏକ ଗୋଲ୍ଡ ଲେହେଙ୍ଗା ପିନ୍ଧିଥିଲେ। ଏଥିସହିତ ରୁଚି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଫଟୋ ଥିବା ଏକ ଆକର୍ଷଣୀୟ ପେଣ୍ଡେଣ୍ଟ ହାର ପିନ୍ଧିଥିଲେ।  ଏହି ହାର ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି।

ରୁଚି ତାଙ୍କର ଏହି ସ୍ବତନ୍ତ୍ର ନେକଲେସକୁ ନେଇ କହିଛନ୍ତି " ଏହି ହାର କେବଳ ଅଳଙ୍କାର ନୁହେଁ - ଏହା ବିଶ୍ୱ ସ୍ତରରେ ଶକ୍ତି, ଦୃଷ୍ଟିକୋଣ ଏବଂ ଭାରତର ଉତ୍ଥାନର ପ୍ରତୀକ। ଏହାକୁ ପିନ୍ଧି ମୁଁ ପ୍ରଧାନମନ୍ତ୍ରୀଙ୍କୁ ସମ୍ମାନିତ କରିବାକୁ ଚାହିଁଥିଲି, ଯାହାଙ୍କ ନେତୃତ୍ୱ ଭାରତ ଏକ ନୂତନ ଉଚ୍ଚତାରେ ପହଞ୍ଚି ପାରିଛି।"

କାନ୍ସ ଫେଷ୍ଟିଭାଲରେ ନୂଆ ନୂଆ ଫ୍ୟାଶନ ଦେଖିବାକୁ ମିଳୁଛି । କିନ୍ତୁ ରୁଚିଙ୍କ ନିଆରା ପେଣ୍ଡେନ୍ ସତରେ ନୂଆ କିଛି କରିବାର ପ୍ରୟାସ ବୋଲି କୁହାଯାଉଛି ।


Powered by Froala Editor

Tags ruchi

Related articles Odisha News Lens 4.1

  • ସ୍ନାନ ଜଳରେ ମିଶାନ୍ତୁ  ଏହି ସ୍ୱତନ୍ତ୍ର ଜିନିଷ,  ହୋଇଥାଏ ଶୁଭ
    ବିଶେଷ

    ସ୍ନାନ ଜଳରେ ମିଶାନ୍ତୁ ଏହି ସ୍ୱତନ୍ତ୍ର ଜିନିଷ, ହୋଇଥାଏ ଶୁଭ

    14319
    May 21, 2025
  • ଆତତାୟୀଙ୍କ ଗୁଳିରେ ଆମିର ହାମଜା ଗୁୁରୁତର
    ଦେଶ-ଦେଶାନ୍ତର

    ଆତତାୟୀଙ୍କ ଗୁଳିରେ ଆମିର ହାମଜା ଗୁୁରୁତର

    14208
    May 21, 2025
  • ଗାଜାରେ ଇସ୍ରାଏଲ ପକ୍ଷରୁ ବାରମ୍ବାର ଆକ୍ରମଣ ଜାରି, ୫୫ ମୃତ
    ଦେଶ-ଦେଶାନ୍ତର

    ଗାଜାରେ ଇସ୍ରାଏଲ ପକ୍ଷରୁ ବାରମ୍ବାର ଆକ୍ରମଣ ଜାରି, ୫୫ ମୃତ

    13908
    May 21, 2025
  • ଶିଳ୍ପା ଶିରୋଡକର କୋଭିଡ୍ ପଜିଟିଭ୍
    ଦେଶ-ଦେଶାନ୍ତର

    ଶିଳ୍ପା ଶିରୋଡକର କୋଭିଡ୍ ପଜିଟିଭ୍

    15513
    May 20, 2025
  • କାନ୍ସ ଫେଷ୍ଟିଭାଲରେ ମୋଦୀ !
    ମନୋରଞ୍ଜନ

    କାନ୍ସ ଫେଷ୍ଟିଭାଲରେ ମୋଦୀ !

    14121
    May 21, 2025
  • ଦୁର୍ଦ୍ଧାନ୍ତ ମାଓନେତା ବାସବରାଜ ମୃତ, ମୁଣ୍ଡରେ ଥିଲା ଦେଢ଼ କୋଟିର ପୁରସ୍କାର
    ଦେଶ-ଦେଶାନ୍ତର

    ଦୁର୍ଦ୍ଧାନ୍ତ ମାଓନେତା ବାସବରାଜ ମୃତ, ମୁଣ୍ଡରେ ଥିଲା ଦେଢ଼ କୋଟିର ପୁରସ୍କାର

    13498
    May 21, 2025
  • ଶୀଘ୍ର ବିବାହ ପାଇଁ ଉପାୟ, ଏହା କଲେ ମିଳିବ ମନପସନ୍ଦର ଜୀବନସାଥୀ
    ବିଶେଷ

    ଶୀଘ୍ର ବିବାହ ପାଇଁ ଉପାୟ, ଏହା କଲେ ମିଳିବ ମନପସନ୍ଦର ଜୀବନସାଥୀ

    14732
    May 21, 2025
  • କ୍ଷେପଣାସ୍ତ୍ର ପ୍ରତିରକ୍ଷା ବ୍ୟବସ୍ଥାରେ କ୍ରାନ୍ତିକାରୀ ପରିବର୍ତ୍ତନ ଆଣିବ ...
    ଦେଶ-ଦେଶାନ୍ତର

    କ୍ଷେପଣାସ୍ତ୍ର ପ୍ରତିରକ୍ଷା ବ୍ୟବସ୍ଥାରେ କ୍ରାନ୍ତିକାରୀ ପରିବର୍ତ୍ତନ ଆଣିବ ...

