Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା କଲା ଏହି ଶକ୍ତିଶାଳୀ ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ...

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ...

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ...

ରାଜ୍ୟ
Home ›› ରାଜ୍ୟ ››୭୦୦ ମହିଳାଙ୍କୁ ସାବିତ୍ରୀ ଅମାବାସ୍ୟା ଭାର ବଣ୍ଟନ କଲେ ମନ୍ତ୍ରୀ

୭୦୦ ମହିଳାଙ୍କୁ ସାବିତ୍ରୀ ଅମାବାସ୍ୟା ଭାର ବଣ୍ଟନ କଲେ ମନ୍ତ୍ରୀ

2025-05-24 12:47:41
14558
Share:
Facebook
Twitter
E-Mail
WhatsApp
Telegram
୭୦୦ ମହିଳାଙ୍କୁ ସାବିତ୍ରୀ ଅମାବାସ୍ୟା ଭାର ବଣ୍ଟନ କଲେ ମନ୍ତ୍ରୀ

ଗୋପାଳପୁର: ବାପା ଘରୁ ଅମାବାସ୍ୟା ଭାର କେବେ ଆସିବ ସେଥିପାଇଁ ଝିଅ ମାନେ ଅପେକ୍ଷା କରିଥାନ୍ତି। ଭାଇ ନେଇ ଭଉଣୀ ପାଖରେ ପହଞ୍ଚାଇ ଦିଏ ସେହି ଭାର। ଭଉଣୀଙ୍କୁ ଭାଇ ଦିଏ ଅମାବାସ୍ୟା ଭାର। ଏଭଳି ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳିଛି ଗୋପାଳପୁର ନିର୍ବାଚନ ମଣ୍ଡଳୀରେ। ଗୋପାଳପୁର ନିର୍ବାଚନ ମଣ୍ଡଳୀ ବିଜେପି ପକ୍ଷରୁ ଗୋଳନ୍ଥରା ସ୍ଥିତ ଇଶାଣେଶ୍ବର ମନ୍ଦିର ପରିସରରେ ସୁଭଦ୍ରା ପାଇଁ ସାବିତ୍ରୀ କାର୍ଯ୍ୟକ୍ରମ ଗୋପାଳପୁର ବିଧାୟକ ତଥା ରାଜ୍ୟ ଖଣି ଇସ୍ପାତ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିଲା।

କାର୍ଯ୍ୟକ୍ରମରେ ଉପମୁଖ୍ୟ ପ୍ରଭାତୀ ପରିଡା ଆଭାସୀ ମାଧ୍ୟମରେ ଯୋଗଦେଇ ମହିଳାଙ୍କ ପାଇଁ ଶ୍ରେଷ୍ଠ ପୂଜା ହେଉଛି ସାବିତ୍ରୀ ଅମାବାସ୍ୟା। ସବୁ ଭଉଣୀଙ୍କ ସୁଖ, ସମୃଦ୍ଧି, ଉଜ୍ଜଳ ଭବିଷ୍ୟତ କାମନା କରିବା ସହ ସାବିତ୍ରୀ ଅମାବାସ୍ୟା ଅବସରରେ କୌଣସି ବିବାହିତ ମହିଳା ଗର୍ଭରୁ କନ୍ୟା ଭୃଣକୁ ନଷ୍ଟ ନ କରିବା ପାଇଁ ଶପଥ ନେବାକୁ ଉପସ୍ଥିତ ମହିଳା ମାନଙ୍କୁ ଉପମୁଖ୍ୟ ମନ୍ତ୍ରୀ ଶ୍ରୀମତୀ ପରିଡା ଆହ୍ବାନ ଦେଇଥିଲେ।

