Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, April 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ତ୍ୱଚାକୁ ପ୍ରାକୃତିକ ଚମକ ଦେବ ଏହି ଫଳ

  • ଏହି ଦୁଇ କଲେଜକୁ ବୋମା ଧମକ

  • ନେପାଳରେ ଶନିବାର ଓ ରବିବାର ବନ୍ଦ ରହିବ ...

  • ରାଜ୍ୟସଭାରେ ଓଡ଼ିଶାର ୩ ସାଂସଦ ନେଲେ ଶପଥ

  • ସୁରକ୍ଷା ପାଇଁ ସୀମାରେ ଛଡା ହେବେ ବିଷାକ୍ତ ...

  • ରଶ୍ମିକାଙ୍କ ପୋଷ୍ଟ ଭାଇରାଲ : “ଏବେ, ଆମେ ...

  • ଅନ୍ୟାୟ ବିରୁଦ୍ଧରେ ଆଧ୍ୟାତ୍ମିକ ଶକ୍ତିର ...

  • ନାଟ୍ୟ ମଣ୍ଡପକୁ ଆସିବେ ମହାଭାରତର ...

  • ନବକୋଠି ଶାଢ଼ିର ପ୍ରଶଂସାରେ ଶତମୁଖ ମାଧୁରୀ

  • ଭାରତର ପ୍ରତିରକ୍ଷା ସାମଗ୍ରୀ ରପ୍ତାନି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୬ଟି କୀର୍ତ୍ତି ଚକ୍ର, ୩୩ଟି ଶୌର୍ଯ୍ୟଚକ୍ର ପ୍ରଦାନ କଲେ ରାଷ୍ଟ୍ରପତି

୬ଟି କୀର୍ତ୍ତି ଚକ୍ର, ୩୩ଟି ଶୌର୍ଯ୍ୟଚକ୍ର ପ୍ରଦାନ କଲେ ରାଷ୍ଟ୍ରପତି

2025-05-22 19:28:11
14065
Share:
Facebook
Twitter
E-Mail
WhatsApp
Telegram
୬ଟି କୀର୍ତ୍ତି ଚକ୍ର, ୩୩ଟି ଶୌର୍ଯ୍ୟଚକ୍ର ପ୍ରଦାନ କଲେ ରାଷ୍ଟ୍ରପତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ରାଷ୍ଟ୍ରପତି ଭବନରେ ୪ଟି ମରଣୋତ୍ତର ସମେତ ୬ଟି କୀର୍ତ୍ତି ଚକ୍ର ଏବଂ ୭ଟି ମରଣୋତ୍ତର ସମେତ ୩୩ଟି ଶୌର୍ଯ୍ୟଚକ୍ର ପ୍ରଦାନ କରିଛନ୍ତି। ରାଇଫଲ ମ୍ୟାନ ରବି କୁମାର, କଲୋନେଲ ମନପ୍ରୀତ ସିଂହ, ଡିଏସପି ହିମାୟୁନ ମୁଜାମ୍ମିଲ ଭଟ୍ଟ ଓ ନାୟକ ଦିଲୱାର ଖାନଙ୍କୁ ମରଣୋତ୍ତର ଭାବେ କୀର୍ତ୍ତି ଚକ୍ର ପ୍ରଦାନ କରାଯାଇଛି।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ରାଷ୍ଟ୍ରପତି ଭବନରେ ପ୍ରଥମ ପର୍ଯ୍ୟାୟ ସାହସିକତା ପୁରସ୍କାର ପ୍ରଦାନ କରିଥିଲେ। ଏବଂ କର୍ତ୍ତବ୍ୟ ପାଳନ ସମୟରେ ଅସାଧାରଣ ସାହସିକତା, ସମର୍ପଣ ଏବଂ ବଳିଦାନ ଦେଇଥିବା ଯବାନମାନଙ୍କୁ ସମ୍ମାନ ସ୍ୱୀକୃତି ସ୍ୱରୂପ ଏହି ପୁରସ୍କାର ପ୍ରଦାନ କରାଯାଇଥିଲା। ରାଷ୍ଟ୍ରପତି ଭବନର ଗଣତତନ୍ତ୍ର ମଣ୍ଡପରେ ଆୟୋଜିତ ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ମୋଦୀ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଉପସ୍ଥିତ ଥିଲେ।

