Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 22, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୧୨ ବର୍ଷ ସାନ ଅଭିନେତ୍ରୀଙ୍କ ହାତ ଧରିବେ ...

  • କାନ୍ସରେ ଐଶ୍ୱର୍ଯ୍ୟାଙ୍କ ଜଲୱା : ଶାଢ଼ି ଓ ...

  • ଅସୁରକ୍ଷିତ ସଲମାନ : ଦୁଇ ଦିନରେ ଘରେ ...

  • କାଲିଫର୍ନିଆରେ ବିମାନ ଦୁର୍ଘଟଣା, ଜଳିଗଲେ ...

  • ୬୦ ମିନିଟରେ ଜିନିଷ ପହଞ୍ଚାଇବ ଆମାଜନ

  • ୬ଟି କୀର୍ତ୍ତି ଚକ୍ର, ୩୩ଟି ଶୌର୍ଯ୍ୟଚକ୍ର ...

  • ୫ ବର୍ଷ ପରେ ଆରମ୍ଭ ହେବ ମାନସରୋବର ଯାତ୍ରା, ...

  • ଖାଲି ପଡିଥିବା ଶିକ୍ଷକ ପବଦୀ ପୂରଣ ପାଇଁ ...

  • ପହଲଗାଓଁର ଛାତିଥରା ଘଟଣାକୁ ଆଜି ପୁରିଲା ...

  • ଗୁଳି ବିନିମୟ: ଦୁଇ ଆତଙ୍କବାଦୀ ନିହତ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପହଲଗାଓଁର ଛାତିଥରା ଘଟଣାକୁ ଆଜି ପୁରିଲା ମାସେ

ପହଲଗାଓଁର ଛାତିଥରା ଘଟଣାକୁ ଆଜି ପୁରିଲା ମାସେ

2025-05-22 10:54:41
15506
Share:
Facebook
Twitter
E-Mail
WhatsApp
Telegram
ପହଲଗାଓଁର ଛାତିଥରା ଘଟଣାକୁ ଆଜି ପୁରିଲା ମାସେ

ନୂଆଦିଲ୍ଲୀ: ଦିନ ଥିଲା ଏପ୍ରିଲ ୨୨ । ପହଲଗାଓଁର ଶାନ୍ତ ପରିବେଶରେ ପ୍ରିୟଜନଙ୍କ ସହିତ ବୁଲିବାର ମଜା ଉଠାଉଥିଲେ ପର୍ଯ୍ୟଟକ । ହେଲେ ହଠାତ ଆତଙ୍କୀଙ୍କ ଗୁଳିରେ ରକ୍ତରେ ଲାଲ୍‍ ହୋଇଯାଇଥିଲା ସେଠାକାର ମାଟି ମା । ଭାରତର ମିନି ସୁଇଜରଲ୍ୟାଣ୍ଡ କୁହାଯାଉଥିବା ସବୁଜ ପରିବେଶ କିଛି ସମୟରେ ହିଁ ରକ୍ତ ରଞ୍ଜିତ ହୋଇଯାଇଥିଲା । କେହି କିଛି ବୁଝିବା ଆଗରୁ ପର୍ଯ୍ୟଟକଙ୍କୁ ଧର୍ମ ପଚାରି ଅଚାନକ ଗୁଳିବର୍ଷା କରିଥିଲେ ଆତଙ୍କବାଦୀ । ଫଳରେ ୨୮ଜଣ ପର୍ଯ୍ୟଟକ ପ୍ରାଣ ହରାଇଥିବା ବେଳେ ଅନେକ ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ । ଏହି ଛାତିଥରା ଘଟଣାକୁ ଆଜି ମାସେ ପୁରିଛି । ନିଜ ଆତ୍ମୀୟଙ୍କୁ ହରାଇଥିବା ପରିବାର ଆଖିରୁ ଲୁହ ଏଯାଏ ଶୁଖି ନଥିବା ବେଳେ ଯେଉଁ ୪ଜଣ ଆତଙ୍କୀ ଆକ୍ରମଣ କରିଥିଲେ ସେମାନଙ୍କର ଏଯାଏ ପତ୍ତା ମିଳିପାରି ନାହିଁ ।

ଏହି ଘଟଣାକୁ ସମଗ୍ର ବିଶ୍ୱ ନିନ୍ଦା କରିଥିଲେ । ଲସ୍କର-ଏ-ତୋଇବା ସହ ଜଡିତ ଦି ରେଜିଷ୍ଟାନ୍ସ ପ୍ରଣ୍ଟ ଏହି ଆକ୍ରମଣ ପାଇଁ ନିଜକୁ ଦାୟୀ କରିଥିଲା । ପରେ ଟିଆରଏଫ ନିଜ ଦାବିରୁ ଓହରି ଯାଇଥିଲା । ଭାରତ ପକ୍ଷରୁ ତୁରନ୍ତ ଏହାର ଜବାବ ଦିଆଯିବ ବୋଲି କଡା ଚେତବନୀ ଦିଆଯାଇଥିଲା । ଏପରିକି ବିରୋଧୀ ଦଳଙ୍କୁ ନେଇ ସର୍ବଦଳୀୟ ବୈଠକ କରାଯାଇଥିବା ବେଳେ ସବୁ ଦଳ ଏଥିରେ ସରକାରଙ୍କୁ ସହଯୋଗ କରିଥିଲେ ।