ଅନ୍ୟତମ ଅତିଥି ଭାବେ କାଶୀ ଶଙ୍କରାଚାର୍ଯ୍ୟ ସୁମେରୁ ପିଠାଧୀଶ ନରେନ୍ଦ୍ରନନ୍ଦ ସରସ୍ୱତୀ ମହାରାଜ ଯୋଗଦେଇ ସାବିତ୍ରୀ ବ୍ରତ ନେଇ ମତ ରଖିବା ସହ ମହିଳାମାନେ କେବେ ବି ଦୁର୍ବଳା ନୁହନ୍ତି, ସବୁବେଳେ ସବଳା ବୋଲି କହିବା ସହ ଦେଶର ବଡ଼ ଶକ୍ତି ହେଉଛନ୍ତି ମହିଳା ବୋଲି ସମ୍ବୋଧନ କରିବା ସହ ମହିଳା ମାନେ କେତେ ଶକ୍ତିଶାଳୀ ତାହା ନିକଟ ଅତୀତରେ ସମଗ୍ର ବିଶ୍ୱ ଦେଖିଲା ବୋଲି କହିଥିଲେ। କନ୍ୟା, ମହିଳାଙ୍କୁ ସମ୍ମାନ ଦେବା ସହ କନ୍ୟା ଭୃଣ ହତ୍ୟାରୁ ନିବୃତ୍ତ ରହିବାକୁ ଶଙ୍କରାଚାର୍ଯ୍ୟ ପରାମର୍ଶ ଦେଇଛନ୍ତି। ଏହି ଅବସରରେ ଶଙ୍କରାଚାର୍ଯ୍ୟ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କୁ ଆଭାସୀ ମାଧ୍ୟମରେ ଅମାବାସ୍ୟା ଭାର ପ୍ରଦାନ କରିଥିଲେ। ଆସନ୍ତାକାଲି ଏହି ଭାର ଉପମୁଖ୍ୟମନ୍ତ୍ରୀଙ୍କ ନିକଟରେ ପହଞ୍ଚାଇବେ ବୋଲି ଖଣି ଓ ଇସ୍ପାତ ବିଭାଗ ମନ୍ତ୍ରୀ ବିଭୁତି ଭୂଷଣ ଜେନା କହିଛନ୍ତି।

ମନ୍ତ୍ରୀ ବିଭୁତି ଭୂଷଣ ଜେନା ଗଞ୍ଜାମ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା ପ୍ରାୟ ୭୦୦ ମହିଳାଙ୍କୁ ଅମାବାସ୍ୟା ଭାର ବଣ୍ଟନ କରିବା ସହ ସମସ୍ତ ଭଉଣୀଙ୍କ ଉଜ୍ୱଳ ଭବିଷ୍ୟତ କାମନା କରିବା ସହ ଭବିଷ୍ୟତ ଜୀବନ ସୁଖମୟ ହେଉ ବୋଲି କାମନା କରିଥିଲେ।

Powered by Froala Editor

Tags Sabitri vara

Related articles Odisha News Lens 4.1

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    14845
    Mar 05, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    14830
    Mar 05, 2026
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ
    ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    15210
    Mar 04, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14276
    Mar 04, 2026
  • ଆମେରିକା କଲା ଏହି ଶକ୍ତିଶାଳୀ କ୍ଷେପଣାସ୍ତ୍ରର ପରୀକ୍ଷଣ
    ଦେଶ-ଦେଶାନ୍ତର

    ଆମେରିକା କଲା ଏହି ଶକ୍ତିଶାଳୀ କ୍ଷେପଣାସ୍ତ୍ରର ପରୀକ୍ଷଣ

    14663
    Mar 05, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15200
    Mar 04, 2026
  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ
    ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15528
    Mar 04, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...
    ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...

    13642
    Mar 05, 2026
  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ
    ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14797
    Mar 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆମେରିକା କଲା ଏହି ଶକ୍ତିଶାଳୀ କ୍ଷେପଣାସ୍ତ୍ରର ପରୀକ୍ଷଣ

    14663
    Mar 05, 2026
  • ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15528
    Mar 04, 2026
  • ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14797
    Mar 03, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17774
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16246
    Apr 03, 2021

ବିଶେଷ

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14344
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14824
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14034
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15032
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14654
    Feb 27, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15667
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15125
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14976
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14489
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14344
    Mar 05, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    14830
    Mar 05, 2026
  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14797
    Mar 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In