ମରାଠା ଲାଇଟ୍ ଇନଫାଣ୍ଟ୍ରିର ମେଜର ମଲ୍ଲ ରାମ ଗୋପାଳ ନାଇଡୁ ଏବଂ ପଞ୍ଜାବ ରେଜିମେଣ୍ଟର ମେଜର ମନଜିତଙ୍କୁ କୀର୍ତ୍ତି ଚକ୍ରରେ ସମ୍ମାନିତ କରାଯାଇଛି। ମେଜର ଆଶିଷ ଧୋଞ୍ଚକ୍, ସିପାହୀ ପ୍ରଦୀପ ସିଂ, ହାବିଲଦାର ରୋହିତ କୁମାର, ପୁଲିସ ଅଧିକାରୀ ପୱନ କୁମାର, କନଷ୍ଟେବଳ ଦେବାନ ସି, ବିଜୟନ କୁଟ୍ଟି ଜି ଏବଂ କ୍ୟାପଟେନ ଦୀପକ ସିଂଙ୍କ ସମେତ ସାତ ଜଣ ବୀରଙ୍କୁ ତାଙ୍କ କର୍ତ୍ତବ୍ୟ ପାଳନ କରିବାରେ ଅସାଧାରଣ ସାହସ ଏବଂ ବଳିଦାନ ପାଇଁ ମରଣୋତ୍ତର ଭାବେ ଶୌର୍ଯ୍ୟ ଚକ୍ର ପ୍ରଦାନ କରାଯାଇଛି।

Powered by Froala Editor

Tags chakra

Related articles Odisha News Lens 4.1

  • ରାଜ୍ୟସଭାରେ ଓଡ଼ିଶାର ୩ ସାଂସଦ ନେଲେ ଶପଥ
    ଦେଶ-ଦେଶାନ୍ତର

    ରାଜ୍ୟସଭାରେ ଓଡ଼ିଶାର ୩ ସାଂସଦ ନେଲେ ଶପଥ

    14411
    Apr 06, 2026
  • ଭାରତର ପ୍ରତିରକ୍ଷା ସାମଗ୍ରୀ ରପ୍ତାନି ୩୮,୪୨୪ କୋଟି ଟଙ୍କାକୁ ବୃଦ୍ଧି
    ଦେଶ-ଦେଶାନ୍ତର

    ଭାରତର ପ୍ରତିରକ୍ଷା ସାମଗ୍ରୀ ରପ୍ତାନି ୩୮,୪୨୪ କୋଟି ଟଙ୍କାକୁ ବୃଦ୍ଧି

    14841
    Apr 05, 2026
  • ନେପାଳରେ ଶନିବାର ଓ ରବିବାର ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ ଓ ଶିକ୍ଷାନୁଷ୍ଠାନ
    ଦେଶ-ଦେଶାନ୍ତର

    ନେପାଳରେ ଶନିବାର ଓ ରବିବାର ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ ଓ ଶିକ୍ଷାନୁଷ୍ଠାନ

