Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ...

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ...

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ...

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ...

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ...

  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ...

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ...

  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ...

Home ›› ››ପାକିସ୍ତାନ ଉପରେ ବର୍ଷିଲେ ମୋଦୀ, କହିଲେ ଏହା.....

ପାକିସ୍ତାନ ଉପରେ ବର୍ଷିଲେ ମୋଦୀ, କହିଲେ ଏହା.....

2025-05-27 12:38:50
15147
Share:
Facebook
Twitter
E-Mail
WhatsApp
Telegram
ପାକିସ୍ତାନ ଉପରେ ବର୍ଷିଲେ ମୋଦୀ, କହିଲେ ଏହା.....

 ନୂଆଦିଲ୍ଲୀ: ପୁଣି ପାକିସ୍ତାନ ଉପରେ ବର୍ଷିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଗୁଜରାଟ ଗସ୍ତରେ ଥିବା ମୋଦୀ ଗାନ୍ଧୀନଗର ଠାରେ ଆୟୋଜିତ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି । ୧୯୬୦ ମସିହା ସିନ୍ଧୁ ଜଳ ଚୁକ୍ତିନାମାର ବିସ୍ତୁତ ବିବରଣୀ ରଖି ସୂକ୍ଷ୍ମ ଭାବରେ ସୂଚାଇ ଦେଇଛନ୍ତି ଯେ ଭାରତ ଏବେ ପୁରୁଣା ଚୁକ୍ତିନାମାରୁ ବାହାରି ଆସିବାକୁ ପ୍ରସ୍ତୁତ । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ୧୯୬୦ ମସିହାରେ ସ୍ୱାକ୍ଷରିତ ସିନ୍ଧୁ ଜଳ ଚୁକ୍ତିନାମାର ବିବରଣୀକୁ ଯଦି ଦେଖିବା ତେବେ ଆଶ୍ଚର୍ଯ୍ୟ ହୋଇଯିବେ । ଏପରିକି ଜମ୍ମୁ ଏବଂ କାଶ୍ମୀରରେ ନିର୍ମିତ ନଦୀବନ୍ଧଗୁଡିକୁ ସଫା କରାଯିବ ନାହିଁ ବୋଲି ନିଷ୍ପତ୍ତି ନିଆଯାଇଥିଲା । ୬୦ବର୍ଷ ଧରି ନଦୀବନ୍ଧର ଗେଟ୍‍ ଖୋଲାଯାଇନଥିଲା । ଏପର୍ଯ୍ୟନ୍ତ ମୁଁ ବେଶି କିଛି କରିନାହିଁ, କେବଳ ଚୁକ୍ତିକୁ ସ୍ଥଗିତ ରଖାଯାଇଛି । ଏହି କାରଣରୁ ସେମାନଙ୍କର ଚିନ୍ତା ବଢିଯାଇଛି । ଆମେ କେବଳ ବନ୍ଧର ଗେଟ୍‍ ଖୋଲି ଅଳିଆ ସଫା କରୁଛୁ, ଏତିକିରେ କିନ୍ତୁ ସେଠାରେ ବନ୍ୟା ହୋଇଛି ।

ଗୁଜରାଟ ଗସ୍ତର ଦ୍ୱିତୀୟ ଦିନରେ ମୋଦୀ କହିଛନ୍ତି ମାତୃଭୂମି ପ୍ରତି ଅପାର ପ୍ରେମ ଦେଖିବାକୁ ମିଳୁଛି । ଭାରତ ବୀର ଯୋଦ୍ଧାମାନଙ୍କ ଭୂମି ଅଟେ । ଆତଙ୍କବାଦର କଣ୍ଟାକୁ କାଢିକି ହିଁ ରହିବୁ । ପାକିସ୍ତାନକୁ ଜଣା ଯୁଦ୍ଧରେ ସେ ଜିତି ପାରିବ ନାହିଁ । ଆମେ କାହା ସହିତ ଶତ୍ରୁତା କରିବାକୁ ଚାହୁଁନୁ ଆମେ ଦେଶର ବିକାଶ ଓ ପ୍ରଗତି ଚାହୁଛୁ । ଆମେ ବିପଦ ବେଳେ ଅନ୍ୟକୁ ସାହାଯ୍ୟ କରୁ । ପ୍ରତିଟି ଆକ୍ରମଣର ସଠିକ୍‍ ଜବାବ ମିଳିବ, ଇଟାର ଜବାବ ପଥରରେ ଦେବୁ ବୋଲି ମୋଦୀ ସିଧାସିଧା ଟାର୍ଗେଟ କରିଛନ୍ତି ।

Powered by Froala Editor

Tags Modi

Related articles Odisha News Lens 4.1

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...
    ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...

    15837
    May 29, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ
    ବିଶେଷ

    ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14536
    May 31, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15149
    May 30, 2026
  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ
    ଦେଶ-ଦେଶାନ୍ତର

    ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13487
    May 30, 2026
  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ
    ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14187
    May 30, 2026
  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ
    ଦେଶ-ଦେଶାନ୍ତର

    ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15914
    May 29, 2026
  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ
    ଦେଶ-ଦେଶାନ୍ତର

    ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15715
    May 29, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....
    ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14649
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ
    ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14372
    May 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14187
    May 30, 2026
  • ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14659
    May 30, 2026
  • ଦେଶ-ଦେଶାନ୍ତର

    ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15715
    May 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16896
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17516
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17566
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17953
    Sep 06, 2023

ବିଶେଷ

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14536
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14649
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14372
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15345
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14927
    May 26, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15440
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15184
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15668
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14006
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14187
    May 30, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14536
    May 31, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15149
    May 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In