    13704
    May 21, 2025
  • ବିଜୁଳି ଖସିଲା,  ଶ୍ରୀନଗରରେ ଜରୁରି ଅବତରଣ କଲା ଇଣ୍ଡିଗୋ
    ଦେଶ-ଦେଶାନ୍ତର

    ବିଜୁଳି ଖସିଲା, ଶ୍ରୀନଗରରେ ଜରୁରି ଅବତରଣ କଲା ଇଣ୍ଡିଗୋ

    14264
    May 21, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଗାଜାରେ ଇସ୍ରାଏଲ ପକ୍ଷରୁ ବାରମ୍ବାର ଆକ୍ରମଣ ଜାରି, ୫୫ ମୃତ

    13908
    May 21, 2025
  • ମନୋରଞ୍ଜନ

    କାନ୍ସ ଫେଷ୍ଟିଭାଲରେ ମୋଦୀ !

    14121
    May 21, 2025
  • ଦେଶ-ଦେଶାନ୍ତର

    ଦୁର୍ଦ୍ଧାନ୍ତ ମାଓନେତା ବାସବରାଜ ମୃତ, ମୁଣ୍ଡରେ ଥିଲା ଦେଢ଼ କୋଟିର ପୁରସ୍କାର

    13498
    May 21, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16611
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16901
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15446
    Apr 03, 2021

ବିଶେଷ

  • ଶୀଘ୍ର ବିବାହ ପାଇଁ ଉପାୟ, ଏହା କଲେ ମିଳିବ ମନପସନ୍ଦର ଜୀବନସାଥୀ

    14732
    May 21, 2025
  • ସ୍ନାନ ଜଳରେ ମିଶାନ୍ତୁ ଏହି ସ୍ୱତନ୍ତ୍ର ଜିନିଷ, ହୋଇଥାଏ ଶୁଭ

    14319
    May 21, 2025
  • ଶରୀର ପାଇଁ ବେଶ୍‌ ଉପକାରୀ ସକାଳ ଜଳଖିଆ

    14094
    May 20, 2025
  • ଏହି ଖାଦ୍ୟ ସହିତ ଖାଆନ୍ତୁ ନାହିଁ କାକୁଡ଼ି

    15776
    May 20, 2025
  • ପ୍ରୋଟିନରେ ଭରପୁର ଏହି ୫ ଜିନିଷ

    15716
    May 19, 2025

ବାଣିଜ୍ୟ

ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

ଭୁବନେଶ୍ୱର: ପବିତ୍ର ଅକ୍ଷୟ ତୃତୀୟାର ଉତ୍ସାହ ଉଦ୍ଦୀପନାକୁ ପାଳନ କରିବା ପାଇଁ ଓଡ଼ିଶାର ସର୍ବପୁରାତନ ଏବଂ ସବୁଠାରୁ ବିଶ୍ୱସନୀୟ ଜୁଏଲର ଖିମଜୀ ଜୁଏଲର୍ସ ଏହାର ବହୁ ପ୍ରତୀକ୍ଷିତ ଅକ୍ଷୟ ତୃତୀୟା ସେଲ୍ ଆରମ୍ଭ ସମ୍ପର୍କରେ ...

  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16273
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    13988
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14781
    Jan 28, 2025
  • ହଟସନ୍ ଆଗ୍ରୋ ହାତକୁ ଗଲା ‘ମିଲ୍କ ମନ୍ତ୍ର’

    15307
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶୀଘ୍ର ବିବାହ ପାଇଁ ଉପାୟ, ଏହା କଲେ ମିଳିବ ମନପସନ୍ଦର ଜୀବନସାଥୀ

    14732
    May 21, 2025
  • କ୍ଷେପଣାସ୍ତ୍ର ପ୍ରତିରକ୍ଷା ବ୍ୟବସ୍ଥାରେ କ୍ରାନ୍ତିକାରୀ ପରିବର୍ତ୍ତନ ଆଣିବ ଆମେରିକା, ତିଆରି କରିବ ଗୋଲଡେନ ଡୋମ

    13704
    May 21, 2025
  • ଗାଜାରେ ଇସ୍ରାଏଲ ପକ୍ଷରୁ ବାରମ୍ବାର ଆକ୍ରମଣ ଜାରି, ୫୫ ମୃତ

    13908
    May 21, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In