    14032
    Apr 06, 2026
  • ସୁରକ୍ଷା ପାଇଁ ସୀମାରେ ଛଡା ହେବେ ବିଷାକ୍ତ ସାପ, ବିଛା ଓ କୁମ୍ଭୀର
    ଦେଶ-ଦେଶାନ୍ତର

    ସୁରକ୍ଷା ପାଇଁ ସୀମାରେ ଛଡା ହେବେ ବିଷାକ୍ତ ସାପ, ବିଛା ଓ କୁମ୍ଭୀର

    13444
    Apr 06, 2026
  • ନବକୋଠି ଶାଢ଼ିର ପ୍ରଶଂସାରେ ଶତମୁଖ ମାଧୁରୀ
    ମନୋରଞ୍ଜନ

    ନବକୋଠି ଶାଢ଼ିର ପ୍ରଶଂସାରେ ଶତମୁଖ ମାଧୁରୀ

    13919
    Apr 06, 2026
  • ଏହି ଦୁଇ କଲେଜକୁ ବୋମା ଧମକ
    ଦେଶ-ଦେଶାନ୍ତର

    ଏହି ଦୁଇ କଲେଜକୁ ବୋମା ଧମକ

    15294
    Apr 06, 2026
  • ତ୍ୱଚାକୁ ପ୍ରାକୃତିକ ଚମକ ଦେବ ଏହି ଫଳ
    ବିଶେଷ

    ତ୍ୱଚାକୁ ପ୍ରାକୃତିକ ଚମକ ଦେବ ଏହି ଫଳ

    15225
    Apr 06, 2026
  • ରଶ୍ମିକାଙ୍କ ପୋଷ୍ଟ ଭାଇରାଲ : “ଏବେ, ଆମେ ତିନି ଜଣ”
    ମନୋରଞ୍ଜନ

    ରଶ୍ମିକାଙ୍କ ପୋଷ୍ଟ ଭାଇରାଲ : “ଏବେ, ଆମେ ତିନି ଜଣ”

    15639
    Apr 06, 2026
  • ନାଟ୍ୟ ମଣ୍ଡପକୁ ଆସିବେ ମହାଭାରତର ଦୁର୍ଯ୍ୟୋଧନ
    ମନୋରଞ୍ଜନ

    ନାଟ୍ୟ ମଣ୍ଡପକୁ ଆସିବେ ମହାଭାରତର ଦୁର୍ଯ୍ୟୋଧନ

    15163
    Apr 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ତ୍ୱଚାକୁ ପ୍ରାକୃତିକ ଚମକ ଦେବ ଏହି ଫଳ

    15225
    Apr 06, 2026
  • ଦେଶ-ଦେଶାନ୍ତର

    ନେପାଳରେ ଶନିବାର ଓ ରବିବାର ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ ଓ ଶିକ୍ଷାନୁଷ୍ଠାନ

    14032
    Apr 06, 2026
  • ଦେଶ-ଦେଶାନ୍ତର

    ଏହି ଦୁଇ କଲେଜକୁ ବୋମା ଧମକ

    15294
    Apr 06, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17403
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17462
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17813
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16290
    Apr 03, 2021

ବିଶେଷ

  • ତ୍ୱଚାକୁ ପ୍ରାକୃତିକ ଚମକ ଦେବ ଏହି ଫଳ

    15225
    Apr 06, 2026
  • ଆମ୍ବର ଦାମ୍ ୩ ଲକ୍ଷ ଟଙ୍କା

    14075
    Apr 04, 2026
  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    15450
    Apr 02, 2026
  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14658
    Apr 01, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    16057
    Mar 31, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15316
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15045
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15550
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13846
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନେପାଳରେ ଶନିବାର ଓ ରବିବାର ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ ଓ ଶିକ୍ଷାନୁଷ୍ଠାନ

    14032
    Apr 06, 2026
  • ଭାରତର ପ୍ରତିରକ୍ଷା ସାମଗ୍ରୀ ରପ୍ତାନି ୩୮,୪୨୪ କୋଟି ଟଙ୍କାକୁ ବୃଦ୍ଧି

    14841
    Apr 05, 2026
  • ତ୍ୱଚାକୁ ପ୍ରାକୃତିକ ଚମକ ଦେବ ଏହି ଫଳ

    15225
    Apr 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In