ଆତଙ୍କବାଦୀ ବିରୋଧରେ ଲଢେଇ ସ୍ୱରୂପ ମେ ୬ତାରିଖ ମଧ୍ୟରାତ୍ରିରେ ଭାରତ ପକ୍ଷରୁ ଅପରେସନ ସିନ୍ଦୂର କରାଯାଇଥିଲା । ଏହି ଅପରେସନର ଉଦ୍ଦେଶ୍ଯ ଥିଲା ପାକିସ୍ତାନ ମାଟିରେ ଥିବା ଆତଙ୍କବାଦୀ ଆଶ୍ରୟସ୍ଥଳ ଗୁଡିକୁ ମାଟିରେ ଧୂଳିଶାତ କରିବା । ଏଥରେ ଭାରତୀୟ ସେନା ସଫଳ ମଧ୍ୟ ହୋଇଥିଲା । ଭାରତର ଆକ୍ରମଣରେ ୧୦୦ରୁ ଅଧିକ ଆତଙ୍କବାଦୀ ନିପାତ ହେବା ସହ ଆଶ୍ରୟସ୍ଥଳୀ ଛାରଖାର ହୋଇଥିଲା । ତେବେ ପହଲଗାଓଁ ଆକ୍ରମଣରେ ଆତଙ୍କୀ ୩ଜଣ କୁଆଡେ ଗଲେ ତାହା ବଡ ପ୍ରଶ୍ନ ହୋଇଛି ।

Powered by Froala Editor

Tags Pahalgaon attacck

Related articles Odisha News Lens 4.1

  • କାନ୍ସରେ ଐଶ୍ୱର୍ଯ୍ୟାଙ୍କ ଜଲୱା : ଶାଢ଼ି ଓ ସିନ୍ଦୂରରେ ମନ କିଣିନେଲେ
    ମନୋରଞ୍ଜନ

    କାନ୍ସରେ ଐଶ୍ୱର୍ଯ୍ୟାଙ୍କ ଜଲୱା : ଶାଢ଼ି ଓ ସିନ୍ଦୂରରେ ମନ କିଣିନେଲେ

    14618
    May 22, 2025
  • ୬୦ ମିନିଟରେ ଜିନିଷ ପହଞ୍ଚାଇବ ଆମାଜନ
    ଦେଶ-ଦେଶାନ୍ତର

    ୬୦ ମିନିଟରେ ଜିନିଷ ପହଞ୍ଚାଇବ ଆମାଜନ

    15481
    May 22, 2025
  • କାଲିଫର୍ନିଆରେ ବିମାନ ଦୁର୍ଘଟଣା, ଜଳିଗଲେ ସମସ୍ତ ଯାତ୍ରୀ
    ଦେଶ-ଦେଶାନ୍ତର

    କାଲିଫର୍ନିଆରେ ବିମାନ ଦୁର୍ଘଟଣା, ଜଳିଗଲେ ସମସ୍ତ ଯାତ୍ରୀ

    15350
    May 22, 2025
  • ୬ଟି କୀର୍ତ୍ତି ଚକ୍ର, ୩୩ଟି ଶୌର୍ଯ୍ୟଚକ୍ର ପ୍ରଦାନ କଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ୬ଟି କୀର୍ତ୍ତି ଚକ୍ର, ୩୩ଟି ଶୌର୍ଯ୍ୟଚକ୍ର ପ୍ରଦାନ କଲେ ରାଷ୍ଟ୍ରପତି

    13333
    May 22, 2025
  • ୫ ବର୍ଷ ପରେ ଆରମ୍ଭ ହେବ ମାନସରୋବର ଯାତ୍ରା, ଯିବେ ୭୫୦ ଯାତ୍ରୀ
    ଦେଶ-ଦେଶାନ୍ତର

    ୫ ବର୍ଷ ପରେ ଆରମ୍ଭ ହେବ ମାନସରୋବର ଯାତ୍ରା, ଯିବେ ୭୫୦ ଯାତ୍ରୀ

    14047
    May 22, 2025
  • ୧୨ ବର୍ଷ ସାନ ଅଭିନେତ୍ରୀଙ୍କ ହାତ ଧରିବେ ବିଶାଲ
    ମନୋରଞ୍ଜନ

    ୧୨ ବର୍ଷ ସାନ ଅଭିନେତ୍ରୀଙ୍କ ହାତ ଧରିବେ ବିଶାଲ

    14494
    May 22, 2025
  • ଗୁଳି ବିନିମୟ: ଦୁଇ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ଗୁଳି ବିନିମୟ: ଦୁଇ ଆତଙ୍କବାଦୀ ନିହତ

    15589
    May 22, 2025
  • ଅସୁରକ୍ଷିତ ସଲମାନ : ଦୁଇ ଦିନରେ ଘରେ ପଶିଲେଣି ୨ ଅନୁପ୍ରବେଶକାରୀ
    ମନୋରଞ୍ଜନ

    ଅସୁରକ୍ଷିତ ସଲମାନ : ଦୁଇ ଦିନରେ ଘରେ ପଶିଲେଣି ୨ ଅନୁପ୍ରବେଶକାରୀ

    14168
    May 22, 2025
  • ପହଲଗାଓଁର ଛାତିଥରା ଘଟଣାକୁ ଆଜି ପୁରିଲା ମାସେ
    ଦେଶ-ଦେଶାନ୍ତର

    ପହଲଗାଓଁର ଛାତିଥରା ଘଟଣାକୁ ଆଜି ପୁରିଲା ମାସେ

    15506
    May 22, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଖାଲି ପଡିଥିବା ଶିକ୍ଷକ ପବଦୀ ପୂରଣ ପାଇଁ ଖୁବଶୀଘ୍ର ହେବ ପରୀକ୍ଷା

    13363
    May 22, 2025
  • ମନୋରଞ୍ଜନ

    ୧୨ ବର୍ଷ ସାନ ଅଭିନେତ୍ରୀଙ୍କ ହାତ ଧରିବେ ବିଶାଲ

    14494
    May 22, 2025
  • ଦେଶ-ଦେଶାନ୍ତର

    ଗୁଳି ବିନିମୟ: ଦୁଇ ଆତଙ୍କବାଦୀ ନିହତ

    15589
    May 22, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16611
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16902
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15446
    Apr 03, 2021

ବିଶେଷ

  • ପତଳା ହେବାର ଉପାୟ ଜାଣନ୍ତୁ....

    14719
    May 22, 2025
  • ଦିଗକୁ ମୁଣ୍ଡ କରି ଶୋଇଲେ ମିଳିଥାଏ ଆରାମଦାୟକ ନିଦ

    14151
    May 22, 2025
  • ଶୀଘ୍ର ବିବାହ ପାଇଁ ଉପାୟ, ଏହା କଲେ ମିଳିବ ମନପସନ୍ଦର ଜୀବନସାଥୀ

    14936
    May 21, 2025
  • ସ୍ନାନ ଜଳରେ ମିଶାନ୍ତୁ ଏହି ସ୍ୱତନ୍ତ୍ର ଜିନିଷ, ହୋଇଥାଏ ଶୁଭ

    14518
    May 21, 2025
  • ଶରୀର ପାଇଁ ବେଶ୍‌ ଉପକାରୀ ସକାଳ ଜଳଖିଆ

    14212
    May 20, 2025

ବାଣିଜ୍ୟ

ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

ଭୁବନେଶ୍ୱର: ପବିତ୍ର ଅକ୍ଷୟ ତୃତୀୟାର ଉତ୍ସାହ ଉଦ୍ଦୀପନାକୁ ପାଳନ କରିବା ପାଇଁ ଓଡ଼ିଶାର ସର୍ବପୁରାତନ ଏବଂ ସବୁଠାରୁ ବିଶ୍ୱସନୀୟ ଜୁଏଲର ଖିମଜୀ ଜୁଏଲର୍ସ ଏହାର ବହୁ ପ୍ରତୀକ୍ଷିତ ଅକ୍ଷୟ ତୃତୀୟା ସେଲ୍ ଆରମ୍ଭ ସମ୍ପର୍କରେ ...

  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16273
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    13988
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14781
    Jan 28, 2025
  • ହଟସନ୍ ଆଗ୍ରୋ ହାତକୁ ଗଲା ‘ମିଲ୍କ ମନ୍ତ୍ର’

    15307
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୬ଟି କୀର୍ତ୍ତି ଚକ୍ର, ୩୩ଟି ଶୌର୍ଯ୍ୟଚକ୍ର ପ୍ରଦାନ କଲେ ରାଷ୍ଟ୍ରପତି

    13333
    May 22, 2025
  • କାଲିଫର୍ନିଆରେ ବିମାନ ଦୁର୍ଘଟଣା, ଜଳିଗଲେ ସମସ୍ତ ଯାତ୍ରୀ

    15350
    May 22, 2025
  • ପହଲଗାଓଁର ଛାତିଥରା ଘଟଣାକୁ ଆଜି ପୁରିଲା ମାସେ

    15506
    May 22, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In